କିଶୋର ବାସା ‘ଟାଗୋର ନ୍ୟାଶନାଲ ଫେଲୋ’ ମନୋନୀତ
ଭୁବନେଶ୍ୱର,୨୭।୪(ବ୍ୟୁରୋ)-ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ଦ୍ୱାରା ଉତ୍କଳ ବିଶ୍ୱବିଦ୍ୟାଳୟ ନୃତତ୍ତ୍ୱ ବିଭାଗ ପୂର୍ବତନ ମୁଖ୍ୟ ପ୍ରଫେସର କିଶୋର କୁମାର ବାସାଙ୍କୁ ସମ୍ମାନଜନକ ‘ଟାଗୋର ନ୍ୟାଶନାଲ ଫେଲୋ’ ଭାବେ ମନୋନୀତ କରାଯାଇଛି। ଭୋପାଳସ୍ଥିତ ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମାନବ ସଂଗ୍ରହାଳୟରେ ସେ...