ଆଗୁଆ ଅଛନ୍ତି ଉଷା ଦେବୀ
ବ୍ରହ୍ମପୁର ଅଫିସ,୨୩।୫- ଚିକିଟି ବିଧାନସଭା ର୍ନିବାଚନ ମଣ୍ଡଳୀର ଭୋଟ ଗଣତିକୁ ନେଇ ଉତ୍କଣ୍ଠା ବଢୁଛି। ବିଜେଡିର ଉଷା ଦେବୀ ଏବଂ ଭାଜପାର ମନୋରଞ୍ଜନ ଦ୍ୟାନସାମନ୍ତରାଙ୍କ ମଧ୍ୟରେ କଡା ମୁକାବିଲା ଚାଲିଛି। ସପ୍ତମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ଉଷା ଦେବୀ...
ବ୍ରହ୍ମପୁର ଅଫିସ,୨୩।୫- ଚିକିଟି ବିଧାନସଭା ର୍ନିବାଚନ ମଣ୍ଡଳୀର ଭୋଟ ଗଣତିକୁ ନେଇ ଉତ୍କଣ୍ଠା ବଢୁଛି। ବିଜେଡିର ଉଷା ଦେବୀ ଏବଂ ଭାଜପାର ମନୋରଞ୍ଜନ ଦ୍ୟାନସାମନ୍ତରାଙ୍କ ମଧ୍ୟରେ କଡା ମୁକାବିଲା ଚାଲିଛି। ସପ୍ତମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ଉଷା ଦେବୀ...
ବରଗଡ଼ ଅଫିସ,୨୩।୫: ବରଗଡ଼ ଲୋକ ସଭା ଆସନରେ ଭାଜପାର ସୁରେଶ ପୂଜାରୀ ଓ ବିଜେଡିର ପ୍ରସନ୍ନ ଆଚାର୍ଯ୍ୟଙ୍କ ମଧ୍ୟରେ କଡ଼ା ଟକ୍କର ହେଉଛି। ୧୫ଶ ରାଉଣ୍ଡ ଗଣତି ଶେଷ ସୁଦ୍ଧା ସୁରେଶ ୨୬୦୫୮ ଭୋଟ ପାଇଥିବାବେଳେ ୨୫୭୨୪ ଭୋଟ ପାଇଛନ୍ତି।
ବ୍ରହ୍ମପୁର ଅଫିସ,୨୩।୫- ଦିଗପହଣ୍ଡି ବିଧାନସଭା ନିର୍ବାଚନ ମଣ୍ଡଳୀରେ ବହୁ ଆଗରେ ରହିଛନ୍ତି ବିଜେଡି ପ୍ରାର୍ଥୀ ସୂର୍ଯ୍ୟନାରାୟଣ ପାତ୍ର। ଚତୁର୍ଥ ରାଉଣ୍ଡ ଶେଷ ସୁଦ୍ଧା ତାଙ୍କୁ ମିଳିଛି ୧୧ହଜାର ୫୭୪ ଖଣ୍ଡ ଭୋଟ। ଦ୍ୱିତୀୟ ସ୍ଥାନରେ କଂଗ୍ରେସର ପ୍ରଫୁଲ ପଣ୍ଡା ରହିଛନ୍ତି।...
ନବରଙ୍ଗପୁର, ୨୩।୫(ବି.ପ୍ର.)- ନବରଙ୍ଗପୁର ବିଧାନସଭା ଆସନରେ ଶେଷ ରାଉଣ୍ଡ ଗଣତି ସରିବା ପରେ ବିଜେଡି ପ୍ରାର୍ଥୀ ସଦାଶିବ ପ୍ରଧାନୀ ବିଜୟୀ ହୋଇଥିବା ଜଣାପଡିଛି। ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ଗୌରୀ ଶଙ୍କର ମାଝିଙ୍କୁ ୭୦୫୨ ଭୋଟରେ ହରାଇଛନ୍ତି ପ୍ରଧାନୀ। ତୃତୀୟ ସ୍ଥାନରେ...
ନୂଆପଡ଼ା ଅଫିସ,୨୩।୫: ୯ମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ନୂଆପଡ଼ା ବିଧାନସଭା ଆସନରେ ବିଜେଡିର ରାଜେନ୍ଦ୍ର କୁମାର ଢୋଲକିଆ ଆଗରେ ରହିଛନ୍ତି। ଢୋଲକିଆ ୨୦୧୫୪ ଭୋଟ ପାଇଥିବାବେଳେ କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝି ୧୪୫୭୬ ଭୋଟ ପାଇଛନ୍ତି।
ବ୍ରହ୍ମପୁର ଅଫିସ,୨୩।୫- ବ୍ରହ୍ମପୁର ବିଧାନସଭା ର୍ନିବାଚନ ମଣ୍ଡଳୀରେ ବିଜେଡି ପ୍ରାର୍ଥୀ ବିକ୍ରମ ପଣ୍ଡା ୯ ହଜାରରୁ ଅଧିକ ଭୋଟରେ ଆଗୁଆ ହୋଇଛନ୍ତି। ପଞ୍ଚମ ରାଉଣ୍ଡ ସୁଦ୍ଧା ବିକ୍ରମଙ୍କୁ ୧୭ହଜାର ୧୭୫ଖଣ୍ଡ ଭୋଟ ମିଳିଛି। ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱି ଭାଜପାର କାହ୍ନୁ...
ଖୋର୍ଦ୍ଧା ଅଫିସ, ୨୩।୫: ଭୁବନେଶ୍ୱର ଲୋକସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀରେ ଅଷ୍ଟମ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥୀ ୧୦ହଜାରରୁ ଊର୍ଦ୍ଧ୍ୱ ଭୋଟରେ ଭାଜପା ପ୍ରାର୍ଥୀଙ୍କଠାରୁ ଆଗୁଆ ଅଛନ୍ତି। ବିଜେଡି ପ୍ରାର୍ଥୀ ଜ୍ୟୋତିନ୍ଦ୍ରନାଥ ମିତ୍ର ୩୦,୯୭୧ ଖଣ୍ଡ...
ସୁନ୍ଦରଗଡ଼,୨୩।୫: ସୁନ୍ଦରଗଡ଼ ମାଦ୍ରିକାଲ ଭବନଠାରେ ରାଜଗାଙ୍ଗପୁର ବିଧାନସଭା ଆସନ ପାଇଁ ଚାଲିଥିବା ଭୋଟ ଗଣତି କେନ୍ଦ୍ର ନିକଟ ଷ୍ଟ୍ରଙ୍ଗ ରୁମ୍ରେ ଗୁରୁବାର ଅପରାହ୍ନ ୧ଟାରେ ଶର୍ଟ ସର୍କିଟରୁ ଅଗ୍ନିକାଣ୍ଡ ଘଟିଛି। ଫଳରେ ଭୋଟ ଗଣତି ସାମୟିକ ଭାବେ ସ୍ଥଗିତ ରହିଛି।...
ନୂଆପଡ଼ା ଅଫିସ,୨୩।୫: ୬ଷ୍ଠ ରାଉଣ୍ଡ ଗଣତି ଶେଷ ସୁଦ୍ଧା ଖଡ଼ିଆଳ ବିଧାନସଭା ଆସନରେ କଂଗ୍ରେସ ପ୍ରାର୍ଥୀ ଅଧିରାଜ ପାଣିଗ୍ରାହୀ ଆଗରେ ରହିଛନ୍ତି। ଅଧିରାଜ ୧୦୨୨୩ ଭୋଟ ପାଇଥିବାବେଳେ ବିଜେଡି ପ୍ରାର୍ଥୀ ଲମ୍ବୋଦର ନିଆଲ ୯୯୦୮ ଭୋଟ ପାଇଛନ୍ତି।
ନୂଆପଡ଼ା ଅଫିସ,୨୩।୫: ୬ଷ୍ଠ ରାଉଣ୍ଡ ଗଣତି ଶେଷ ସୁଦ୍ଧା ନୂଆପଡ଼ା ବିଧାନସଭା ଆସନରେ ବିଜେଡିର ରାଜେନ୍ଦ୍ର କୁମାର ଢୋଲକିଆ ଆଗରେ ରହିଛନ୍ତି। ଢୋଲକିଆ ୧୧୬୩୫ ଭୋଟ ପାଇଥିବାବେଳେ କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝି ୯୭୮୬ ଭୋଟ ପାଇଛନ୍ତି।
ରେଢ଼ାଖୋଲ,୨୩।୫: ୯ମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ରେଢ଼ାଖୋଲ ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ରୋହିତ ପୂଜାରୀ ଆଗୁଆ ରହିଛନ୍ତି। ରୋହିତ ୧୪୧୯୬ ଭୋଟ ପାଇଥିବାବେଳେ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ଦେବେନ୍ଦ୍ର ମହାପାତ୍ର ୧୧୨୪୩ ଭୋଟ ପାଇଛନ୍ତି। କଂଗ୍ରେସ ପ୍ରାର୍ଥୀ...
ସମ୍ବଲପୁର,୨୩।୫: ଦ୍ୱିତୀୟ ରାଉଣ୍ଡ ଗଣତି ଶେଷ ସୁଦ୍ଧା ସମ୍ବଲପୁର ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ଡା. ରେସେଶ୍ୱରୀ ପାଣିଗ୍ରୀହୀ ଆଗୁଆ ରହିଛନ୍ତି। ରାସେଶ୍ୱରୀ ୫୩୪୩ ଭୋଟ ପାଇଥିବାବେଳେ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ଜୟନାରାୟଣ ମିଶ୍ର ୪୭୨୨ ଭୋଟ ପାଇଛନ୍ତି।