ରାଜ୍ୟ

ମୁଖ୍ୟମନ୍ତ୍ରୀ ଭାବେ ନାଁ ଘୋଷଣା ହେବା ପରେ ମୋହନ ମାଝି ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୧୨।୬: କେନ୍ଦୁଝର ବିଧାୟକ ମୋହନ ଚରଣ ମାଝି ହେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ। ଆଜି ସେ ବିଧିବଦ୍ଧ ଭାବେ ଶପଥ ଗ୍ରହଣ କରିବେ। ଏଥିଲାଗି ଭୁବନେଶ୍ୱର ଜନତା ମଇଦାନରେ ଭବ୍ୟ ଆୟୋଜନ କରାଯାଇଛି। ତେବେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଭାବେ ମୋହନ...

ଉଚ୍ଚ ଶିକ୍ଷାନୁଷ୍ଠାନ ବର୍ଷକୁ ୨ଥର ନାମଲେଖା କରିପାରିବେ

ଭୁବନେଶ୍ୱର, ୧୨।୬(ଅସମାପିକା ସାହୁ):ବିଶ୍ୱବିଦ୍ୟାଳୟ ଏବଂ ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକ ଏଣିକି ବର୍ଷକୁ ଦୁଇଥର ନାମଲେଖା କରିପାରିବେ। ଏନେଇ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ(ୟୁଜିସି) ଅନୁମତି ଦେଇଛି। ୨୦୨୪-୨୫ ଶିକ୍ଷାବର୍ଷରୁ ଏହା ଲାଗୁ ହେବ। ୟୁଜିସି ମୁଖ୍ୟ ଜଗଦେଶ କୁମାର କହିଛନ୍ତି, ବିଦେଶରେ ଥିବା...

ଖଣି ଦୁର୍ନୀତି କଥା ଉଠାଇ ବୋମାମାଡ଼ର ଶିକାର ହୋଇଥିଲେ ମୋହନ

ଭୁବନେଶ୍ୱର/କେନ୍ଦୁଝର,୧୨ା୬ (ସୁନିତ୍‌ ମିଶ୍ର/ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲାର ଟାଣୁଆ ନେତା ତଥା ବିଧାୟକ ମୋହନ ଚରଣ ମାଝୀ ଓଡ଼ିଶାର ୧୫ତମ ମୁଖ୍ୟମନ୍ତ୍ରୀ ଭାବେ ବୁଧବାର ଶପଥ ନେବାକୁ ଯାଉଛନ୍ତି। ଏ ସମ୍ପର୍କରେ ଭାଜପା ବିଧାୟକ ଦଳ ବୈଠକ ପରେ ଘୋଷଣା...

ମୁଖ୍ୟମନ୍ତ୍ରୀ ଭାବେ ନାଁ ଘୋଷଣା ପରେ ଏକ୍ସ, ଫେସ୍‌ବୁକ୍‌ରେ ବଢ଼ିଲା ମୋହନ ମାଝିଙ୍କ ଫଲୋର୍ସ

ଭୁବନେଶ୍ୱର,୧୨।୬: ଭାଜପା ବିଧାୟକ ଦଳ ନେତା ତଥା ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝିଙ୍କ ନାମ ଘୋଷଣା ହେବା ପରେ ସୋସିଆଲ ମିଡିଆରେ ତାଙ୍କ ପ୍ରଶଂସକ ବଢ଼ିବାରେ ଲାଗିଛନ୍ତି। ଏକ୍ସରେ ତାଙ୍କ ଫଲୋର୍ସ ବଢ଼ି ପ୍ରାୟ ୭ ହଜାର ଛୁଇଁଥିବାବେଳେ...

ମୋହନଙ୍କ କ୍ୱାର୍ଟର୍ସରେ ବଢ଼ିଲା ସୁରକ୍ଷା

ଭୁବନେଶ୍ୱର,୧୨।୬: ଭାବି ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ଗାନ୍ଧି ମାର୍ଗରେ ଥିବା ସରକାରୀ କ୍ୱାର୍ଟର୍ସରେ ସୁରକ୍ଷା ବଢ଼ାଇ ଦିଆଯାଇଛି। ମଙ୍ଗଳବାର ରାତିରେ କ୍ୱାର୍ଟର୍ସ ନଂ- ବି/୧ରେ ଏକ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି। କିଛି ବନ୍ଧୁକଧାରୀ ବାଟାଲିୟନ ଯବାନ ମଧ୍ୟ...

ମୋହନ ମାଝିଙ୍କ ପିଏ ମୃତ

ଭୁବନେଶ୍ୱର,୧୨ା୬ (ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ୟୁନିଟ-୮ ଡେଲଟା ବ୍ରହ୍ମାକୁମାରୀ ଆଶ୍ରମ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି। ଦୁଇ କାର୍‌ ମଝିରେ ଏକ ବାଇକ ଚାପି ହୋଇଯିବାରୁ ଚାଳକଙ୍କ ଡାହାଣ ଗୋଡ ଛିଣ୍ଡିଯିବା ସହ ତାଙ୍କର ମୃତ୍ୟୁ...

ମୋହନ ମାଝି ନୂଆ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨ା୬(ସୁନିତ୍‌ ମିଶ୍ର): ଓଡ଼ିଶାର ୧୪୭ ବିଧାନସଭା ଆସନ ମଧ୍ୟରୁ ୭୮ଟିରେ ବିଜୟୀ ହୋଇ ଭାଜପା ପ୍ରଥମ ଥର ପାଇଁ ସରକାର ଗଠନ କରିବାକୁ ସମର୍ଥ ହୋଇଥିବାବେଳେ କିଏ ମୁଖ୍ୟମନ୍ତ୍ରୀ ହେବେ ସେନେଇ ଲାଗି ରହିଥିବା କଳ୍ପନାଜଳ୍ପନାର ମଙ୍ଗଳବାର ସନ୍ଧ୍ୟାରେ ଅବସାନ...

ପୁଣି ଆସୁଛନ୍ତି ମୋଦି, ରାଜଧାନୀରେ ମୁତୟନ ହେଲେ ୬୭ ପ୍ଲାଟୁନ୍‌ ଫୋର୍ସ

ଭୁବନେଶ୍ୱର,୧୧।୬: ବୁଧବାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ମୋହନ ଚରଣ ମାଝୀ। ଭୁବନେଶ୍ୱର ଜନତା ମଇଦାନରେ ବୁଧବାର ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ ଭିଭିଆଇପି ଓ ଭିଆଇପି ଯୋଗଦେବାର କାର୍ଯ୍ୟକ୍ରମ...

କାଲିଠୁ ରାଜ୍ୟରେ ‘ମୋହନ ସରକାର’

ଭୁବନେଶ୍ୱର,୧୧।୬: ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ବୁଧବାର ଅପରାହ୍ନରେ ଶପଥ ନେବ ମୋହନ ସରକାର। ଏନେଇ ରାଜଭବନ ପକ୍ଷରୁ ବିଧିବଦ୍ଧ ସୂଚନା ଦିଆଯାଇଛି। ଭୁବନେଶ୍ୱର ଜନତା ମଇଦାନରେ ୪.୫୫ରେ ଶପଥଗ୍ରହଣ ସମାରୋହ ଅନୁଷ୍ଠିତ ହେବ। ତେବେ ଏହାପୂର୍ବରୁ ମୋହନ ମାଝୀଙ୍କୁ ମୁଖ୍ୟମନ୍ତ୍ରୀ...

ଓଡ଼ିଶାର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ହେବେ ପ୍ରଭାତୀ ପରିଡ଼ା, ଜାଣନ୍ତୁ ତାଙ୍କର ଶିକ୍ଷାଗତ ଯୋଗ୍ୟତା, ରାଜନୈତିକ ଯାତ୍ରା…

ନିମାପଡ଼ା,୧୧।୬ (ବିଚିତ୍ରାନନ୍ଦ ସାହୁ): ନିମାପଡ଼ା ମାଟିର ବୋହୂ ତଥା ନିମାପଡ଼ା ନିର୍ବାଚନମଣ୍ଡଳୀର ପ୍ରଥମ ମହିଳା ବିଧାୟିକା ପ୍ରଭାତୀ ପରିଡ଼ା ରାଜ୍ୟର ନୂତନ ଭାଜପା ସରକାରରେ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି। ଏଥିସହ ସେ ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ହେବାର...

୨୫ ବର୍ଷ ପରେ ବଦଳିଲା ଚିତ୍ର; ଜାଣନ୍ତୁ  କିଭଳି ଥିଲା ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ-ପ୍ରଭାତୀଙ୍କ ରାଜନୈତିକ କ୍ୟାରିୟର

ଭୁବନେଶ୍ୱର,୧୧।୬: ଦୀର୍ଘ ୨୫ ବର୍ଷ ପରେ ଓଡ଼ିଶା ପାଇଛି ଉପମୁଖ୍ୟମନ୍ତ୍ରୀ। ଭାଜପା କନକ ବର୍ଦ୍ଧନ ସିଂଦେଓ ଏବଂ ପ୍ରଭାତୀ ପରିଡ଼ାଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବେ ଘୋଷଣା କରିଛି। ଏଭଳି ଘୋଷଣା ପରେ ଭାଜପା ଶିବିରରେ ଉତ୍ସାହ ସହ କର୍ମୀମାନେ ବାଣ ଫୁଟାଇ...

ମାଝୀଙ୍କୁ ମିଠା ଖୁଆଇ ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର, କହିଲେ ଜଣେ ଓଡ଼ିଆ ପୁଅ…

ଭୁବନେଶ୍ୱର,୧୧।୬: ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଚୟନ ହୋଇଥିବା କେନ୍ଦୁଝର ବିଧାୟକ ମୋହନ ଚରଣ ମାଝୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଆଜି ଜଣେ ଓଡ଼ିଆ ପୁଅ ମୁଖ୍ୟମନ୍ତ୍ରୀ ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri