ରାଜ୍ୟ

ବାପା-ପୁଅ, ଦୁଇ ଭଉଣୀଙ୍କୁ ଭୋଟରଙ୍କ ପ୍ରତ୍ୟାଖ୍ୟାନ

ସୁନ୍ଦରଗଡ଼, ୨୫ା୫ (ଡି.ଏନ.ଏ.): ସରିଛି ୨୦୧୯ ସାଧାରଣ ନିର୍ବାଚନ। ଗୁରୁବାର ଫଳାଫଳ ପ୍ରକାଶ ପାଇବା ପରେ ସୁନ୍ଦରଗଡ଼ ଜିଲାର କେତେଜଣ ହେଭିଓ୍ବେଟ ନେତାଙ୍କ ପରାଜୟ ହୋଇଛି। କେଉଁ ନେତା ହ୍ୟାଟ୍ରିକ କରିଥିବା ବେଳେ ଆଉ କେଉଁ ନେତା ପ୍ରଥମ କରି...

ରାଜ୍ୟ ରାଜନୀତିରେ ପରିବାରବାଦ

ଭୁବନେଶ୍ୱର,୨୫ା୫(ବ୍ୟୁରୋ): ସାରା ଦେଶରେ ନିର୍ବାଚନ ଫଳାଫଳ ଘୋଷିତ ହୋଇସାରିଛି। ନୂଆ ସରକାର ପାଇଁ ଶାସକ ଅଣ୍ଟା ଭିଡୁଥିବା ବେଳେ ବିରୋଧୀ ପରାଜୟର କାରଣ ଖୋଜୁଛନ୍ତି। ରାଜ୍ୟସ୍ତରରୁ ଜାତୀୟସ୍ତର ଯାଏ ପାରିବାରିକ ରାଜନୀତିକୁ ନେଇ ଚର୍ଚ୍ଚା ଚଳିତ ନିର୍ବାଚନରେ ଦେଖିବାକୁ ମିଳିଛି।...

ବଜ୍ରପାତରେ ମହିଳା ମୃତ, ଯୁବକ ଗୁରୁତର

ପାଟଣା,୨୫ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଚିନାବାଳିପଶି ପଞ୍ଚାୟତ କେତାଙ୍ଗ ଗ୍ରାମରେ ଗୁରୁବାର ଅପରାହ୍ନରେ ବଜ୍ରପାତରେ ଜଣେ ବିବାହିତା ମହିଳାଙ୍କ ମୃତ୍ୟୁ ଘଟିଛି। ମହିଳା ଜଣକ ହେଉଛନ୍ତି ଈଶ୍ୱର ମହାନ୍ତଙ୍କ ସ୍ତ୍ରୀ ଅହଲ୍ୟା ମହାନ୍ତ,(୪୬)। ସୂଚନା ଅନୁଯାୟୀ ଅହଲ୍ୟା ଘରଠାରୁ...

ଜୈବ ବିବିଧତାର ସୁରକ୍ଷା ପାଇଁ ସଚେତନତା

ଖଣ୍ଡପଡା,୨୫ା୫(ସ୍ବ.ପ୍ର.): ସବୁଜସୁନ୍ଦର ପରିବେଶରେ ଦୃଶ୍ୟ ହେଉଥିବା ଅଣୁଜୀବଠାରୁ ଆରମ୍ଭ କରି ବିରାଟକାୟ ହସ୍ତୀ, ତିମି ଓ ଜଳଜୀବ ଆଦିଙ୍କ ସମାହାରକୁ ଜୈବ ବିବିଧତା କୁହାଯାଏ ା ଏଥିରୁ ଗୋଟିକର ଅଭାବରେ ଅନ୍ୟମାନେ ପରୋକ୍ଷରେ ଅବା ପ୍ରତ୍ୟକ୍ଷରେ ପ୍ରଭାବିତ ହୋଇଥାନ୍ତି। ମାନବ...

ମୁକୁଳା ପଡିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର: ୨ ମାସରେ ମଲେଣି ୨୦ରୁ ଊର୍ଦ୍ଧ୍ୱ ଗୋରୁ, ଛେଳି

ରଣପୁର,୨୫ା୫(ସ୍ବ.ପ୍ର.): ନିରାପଦରେ ଲୋକଙ୍କୁ ବିଦ୍ୟୁତ୍‌ ସେବା ଯୋଗାଇବା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ କେତେକ ଅସାଧୁ ଅଧିକାରୀ ଓ କର୍ମଚାରୀଙ୍କ ଯୋଗୁ ଏହା ଠିକ୍‌ ଭାବେ କାର୍ଯ୍ୟକାରୀ ହୋଇପାରୁ ନାହିଁ। ଫଳସ୍ବରୂପ ଅନେକ ସ୍ଥାନରେ...

ପଶ୍ଚିମ ଓଡ଼ିଶା ଛଟପଟ: ୪୦ ଡିଗ୍ରୀରେ ଜଳୁଛି ୧୦ ସହର

ଭୁବନେଶ୍ୱର,୨୫।୫(ବ୍ୟୁରୋ): ତାତିରୁ ମିଳୁନି ତ୍ରାହି। ଝାଞ୍ଜି ପବନରେ ଅସ୍ତବ୍ୟସ୍ତ ସାରା ରାଜ୍ୟ। ବିଶେଷକରି ପଶ୍ଚିମ ଓଡ଼ିଶା ତାତିରେ ଛଟପଟ ହେଉଛି। ଯଦିଓ ରାଜ୍ୟର କେତେକ ଅଞ୍ଚଳରେ ଦୁଇଦିନ ହେବ ବର୍ଷା ହେଉଛି, ତଥାପି ଦିନରେ ବାହାରକୁ ବାହାରିବା କଷ୍ଟକର ହୋଇପଡ଼ୁଛି।...

ହାରିଲେ ଅଭିନେତ୍ରୀ, ଜିତିଲେ ଅଭିନେତା

ଭୁବନେଶ୍ୱର,୨୫।୫(ବ୍ୟୁରୋ): ଚଳିତ ସାଧାରଣ ନିର୍ବାଚନରେ ଓଲିଉଡ୍‌ ଜଗତରୁ କେତେଜଣ କଳାକାର ରାଜନୀତି ମଇଦାନକୁ ଓହ୍ଲାଇଥିଲେ। କିନ୍ତୁ ଦଳୀୟ ଟିକେଟ ପାଇଥିଲେ ମାତ୍ର ୩ଜଣ। ଜନସମର୍ଥନ ହାତେଇବାକୁ ପ୍ରୟାସ କରୁଥିବା ଏହି କଳାକାରମାନଙ୍କ ମଧ୍ୟରୁ ୨ଜଣ ପରାଜିତ ହୋଇଥିବା ବେଳେ ଜଣେ...

ସିମୁଳିଆରେ ବିଧାୟକଙ୍କ ଦ୍ୱିତୀୟ ପାଳି ରେକର୍ଡ: ‘ଜଳସେଚନ ଓ ଗମନାଗମନକୁ ଗୁରୁତ୍ୱ ଦେବି’

ଖଇରା/ସିମୁଳିଆ, ୨୪।୫ (ଡି.ଏନ.ଏ.): ବାଲେଶ୍ୱର ଜିଲା ସିମୁଳିଆ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ବିଧାନସଭାକୁ ଦ୍ୱିତୀୟ ଥର ପାଇଁ ନିର୍ବାଚିତ ହୋଇଛନ୍ତି । ସିମୁଳିଆ ନିର୍ବାଚନ ମଣ୍ଡଳୀରେ କୌଣସି ବିଧାୟକ ପୂର୍ବରୁ କ୍ରମାଗତ ଭାବେ ଦ୍ୱିତୀୟ...

୨ ଚନ୍ଦନ ଗଛ ଚୋରି

କେନ୍ଦୁଝର, ୨୪ା୫ (ସ୍ବ.ପ୍ର.): କେନ୍ଦୁଝର ଆକାଶବାଣୀ କେନ୍ଦ୍ର ପରିସରରୁ ୨ ଟି ଚନ୍ଦନ ଗଛ ଚୋରି ଘଟଣା ଚର୍ଚ୍ଚାର ବିଷୟ ହୋଇଛି। କଡା ସୁରକ୍ଷା ବ୍ୟବସ୍ଥା ସତ୍ତ୍ୱେ ଚନ୍ଦନ ଗଛ ଚୋରି ସମସ୍ତଙ୍କୁ ଚକିତ କରିଛି।  ପୋଲିସ ଅଭିଯୋଗ ପାଇବା...

ପୁରୀ ଜିଲା: ବିଧାନସଭାକୁ ୩ ପୁରୁଣା, ୩ ନୂଆ ନିର୍ବାଚିତ

ପୁରୀ ଅଫିସ, ୨୪ା୫: ପୁରୀ ଜିଲାର ୬ଟି ନିର୍ବାଚନ ମଣ୍ଡଳୀ ମଧ୍ୟରୁ ଏଥର ବିଜେଡି ଖାତାକୁ ୪ଟି ସିଟ୍‌ ଯାଇଥିବା ବେଳେ ୨ଟିରେ ଭାଜପା ଜିତିଛି। ୨୦୧୪ ନିର୍ବାଚନରେ ବିଜେଡି କ୍ଲିନ ସୁଇପ୍‌ କରିଥିଲା। ହେଲେ ଏଥର ଭାଜପା ବିଜେଡିଠାରୁ...

ଗୁରୁ-ଶିଷ୍ୟ ଲଢ଼େଇରେ ବାଜି ମାରିଲେ ଶିଷ୍ୟ: ଶଙ୍ଖକ୍ଷେତ୍ରରେ ଫୁଟିଲା ପଦ୍ମ

ପୁରୀ ଅଫିସ, ୨୪ା୫: ପୁରୀରେ ଭୁଶୁଡ଼ିଛି ମହେଶ୍ୱରଙ୍କ ଦୁର୍ଗ। ୧୯୯୫ ପରଠାରୁ ପୁରୀ ବିଧାନସଭା ନିର୍ବାଚନମଣ୍ଡଳୀକୁ ନିଜ ଅକ୍ତିଆରରେ ରଖିଥିବା ମହେଶ୍ୱର ମହାନ୍ତିଙ୍କୁ ଏଥର ମାତ୍‌ ଦେଇଛନ୍ତି ଭାଜପାର ଜୟନ୍ତ କୁମାର ଷଡ଼ଙ୍ଗୀ। ଗୁରୁ-ଶିଷ୍ୟଙ୍କ ଲଢେଇରେ ହାର୍‌ ମାନିଛନ୍ତି ଗୁରୁ।...

ଶଙ୍ଖନାଦରେ କମ୍ପିଲା ନୟାଗଡ଼ ଜିଲା

ନୟାଗଡ଼ ଅଫିସ,୨୪।୫: ନିର୍ବାଚନ ସମୟରେ କେନ୍ଦ୍ରମନ୍ତ୍ରୀ ମାନଙ୍କ ୫ରୁ ଊର୍ଦ୍ଧ୍ୱ ଥର ନୟାଗଡ଼ ଗସ୍ତ, ରାଜ୍ୟ ସରକାରଙ୍କ ବିରୋଧରେ ପ୍ରଚାର, ଭାଜପାର ୧୨୦ ମିଶନ୍‌ ସବୁ କିଛି ଫିକା ପଡ଼ିଲା ନୟାଗଡ଼ ଜିଲାରେ। ଜିଲାର ୩ ନିର୍ବାଚନ ମଣ୍ଡଳୀକୁ ୩...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri