ରାଜ୍ୟ

ଏମ୍‌କେସିଜି ଶିଶୁ ବିଭାଗରେ ୪ ଡିପ୍‌ଥେରିଆ ରୋଗୀ

ବ୍ରହ୍ମପୁର,୧୮ା୬(ସୁବାସ ଚନ୍ଦ୍ର ପାଢ଼ୀ): ରାୟଗଡ଼ା ଓ କୋରାପୁଟ ଜିଲାରେ ଡିପ୍‌ଥେରିଆ ରୋଗରେ ଆକ୍ରାନ୍ତ ୪ ଶିଶୁଙ୍କ ବର୍ତ୍ତମାନ ବ୍ରହ୍ମପୁରସ୍ଥିତ ମହାରାଜା କୃଷ୍ଣ ଚନ୍ଦ୍ର ଗଜପତି (ଏମ୍‌କେସିଜି)ମେଡିକାଲ କଲେଜ ଓ ହସ୍ପିଟାଲରେ ଚିକିତ୍ସା ଚାଲିଛି। ସେମାନଙ୍କ ମଧ୍ୟରୁ ୨ଜଣଙ୍କ ଅବସ୍ଥା ଗୁରୁତର...

ଆଜି ଓଡ଼ିଶା ଚାଷୀଙ୍କ ଆକାଉଣ୍ଟକୁ ଆସିଛି କିଶାନ ଟଙ୍କା; ଜାଣି ନ ଥିଲେ ଏହି ଉପାୟରେ ଶୀଘ୍ର ଯାଞ୍ଚ କରନ୍ତୁ ବାଲାନ୍ସ 

ନୂଆଦିଲ୍ଲୀ,୧୮।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩ୟ ଥର ପାଇଁ ଦାୟିତ୍ୱ ଗ୍ରହଣ କରିବା ପରେ ଜୁନ୍‌ ୧୮ରେ ଚାଷୀଙ୍କ ଆକାଉଣ୍ଟକୁ ପିଏମ୍‌-କିଶାନ ଯୋଜନାର ୧୭ତମ କିସ୍ତି ପଠାଇଛନ୍ତି। ବାରାଣସୀ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ଏହି ଟଙ୍କା ପଠାଇଛନ୍ତି। ଦେଶର ପ୍ରାୟ...

ଡ୍ରେନ୍‌ରେ ଭାସି ଯାଇଥିବା ନାବାଳକଙ୍କ ମୃତ୍ୟୁ

ଭୁବନେଶ୍ୱର,୧୮।୬: ଡ୍ରେନ୍‌ରେ ଭାସି ଯାଇଥିବା ନାବାଳକଙ୍କ ମୃତ୍ୟୁ ହୋଇଛି। କ୍ୟାପିଟାଲ ହସ୍ପିଟାଲରେ ଡାକ୍ତର ମୃତ ଘୋଷଣା କରିଛନ୍ତି। ବର୍ଷା ପାଣିରେ ମୁକୁଳା ଡ୍ରେନ୍‌ରେ ଭାସି ନାବାଳକ ଜଣଙ୍କ ଭାସି ଯାଇଥିଲେ। ଯାହା ପରେ ତାଙ୍କୁ ଲକ୍ଷ୍ମୀସାଗର ଓସ୍କାର ସିଟି ନିକଟ...

ବିଧାନସଭାରେ ଏହିଠି ନବୀନଙ୍କ ସିଟ୍‌, ଆଗରେ ଏମାନେ…

ଭୁବନେଶ୍ୱର,୧୮।୬: ୨୪ବର୍ଷ ପରେ କ୍ଷମତାଚ୍ୟୁତ ହେବା ପରେ ବିଜେଡି ଏବେ ରାଜ୍ୟରେ ଧରାଶାୟୀ ହୋଇଛି। ସେହିପରି ମୁଖ୍ୟମନ୍ତ୍ରୀ ପଦ ହରାଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଓଡ଼ିଶାବାସୀ ଏବେ ରାଜ୍ୟ କମାଣ ଭାଜପାକୁ ଧରାଇଛନ୍ତି। ଏହି କ୍ରମରେ ଭାଜପାରେ ରାଜ୍ୟର...

