ଝଡ଼ ବତାସ ନେଲା ଜୀବନ
ଚିତ୍ରକୋଣ୍ଡା,୩୦।୫: ଚିତ୍ରକୋଣ୍ଡା ଥାନା ଅନ୍ତର୍ଭୁକ୍ତ ନାକାମାମୁଡ଼ି ପଞ୍ଚାୟତ ବାମେରିଙ୍ଗ ଗଁାରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବୁଧବାର ଉକ୍ତ ଗଁାରେ ଥିବା ଏକ ନଦୀକୁ ଡଙ୍ଗାରେ ମାଛ ଧରିବାକୁ ଯାଇଥିବା ବେଳେ ହଠାତ୍ ଝଡ଼ ତୋଫାନ ଆସିବାରୁ ଡଙ୍ଗା ଓଲଟିପଡ଼ି...
ଚିତ୍ରକୋଣ୍ଡା,୩୦।୫: ଚିତ୍ରକୋଣ୍ଡା ଥାନା ଅନ୍ତର୍ଭୁକ୍ତ ନାକାମାମୁଡ଼ି ପଞ୍ଚାୟତ ବାମେରିଙ୍ଗ ଗଁାରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବୁଧବାର ଉକ୍ତ ଗଁାରେ ଥିବା ଏକ ନଦୀକୁ ଡଙ୍ଗାରେ ମାଛ ଧରିବାକୁ ଯାଇଥିବା ବେଳେ ହଠାତ୍ ଝଡ଼ ତୋଫାନ ଆସିବାରୁ ଡଙ୍ଗା ଓଲଟିପଡ଼ି...
ଭୁବନେଶ୍ୱର, ୩୦ା୫(ବ୍ୟୁରୋ): ଜାଲ୍ କାଗଜପତ୍ର ମାଧ୍ୟମରେ ବ୍ୟାଙ୍କରୁ ଋଣ ନେଇ ପରବର୍ତ୍ତୀ ସମୟରେ ଫେରାର ଥିବା ଅନ୍ୟତମ ଅଭିଯୁକ୍ତଙ୍କୁ ୧୭ବର୍ଷ ପରେ କ୍ରାଇମବ୍ରାଞ୍ଚ ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ବୁଧବାର ଗିରଫ କରିଛି। ସେ ହେଲେ ଢେଙ୍କାନାଳ ଜିଲା ଗନ୍ଦିଆ...
ଟିଟିଲାଗଡ଼,୩୦ା୫ (ଡି.ଏନ.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ଼ ବିଧାୟିକା ଟୁକୁନି ସାହୁ ବୁଧବାର କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି । ତାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ ଭାବେ ନିଯୁକ୍ତି ଦେଇଛନ୍ତି । ଏନେଇ...
ଭୁବନେଶ୍ୱର, ୩୦ା୫(ବ୍ୟୁରୋ) : ବୁଧବାର ଶପଥ ଗ୍ରହଣ ଉତ୍ସବ ପରେ ନୂତନ ଶକ୍ତି ଓ ଶିଳ୍ପ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଶକ୍ତି ବିଭାଗ ପରିଦର୍ଶନ କରି ବାତ୍ୟା ‘ଫନୀ’ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କରିଛନ୍ତି। କାର୍ଯ୍ୟାଳୟରେ ପହଞ୍ଚତ୍ବା ପରେ ତାଙ୍କୁ...
ପୁରୀ ଅଫିସ,୩୦ା୫: ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟ ଦ୍ୱାରା ପରିଚାଳିତ ୨୦୧୯ ଉପଶାସ୍ତ୍ରୀ ଓ ଶାସ୍ତ୍ରୀ ତୃତୀୟ ବର୍ଷ ରେଗୁଲାର ଏବଂ ଏକ୍ସ ରେଗୁଲାର ପରୀକ୍ଷା ଫଳାଫଳ ବୁଧବାର ପ୍ରକାଶ ପାଇଛି। କୁଳପତି ପ୍ରଫେସର ରାଧାମାଧବ ଦାଶ ପରୀକ୍ଷା ଫଳ ପ୍ରକାଶ...
ବୀରମହାରାଜପୁର, ୩୦ା୫(ଡି.ଏନ୍.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଆଦର୍ଶ ଥାନାରେ ଜଣେ ଅଭିଯୁକ୍ତ ପୋଲିସ ହେପାଜତରେ ଥିବାବେଳେ ଛାତ ଉପରୁ ଡେଇଁ ପ୍ରାଣ ହରାଇଥିବା ଘଟଣା ଏବେ ନୂଆ ମୋଡ ନେଇଛି। ମୃତକଙ୍କ ପରିବାର ଏହାର ନିରପେକ୍ଷ ତଦନ୍ତ ଦାବି କରିଥିଲେ।...
ଭୁବନେଶ୍ୱର, ୩୦ା୫(ବ୍ୟୁରୋ): ଗତ କିଛିଦିନ ହେବ ଗରମରେ ଛଟପଟ ହେଉଥିବା ପଶ୍ଚିମ ଓଡ଼ିଶାବାସୀଙ୍କୁ ମିଳିଛି ଆଶ୍ୱସ୍ତି। ଏଠାରେ ଲଗାତର ଭାବେ ତାପମାତ୍ରା ୪୨ରୁ ୪୫ଡିଗ୍ରୀ ମଧ୍ୟରେ ରହୁଥିଲା। କିନ୍ତୁ ବୁଧବାର ପଶ୍ଚିମ ଓଡ଼ିଶାର ସବୁ ସହରରେ ତାପମାତ୍ରା ହ୍ରାସ ପାଇଛି।...
ଆସିକା,୩୦ା୫(ଡି.ଏନ୍.ଏ.): ପିସିସିର ଅନ୍ୟତମ ସମ୍ପାଦକ ତଥା ଆସିକା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଚଳିତଥର କଂଗ୍ରେସ ପ୍ରାର୍ଥୀ ହୋଇଥିବା ମନୋଜ କୁମାର ଜେନାଙ୍କୁ ଗତ୨୨ ତାରିଖ ରାତିରେ ଗୁଳିମାଡ ହୋଇଥିଲା। ୨୩ ତାରିଖ ରାତିରେ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ମୃତ୍ୟୁ...
ଭୁବନେଶ୍ୱର,୩୦ା୫(ବ୍ୟୁରୋ): ୨୦୧୯ ସାଧାରଣ ନିର୍ବାଚନରେ ବିଜେଡି ୧୧୨ ବିଧାନସଭା ଆସନରେ ବିଜୟୀ ହୋଇ ପଞ୍ଚମଥର ଲାଗି ରାଜ୍ୟରେ ସରକାର ଗଠନ କରିଛି। ରାଜ୍ୟପାଳ ଗଣେଶୀ ଲାଲ୍ଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ତାଙ୍କ ମନ୍ତ୍ରିମଣ୍ଡଳର ୧୧ କ୍ୟାବିନେଟ୍ ମନ୍ତ୍ରୀ...
ଖଣ୍ଡପଡ଼ା,୩୦ା୫(ସ୍ବ.ପ୍ର.): ଭୁବନେଶ୍ୱରସ୍ଥିତ କିମ୍ସରେ ଚିକିତ୍ସିତ ହେଉଥିବା ଜଣେ ରୋଗୀଙ୍କ ଗତ କିଛିଦିନ ତଳେ ହୋଇଥିବା ମୃତ୍ୟୁକୁ ନେଇ ସୃଷ୍ଟି ହୋଇଛି ପ୍ରଶ୍ନବାଚୀ। ସେ ହେଉଛନ୍ତି ଖଣ୍ଡପଡ଼ା ବ୍ଲକ ଅନ୍ତର୍ଗତ କଣ୍ଟିଲୋ ପଞ୍ଚାୟତସ୍ଥ ମାଧବଚୌଧୁରୀ ପାଟଣାର ବିଶିଷ୍ଟ ପିତ୍ତଳହଣ୍ଡା କାରିଗର ଗଙ୍ଗାଧର...
ନୂଆଗାଁ,୩୦।୫ (ଡି.ଏନ୍.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଉଦୟପୁର ପଞ୍ଚାୟତସ୍ଥ ସିଙ୍ଗପୁର ଗ୍ରାମରେ ମଙ୍ଗଳବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ଲୀଳା ଘଟିଛି। ଏହା ଏକ ଆଦିବାସୀ ଅଧ୍ୟୁଷିତ ଗ୍ରାମ ଓ ୩୦ ପରିବାର ରହୁଛନ୍ତି। ଅଧିକାଂଶ ଲୋକ ଦିନ ମଜୁରିଆ...
ଭୁବନେଶ୍ୱର,୩୦ା୫(ବ୍ୟୁରୋ):ରାଜ୍ୟରେ ପୁଣିଥରେ ବିଜେଡି କ୍ଷମତାସୀନ ହୋଇଛି। ଦଳର ସଭାପତି ନବୀନ ପଟ୍ଟନାୟକ ୫ମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ପରେ ନୂଆ ମନ୍ତ୍ରିମଣ୍ଡଳ ଗଠନ ହୋଇଛି। ମନ୍ତ୍ରୀମାନଙ୍କ ବିଭାଗ ମଧ୍ୟ ବଣ୍ଟନ ଶେଷ ହୋଇଛି। ବୁଧବାର...