ଜୁନ୍ ୧ରୁ ରାଜ୍ୟସ୍ତରୀୟ ଆମ୍ବ ମହୋତ୍ସବ
ଭୁବନେଶ୍ୱର,୨୨।୫(ବ୍ୟୁରୋ): ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧୀନ ଓଡ଼ିଶା ଗ୍ରାମ୍ୟ ଉନ୍ନୟନ ଓ ବିପଣନ ସମିତି(ଓର୍ମାସ) ଏବଂ ଓଡ଼ିଶା ଜୀବିକା ମିଶନର ମିଳିତ ଉଦ୍ୟମରେ ରାଜ୍ୟସ୍ତରୀୟ ଆମ୍ବ ମହୋତ୍ସବ-୨୦୧୯ ‘ଆମ ଆମ୍ବ ବଜାର’ ଆସନ୍ତା ଜୁନ୍ ୧ରୁ ଅନୁଷ୍ଠିତ...