ରାଜ୍ୟ

ନର୍ସିଂ କଲେଜ ହଷ୍ଟେଲର୧୦ ଛାତ୍ରୀ ଅସୁସ୍ଥ

ଭୁବନେଶ୍ୱର,୨୮।୧୧: ଭୁବନେଶ୍ୱରର ଏକ ଘରୋଇ ନର୍ସିଂ କଲେଜ ହଷ୍ଟେଲର୧୦ ଛାତ୍ରୀ ଅସୁସ୍ଥ ହୋଇଯାଇଛନ୍ତି। ରାତିରେ ଖାଇ ସାରିବା ପରେ ସେମାନେ ଅସୁସ୍ଥ ଅନୁଭବ କରିଥିଲେ। ପରେ ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିବାରୁ ସେମାନଙ୍କୁ ଗୁରୁତର ଅବସ୍ଥାରେ ବିଏମ୍‌ସି ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଭାଜପା କାର୍ଯ୍ୟାଳୟରେ ୨ ଘଣ୍ଟା ରହିବେ ମୋଦି, କରିବେ ରାତ୍ରି ଭୋଜନ

ଭୁବନେଶ୍ୱର, ୨୮ା୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୯ରୁ ୩ ଦିନିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ଆସୁଛନ୍ତି। ଏଠାରେ ୪୮ଘଣ୍ଟିଆ ଅବସ୍ଥାନ ସମୟରେ ପ୍ରଧାନମନ୍ତ୍ରୀ ଉଭୟ ଦଳୀୟ ଓ ସରକାରୀ କାର୍ଯ୍ୟକ୍ରମର ସମୀକ୍ଷା କରିବେ ବୋଲି ଜଣାପଡ଼ିଛି ତେବେ ଏ...

ଶୀତରେ ଥରୁଛି ଜି.ଉଦୟଗିରି, ସର୍ବନିମ୍ନ ତାପମାତ୍ରା ରହିଛି…

ଜି.ଉଦୟଗିରି,୨୮ା୧୧(ଶିଶିର ପଟ୍ଟନାୟକ): ଜି. ଉଦୟଗିରି ସହରରେ ଗୁରୁବାର ସର୍ବନିମ୍ନ ତାପମାତ୍ରା ୬.୨ ଡିଗ୍ରୀ ସେଲ୍‌ସିୟସ୍‌ ରେକର୍ଡ କରାଯାଇଥିବା ଜି. ଉଦୟଗିରି କୃଷି ଗବେଷଣା କେନ୍ଦ୍ର ତରଫରୁ ଜାଣିବାକୁ ମିଳିଛି । କିନ୍ତୁ ସହରଠାରୁ ଅଧିକ ଶୀତ ମୁକୁଲିଙ୍ଗିଆ, ସିରିକି, କୁର୍ମିଙ୍ଗିଆ...

ସୁଜାତାଙ୍କ ଉପରେ ବିଶ୍ୱାସ କରିବ ତ ଭାଜପା ସରକାର? ଏବେ ବି ଆକ୍ଟିଭ ପାଣ୍ଡିଆନ! ଭିତରେ ଚାଲିଛି…

ଭୁବନେଶ୍ୱର,୨୮।୧୧: ସୁଜାତା କାର୍ତ୍ତିକେୟନ! ୨୦୦୦ ବ୍ୟାଚର ଏହି ଓଡ଼ିଆ ଆଇଏଏସ ଅଫିସରଙ୍କୁ ନେଇ ଏବେ ଚର୍ଚ୍ଚା ଜୋର୍। ୬ ମାସର ଛୁଟି ପରେ ପୁଣି କାର୍ଯ୍ୟକ୍ଷେତ୍ରକୁ ଫେରିଛନ୍ତି ସୁଜାତା। ତେବେ ଏହି ଛୁଟି ନେବା ଓ ପୁଣି କାର୍ଯ୍ୟକୁ ଫେରିବାର...

ଘରେ ପଶି ପୁତୁରାଙ୍କୁ ହତ୍ୟା, ଦାଦାଙ୍କୁ ଅଟକ ରଖିଲା ପୋଲିସ

ବ୍ରହ୍ମପୁର,୨୮ା୧୧(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲାରେ ଘରୋଇ ହିଂସା ଓ ପୂର୍ବ ଶତ୍ରୁତାରୁ ମାସେ ଭିତରେ ୩ ମୁଣ୍ଡ ଗଡ଼ିସାରିଲାଣି। ପୂର୍ବରୁ ଶେରଗଡ଼ରେ ଦୁଇଟି ହତ୍ୟାକାଣ୍ଡ ଘଟିଥିବାବେଳେ ବୁଧବାର ବିଳମ୍ବିତ ରାତିରେ ସଦର ଥାନା ଅନ୍ତର୍ଗତ ରୋହିଗାଁ ବଡ଼ସାହିରେ ପୁଣି...

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଯେଉଁଠି ଅଧିକ ‘ସୁଭଦ୍ରା’ ଫର୍ମ ରିଜେକ୍ଟ ହୋଇଛି, ସେଠାରେ ଆରମ୍ଭ ହେବ…

ଭୁବନେଶ୍ୱର,୨୮ା୧୧: କିଛି ମହିଳା ସୁଭଦ୍ରା ଯୋଜନା ପାଇଁ ଫର୍ମ ଆବେଦନ କରିଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ ସେମାନଙ୍କୁ ଟଙ୍କା ମିଳିନାହିଁ। କାହିଁକି ମିଳିନାହିଁ ବୋଲି ମହିଳାମାନେ ଅସନ୍ତୋଷ ବ୍ୟକ୍ତ କରୁଥିବାବେଳେ ଏନେଇ  ଗୁରୁବାର ବଡ଼ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ଓଡ଼ିଶାରେ ୪୮ ଘଣ୍ଟା ରହିବେ ମୋଦି: ଜାଣନ୍ତୁ କ’ଣ ରହିଛି ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ

ଭୁବନେଶ୍ୱର, ୨୮ା୧୧(ସୁନିତ୍‌ ମିଶ୍ର):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୯ରୁ ୩ ଦିନିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ଆସୁଛନ୍ତି। ଏଠାରେ ୪୮ଘଣ୍ଟିଆ ଅବସ୍ଥାନ ସମୟରେ ପ୍ରଧାନମନ୍ତ୍ରୀ ଉଭୟ ଦଳୀୟ ଓ ସରକାରୀ କାର୍ଯ୍ୟକ୍ରମର ସମୀକ୍ଷା କରିବେ ବୋଲି ଜଣାପଡ଼ିଛି। ରାଜ୍ୟରେ ଏହି...

ପୁଣି ଆଳୁ ଅଟକାଇଲେ ଦିଦି, ଟେନଶନରେ ସରକାର

ଜଳେଶ୍ୱର,୨୮।୧୧: ଓଡ଼ିଶାକୁ ପଶ୍ଚିମବଙ୍ଗ ସୀମାରେ ପୁଣି ଆଳୁ ଗାଡ଼ି ଅଟକାଇଛନ୍ତି। କିଛିଦିନ ପୂର୍ବରୁ ଆଳୁ ରାଜନୀତି ତେଜିଥିବାବେଳେ ଆଜି ପୁଣି ମମତାଙ୍କ ଗାଡି ଅଟକାଇଦେବା ମୋହନ ସରକାରଙ୍କ ମୁଣ୍ଡବିନ୍ଧାର କାରଣ ସାଜିଛି। ହୁ ହୁ ହୋଇ ବଢୁଥିବା ପରିବା ଦରକୁ...

୨୯, ୩୦ରେ ବନ୍ଦ ରହିବ ଗୃହ କାର୍ଯ୍ୟ: ବାଚସ୍ପତି

ଭୁବନେଶ୍ୱର,୨୮ା୧୧(ସୁନିତ୍‌ ମିଶ୍ର): ବିଧାନସଭା ଶୀତ ଅଧିବେଶର ଦ୍ୱିତୀୟ ଦିନ ଅପରାହ୍ନ ୪ଟାରେ ଆରମ୍ଭ ହୋଇ ୪ଟା ୭ ପର୍ଯ୍ୟନ୍ତ ଚାଲିବା ପରେ ବାଚସ୍ପତି ସୁରମା ପାଢ଼ୀ ଗୁରୁବାର ପର୍ଯ୍ୟନ୍ତ ଗୃହ କାର୍ଯ୍ୟକୁ ମୁଲତବୀ ଘୋଷଣା କରିଛନ୍ତି। ଅନ୍ୟପଟେ ଗୃହ କାର୍ଯ୍ୟ...

ମାଡିଆସୁଛି ବାତ୍ୟା: ଓଡ଼ିଶାର ୭ ଜିଲାରେ…

ଭୁବନେଶ୍ୱର,୨୮ା୧୧(ଅନୁରାଧା ମହାରଣା): ରାଜ୍ୟରେ ଗତ କିଛି ଦିନ ଶୀତର ଲହରି ଜାରି ରହିଛି। ମାତ୍ର ଗୁରୁବାର ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ପୁରୀ, ଗଞ୍ଜାମ ଓ ଗଜପତି ଜିଲାର କିଛି ସ୍ଥାନରେ ହାଲୁକା ବର୍ଷା ହୋଇପାରେ। ସେହିପରି ସୁନ୍ଦରଗଡ଼, କେନ୍ଦୁଝରଗଡ଼, କନ୍ଧମାଳ,...

ବାଟ ଛାଡ଼ିଲେ ଶିନ୍ଦେ: ଏବେ ମହାରାଷ୍ଟ୍ରରେ ହେବ ଅସଲ ଖେଳ

ମୁମ୍ବାଇ,୨୮ା୧୧:ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ପଦ ପାଇଁ ଦ୍ୱିତୀୟ ଦାବିଦାର ଶିବସେନା ମୁଖ୍ୟ ଏକନାଥ ଶିନ୍ଦେ ବିଧାନସଭା ନିର୍ବାଚନ ଫଳ ଆସିବାର ୪ ଦିନ ପରେ ଏହି ଦାବିରୁ ଓହରିଯାଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯାହା ନିଷ୍ପତ୍ତି ନେବେ ସେ ତାକୁ ମାନିନେବେ...

ଲିଙ୍ଗରାଜ ମନ୍ଦିରରେ ସିଗାରେଟ୍‌ ଟାଣିଲେ

ଭୁବନେଶ୍ୱର,୨୮ା୧୧ (ସୂର୍ଯ୍ୟକାନ୍ତ ବେହେରା): ଲିଙ୍ଗରାଜ ମନ୍ଦିର ପରିସରକୁ ମୋବାଇଲ, ସିଗାରେଟ୍‌ ଭଳି କିଛି ଜିନିଷକୁ ବାରଣ କରାଯାଇଛି। କିନ୍ତୁ ଏହାସତ୍ତ୍ୱେ ମନ୍ଦିର ପରିସରକୁ ମୋବାଇଲ ଯିବା ସହ ସିଗାରେଟ ଯାଉଛି। ମନ୍ଦିରରେ ସୁରକ୍ଷା କର୍ମଚାରୀମାନେ କଡ଼ା ଯାଞ୍ଚ କରୁ ନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri