ରାଜ୍ୟ

ନିର୍ବାଚନ ସେକ୍ଟର ଅଫିସରଙ୍କୁ ଘେରିଲେ ଗ୍ରାମବାସୀ

ଲୋଇସିଂହା,୨୧।୫(ସୁଶାନ୍ତ ବାରିକ) ବଲାଙ୍ଗୀର ଜିଲା ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଲୋଇସିଂହା ବ୍ଲକ ସରଗାଡ ଗ୍ରାମରେ ନିର୍ବାଚନରେ ନିୟୋଜିତ ସେକ୍ଟର ଅଫିସର ସୂର୍ଯ୍ୟକାନ୍ତ ପଧାନଙ୍କୁ ଘେରିଲେ ଗ୍ରାମବାସୀ। ଖବର ପାଇ ବଲାଙ୍ଗୀର ସଦର ପୋଲିସ ଉଦ୍ଧାର କରିଥିବା ଜଣାଯାଇଛି। ଗ୍ରାମର...

ବରଗଡ଼ ଜିଲାରେ ୭୫.୯୭ ପ୍ରତିଶତ ମତଦାନ: ଭଟଲିରେ ସର୍ବାଧିକ, ଅତାବିରାରେ ସର୍ବନିମ୍ନ

ବରଗଡ଼,୨୧।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ମତଦାନ ପ୍ରକ୍ରିୟା ସରିଛି । ଖରା,ତ ାତି ସତ୍ତ୍ବେ ମତଦାନ କେନ୍ଦ୍ର ଗୁଡିକରେ ଏଥର ମତଦାତାଙ୍କ ଲମ୍ବା ଧାଡ଼ି ରହିଥିଲା। ମିଳିଥିବା ସୂଚନା ଅନୁଯାୟୀ, ଏଥର ଜିଲାରେ ୭୫.୯୭...

ପାଦତଳୁ ମାଟି ଖସିଯିବା ଜାଣି ହିଂସାକୁ ଆପଣାଇଛି ବିଜେଡି: ଭାଜପା

ଭୁବନେଶ୍ୱର, ୨୧।୫(ସୁନିତ୍‌ ମିଶ୍ର):ବିଜେଡିର ପାଦ ତଳୁ ମାଟି ଖସିଯିବା ଜାଣି ହିଂସାକୁ ଆଦରି ନେଇଛନ୍ତି। ନିର୍ବାଚନ ପୂର୍ବରୁ ବିଜେଡିର ଗୁମାସ୍ତା ରାଜ୍ୟସାରା ବୁଲି ଲୋକଙ୍କ ସମସ୍ୟା ବୁଝିବାର ନାଟକ କରିଥିଲେ। କିନ୍ତୁ ଗୁମାସ୍ତାଙ୍କ ନାଟକକୁ ଓଡ଼ିଶାବାସୀ ବୁଝି ବିଜେଡିକୁ ପ୍ରତ୍ୟାଖ୍ୟାନ...

ମୁଖ୍ୟମନ୍ତ୍ରୀ ଜଣେ, ଶାସନ ଚଳାଉଛନ୍ତି ଅନ୍ୟ ଜଣେ

କୁଚିଣ୍ଡା,୨୧ା୫(ବିରଞ୍ଚତ୍ ଦର୍କା):ବିଜେଡି ସରକାରରେ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ। ହେଲେ ତାଙ୍କୁ ମୋହାରା କରି କାର୍ତ୍ତିକ ପାଣ୍ଡିଆନ ସରକାର ଚଳାଉଛନ୍ତି। ଏଭଳି ସରକାରକୁ ହଟାଇବାକୁ ପଡ଼ିବ। ଏଥର ଓଡ଼ିଶାବାସୀ ଏଭଳି ସରକାରକୁ ହଟାଇ ଭାଜପାକୁ ଶାସନଭାର ଦେବେ ବୋଲି ଦୃଢ଼ୋକ୍ତି ପ୍ରକାଶ...

ପୂର୍ବତନ ମୃତ୍ତିକା ସଂରକ୍ଷଣ ଅଧିକାରୀଙ୍କ ୧ କୋଟିରୁ ଊର୍ଦ୍ଧ୍ୱ ସମ୍ପତ୍ତି ବାଜ୍ୟାପ୍ତି

ଭୁବନେଶ୍ୱର,(ସତ୍ୟଜିତ୍‌ ରାଉତ)/ ମାଲକାନଗିରି, ୨୧ା୫ (ଦୁର୍ଯ୍ୟୋଧନ ପାତ୍ର):ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦଣ୍ଡିତ ହୋଇଥିବା ମାଲକାନଗିରି ଜିଲାର ପୂର୍ବତନ ମୃତ୍ତିକା ସଂରକ୍ଷଣ ଅଧିକାରୀ (ଏସ୍‌ସିଓ) ଦାଶରଥି ତ୍ରିପାଠୀଙ୍କ ପାଇଁ ପୁଣି ଅଡ଼ୁଆ ବଢ଼ିଛି। ଦାଶରଥିଙ୍କ...

୩ଦିନ ହିଟ୍‌ ଓ୍ବେଭ୍‌, ୨୪ରୁ ବର୍ଷା

ଭୁବନେଶ୍ୱର, ୨୧।୫(ଅସମାପିକା ସାହୁ):ଅସହ୍ୟ ତାତି ଓ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ହୋଇପଡୁଛି ରାଜ୍ୟର ଜନଜୀବନ। ତାପମାତ୍ରା ପୁଣି ୪୨ ଡିଗ୍ରୀ ଡେଇଁଥିବାବେଳେ ଆସନ୍ତା ୩ଦିନ ହେବାକୁ ଥିବା ହିଟ୍‌ ଓ୍ବେଭ୍‌କୁ ନେଇ ଚିନ୍ତା ବଢ଼ିଛି। ଏପରିସ୍ଥିତିରେ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଆସନ୍ତା...

ଜଣେ ଏମ୍‌ପିଙ୍କ ନାଁରେ ବଡ଼ ଅଭିଯୋଗ ଆଣିଲେ ମୁଖ୍ୟମନ୍ତ୍ରୀ

ପୁରୁଣା ଭୁବନେଶ୍ୱର,୨୧ା୫(ସୁବାସ ଚନ୍ଦ୍ର ପ୍ରଧାନ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଭୁବନେଶ୍ୱରରେ ଏକ ବିଶାଳ ରୋଡ୍‌ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ବିଭିନ୍ନ ସ୍ଥାନରେ ଉପସ୍ଥିତ ଜନତା ମୁଖ୍ୟମନ୍ତ୍ରୀଙ୍କୁ ଦେଖିବାକୁ ଉତ୍କଣ୍ଠାର ସହ ଅପେକ୍ଷା କରିଥିଲେ। ଭୁବନେଶ୍ୱର ଏକାମ୍ର ନିର୍ବାଚନମଣ୍ଡଳୀରେ...

ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ଶାହା

ଭୁବନେଶ୍ୱର, ୨୧ା୫(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନକୁ ନିଜ ସପକ୍ଷରେ ପୂର୍ଣ୍ଣ ବହୁମତ ସହ ନେବା ଲାଗି ଭାଜପା ନିଜର ଜୋରଦାର ଉଦ୍ୟମ ଚଳାଇଛି। ଭାଜପାର ନିର୍ବାଚନୀ ପ୍ରଚାରକୁ ଶାଣିତ କରିବା ପାଇଁ କେନ୍ଦ୍ର ଓ ରାଜ୍ୟ ନେତୃବୃନ୍ଦ ବିଭିନ୍ନ ସ୍ଥାନ ଗସ୍ତ...

ଅଧ ରାତିରେ କ୍ଷମା ମାଗିଲେ ସମ୍ବିତ ପାତ୍ର: କହିଲେ, ମୋ ଭୁଲ୍‌ ପାଇଁ ଆଗାମୀ ୩ ଦିନ ଉପବାସ କରିବି

ନୂଆଦିଲ୍ଲୀ/ଭୁବନେଶ୍ୱର,୨୧।୫:ଓଡିଶାର ପୁରୀ ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ସମ୍ମିତ ପାତ୍ର ପ୍ରଭୁ ଜଗନ୍ନାଥଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭକ୍ତ ବୋଲି କହି କ୍ଷମା ମାଗିଛନ୍ତି। ସେ କହିଛନ୍ତି, ମୁଁ ଅନୁତାପ କରିବାକୁ ଆଗାମୀ ୩ ଦିନ ଉପବାସ କରିବି।...

ବିଜେଡି ଏମ୍‌ପି ପ୍ରାର୍ଥୀ ସୁଦାମ ମାରାଣ୍ଡିଙ୍କୁ ବଡ଼ ଝଟକା

ଭୁବନେଶ୍ୱର,୨୦।୫: ବିଜେଡି ଏମ୍‌ପି ପ୍ରାର୍ଥୀ ସୁଦାମ ମାରାଣ୍ଡିଙ୍କୁ ଝଟକା। ସୋମବାର ବାଙ୍ଗିରିପୋଷି ନିର୍ବାଚନମଣ୍ଡଳୀର ଶତାଧିକ ମୁଣ୍ଡା ସମ୍ପ୍ରଦାୟର ଲୋକ ଭାଜପାରେ ସାମିଲ ହୋଇଛନ୍ତି। ଆଜି ବାଙ୍ଗିରିପୋଷିରେ ଆୟୋଜିତ ହୋଇଥିଲା ମିଶ୍ରଣ ପର୍ବ। ଏଥିରେ ଭାଜପା ଏମ୍‌ପି ପ୍ରାର୍ଥୀ ନବଚରଣ ମାଝୀ,...

ଭାଜପାରୁ ବହିଷ୍କୃତ ହେଲେ ପୂର୍ବତନ ଏମ୍‌ପି ଐର ଖାରବେଳଙ୍କ ସମେତ ୫ ନେତା

ଭୁବନେଶ୍ୱର,୨୦।୫: ପୂର୍ବତନ ଏମ୍‌ପି ଖାରବେଳ ସ୍ବାଇଁଙ୍କୁ ଦଳବିରୋଧୀ କାର୍ଯ୍ୟ ପାଇଁ ଭାଜପା ସୋମବାର ଦଳରୁ ବହିଷ୍କାର କରିଛି । ଖାରବେଳଙ୍କ ସମେତ ରେମୁଣାର ବିଜୟ କୁମାର ସେଠୀ, ଜଳେଶ୍ୱରର ଦିବ୍ୟକାମ ମହାନ୍ତି, ଉଦଳାର କାଳୀଚରଣ ପାତ୍ର, କରଞ୍ଜିଆର ଯୁଗଳ କିଶୋର...

ସମୀର ଦାଶଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା

ଭୁବନେଶ୍ୱର,୨୦।୫: ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ବରିଷ୍ଠ ନେତା ସମୀର ରଞ୍ଜନ ଦାଶଙ୍କୁ ଦଳ ସୋମବାର ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଇଛି। ଦଳ ସମୀରଙ୍କୁ ରାଜ୍ୟ ମୁଖପାତ୍ର ଭାବେ ନିଯୁକ୍ତି ଦେଇଛି। ଦଳର ମିଡିଆ ସେଲକୁ ଅଧିକ ସୁଦୃଢ କରିବା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri