ରାଜ୍ୟ

ଯୁକ୍ତ୨ ଇନ୍‌ଷ୍ଟାଣ୍ଟ ପରୀକ୍ଷା: ଆଜିଠୁ ଦ୍ୱିତୀୟ ପର୍ଯ୍ୟାୟ ଆବେଦନ

ଭୁବନେଶ୍ୱର,୧୧ା୬(ଅସମାପିକା ସାହୁ):ଚଳିତବର୍ଷ ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ ଏବଂ ଧନ୍ଦାମୂଳକ ଶିକ୍ଷାର ଇନ୍‌ଷ୍ଟାଣ୍ଟ ପରୀକ୍ଷା ପାଇଁ ମଙ୍ଗଳବାରଠାରୁ ଦ୍ୱିତୀୟ ପର୍ଯ୍ୟାୟ ଆବେଦନ ଆରମ୍ଭ ହେବ। ଆସନ୍ତା ୧୨ ତାରିଖରେ ଆବେଦନ ଶେଷ ହେବାକୁ ଥିବାବେଳେ ୧୩ ତାରିଖ ସୁଦ୍ଧା ଆବେଦନକାରୀ...

କିଏ ହେବେ ମୁଖ୍ୟମନ୍ତ୍ରୀ? ଆଜି ହୋଇଯିବ ସ୍ପଷ୍ଟ

ଭୁବନେଶ୍ୱର,୧୧ା୬(ସୁନିତ୍‌ ମିଶ୍ର):ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ମଙ୍ଗଳବାର ବିଧାୟକ ଦଳ ବୈଠକ ୪ଟା ୩୦ ମିନିଟ୍‌ରେ ଅନୁଷ୍ଠିତ ହେବ। ଏହି ବୈଠକରେ ପର୍ଯ୍ୟବେକ୍ଷକ ଭାବେ କେନ୍ଦ୍ରରୁ ଦାୟିତ୍ୱ ପାଇଥିବା କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ଏବଂ ଭୂପେନ୍ଦ୍ର ଯାଦବ ଉପସ୍ଥିତ ରହିବେ। ଏହାପରେ...

ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ କାର୍ଯ୍ୟକାରୀ କର: ହାଇକୋର୍ଟ

କଟକ,୧୦ା୬(କାର୍ତ୍ତିକ ସାହୁ): ବେଆଇନ ଭାବେ ଗାଡ଼ିରେ ନାଲିବତୀ ବ୍ୟବହାରକୁ ବିରୋଧ କରି ରୁଜୁ ଜନହିତ ମାମଲାରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ କାର୍ଯ୍ୟକାରୀ କରିବାକୁ ହାଇକୋର୍ଟ ରାଜ୍ୟ ସରକାରଙ୍କୁ ଆଦେଶ ଦେଇଛନ୍ତି। ଭାରତୀୟ ବିକାଶ ପରିଷଦ ପକ୍ଷରୁ  ରୁଜୁ ମାମଲାର  ଶୁଣାଣି କରି...

କଂଗ୍ରେସରୁ ବହିଷ୍କାର ହେଲେ ପିସିସି ସମ୍ପାଦକ ମହମ୍ମଦ ଆକବର

ଭୁବନେଶ୍ୱର,୧୦।୬: କଂଗ୍ରେସରୁ ବହିଷ୍କାର ହେଲେ ପିସିସି ସମ୍ପାଦକ ତଥା ବଲାଙ୍ଗୀରର ଯୁବନେତା ମହମ୍ମଦ ଆକବର ଖାନ। ଦଳ ବିରୋଧୀ କାର୍ଯ୍ୟ ଯୋଗୁ ଦଳରୁ ୬ ବର୍ଷ ପାଇଁ ବହିଷ୍କୃତ ହୋଇଛନ୍ତି। ମିଡିଆରେ ବିବୃତ୍ତି ଦଳୀୟ ଶୃଙ୍ଖଳା ଭଙ୍ଗ କରୁଥିବା ଦର୍ଶାଇ...

ଶପଥ ଗ୍ରହଣ ସମାରୋହରେ ଅଧାଦିନ କାମ କରିବେ ସରକାରୀ କର୍ମଚାରୀ

ଭୁବନେଶ୍ୱର,୧୦।୬: ବୁଧବାର ଅପରାହ୍ନ ୪ଟା ୪୫ରେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ଶପଥ ନେବେ। ପୂର୍ବରୁ ଜୁନ ୧୦ ତାରିଖରେ ନୂଆ ମୁଖ୍ୟମନ୍ତ୍ରୀ ଶପଥ ନେବେ ବୋଲି ସ୍ଥିର ହୋଇଥିଲା। କିନ୍ତୁ ଏହାକୁ ବଦଳାଇ ଜୁନ ୧୨ ତାରିଖକୁ ଅର୍ଥାତ୍‌ ବୁଧବାର...

ହୋଇଗଲା ଫାଇନାଲ! ଏହି ହେବେ ବିରୋଧୀ ଦଳ ନେତା

ଭୁବନେଶ୍ୱର,୧୦।୬: ବିଜେଡିର ଶୋଚନୀୟ ପରାଜୟ ପରେ ଏବେ ଭାଜପା ସରକାର ଗଢିବାକୁ ଯାଉଛି। ତେବେ ବିଜେଡି କାହାକୁ ବିରୋଧୀ ଦଳ ନେତା କରିବ ସେନେଇ ସବୁଠି ଚର୍ଚ୍ଚା ଚାଲିଛି। ଏନେଇ ନବୀନ ନିବାସରେ କିଛି ବରିଷ୍ଠ ନେତାଙ୍କୁ ନେଇ ବିଚାରବିମର୍ଶ...

ବିଧାୟକ ସାରଦାଙ୍କ ନାମରେ ନିର୍ବାଚନ ଅନିୟମିତତା ମାମଲା

କଟକ,୧୦ା୬ (କାର୍ତ୍ତିକ ସାହୁ) ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକଙ୍କ ବିରୋଧରେ ହାଇକୋର୍ଟରେ ଦାୟର ହୋଇଛି ନିର୍ବାଚନୀ ଅନିୟମିତତା ପିଟିସନ୍‌। ପରାଜିତ ଏନ୍‌ସିପି ପ୍ରାର୍ଥୀ ରାଜ କୁମାର ଯାଦବ ଏହି ପିଟିସନ୍‌ ଦାୟର କରିଛନ୍ତି। ବିଧାୟକ ନାୟକ ପ୍ରାର୍ଥିପତ୍ର ଦାଖଲ...

ଖୋଲିବ ଶ୍ରୀମନ୍ଦିର ୪ ଦ୍ବାର: ସ୍ଥିତି ସମୀକ୍ଷା କଲେ ପ୍ରଶାସନ

ପୁରୀ,୭ା୬: ଓଡ଼ିଶାରେ ଭାଜପା ସରକାର ଆସିଲେ ଶ୍ରୀମନ୍ଦିର ଚାରିଦ୍ୱାର ଓ ରତ୍ନଭଣ୍ଡାର ଖୋଲାଯିବ ବୋଲି ଦଳର ତୁଙ୍ଗ ନେତାମାନେ ର୍ନିବାଚନ ପ୍ରଚାର ସମୟରେ ପ୍ରତିଶ୍ରୁତି ଦେଇଥିଲେ। ସମ୍ପ୍ରତି ରାଜ୍ୟରେ ଭାଜପା ଏକକ ସଂଖ୍ୟା ଗରିଷ୍ଠ ଦଳ ଭାବେ ଉଭାହେବା ପରେ...

ଓଡ଼ିଶାର ୩ ମନ୍ତ୍ରୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ବିଭାଗ

ନୂଆଦିଲ୍ଲୀ,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରିଛନ୍ତି। ଓଡ଼ିଶାର ୩ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ରେଳ ସୂଚନା ଓ ପ୍ରସାରଣ ଏବଂ ଧମେନ୍ଦ୍ର ପ୍ରଧାନଙ୍କୁ ଶିକ୍ଷା ବିଭାଗ ମିଳିଛି। ସେହିପରି ଜୁଏଲ ଓରାମଙ୍କୁ ଆଦିବାସୀ କଲ୍ୟାଣ ବିଭାଗ...

୧୨ରେ ଶପଥ ନେବେ ନୂଆ ମୁଖ୍ୟମନ୍ତ୍ରୀ, ଘରେ ଘରେ ଦୀପ ଜାଳିବାକୁ ଅପିଲ କଲେ ପ୍ରତାପ ଷଡ଼ଙ୍ଗୀ

ଭୁବନେଶ୍ୱର,୧୦।୬: ଭାଜପାର ଡବଲ ଇଞ୍ଜିନ୍‌ ସରକାର ପାଇଁ ପ୍ରତିଟି ସାଧାରଣଲୋକ ଦୁଇଟି ଦୀପ ଜାଳିବା ପାଇଁ ପ୍ରତାପ ଷଡ଼ଙ୍ଗୀ ଅପିଲ କରିଛନ୍ତି। ସେ କହିଛନ୍ତି, ଓଡ଼ିଶାରେ ଜନଶକ୍ତି ଜାଗ୍ରତ ହୋଇଛି। ଅତ୍ୟାଚାରୀ ସରକାରର ଅନ୍ତ ହୋଇଛି। ଆସନ୍ତାକାଲି ୪.୩୦ରେ ବିଧାୟକ...

ରାଜନୀତିରୁ ସନ୍ୟାସ ପରେ ପାଣ୍ଡିଆନ ଏବେ କେଉଁଠି ରହିବେ, ହେଉଛି ଚର୍ଚ୍ଚା

ଭୁବନେଶ୍ୱର,୧୦।୬: ବିଜେଡିର ଶୋଚନୀୟ ପରାଜୟ ପରେ ରାଜନୀତିରୁ ଅବସର ନେଇଛନ୍ତି କାର୍ତ୍ତିକ ପାଣ୍ଡିଆନ୍‌। ରବିବାର ସୋସିଆଲ ମିଡିଆରେ ଭିଡିଓ ବାର୍ତ୍ତା ଜାରି କରି ବିଜେଡିରୁ ଅବସର ନେଉଥିବା ଘୋଷଣା କରିବା ସହ ହାତ ଯୋଡି ବିଜେଡି କର୍ମକର୍ତ୍ତାଙ୍କୁ ଭୁଲ ମାଗିଛନ୍ତି...

କାର୍ଯ୍ୟରତ ଥିବା ବେଳେ ଚାଲିଗଲା ପୋଲିସ ଏଏସ୍‌ଆଇଙ୍କ ଜୀବନ

ସମ୍ବଲପୁର,୧୦।୬: ସମ୍ବଲପୁର ଜିଲା ବରେଇପାଲି ଥାନାରୁ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। କାର୍ଯ୍ୟରତ ଏଏସ୍‌ଆଇ ପଞ୍ଚୁ ବାଗଙ୍କ ଆକଷ୍ମିକ ମତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, ଡ୍ୟୁଟିରେ ଥିବା ବେଳେ ପୋଲିସ ଏଏସ୍‌ଆଇ ପଞ୍ଚୁ ବାଗ ହଠାତ୍‌ ଅସୁସ୍ଥ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri