ପୁରୀ ଭୋଟ ଗଣତିରେ ବିଳମ୍ବ
ପୁରୀ ଅଫିସ.୨୩।୫: ପ୍ରଶାସନିକ ଅବହେଳା ପାଇଁ ପୁରୀରେ ଭୋଟ ଗଣତି ବିଳମ୍ବ ହୋଇଛି। ବାତ୍ୟାରେ ଇଭିଏମ ଏବଂ ଭିଭିପାଟର ସୁରକ୍ଷା ପାଇଁ ଷ୍ଟ୍ରଙ୍ଗ ରୁମରେ ଏକ ଅସ୍ଥାୟୀ କାନ୍ଥ ତିଆରି କରାଯାଇଥିଲା। କିନ୍ତୁ ସେହି କାନ୍ଥ ଭାଙ୍ଗିବା ପାଇଁ ବିଳମ୍ବ...
ପୁରୀ ଅଫିସ.୨୩।୫: ପ୍ରଶାସନିକ ଅବହେଳା ପାଇଁ ପୁରୀରେ ଭୋଟ ଗଣତି ବିଳମ୍ବ ହୋଇଛି। ବାତ୍ୟାରେ ଇଭିଏମ ଏବଂ ଭିଭିପାଟର ସୁରକ୍ଷା ପାଇଁ ଷ୍ଟ୍ରଙ୍ଗ ରୁମରେ ଏକ ଅସ୍ଥାୟୀ କାନ୍ଥ ତିଆରି କରାଯାଇଥିଲା। କିନ୍ତୁ ସେହି କାନ୍ଥ ଭାଙ୍ଗିବା ପାଇଁ ବିଳମ୍ବ...
ଜୟପୁର,୨୩ା୫(ଡି.ଏନ୍.ଏ.): ୨୦୧୯ ସାଧାରଣ ନିର୍ବାଚନର ଫଳାଫଳ ପାଇଁ ଗୁରୁବାର ସମଗ୍ର ରାଜ୍ୟରେ ଭୋଟ ଗଣତି ହେଉଛି। ଏନେଇ ସମସ୍ତ ଷ୍ଟ୍ରଙ୍ଗ୍ରୁମ ପାଖରେ ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ପ୍ରଶାସନିକ ଅଧିକାରୀଙ୍କ ଭିଡ଼ ଜମିଥିବାବେଳେ ଏଥିରୁ ପ୍ରାର୍ଥୀ ମଧ୍ୟ ବାଦ୍ ପଡ଼ିନାହାନ୍ତି।...
ଖୋର୍ଦ୍ଧା ଅଫିସ,୨୩।୫: ଖୋର୍ଦ୍ଧା ଜିଲା ସଦରମହକୁମାରେ ଭୋଟ ଗଣତି କେନ୍ଦ୍ରରେ ପ୍ରଥମ ରାଉଣ୍ଡରେ ଖୋର୍ଦ୍ଧା, ଚିଲିକା ଓ ବେଗୁନିଆ ନିର୍ବାଚନ ମଣ୍ଡଳୀରେ ବିଜେଡି ବିଧାୟକ ପ୍ରାର୍ଥୀମାନେ ଆଗୁଆ ରହିଥିବା ସୂଚନା ମିଳିଛି। ଏଥିରେ ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀରେ ଜ୍ୟୋତିରିନ୍ଦ୍ର ନାଥ...
କେନ୍ଦ୍ରାପଡ଼ା ଅଫିସ,୨୩ା୫ : କେନ୍ଦ୍ରାପଡ଼ା ଲୋକସଭା ଓ ଏହାର ୪ଟି ବିଧାନସଭା (କେନ୍ଦ୍ରାପଡା, ରାଜନଗର, ଆଳି ଓ ମହାକାଳପଡ଼ା) ନିର୍ବାଚନମଣ୍ଡଳୀର ଭୋଟ ଗଣତି ଗୁରୁବାର ସକାଳ ୮ଟାରୁ ଆରମ୍ଭ ହୋଇଛି। ପ୍ରଥମେ ପୋଷ୍ଟାଲ ଭୋଟ ଗଣତି ହେଉଛି। ଏଥିପାଇଁ ଜିଲା...
ବାରିପଦା ଅଫିସ,୨୩ା୫: ମୟୂରଭଞ୍ଜ ଜିଲାର ୪ଟି ଭୋଟ ଗଣତି କେନ୍ଦ୍ରରେ ସକାଳ ୯ ଟା ସୁଦ୍ଧା ଆରମ୍ଭ ହୋଇ ପାରିନି ଭୋଟ ଗଣତି । ସକାଳ ୮ ଟାରେ ଭୋଟ ଗଣତି ପାଇଁ ସମୟ ଧାର୍ଯ୍ୟ କରାଯାଇଥିବାବେଳେ ବାରିପଦା, ରାଇରଙ୍ଗପୁର,...
ଭଞ୍ଜନଗର,୨୩।୫(ଡି.ଏନ୍.ଏ.)- ଭଞ୍ଜନଗର ନିର୍ବାଚନ ମଣ୍ଡଳୀରେ ପ୍ରଥମ ରାଉଣ୍ଡ ଗଣତି ଶେଷ ହୋଇଛି। ଏଥିରେ ବିଜେଡି ପ୍ରାର୍ଥୀ ବିକ୍ରମ କେଶରୀ ଆରୁଖ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ପ୍ରଦ୍ୟୁମ୍ନ ନାୟକଙ୍କ ଠାରୁ ୪୨୩ ଭୋଟରେ ଆଗୁଆ ଅଛନ୍ତି। ସେହିପରି ସୋରଡା ନିର୍ବାନ...
ଯାଜପୁର ଅଫିସ,୨୩।୫: ଯାଜପୁର ଜିଲାର ୭ ବିଧାନସଭା ଓ ଗୋଟିଏ ଲୋକସଭା ଆସନ ପାଇଁ ଗୁରୁବାର ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହୋଇଛି। ଭୋଟ କେନ୍ଦ୍ରରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥାରେ ଗଣତି ଚାଲିଥିବା ସୂଚନା ରହିଛି।
ଭଦ୍ରକ ଅଫିସ,୨୩ା୫: ଗୁରୁବାର ୪୭ ପ୍ରତିଦ୍ୱନ୍ଦୀଙ୍କ ଭାଗ୍ୟ ପରୀକ୍ଷାର ଫଳାଫଳ ନିର୍ଣ୍ଣୟ ହେବ। ୫ ବିଧାନସଭା ଓ ଗୋଟିଏ ଲୋକସଭା ପାଇଁ ପ୍ରାର୍ଥୀ ଚୂଡାନ୍ତ ହେବ। ନିର୍ବାଚନ ମଇଦାନରେ ଓହ୍ଲାଇଥିବା ସମସ୍ତ ୪୭ ପ୍ରତିଦ୍ୱନ୍ଦୀଙ୍କ ହୃଦସ୍ପନ୍ଦନ ବଢିବାରେ ଲାଗିଛି। କାହା...
ଭଦ୍ରକ ଅଫିସ,୨୩।୫: ଦୀର୍ଘ ପ୍ରତିକ୍ଷାର ଅନ୍ତ ଘଟିବ। ଲୋକ ସଭା ଓ ବିଧାନସଭା ନିର୍ବାଚନ ପାଇଁ ଭୋଟ ଗଣତି ଭଦ୍ରକରେ ଗୁରୁବାର ସକାଳ ୮ଟାରୁ କଡା ସୁରକ୍ଷା ବଳୟ ମଧ୍ୟରେ ଆରମ୍ଭ ହୋଇଛି। ଜିଲା ସଂସ୍କୃୃତି ଭବନ ପରିସରରେ ପ୍ରଥମେ...
ଭୁବନେଶ୍ୱର,୨୩।୫(ବ୍ୟୁରୋ) : ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ ଟି.ଏସ୍.ଜି ଗୁରୁକୁଳର ଓଡ଼ିଆ ମାଧ୍ୟମ ଛାତ୍ରୀଛାତ୍ର ଶତ ପ୍ରତିଶତ ସଫଳତା ହାସଲ କରିଛନ୍ତି। ଏହି ଧାରା ବିଗତ ୯ବର୍ଷ ଧରି ଅପ୍ରତିହତ ରହିଛି। ସ୍କୁଲର ଏହି ସଫଳତାରେ ଖୁସି ପ୍ରକାଶ କରି ଏହାର...
ଭୁବନେଶ୍ୱର,୨୩ା୫(ବ୍ୟୁରୋ): ପ୍ରତୀକ୍ଷାର ଅନ୍ତଘଟାଇ ଗୁରୁବାର ସାଧାରଣ ନିର୍ବାଚନ ଫଳାଫଳ ପ୍ରକାଶ ପାଇବାକୁ ଯାଉଛି। ନିର୍ବାଚନ ମଇଦାନରେ ଥିବା ସବୁ ଦଳର ହେଭିୱେଟ୍ଙ୍କ ରାଜନୈତିକ ଭାଗ୍ୟ ସଂକ୍ରାନ୍ତ ନିଷ୍ପତ୍ତି ଭୋଟର ନେଇସାରିଛନ୍ତି। ତେଣୁ କେଉଁ ହେଭିୱେଟ୍ ସଫଳ ହେଉଛନ୍ତି, କିଏ ପଛରେ...
ବ୍ରହ୍ମପୁର ଅଫିସ,୨୩ା୫: କିଛିଦିନର ନୀରବତା ପରେ ପୁଣି ଥରେ ବ୍ରହ୍ମପୁରରେ ଦୁର୍ବୃତ୍ତଙ୍କ ଆତଙ୍କରାଜ ଦେଖିବାକୁ ମିଳିଛି। ଗୁରୁବାର ସାଧାରଣ ନିର୍ବାଚନର ଭୋଟ ଗଣତି ହେବାକୁ ଥିବାବେଳେ ବୁଧବାର ରାତି ପ୍ରାୟ ୯ଟାବେଳେ ଆସିକା କଂଗ୍ରେସ ବିଧାୟକ ପ୍ରାର୍ଥୀ ମନୋଜ ଜେନାଙ୍କୁ...