ରାଜ୍ୟ

ବିରୋଧୀ ଦଳ ନେତାକୁ ନେଇ ଆସିଲା ବଡ଼ ଟ୍ବିଷ୍ଟ, ନବୀନ ନା…

ଭୁବନେଶ୍ୱର,୧୩।୬: ଓଡ଼ିଶାରେ ପ୍ରଥମ ଥର ଭାଜପା ମୁଖ୍ୟମନ୍ତ୍ରୀ ଭାବେ ମୋହନ ମାଝି ଦାୟିତ୍ୱ ସମ୍ଭାଳିଛନ୍ତି। ନବୀନ ଲଗାତାର ୨୪ବର୍ଷ ଧରି ଏହି ପଦ ସମ୍ଭାଳିଥିଲେ। ନିଜର ୨୪ବର୍ଷର ରାଜନୈତିକ ଯାତ୍ରା ଶେଷ ପରେ ନବୀନ ବିରୋଧୀ ଦଳ ନେତା ଭାବେ...

ରାଜ୍ୟ ଅତିଥି ଭବନ ଏବେ ଅସ୍ଥାୟୀ ସିଏମ୍‌ଓ

ଭୁବନେଶ୍ୱର,୧୩।୬: ରାଜ୍ୟ ଅତିଥି ଭବନ ଏବେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଅସ୍ଥାୟୀ କାର୍ଯ୍ୟାଳୟ ପାଲଟିଛି। ଅତିଥି ଭବନର ପ୍ରଥମ ମହଲାକୁ ଏଥିଲାଗି ପ୍ରସ୍ତୁତ କରାଯାଇଛି। ପୁରୀରୁ ଫେରିବା ପରେ ନୂଆ ମୁଖ୍ୟମନ୍ତ୍ରୀ ଅତିଥି ଭବନରେ ପହଞ୍ଚିଛନ୍ତି। ତେବେ ଦୀର୍ଘ ୨୫ ବର୍ଷ...

ସୁଭଦ୍ରା ଯୋଜନାରେ କେଉଁମାନେ ପାଇବେ ୫୦ ହଜାର ଟଙ୍କା? ଜାଣନ୍ତୁ କିଭଳି କରିବେ ଆବେଦନ ଏବଂ ଯୋଗ୍ୟତା 

ଭୁବନେଶ୍ୱର,୧୩।୬: ଓଡ଼ିଶାରେ ଭାଜପା ସରକାର ଗଢ଼ିବା ପରେ ପ୍ରଥମ କ୍ୟାବିନେଟ୍‌ ବୈଠକରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରାଯାଇଛି। ନିର୍ବାଚନ ପୂର୍ବରୁ ଦଳ ପକ୍ଷରୁ ଦିଆଯାଇଥିବା ପ୍ରତିଶ୍ରୁତି ଅନୁଯାୟୀ ଆଗାମୀ ୧୦୦ ଦିନ ମଧ୍ୟରେ ରାଜ୍ୟରେ ସୁଭଦ୍ରା ଯୋଜନା ଲାଗୁ...

ଡାକ ସେବକ ପରୀକ୍ଷାରେ ସାର୍ଟିଫିକେଟ ଜାଲଆତି: ରାଜ୍ୟରେ ବଡ଼ ଧରଣର ରେଡ୍‌ କଲା ସିବିଆଇ

ଭୁବନେଶ୍ୱର,୧୩।୬: ଗ୍ରାମୀଣ ଡାକ ସେବକ ପରୀକ୍ଷାରେ ସାର୍ଟିଫିକେଟ ଜାଲ ନେଇ ସାରା ରାଜ୍ୟରେ ସିବିଆଇ ପକ୍ଷରୁ ବଡ଼ ଧରଣର ରେଡ ହୋଇଛି। ଏନେଇ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ ଗୁରୁବାର ତଦନ୍ତ ପ୍ରକ୍ରିୟା ଆରମ୍ଭ କରିଛି। ରାଜ୍ୟର ବିଭିନ୍ନ ଜିଲାରେ ୬୭...

ନବୀନ ନିବାସରେ ବରିଷ୍ଠ ନେତାଙ୍କ ଭିଡ, ନବୀନଙ୍କୁ ଭେଟିଲେ ପୂର୍ବତନ ମନ୍ତ୍ରୀ ରଘୁନାଥ ମହାନ୍ତି

ଭୁବନେଶ୍ୱର,୧୩।୬: ନବୀନଙ୍କ ନିବାସରେ ଲାଗିଛି ବରିଷ୍ଠ ନେତାଙ୍କ ଭିଡ। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ପୂର୍ବତନ ମନ୍ତ୍ରୀ ରଘୁନାଥ ମହାନ୍ତି। ଯିଏ କି, ୨୦୧୯ରେ ବିଜେଡି ଛାଡି ଭାଜପାରେ ମିଶିଥିଲେ। ଆଉ ଚଳିତ ନିର୍ବାଚନରେ ଭାଜପା ଛାଡିଥିଲେ। ରଘୁନାଥଙ୍କ...

ମୁଖ୍ୟମନ୍ତ୍ରୀଙ୍କ ନାଁରେ ମାଳମାଳ ଫେକ୍‌ ଆଇଡି, ଦ୍ୱନ୍ଦ୍ୱରେ ସିଏମଓ ଅଫିସ

ଭୁବନେଶ୍ୱର,୧୩।୬: ଓଡ଼ିଶାକୁ ମିଳିଛି ପୁଣି ନୂଆ ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି ଭାଜପା ବିଧାୟକ ମୋହନ ଚରଣ ମାଝି। ତେବେ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ପରେ ବିଭିନ୍ନ ଆଡୁ ତାଙ୍କୁ ଶୁଭେଚ୍ଛାର ସୁଅ ଛୁଟିଛି। ସୋସିଆଲ ମିଡିଆ ଏକ୍ସ,...

ବଦଳୁଛି ‘ନବୀନ ନିବାସ’ର ଚିତ୍ର: ପଦ ଯିବା ପରେ ଉଠିଗଲା ଅସ୍ଥାୟୀ ପୋଲିସ କ୍ୟାମ୍ପ, କମିଲେ ସୁରକ୍ଷାକର୍ମୀ…

ଭୁବନେଶ୍ୱର,୧୩।୬: ଗଣତନ୍ତ୍ରରେ ହାରିବା-ଜିତିବା ନିୟମିତ ପ୍ରକ୍ରିୟା। ଜନତା ଜନାର୍ଦ୍ଦନଙ୍କ ଭୋଟ୍‌ ଆଧାରରେ ଗଠନ ହୁଏ ସରକାର। ହେଲେ ସରକାର ବଦଳିଲେ ବଦଳିଯାଏ ଚିତ୍ର। ପୂର୍ବ କ୍ଷମତାରେ ଥିବା ବ୍ୟକ୍ତି ବିଶେଷଙ୍କଠାରୁ କାଢ଼ି ନିଆଯାଇଥାଏ ସୁବିଧା ଏବଂ ସୁରକ୍ଷା। କିଛି ଏଭଳି...

ଉତ୍କଳମଣି ଗୋପବନ୍ଧୁଙ୍କ ଗାଁ ବୁଲିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ସାକ୍ଷୀଗୋପାଳ, ୧୩।୬(କିଶୋର ମହାପାତ୍ର): ଗୁରୁବାର ସକାଳୁ ସକାଳୁ ଶ୍ରୀମନ୍ଦିର ଚାରିଦ୍ୱାର ଖୋଲି ରାଜ୍ୟର ନୂଆ ସରକାର ଲୋକମାନଙ୍କୁ ଦେଇଥିବା ପ୍ରତିଶ୍ରୁତି ରକ୍ଷା କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ମାଝି ନିଜ ଉପସ୍ଥିତିରେ ଏହି ନିର୍ଦେଶ କାର୍ଯ୍ୟକାରୀ କରାଇଥିଲେ। ମନ୍ତ୍ରୀ ମଣ୍ଡଳ ସଦସ୍ୟମାନଙ୍କ ସହିତ...

ମୋହନଙ୍କ ମନ୍ତ୍ରୀମଣ୍ଡଳ: ଏମାନଙ୍କୁ ମିଳିପାରେ ବଡ଼ ବିଭାଗ! ଲିଷ୍ଟରେ…

ଭୁବନେଶ୍ୱର,୧୩।୬: ଶପଥ ନେଇଛନ୍ତି ଓଡ଼ିଶାରେ ଭାଜପାର ପ୍ରଥମ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୋହନ ଜଣେ ଆଦିବାସୀ ନେତା ଅଟନ୍ତି। ଏଥିସହ ଓଡ଼ିଶାକୁ ୨୪ବର୍ଷ ପରେ ଦୁଇ ଉପମୁଖ୍ୟମନ୍ତ୍ରୀ ମିଳିଛନ୍ତି। ସେମାନେ ହେଲେ ପ୍ରଥମ ଥର ବିଧାୟକ ହୋଇଥିବା ପ୍ରଭାତି...

ଶ୍ରୀମନ୍ଦିର ଚାରିଦ୍ୱାରର ରହିଛି ନିଜସ୍ୱ ବିଶେଷତା, ଜାଣନ୍ତୁ…

ପୁରୀ, ୧୩।୬: ଦୀର୍ଘ ସମୟ ପରେ ଭକ୍ତ ମାନଙ୍କ ପାଇଁ ଶ୍ରୀମନ୍ଦିର ଚାରିଦ୍ୱାର ଖୋଲାଯାଇଛି। କରୋନା ସମୟରୁ ସରକାରଙ୍କ ଦ୍ୱାରା ଚାରିଦ୍ୱାର ଦେଇ ଶ୍ରୀମନ୍ଦିର ଭିତରକୁ ପ୍ରବେଶ ଉପରେ କଟକଣା ଲାଗୁ କରାଯାଇଥିଲା। ତେବେ କରୋନା ପରେ ପରେ ଶ୍ରୀମନ୍ଦିର...

ପିଚୁ ପ୍ଲାଣ୍ଟରେ ଲାଗିଲା ନିଆଁ, ଜଳିଗଲା ଲକ୍ଷାଧିକ ଟଙ୍କାର ଯନ୍ତ୍ରପାତି

ଦାରିଙ୍ଗବାଡ଼ି,୧୩ା୬(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା କିରିକୁଟି ପଞ୍ଚାୟତ ଅଲାରୀଠାରେ ଏକ ପିଚୁ ପ୍ଲାଣ୍ଟରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ଜଣାପଡ଼ିଛି। ଉକ୍ତ ପ୍ଲାଣ୍ଟର ମୁଖ୍ୟାଂଶ ବ୍ୟାଗରେ କାର୍ଯ୍ୟରତ ମିସ୍ତ୍ରୀ ଓ ଶ୍ରମିକମାନେ...

ଶ୍ରୀମନ୍ଦିର ୪ଦ୍ୱାର ଖୋଲିବା ପରେ ମୁଖ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା, ମହାପ୍ରଭୁଙ୍କ ଆଶୀର୍ବାଦରେ ହୋଇଛି ସମ୍ଭବ

ଭୁବନେଶ୍ୱର,୧୩।୬: ମହାପ୍ରଭୁଙ୍କ ଦର୍ଶନ ପରେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି । ଶ୍ରୀମନ୍ଦିର ୪ ଦ୍ୱାର ଖୋଲିବା ପରେ ପ୍ରଥମ ପ୍ରତିକ୍ରିୟା ଦେଇଛନ୍ତି । ସେ କହିଛନ୍ତି, ମହାପ୍ରଭୁଙ୍କ ଅପାର କରୁଣାରୁ ରାଜ୍ୟରେ ନୂଆ ସରକାର ଆସିଛି। ମହାପ୍ରଭୁଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri