ରାଜ୍ୟ

ସମସ୍ୟାର ହେଲା ସମାଧାନ: ଯାତ୍ରୀଙ୍କ ସ୍ବାର୍ଥ ରକ୍ଷା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର,୧୫ା୬(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ନିର୍ଦ୍ଦେଶ କ୍ରମେ କୋରାପୁଟ ଜିଲା ପ୍ରଶାସନ, ଜିଲାର ବସ୍‌ ମାଲିକ ସଂଘ ଓ କର୍ମଚାରୀ ସଂଘ ସହ ଆଲୋଚନା କରିଛନ୍ତି। ଉଭୟ ସଂଘ ମଧ୍ୟରେ ଉପୁଜିଥିବା ବିବାଦ ଯୋଗୁ ଜିଲାରେ ବସ୍‌...

ରାଜ୍ୟରେ ବନ୍ଦ ହୋଇଯିବ କି ମିଶନ ଶକ୍ତି ଯୋଜନା? ଆସିଲା ନୂଆ ଅପ୍‌ଡେଟ୍‌, ଜାଣନ୍ତୁ…

ଭୁବନେଶ୍ୱର,୧୫।୬: ଦୀର୍ଘ ୨୫ ବର୍ଷର ବିଜେଡି ଶାସନରେ ବିରାମ ଲାଗିଛି। ୨୦୨୪ ନିର୍ବାଚନରେ ସଂଖ୍ୟାଗରିଷ୍ଠତା ହାସଲ କରି ଭାଜପା ରାଜ୍ୟରେ ସରକାର ଗଢ଼ିଛି। ନିକଟରେ ମୋହନ ଚରଣ ମାଝୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ଆକ୍ସନ ମୁଡ୍‌ରେ ଅଛନ୍ତି।...

ଖୋଲିବ ସ୍କୁଲ, ମଧ୍ୟାହ୍ନ ଭୋଜନ ମିଳିବ କି ନାହିଁ ଆସିଲା ବଡ଼ ଖବର

ଭୁବନେଶ୍ୱର,୧୫।୬: ଗ୍ରୀଷ୍ମ ଛୁଟି ପରେ ଆସନ୍ତା ୧୮ ତାରିଖରୁ ସ୍କୁଲ ଖୋଲିବାକୁ ଯାଉଛି। ମଙ୍ଗଳବାର ସ୍କୁଲ ଖୋଲିବାର ପ୍ରଥମ ଦିନରୁ ହିଁ ପିଲାଙ୍କୁ ଦିଆଯିବ ମଧ୍ୟାହ୍ନ ଭୋଜନ। ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମଧ୍ୟାହ୍ନ ଭୋଜନ ଦେବା ପାଇଁ ପଦକ୍ଷେପ...

ଛତିଶଗଡରେ ୮ ନକ୍ସଲଙ୍କୁ ଏନକାଉଣ୍ଟର, ଜଣେ ଯବାନ ସହିଦ

ମାଲକାନଗିରି,୧୫।୬( ଦୁର୍ଯ୍ୟୋଧନ ପାତ୍ର ): ଛତିଶଗଡ ନକ୍ସଲ ପ୍ରଭାବିତ ନାରାୟଣପୁର ଜିଲା ଜଙ୍ଗଲରେ ନକ୍ସଲ ଓ ସୁରକ୍ଷା ବଳ ମଧ୍ୟରେ ବଡ଼ ଏନକାଉଣ୍ଟର ହୋଇଛି। ଏହି ଏନକାଉଣ୍ଟରରେ ୮ ନକ୍ସଲ ନିପାତ ହୋଇଥିବାବେଳେ ଜଣେ ଯବାନ ସହିଦ ହୋଇଛନ୍ତି ।...

ମାତୁଛନ୍ତି ଚୋର, ଅଭିଯୋଗ ପରେ ବି ଧରି ପାରୁନି ପୋଲିସ

ଗୋପାଳପୁର,୧୫।୬(ନବୀନ ରାଜ ଆଚାରୀ): ଗତ କିଛି ଦିନ ହେଲା ଗୋପାଳପୁର ଥାନା ଅଞ୍ଚଳ ଚୋର ଦଳ ସକ୍ରିୟ ହୋଇପଡିଛନ୍ତି l ଗୋଟିଏ ପରେ ଗୋଟିଏ ଘର ଟାର୍ଗେଟ କରି ଦୁର୍ବୃତ୍ତମାନେ କଳା କନା ବୁଲେଇ ବାରେ ସଫଳ ହୋଉଛନ୍ତି l...

କୁଏଟ୍‌ ଅଗ୍ନିକାଣ୍ଡ: ୨ ଓଡ଼ିଆଙ୍କ ପରିବାରକୁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫।୬: କୁଏଟ୍‌ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ୨ ଓଡିଆଙ୍କ ପରିବାରକୁ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି। ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ତିଗିରିଆର ମହମ୍ମଦ ଜହୁର ଓ ଗଞ୍ଜାମ ଜିଲା ପୁରୁଷୋତମପୁର ବ୍ଲକ ରଣଝାଲି ଗାଁର ସନ୍ତୋଷ ଗୌଡଙ୍କ...

କଇଁଛ ଚାଲାଣବେଳେ ୪ଗିରଫ, ୧୭୬ କଇଁଛ ଉଦ୍ଧାର

ଝରିଗାଁ,୧୫।୬(କିଶୋର ଚନ୍ଦ୍ର ମଣ୍ଡଳ): କଳାହାଣ୍ଡି ଜିଲାରୁ ନବରଙ୍ଗପୁର ଜିଲାକୁ କଇଁଛ ଚୋରା ଚାଲାଣ ବେଳେ ଝରିଗାଁ ବନ ବିଭାଗ ଦ୍ୱାରା ୧୭୬ କଇଁଛ ଉଦ୍ଧାର ହୋଇଛି। ଏଥିରେ ୪ଜଣ ଯୁବକଙ୍କୁ ଗିରଫ କରିବା ସହ ଦୁଇଟି ମୋଟର ସାଇକେଲ ଜବତ...

ଏଥର ଦୁଇ ଦିନ ହେବ ଗୁଣ୍ଡିଚା ଯାତ୍ରା, ଛତିଶା ନିଯୋଗ ବୈଠକରେ ନୀତି ନିର୍ଘଣ୍ଟ

ଏଥର ଦୁଇ ଦିନ ହୋଇପାରେ ଗୁଣ୍ଡିଚା ଯାତ୍ରା । ୧୩ ଦିନ ଅଣସରରେ ରହିବେ ଶ୍ରୀଜିଉ । ଜୁଲାଇ ୭ ତାରିଖରେ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି । ୫୩ ବର୍ଷ ପରେ ଚଳିତ ଥର ୧୩ ଦିନ...

ଭୁବନେଶ୍ୱରରେ ପହଞ୍ଚିଲା କୁଏତରେ ପ୍ରାଣ ହରାଇଥିବା ୨ ଓଡ଼ିଆଙ୍କ ପାର୍ଥିବ ଶରୀର

ଭୁବନେଶ୍ୱର,୧୫।୬: କୁଏତରେ ଭୟାବହ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ୨ ଓଡ଼ିଆଙ୍କ ପାର୍ଥିବ ଶରୀର ଶନିବାର ଭୁବନେଶ୍ୱରରେ ପହଞ୍ଚିଛି। ସେମାନେ ମହମ୍ମଦ ଜହୁର ଓ ସନ୍ତୋଷ ଗୌଡ ବୋଲି ଜଣାପଡିଛି। ମୃତଦେହ ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରୁ ସ୍ବତନ୍ତ୍ର ଗାଡି ଯୋଗେ...

ବ୍ୟାପୁଛି ଅଜଣା ରୋଗ: ଗଲାଣି ୫ ଶିଶୁଙ୍କ ଜୀବନ

ଭୁବନେଶ୍ୱର,୧୫।୬: ରାୟଗଡ଼ା ଜିଲା କାଶୀପୁର ବ୍ଲକ ମୁନିସିଂ ପଞ୍ଚାୟତରେ ଅଜଣା ରୋଗ ଆତଙ୍କ। ଏହି ଅଜଣା ରୋଗରେ ୫ ଶିଶୁଙ୍କ ଜୀବନ ଗଲାଣି। ମେଡିକାଲରେ ଜଣେ ଓ ଗାଁରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୬ ଚିକିତ୍ସାଧୀନ ଅଛନ୍ତି।...

ହଟିଲା କଟକଣା, ଆଜିଠାରୁ ସମୁଦ୍ର ଯିବେ ମତ୍ସ୍ୟଜୀବୀ

ପାରାଦୀପ,୧୫।୬(ଶରତ ରାଉତ): ସମଗ୍ର ପୂର୍ବ ଉପକୂଳ ସମୁଦ୍ରରେ ଗତ ଏପ୍ରିଲ ୧୫ରୁ ଜାରି ହୋଇଥିବା କଟକଣା ଶୁକ୍ରବାର ଶେଷ ହୋଇଛି। ଶନିବାର ପ୍ରତ୍ୟୁଷରୁ ମତ୍ସ୍ୟଜୀବୀମାନେ ସମୁଦ୍ର ଭିତରକୁ ଯାଇ ଅବାଧରେ ମାଛ ଧରିପାରିବେ। ଏହିକ୍ରମରେ ରାଜ୍ୟର ବୃହତ୍‌ ପାରାଦୀପ ମାଛଧରା...

ଇଡି,ସିବିଆଇ ଭୟରେ ବିଜେଡି ବିରୋଧୀ ଦଳ ଭୂମିକା ତୁଲାଇପାରିବ ନାହିଁ: ତାରା

ଭୁବନେଶ୍ୱର(ଅନିଲ ଦାସ)/ଜୟପୁର(ପବନ ପାଣିଗ୍ରାହୀ),୧୫ା୬: ଆସନ୍ତା ୫ ବର୍ଷ ପାଇଁ କଂଗ୍ରେସ ବିରୋଧୀ ଦଳ ଭୂମିକା ନିର୍ବାହ କରିବ ବୋଲି ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି କହିଛନ୍ତି। କାରଣ ଇଡି, ସିବିଆଇ ଭୟରେ ବିଜେଡି ବିରୋଧୀ ଦଳ ଭୂମିକା ତୁଲାଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri