ରାଜ୍ୟ

ହଟିଲା କଟକଣା, ଆଜିଠାରୁ ସମୁଦ୍ର ଯିବେ ମତ୍ସ୍ୟଜୀବୀ

ପାରାଦୀପ,୧୫।୬(ଶରତ ରାଉତ): ସମଗ୍ର ପୂର୍ବ ଉପକୂଳ ସମୁଦ୍ରରେ ଗତ ଏପ୍ରିଲ ୧୫ରୁ ଜାରି ହୋଇଥିବା କଟକଣା ଶୁକ୍ରବାର ଶେଷ ହୋଇଛି। ଶନିବାର ପ୍ରତ୍ୟୁଷରୁ ମତ୍ସ୍ୟଜୀବୀମାନେ ସମୁଦ୍ର ଭିତରକୁ ଯାଇ ଅବାଧରେ ମାଛ ଧରିପାରିବେ। ଏହିକ୍ରମରେ ରାଜ୍ୟର ବୃହତ୍‌ ପାରାଦୀପ ମାଛଧରା...

ଇଡି,ସିବିଆଇ ଭୟରେ ବିଜେଡି ବିରୋଧୀ ଦଳ ଭୂମିକା ତୁଲାଇପାରିବ ନାହିଁ: ତାରା

ଭୁବନେଶ୍ୱର(ଅନିଲ ଦାସ)/ଜୟପୁର(ପବନ ପାଣିଗ୍ରାହୀ),୧୫ା୬: ଆସନ୍ତା ୫ ବର୍ଷ ପାଇଁ କଂଗ୍ରେସ ବିରୋଧୀ ଦଳ ଭୂମିକା ନିର୍ବାହ କରିବ ବୋଲି ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି କହିଛନ୍ତି। କାରଣ ଇଡି, ସିବିଆଇ ଭୟରେ ବିଜେଡି ବିରୋଧୀ ଦଳ ଭୂମିକା ତୁଲାଇ...

ପୂରଣ ହୋଇପାରେ ବାକି ୬ ମନ୍ତ୍ରୀ ପଦ

ଭୁବନେଶ୍ୱର, ୧୫।୬(ସୁନିତ୍‌ ମିଶ୍ର): ରାଜ୍ୟରେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇସାରିବା ପରେ ଗତ ୧୨ ତାରିଖରେ ମୋହନ ଚରଣ ମାଝୀଙ୍କ ସରକାର ଶପଥ ଗ୍ରହଣ କରିଛି। ଏହି ଅବସରରେ ମୋହନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବା ବେଳେ ତାଙ୍କ...

ଆଜି ମନ୍ତ୍ରୀମାନଙ୍କୁ ବଣ୍ଟାଯାଇପାରେ ବିଭାଗ

ଭୁବନେଶ୍ୱର, ୧୫।୬(ସୁନିତ୍‌ ମିଶ୍ର): ଓଡ଼ିଶାରେ ପ୍ରଥମ ଥର ଲାଗି ଭାଜପା ସରକାର ଗଠନ କରିଛି। ଦୀର୍ଘ ୨୪ ବର୍ଷ ଧରି କ୍ଷମତାରେ ରହିଥିବା ବିଜେଡି ସରକାରକୁ ହଟାଇ ରାଜ୍ୟରେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇସାରିବା ପରେ ଗତ ୧୨...

ରାସ୍ତାରେ ଅଟକି ପିଲା, ସାଧାରଣ ଲୋକଙ୍କ ସହ କଥାହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୬(ଶର୍ମିଷ୍ଠା ପାଣିଗ୍ରାହୀ) – ନୂଆ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦାୟିତ୍ୱ ଗ୍ରହଣ କରିବା ପରଠାରୁ ସାଧାରଣ ଜନତାଙ୍କ ସହ ମିଶୁଛନ୍ତି। ସମସ୍ୟା ବୁଝି ସମାଧାନ ପାଇଁ ନିର୍ଦ୍ଦେଶ ଦେଉଛନ୍ତି। ଏପରିକି ରାସ୍ତାରେ ଯିବାବେଳେ ଯଦି କେହି ତାଙ୍କୁ ଭେଟିବାକୁ...

୧୭ରୁ ବଢ଼ିବ ବର୍ଷା

ଭୁବନେଶ୍ୱର, ୧୪।୬(ଅସମାପିକା ସାହୁ) – ପଶ୍ଚିମ ଓଡ଼ିଶାରେ ଏବେ ତାପମାତ୍ରା ଅଧିକ ରହୁଥିବା ବେଳେ ଉପକୂଳରେ ଗୁଳୁଗୁଳି ଅସହ୍ୟ ହେଉଛି। ଆସନ୍ତା ୩ଦିନ ପର୍ଯ୍ୟନ୍ତ ଏହିଭଳି ସ୍ଥିତି ଲାଗି ରହିବ। କିନ୍ତୁ ୧୭ ତାରିଖରୁ ବର୍ଷା ପରିମାଣ ବଢ଼ିବ। ବିଶେଷକରି...

ଇଡି,ସିବିଆଇ ଭୟରେ ବିଜେଡି ବିରୋଧୀ ଦଳ ଭୂମିକା ତୁଲାଇପାରିବ ନାହିଁ: ତାରା

ଭୁବନେଶ୍ୱର,୧୪ା୬-ଆଗାମୀ ଦିନରେ କଂଗ୍ରେସ ବିରୋଧୀ ଦଳ କାମ କରିବ । କାରଣ ଇଡି, ସିବିଆଇ ଭୟରେ ବିଜେଡି ବିରୋଧୀ ଦଳ ଭୂମିକା ତୁଲାଇ ପାରିବ ନାହିଁ । କଂଗ୍ରେସ ହିଁ ଆସନ୍ତା ୫ ବର୍ଷ ପାଇଁ ବିରୋଧୀ ଦଳ ଭୂମିକା...

ଓଏଚ୍‌ପିସି ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ସୁରେଶ ମହାପାତ୍ର

ଭୁବନେଶ୍ୱର,୧୪ା୬(ଅନିଲ ଦାସ)-ଓଡ଼ିଶା ଜଳ ବିଦ୍ୟୁତ୍‌ ନିଗମ (ଓଏଚ୍‌ପିସି) ଅଧ୍ୟକ୍ଷ ପଦରୁ ସୁରେଶ ଚନ୍ଦ୍ର ମହାପାତ୍ର ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ପଠାଇ ଦେଇଛନ୍ତି। ପୂର୍ବତନ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କୁ ବିଜେଡି ସରକାର...

ଜୁଲାଇ ୧ରୁ ନୂଆ ଆପରାଧିକ ଆଇନ, ହଟିବ ବ୍ରିଟିଶ ଆଇନ

ଭୁବନେଶ୍ୱର,୧୪ା୬(ସତ୍ୟଜିତ୍‌ ରାଉତ): ଆସନ୍ତା ଜୁଲାଇ ୧ରୁ ଦେଶରେ ୩ ନୂଆ ଆପରାଧିକ ଆଇନ ଲାଗୁ ହେବ। ସେଗୁଡିକ ହେଲା ଭାରତୀୟ ନ୍ୟାୟ ସଂହିତା, ଭାରତୀୟ ନାଗରିକ ସୁରକ୍ଷା ସଂହିତା ଓ ଭାରତୀୟ ସାକ୍ଷ୍ୟ ଅଧିନିୟମ। ବ୍ରିଟିଶ୍‌ ଅମଳରୁ ପ୍ରଚଳିତ ଆପରାଧିକ...

ବିଧାନସଭାରେ କେମିତି ନିର୍ବାଚିତ ହୁଅନ୍ତି ବାଚସ୍ପତି, ଜାଣନ୍ତୁ…

ଭୁବନେଶ୍ୱର,୧୪।୬: ୨୪ବର୍ଷର ବିଜେଡି ଶାସନ ପରେ ରାଜ୍ୟରେ ଭାଜପା କ୍ଷମତାସୀନ ହୋଇଛି। ଇତି ମଧ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ସମେତ ଦୁଇ ଉପ ମୁଖ୍ୟମନ୍ତ୍ରୀ ଓ ୮କ୍ୟାବିନେଟ ମନ୍ତ୍ରୀ, ୨ ରାଜ୍ୟ (ସ୍ବାଧୀନ ଚାର୍ଜ) ଶପଥ ଗହଣ କରିଛନ୍ତି। ମୋହନଙ୍କୁ...

ମୁଖ୍ୟମନ୍ତ୍ରୀଙ୍କ ଠାରୁ ଅଧିକ ପାଓ୍ବାରଫୁଲ ଉପ ମୁଖ୍ୟମନ୍ତ୍ରୀ! ମନ୍ତ୍ରୀମାନଙ୍କ ଠାରୁ ମିଳେ କେତେ ଅଧିକ ଦରମା?

ନୂଆଦିଲ୍ଲୀ,୧୪।୬: ଆନ୍ଧ୍ରପ୍ରଦେଶ ଓ ଓଡ଼ିଶାରେ ନୂଆ ସରକାର ଶପଥ ନେଇଛନ୍ତି। ଆନ୍ଧ୍ରପ୍ରଦେଶରେ ଟିଡିପି ମୁଖ୍ୟ ଚନ୍ଦ୍ରବାବୁ ନାଇଡୁ ଶାସନ କମାଣ ଧରିଥିବାବେଳେ ଓଡ଼ିଶାରେ ୨୪ବର୍ଷରେ କ୍ଷମତାକୁ ଆସିଛି ଭାରତୀୟ ଜନତା ପାର୍ଟି। ଚନ୍ଦ୍ରବାବୁଙ୍କ ସହ ଉପ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ...

କୁଏଟ୍‌ ଦୁର୍ଘଟଣାରେ ଚାଲିଗଲା ୨ ଓଡ଼ିଆ ପୁଅଙ୍କ ଜୀବନ, କାହିଁକି ଏଠାକୁ ଖଟିବାକୁ ଯାଆନ୍ତି ଭାରତୀୟ, ଦରମା ଜାଣିଲେ ତାଜୁବ ହେବେ…

ନୂଆଦିଲ୍ଲୀ,୧୪।୬: କୁଏଟ୍‌ର ଏକ ଦୁର୍ଘଟଣାରେ ପ୍ରାୟ ୫୦ ଜଣଙ୍କର ମୃତ୍ୟୁ ଘଟିଛି, ସେମାନଙ୍କ ମଧ୍ୟରୁ ୪୫ଜଣ ଭାରତୀୟ। ସବୁଠାରୁ ବଡ଼ କଥା ହେଉଛି ସେମାନଙ୍କ ମଧ୍ୟରେ ଦୁଇ ଓଡ଼ିଆ ପୁଅ ମଧ୍ୟ ଅଛନ୍ତି। କୁଏଟ୍‌ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ଓଡ଼ିଆ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri