ରାଜ୍ୟ

ଉନ୍ମୋଚିତ ହେଲା ଜୀବନୀ ପୁସ୍ତକ ‘ନନ୍ଦିନୀ ଶତପଥୀ: ଦ ଆଇରନ ଲେଡି ଅଫ୍‌ ଓଡ଼ିଶା’

ଭୁବନେଶ୍ୱର,୧୧।୫(ଶର୍ମିଷ୍ଠା ପାଣିଗ୍ରାହୀ): ନନ୍ଦିନୀ ଶତପଥୀ ଯାହା ସବୁ କରିଯାଇଛନ୍ତି ସେ ତୁଳନାରେ ତାଙ୍କୁ କିଛି ମିଳିନି। ତାଙ୍କ ସମ୍ପର୍କରେ ଅଧିକ ତଥ୍ୟ ନାହିଁ, ପାଠ୍ୟପୁସ୍ତକରେ ମଧ୍ୟ ତାଙ୍କ ନାମ ନାହିଁ। ବର୍ତ୍ତମାନର ପିଢ଼ୀ ତାଙ୍କୁ ପଢ଼ିଲେ, ତାଙ୍କ ସମ୍ପର୍କରେ କଥା...

‘ମୋର ମନେ ଅଛି କି ନାହିଁ ଓଡ଼ିଶାବାସୀ ଜାଣିଛନ୍ତି’, ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଜବାବ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମାଲୋଚନା ପରେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଜୁନ ୧୦ରେ ବି ନୁହେଁ ଆଉ ୧୦ ବର୍ଷ ପରେ ବି ଭାଜପା ଓଡ଼ିଶାବାସୀଙ୍କ ହୃଦୟ ଜିତିପାରିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

ବିଜେଡି ଛାଡ଼ିଲେ ସାଧୁ ନେପାକ

ବରଗଡ଼,୧୧ା୫(ପ୍ରେମାନନ୍ଦ ଖମାରୀ): ରାଜ୍ୟ ଯୋଜନା ବୋର୍ଡ ସଦସ୍ୟ ତଥା ବରଗଡ଼ର ପୂର୍ବତନ ବିଧାୟକ ତଥା ସାଧୁ ନେପାକ ଶନିବାର ବିଜେଡିରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇ ଦେଇଛନ୍ତି।...

ବରଗଡ଼ ଆସିବେ ମୁଖ୍ୟମନ୍ତ୍ରୀ, ରହିଛି ଏମିତି ସବୁ କାର୍ଯ୍ୟସୂଚୀ…

ବରଗଡ଼,୧୧ା୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ଦଳୀୟ ପ୍ରାର୍ଥୀଙ୍କ ପ୍ରଚାର ପାଇଁ ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବରଗଡ଼ ଗସ୍ତ କାର୍ଯ୍ୟକ୍ରମ ରହିଛି। କାର୍ଯ୍ୟକ୍ରମ ଅନୁଯାୟୀ, ହେଲିକପ୍ଟର ଯୋଗେ ଆସି ମୁଖ୍ୟମନ୍ତ୍ରୀ ଅପରାହ୍ନ ୪ଟାରେ ସ୍ଥାନୀୟ ଜର୍ଜ ହାଇସ୍କୁଲ ପଡ଼ିଆର ଅସ୍ଥାୟୀ...

ଚିତ୍ରକୋଣ୍ଡାରେ ବାବୁଶାନ, ଏଲିନାଙ୍କ ରୋଡ୍‌ ଶୋ’

ଚିତ୍ରକୋଣ୍ଡା,୧୧ା୫(କ୍ଷୀରୋଦ ବେହେରା): ମାଲକାନଗିରି ଜିଲା ଚିତ୍ରକୋଣ୍ଡାରେ ବିଜେଡି ପକ୍ଷରୁ ବିଧାୟିକା ପ୍ରାର୍ଥିନୀ ଲଷ୍ମୀପ୍ରିୟା ନାୟକଙ୍କ ପାଇଁ ଓଲିଉଡ୍‌ ଷ୍ଟାର୍‌ ତଥା ଅଭିନେତା ବାବୁଶାନ ମହାନ୍ତି ଓ ଅଭିନେତ୍ରୀ ଏଲିନା ସାମନ୍ତରାୟଙ୍କୁ ନେଇ ରୋଡ୍‌ ଶୋ’ କରାଯାଇଛି। ଚିତ୍ରକୋଣ୍ଡାଠାରୁ ଗୁରୁପ୍ରିୟା ପର୍ଯ୍ୟନ୍ତ...

କୋରାପୁଟରେ ୧୪୪ ଧାରା ଜାରିକଲେ ଜିଲାପାଳ

କୋରାପୁଟ,୧୧ା୫(ଅମିତାଭ ବେହେରା): ଆସନ୍ତା ୧୩ ତାରିଖରେ ହେବାକୁ ଥିବା ସାଧାରଣ ନିର୍ବାଚନ ନିମନ୍ତେ ଶନିବାର ସନ୍ଧ୍ୟା ୬ଟାରୁ କୋରାପୁଟ ଜିଲା ବ୍ୟାପି ୧୪୪ ଧାରା ଜାରି କରିଛନ୍ତି କୋରାପୁଟ ଜିଲାପାଳ। ଶନିବାର କୋରାପୁଟ ଜିଲାପାଳ ପତ୍ରସଂଖ୍ୟା ୨୪୦୨/୧୧.୫.୨୪ ଜରିଆରେ ଏହି...

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ବାଘ ‘ନନ୍ଦନ’ର ଦେହାନ୍ତ

ଭୁବନେଶ୍ୱର,୧୧।୫: ଶନିବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଥିବା ‘ନନ୍ଦନ’ ନାମକ ଏକ ରୟାଲ ବେଙ୍ଗଲ ଟାଇଗରର ମୃତ୍ୟୁ ହୋଇଛି। ଏନେଇ ପ୍ରାଣୀ ଉଦ୍ୟାନର ଅଧିକାରୀମାନେ ସୂଚନା ଦେଇଛନ୍ତି। ୧୭ ବର୍ଷ ବୟସ୍କ ନନ୍ଦନ ଗତ ତିନିମାସ ଧରି ଅସୁସ୍ଥ ହୋଇପଡିଥିଲା।...

ଧାରୁଆ କାତିରେ କାଟି ଦାଦାଙ୍କ ମୁଣ୍ଡଗଣ୍ଡି ଅଲଗା କରିଦେଲେ ପୁତୁରା

ଏମ୍‌ଭି-୭୯,୧୧ା୫(ଭିକି ବାରିକ): ମାଲକାନଗିରି ଜିଲା କାଲିମେଳା ବ୍ଲକ ଏମ୍‌ଭି-୭୯ ଥାନା ଅନ୍ତର୍ଗତ ତେଲରାଇ ପଞ୍ଚାୟତ ଇପିଗୁଡା ଗ୍ରାମରେ ଶନିବାର ଆଦିବାସୀଙ୍କ ଆମ୍ବପରବ ପୂଜା ଚାଲିଥିବା ସମୟରେ ହଠାତ୍‌ ଦାଦା-ପୁତୁରାଙ୍କ ମଧ୍ୟରେ ପାରିବାରିକ କଳହକୁ ନେଇ ବଚସା ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ...

ଋତୁସ୍ରାବ ସମୟରେ ଦେୟଯୁକ୍ତ ଛୁଟି ପାଇଁ ଜାତିସଂଘରେ ସ୍ୱର ଉଠାଇଲେ ଓଡ଼ିଆ ଝିଅ

ନୂଆଦିଲ୍ଲୀ,୧୧।୫: ଦେଶରେ ଏବେ ମଧ୍ୟ କେତେକ ଅଞ୍ଚଳରେ ମହିଳାମାନଙ୍କ ମାସିକ ଋତୁସ୍ରାବ ବିଷୟରେ ସଚେତନତା ସୃଷ୍ଟି କରିବାକୁ ଲୋକମାନେ ପଛଘୁଞ୍ଚା ଦେଉଥିଲା ବେଳେ ମିଳିତ ଜାତିସଂଘର ‘ସିଭିଲ୍ ସୋସାଇଟି କନଫରେନ୍ସ ୨୦୨୪’ ରେ ”ଋତୁସ୍ରାବ ସମୟରେ ଦେୟଯୁକ୍ତ ଛୁଟି” ପାଇଁ...

ଜୁନାଗଡ଼ରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର, କହିଲେ ବିକାଶ ପାଇଁ…

ଭବାନୀପାଟଣା/ଜୁନାଗଡ଼,୧୧ା୫(ଉତ୍ତମ କୁମାର ଦାଶ/ସୁନୀଲ କୁମାର ସିଂହ): ଆସନ୍ତା ୧୩ ତାରିଖ ପ୍ରଥମ ପର୍ଯ୍ୟାୟ ନିର୍ବାଚନ କଳାହାଣ୍ଡି ଜିଲାରେ ଅନୁଷ୍ଠିତ ହେବ। ଶନିବାର ପ୍ରଚାରର ଶେଷଦିନରେ ଜୁନାଗଡ଼ରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ପହଞ୍ଚି ଦଳୀୟ ବିଧାୟକ ଓ ଏମ୍‌ପି ପ୍ରାର୍ଥୀଙ୍କ...

ବାଇକ୍‌ ଧକ୍କାରେ ଚାଲିଗଲା ପୋଲିଂ କର୍ମଚାରୀଙ୍କ ଜୀବନ

ଉମରକୋଟ,୧୧ା୫: ନିର୍ବାଚନ ଡ୍ୟୁଟିକୁ ଆସିଥିବା ବେଳେ ଶନିବାର ଜଣେ ପୋଲିଂ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ସେ ବୁଥ୍‌ ସମ୍ମୁଖରେ ବସ୍‌ରୁ ଓହ୍ଲାଇବା ବେଳେ ଏକ ବାଇକ୍‌ ତାଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ମୃତ ବ୍ୟକ୍ତିଙ୍କ...

ଶେଷ ଦିନରେ ପ୍ରଚାର ଜୋରଦାର କଲେ ସମସ୍ତ ପାର୍ଟି, ସୋମବାର ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ୍

ଭୁବନେଶ୍ୱର,୧୧।୫: ରାଜ୍ୟର ଆସନ୍ତା ସୋମବାର ଦିନ ଅନୁଷ୍ଠିତ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ମତଗ୍ରହଣ ପାଇଁ ପ୍ରଚାର କାର୍ଯ୍ୟ ଶନିବାର ଅପରାହ୍ନ ୫ଟାରେ ଶେଷ ହୋଇଛି। ଏହି ପର୍ଯ୍ୟାୟରେ ୪ଟି ଲୋକ ସଭା ଏବଂ ଏହା ଅନ୍ତର୍ଗତ ୨୮ଟି ବିଧାନସଭା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri