ଖଡ଼ିଆଳରେ କଂଗ୍ରେସ ଆଗୁଆ
ନୂଆପଡ଼ା ଅଫିସ,୨୩।୫: ୬ଷ୍ଠ ରାଉଣ୍ଡ ଗଣତି ଶେଷ ସୁଦ୍ଧା ଖଡ଼ିଆଳ ବିଧାନସଭା ଆସନରେ କଂଗ୍ରେସ ପ୍ରାର୍ଥୀ ଅଧିରାଜ ପାଣିଗ୍ରାହୀ ଆଗରେ ରହିଛନ୍ତି। ଅଧିରାଜ ୧୦୨୨୩ ଭୋଟ ପାଇଥିବାବେଳେ ବିଜେଡି ପ୍ରାର୍ଥୀ ଲମ୍ବୋଦର ନିଆଲ ୯୯୦୮ ଭୋଟ ପାଇଛନ୍ତି।
ନୂଆପଡ଼ା ଅଫିସ,୨୩।୫: ୬ଷ୍ଠ ରାଉଣ୍ଡ ଗଣତି ଶେଷ ସୁଦ୍ଧା ଖଡ଼ିଆଳ ବିଧାନସଭା ଆସନରେ କଂଗ୍ରେସ ପ୍ରାର୍ଥୀ ଅଧିରାଜ ପାଣିଗ୍ରାହୀ ଆଗରେ ରହିଛନ୍ତି। ଅଧିରାଜ ୧୦୨୨୩ ଭୋଟ ପାଇଥିବାବେଳେ ବିଜେଡି ପ୍ରାର୍ଥୀ ଲମ୍ବୋଦର ନିଆଲ ୯୯୦୮ ଭୋଟ ପାଇଛନ୍ତି।
ନୂଆପଡ଼ା ଅଫିସ,୨୩।୫: ୬ଷ୍ଠ ରାଉଣ୍ଡ ଗଣତି ଶେଷ ସୁଦ୍ଧା ନୂଆପଡ଼ା ବିଧାନସଭା ଆସନରେ ବିଜେଡିର ରାଜେନ୍ଦ୍ର କୁମାର ଢୋଲକିଆ ଆଗରେ ରହିଛନ୍ତି। ଢୋଲକିଆ ୧୧୬୩୫ ଭୋଟ ପାଇଥିବାବେଳେ କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝି ୯୭୮୬ ଭୋଟ ପାଇଛନ୍ତି।
ରେଢ଼ାଖୋଲ,୨୩।୫: ୯ମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ରେଢ଼ାଖୋଲ ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ରୋହିତ ପୂଜାରୀ ଆଗୁଆ ରହିଛନ୍ତି। ରୋହିତ ୧୪୧୯୬ ଭୋଟ ପାଇଥିବାବେଳେ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ଦେବେନ୍ଦ୍ର ମହାପାତ୍ର ୧୧୨୪୩ ଭୋଟ ପାଇଛନ୍ତି। କଂଗ୍ରେସ ପ୍ରାର୍ଥୀ...
ସମ୍ବଲପୁର,୨୩।୫: ଦ୍ୱିତୀୟ ରାଉଣ୍ଡ ଗଣତି ଶେଷ ସୁଦ୍ଧା ସମ୍ବଲପୁର ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ଡା. ରେସେଶ୍ୱରୀ ପାଣିଗ୍ରୀହୀ ଆଗୁଆ ରହିଛନ୍ତି। ରାସେଶ୍ୱରୀ ୫୩୪୩ ଭୋଟ ପାଇଥିବାବେଳେ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ଜୟନାରାୟଣ ମିଶ୍ର ୪୭୨୨ ଭୋଟ ପାଇଛନ୍ତି।
ତଳସରା,୨୩।୫: ଚତୁର୍ଥ ରାଉଣ୍ଡ ଗଣତି ଶେଷ ସୁଦ୍ଧା ତଳସରା ବିଧାନସଭା ଆସନରେ କଂଗ୍ରେସ ପ୍ରାର୍ଥୀ ଡ. ପ୍ରଫୁଲ୍ଲ ମାଝି ପଛୁଆ ରହିଛନ୍ତି। ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ଭବାନୀ ଭୋ ୬୭୨୯ ଭୋଟ ପାଇଥିବାବେଳେ ପ୍ରଫୁଲ୍ଲ ୫୪୬୧ ଭୋଟ ପାଇଛନ୍ତି।
ବ୍ରଜରାଜନଗର,୨୩।୫: ୫ମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବ୍ରଜରାଜନଗର ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ କିଶୋର ମହାନ୍ତି ଆଗୁଆ ରହିଛନ୍ତି। କିଶୋର ୧୦୬୬୩ ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପା ପ୍ରାର୍ଥୀ ରାଧାରାଣୀ ପଣ୍ଡା ୯୬୨୨ ଭୋଟ ପାଇଛନ୍ତି।
ଲଖନପୁର,୨୩।୫: ୪ର୍ଥ ରାଉଣ୍ଡ ଗଣତି ଶେଷ ସୁଦ୍ଧା ଝାରସୁଗୁଡ଼ା ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ନବ ଦାସ ଆଗୁଆ ରହିଛନ୍ତି। ନବ ୧୮୨୭୯ ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପା ପ୍ରାର୍ଥୀ ଦୀନେଶ ଜୈନ ୯୬୦୨ ଭୋଟ ପାଇଛନ୍ତି।
ନୂଆପଡ଼ା ଅଫିସ,୨୩।୫: ନୂଆପଡ଼ା ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝି ଆଗରେ ଅଛନ୍ତି। ପଞ୍ଚମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ଘାସିରାମ ୮୧୯୪ ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡିର ରାଜେନ୍ଦ୍ର ଢୋଲକିଆ ୭୭୯୦ ଭୋଟ ପାଇଛନ୍ତି।
ନୂଆପଡ଼ା ଅଫିସ,୨୩।୫: ଖଡ଼ିଆଳ ବିଧାନସଭା ଆସନରୁ ବିଜେଡି ପ୍ରାର୍ଥୀ ଲମ୍ବୋଦର ନିଆଲ ଆଗୁଆ ଅଛନ୍ତି। ପଞ୍ଚମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ଲମ୍ବୋଦର ୮୬୨୫ ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସର ଅଧିରାଜ ପାଣିଗ୍ରାହୀ ୮୨୭୬ ଭୋଟ ପାଇଛନ୍ତି।
କଣ୍ଟାବାଞ୍ଜି,୨୩।୫: ୪ର୍ଥ ରାଉଣ୍ଡ ଗଣତି ଶେଷ ସୁଦ୍ଧା କଣ୍ଟାବାଞ୍ଜି ବିଧାନସଭା ଆସନରେ କଂଗ୍ରେସ ପ୍ରାର୍ଥୀ ଆଗୁଆ ରହିଛନ୍ତି। ବିଜେଡି ପ୍ରାର୍ଥୀ ୪୩୧୫ ଭୋଟ ପାଇଥିବାବେଳେ କଂଗ୍ରେସ ପ୍ରାର୍ଥୀ ୪୯୫୨ ଭୋଟ ପାଇଛନ୍ତି।
ରାୟଗଡ଼ା ଅଫିସ୍,୨୩ା୫: ରାୟଗଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀରେ ୩ଟି ରାଉଣ୍ଡ ଗଣତିରେ ବିଜେଡି ଆଗୁଆ ରହିଛି। ବିଜେଡିର ଲାଲବିହାରୀ ହିମିରିକାଙ୍କୁ ପ୍ରଥମ ରାଉଣ୍ଡରେ ୧୫୪୬, ଦ୍ୱିତୀୟ ରାଉଣ୍ଡରେ ୧୦୪୬, ତୃତୀୟ ରାଉଣ୍ଡରେ ୧୨୭୦ ଭୋଟ୍ ମିଳିଛି। ସେହିପରି ଭାଜପାର ବସନ୍ତ...
ଜୟପୁର,୨୩ା୫(ଡି.ଏନ୍.ଏ./ନି.ପ୍ର.): ଜୟପୁର ବିଧାନସଭା ଆସନରେ ଦ୍ୱିତୀୟ ରାଉଣ୍ଡ ଗଣତି ସୁଦ୍ଧା ବିଜେଡିର ରବିନାରାୟଣ ନନ୍ଦ ୭୮ ଭୋଟ୍ରେ ଆଗୁଆ ରହିଛନ୍ତି। ଦ୍ୱିତୀୟ ରାଉଣ୍ଡରେ କଂଗ୍ରେସର ତାରାପ୍ରସାଦ ବାହିନୀପତି ୨୨୭୩, ବିଜେଡିର ରବିନାରାୟଣ ନନ୍ଦ ୨୩୫୧ ଏବଂ ଭାଜପାର ଗୌତମ ସାମନ୍ତରାୟ...