ଡ୍ରେନ୍‌ରେ ଭାସିଯାଇଥିବା ନାବାଳକ ହେଲେ ଉଦ୍ଧାର

ଭୁବନେଶ୍ୱର,୧୮।୬: ଡ୍ରେନ୍‌ରେ ଭାସିଯାଇଥିବା ନାବାଳକଙ୍କୁ ଉଦ୍ଧାର କରାଯାଇଛି। ଲକ୍ଷ୍ମୀସାଗର ନିକଟ ନାଳରୁ ଉଦ୍ଧାର କରାଯାଇଥିବା ସୂଚନା ମିଳିଛି। ନାବାଳକକୁ ଉଦ୍ଧାର କରାଯାଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ୟୁନିଟ-୩ ମସଜିଦ କଲୋନୀ ପାଖ ଡ୍ରେନ୍‌ରେ ନାବାଳକ ଜଣଙ୍କ ଭାସି ଯାଇଥିଲେ।

ପୁଅ ଭଲ ପାଇ ଅନ୍ୟଜାତିରେ ବାହାହେଲା ବୋଲି…

ପୁରୁଷୋତ୍ତମପୁର,୧୮।୬(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାରେ ସାମାଜିକ ବାସନ୍ଦ ଭଳି କୁସଂସ୍କାର ଏବେବି ଲାଗିରହିଛିା ପୁରୁଷୋତ୍ତମ ପୁର ଥାନା ଅଧୀନ ସାଗୁଣାପଲ୍ଲୀରେ ଗତ କିଛିମାସ ତଳେ ଏଭଳି ଏକ ସାମାଜିକ ବାସନ୍ଦ ଘଟଣା ଘଟିଥିଲା। ଯାହାକୁ ନେଇ ପୋଲିସ ପ୍ରଶାସନର ମୁଣ୍ଡବଥା...

ପ୍ରବଳ ବର୍ଷାରେ ଭୁବନେଶ୍ବରରେ ଅଘଟଣ: ମୁକୁଳା ଡ୍ରେନ୍‌ରେ ଭାସିଗଲେ ନାବାଳକ

ଭୁବନେଶ୍ୱର,୧୮।୬: ପ୍ରବଳ ବର୍ଷାରେ ଭୁବନେଶ୍ବରରେ ଅଘଟଣ । ୟୁନିଟ ୩ ମସଜିଦ କଲୋନୀ ପାଖରେ ଥିବା ମୁକୁଳା ଡ୍ରେନ୍‌ରେ ୮ ବର୍ଷର ନାବାଳକ ଭାସିଯାଇଥିବା ସୂଚନା ମିଳିଛି । ତେବେ ଭାସିଯାଇଥିବା ନାବାଳକକୁ ଉଦ୍ଧାର କରିବା ପାଇଁ ଉଦ୍ୟମ ଜାରି...

ମୁଁ ସରପଞ୍ଚ ହେବାକୁ ଚାହୁଁଛି: କାହିଁକି ଏମିତି କହିଲେ ସିଦ୍ଧାନ୍ତ

ଭୁବନେଶ୍ୱର,୧୮।୬: ଓଡ଼ିଶା ବିଧାନସଭାର ୩ ଦିନିଆ ସ୍ବତନ୍ତ୍ର ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ୨୦୨୪ ନିର୍ବାଚନରେ ବିଜୟୀ ହୋଇଥିବା ବିଧାୟକମାନେ ଶପଥ ଗ୍ରହଣ କରିଛନ୍ତି। ଏପରିକି ନବ ନିର୍ବାଚିତ ବିଧାୟକ ସିଦ୍ଧାନ୍ତ ମହାପାତ୍ର ମଧ୍ୟ ଶପଥ ଗ୍ରହଣ...

ବିଧାନସଭାରେ ଲକ୍ଷ୍ମଣ ବାଗ୍‌ଙ୍କୁ ଦେଖି ଏମିତି କହିଦେଲେ ନବୀନ

ଭୁବନେଶ୍ୱର,୧୮।୬: ଓଡ଼ିଶା ବିଧାନସଭାର ୩ ଦିନିଆ ସ୍ବତନ୍ତ୍ର ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ୨୦୨୪ ନିର୍ବାଚନରେ ବିଜୟୀ ହୋଇଥିବା ବିଧାୟକମାନେ ଆଜି ଶପଥ ଗ୍ରହଣ କରିଛନ୍ତି। ତେବେ ବିଧାନସଭାର ପ୍ରଥମ ଦିନରେ ରୋଚକ ଦୃଶ୍ୟ ଦେଖିବାକୁ ମିଳିଛି। ବିଧାନସଭା ଗୃହ...

ନବୀନ ବିରୋଧୀ ଦଳ ନେତା ହେବା ନେଇ ଏମିତି କହିଦେଲେ ବିଜେଡି ବିଧାୟକ

ଭୁବନେଶ୍ୱର,୧୮।୬: ବିଜେଡି ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ହୋଇପାରନ୍ତି। ଏସବୁ ଭିତରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ମଧ୍ୟ ବିଧାୟକ ଭାବେ ଶପଥ ନେଇଛନ୍ତି। ନବୀନ ବିରୋଧୀ ଦଳ ନେତା...

ପାଣ୍ଡିଆନ, ବବି ଦାସଙ୍କ ପାଇଁ ବିଜେଡି ହାରିଲା ପ୍ରଶ୍ନରେ ପ୍ରସନ୍ନ ଆଚାର୍ଯ୍ୟ ଦେଲେ ବଡ଼ ବୟାନ

ଭୁବନେଶ୍ୱର,୧୮।୬: ନିର୍ବାଚନରେ ବିଜେଡିର ଶୋଚନୀୟ ପରାଜୟ ପାଇଁ ଦଳର ତୃଣମୂଳଠୁ ଆରମ୍ଭ କରି ଶୀର୍ଷସ୍ତରର ନେତା ପର୍ଯ୍ୟନ୍ତ ସମସ୍ତେ ଭିକେ ପାଣ୍ଡିଆନ, ଡିଏସ କୁଟ୍ଟେ, ପ୍ରଣବପ୍ରକାଶ ଦାସ(ବବି) ଓ ମାନସ ମଙ୍ଗରାଜଙ୍କୁ ଦାୟୀ କରିବା ସହ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ...

ରାଜ୍ୟରେ ବ୍ୟାପୁଛି ଡିପଥେରିଆ ସଂକ୍ରମଣ: ଆସନ୍ତାକାଲିଠୁ ମିଳିବ ବୁଷ୍ଟର ଡୋଜ, ଜାଣନ୍ତୁ କେଉଁମାନେ ନେଇପାରିବେ

ଭୁବନେଶ୍ୱର,୧୮।୬: କିଛି ଜିଲାରେ ଡିପଥେରିଆ ସଂକ୍ରମଣ ବ୍ୟାପିବାରେ ଲାଗିଛି। ଯେହେତୁ ଏହା ଏକ ବାୟୁବାହିତ ରୋଗ, ତେଣୁ ଲୋକମାନେ ମାସ୍କ ପିନ୍ଧନ୍ତୁ ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକଙ୍କ ସୂଚନା ଦେଇଛନ୍ତି। ବର୍ତ୍ତମାନ ସୁଦ୍ଧା ୩ ଜିଲାରୁ ୨୧ ରୋଗୀ ଚିହ୍ନଟ ହୋଇଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri