ରାଜ୍ୟ

ପାଣ୍ଡିଆନ୍‌ ଗଲାପରେ ଲଣ୍ଡା ହେଲେ ଗାଁ ସାଥୀ ସଂଘର ସଭାପତି

ଭୁବନେଶ୍ୱର,୧୨।୬(ଅନୁରାଧା ମହାରଣା):ସାଧାରଣ ନିର୍ବାଚନରେ ଓଡ଼ିଶାରେ ଭାଜପା ବହୁମତ ଲାଭ କରିବା ସହ ସରକାର ଗଠନ କରିବାକୁ ଯାଉଛି। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା କରାଯାଇଥିବା ବେଳେ ବୁଧବାର ନୂଆ ସରକାରଙ୍କ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ।...

ଶପଥଗ୍ରହଣ ଉତ୍ସବ ପାଇଁ ୬୭ ପ୍ଲାଟୁନ୍‌ ଫୋର୍ସ

ଭୁବନେଶ୍ୱର,୧୨ା୬(ସତ୍ୟଜିତ୍‌ ରାଉତ):ଭୁବନେଶ୍ୱର ଜନତା ମଇଦାନରେ ବୁଧବାର ଓଡିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ ଭିଭିଆଇପି ଓ ଭିଆଇପି ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏଥିପାଇଁ କମିଶନରେଟ୍‌ ପୋଲିସ ପକ୍ଷରୁ ବ୍ୟାପକ...

ଧୋକା ଦେଲା ମୌସୁମୀ:ଗରମ, ଗୁଳୁଗୁଳିରେ ଛଟପଟ ଓଡ଼ିଶା

ଭୁବନେଶ୍ୱର,୧୨ା୬(ଅନିଲ ଦାସ):ପ୍ରଚଣ୍ଡ ଗ୍ରୀଷ୍ମ ଓ ଗୁଳୁଗୁଳିରେ ଆଉଟୁପାଉଟୁ ହେଉଛି ସାରା ରାଜ୍ୟ। ଉପକୂଳରୁ ଉପାନ୍ତ ସବୁଠି ତାତି କରୁଛି କଲବଲ। ମନୁଷ୍ୟଠାରୁ ଆରମ୍ଭକରି ଜୀବଜନ୍ତୁ ବର୍ଷାକୁ ଚାହିଁ ରହିଛନ୍ତି। ରାଜ୍ୟର ଦକ୍ଷିଣ ଭାଗକୁ ଜୁନ୍‌ ୮ ତାରିଖରେ ଦକ୍ଷିଣ-ପଶ୍ଚିମ ମୌସୁମୀ...

୨୪ ବର୍ଷରେ ହେଇ ନ ଥିବା କାମ ୫ ବର୍ଷରେ କରାଯିବ

ଭୁବନେଶ୍ୱର,୧୨ା୬(ସୁନିତ୍‌ ମିଶ୍ର):ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀଙ୍କୁ ବିଧାୟକ ଦଳ ପକ୍ଷରୁ ଚୟନ କରାଯିବା ପରେ ସେ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ସେ ଆଦିବାସୀ ଅଞ୍ଚଳରୁ ଆସିଛନ୍ତି ଓ ସେମାନଙ୍କ କାମ ନିଶ୍ଚିୟ କରିବେ। ଦାରିଦ୍ର୍ୟ ସୀମାରେଖା...

କେତେ ପାଠ ପଢିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ: ଜାଣନ୍ତୁ ଶିକ୍ଷାଗତ ଯୋଗ୍ୟତା ବିଷୟରେ….

ବଲାଙ୍ଗୀର,୧୨।୬: ବଲାଙ୍ଗୀର ଜିଲାର ପାଟଣାଗଡ଼ ବିଧାନସଭା ଆସନରୁ ବିଜୟୀ ହୋଇଥିବା ବରିଷ୍ଠ ଭାଜପା ନେତା କନକ ବର୍ଦ୍ଧନ ସିଂଦେଓଙ୍କୁ ଓଡ଼ିଶା ଉପମୁଖ୍ୟମନ୍ତ୍ରୀ ଭାବେ ନିଯୁକ୍ତ କରାଯାଇଛି। ବରିଷ୍ଠ ଭାଜପା ନେତା କନକ ବର୍ଦ୍ଧନ ୨୦୨୪ ନିର୍ବାଚନରେ ପାଟଣାଗଡ଼ ଆସନରୁ ଷଷ୍ଠ...

ଜେଜେ ଥିଲେ ମୁଖ୍ୟମନ୍ତ୍ରୀ, ନାତି ହେଲେ ଉପମୁଖ୍ୟମନ୍ତ୍ରୀ: ପଶ୍ଚିମ ଓଡ଼ିଶାରେ ଖୁସିର ଲହରି

ବଲାଙ୍ଗୀର,୧୨।୬: ୨୦୨୪ ସାଧାରଣ ନିର୍ବାଚନରେ ଭାଜପାର ବିପୁଳ ସଫଳତା ପରେ ଦଳ ସରକାର ଗଢ଼ିବାକୁ ଯାଉଛି। ବୁଧବାର ନୂଆ ସରକାର ଦାୟିତ୍ୱ ଗ୍ରହଣ କରିବ। ଏଥିସକାଶେ ମଙ୍ଗଳବାର ଭୁବନେଶ୍ୱରଠାରେ ଭାଜପା ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ...

ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା ପରେ ଏକ୍ସ ପ୍ରୋଫାଇଲ ପରିବର୍ତ୍ତନ କଲେ ନବୀନ

ଭୁବନେଶ୍ୱର,୧୨।୬: କେନ୍ଦୁଝର ବିଧାୟକ ମୋହନ ଚରଣ ମାଝି ହେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ। ସେ ଆଜି ବିଧିବଦ୍ଧ ଭାବେ ଶପଥ ଗ୍ରହଣ କରିବେ। ତେବେ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା ହେବା ପରେ ଏବେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ...

ପଛ ଧାଡିରେ ବସିଥିଲେ ମୋହନ, ମୁଖ୍ୟମନ୍ତ୍ରୀ ଭାବେ ନାଁ ପ୍ରସ୍ତାବ ହେବାରୁ ଆଶ୍ଚର୍ଯ୍ୟ ହୋଇ କରିଥିଲେ ଏମିତି କାମ

ଭୁବନେଶ୍ୱର,୧୨।୬: ଓଡ଼ିଶାର ୧୪୭ ବିଧାନସଭା ଆସନ ମଧ୍ୟରୁ ୭୮ଟିରେ ବିଜୟୀ ହୋଇ ଭାଜପା ପ୍ରଥମ ଥର ପାଇଁ ସରକାର ଗଠନ କରିବାକୁ ସମର୍ଥ ହୋଇଥିବାବେଳେ କିଏ ମୁଖ୍ୟମନ୍ତ୍ରୀ ହେବେ ସେନେଇ ଲାଗି ରହିଥିବା କଳ୍ପନାଜଳ୍ପନାର ମଙ୍ଗଳବାର ସନ୍ଧ୍ୟାରେ ଅବସାନ ଘଟିଛି।...

ମୁଖ୍ୟମନ୍ତ୍ରୀ ଭାବେ ନାଁ ଘୋଷଣା ହେବା ପରେ ମୋହନ ମାଝି ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୧୨।୬: କେନ୍ଦୁଝର ବିଧାୟକ ମୋହନ ଚରଣ ମାଝି ହେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ। ଆଜି ସେ ବିଧିବଦ୍ଧ ଭାବେ ଶପଥ ଗ୍ରହଣ କରିବେ। ଏଥିଲାଗି ଭୁବନେଶ୍ୱର ଜନତା ମଇଦାନରେ ଭବ୍ୟ ଆୟୋଜନ କରାଯାଇଛି। ତେବେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଭାବେ ମୋହନ...

ଉଚ୍ଚ ଶିକ୍ଷାନୁଷ୍ଠାନ ବର୍ଷକୁ ୨ଥର ନାମଲେଖା କରିପାରିବେ

ଭୁବନେଶ୍ୱର, ୧୨।୬(ଅସମାପିକା ସାହୁ):ବିଶ୍ୱବିଦ୍ୟାଳୟ ଏବଂ ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକ ଏଣିକି ବର୍ଷକୁ ଦୁଇଥର ନାମଲେଖା କରିପାରିବେ। ଏନେଇ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ(ୟୁଜିସି) ଅନୁମତି ଦେଇଛି। ୨୦୨୪-୨୫ ଶିକ୍ଷାବର୍ଷରୁ ଏହା ଲାଗୁ ହେବ। ୟୁଜିସି ମୁଖ୍ୟ ଜଗଦେଶ କୁମାର କହିଛନ୍ତି, ବିଦେଶରେ ଥିବା...

ଖଣି ଦୁର୍ନୀତି କଥା ଉଠାଇ ବୋମାମାଡ଼ର ଶିକାର ହୋଇଥିଲେ ମୋହନ

ଭୁବନେଶ୍ୱର/କେନ୍ଦୁଝର,୧୨ା୬ (ସୁନିତ୍‌ ମିଶ୍ର/ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲାର ଟାଣୁଆ ନେତା ତଥା ବିଧାୟକ ମୋହନ ଚରଣ ମାଝୀ ଓଡ଼ିଶାର ୧୫ତମ ମୁଖ୍ୟମନ୍ତ୍ରୀ ଭାବେ ବୁଧବାର ଶପଥ ନେବାକୁ ଯାଉଛନ୍ତି। ଏ ସମ୍ପର୍କରେ ଭାଜପା ବିଧାୟକ ଦଳ ବୈଠକ ପରେ ଘୋଷଣା...

ମୁଖ୍ୟମନ୍ତ୍ରୀ ଭାବେ ନାଁ ଘୋଷଣା ପରେ ଏକ୍ସ, ଫେସ୍‌ବୁକ୍‌ରେ ବଢ଼ିଲା ମୋହନ ମାଝିଙ୍କ ଫଲୋର୍ସ

ଭୁବନେଶ୍ୱର,୧୨।୬: ଭାଜପା ବିଧାୟକ ଦଳ ନେତା ତଥା ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝିଙ୍କ ନାମ ଘୋଷଣା ହେବା ପରେ ସୋସିଆଲ ମିଡିଆରେ ତାଙ୍କ ପ୍ରଶଂସକ ବଢ଼ିବାରେ ଲାଗିଛନ୍ତି। ଏକ୍ସରେ ତାଙ୍କ ଫଲୋର୍ସ ବଢ଼ି ପ୍ରାୟ ୭ ହଜାର ଛୁଇଁଥିବାବେଳେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri