ରାଜ୍ୟ

ନ୍ୟୁୟର୍କରେ ବିତିଥିଲା ଯୁବାବସ୍ଥା, ପାଶ୍ଚାତ୍ୟ ସଂସ୍କୃତିରେ ବଢ଼ିଥିବା ନବୀନ ଧଳା କୁର୍ତ୍ତା ପିନ୍ଧି ଲେଖିଥିଲେ ନୂଆ ରାଜନୈତିକ ଇତିହାସ

ଭୁବନେଶ୍ୱର,୫।୬: ଦୀର୍ଘ ୨୪ ବର୍ଷର ବିଜେଡି ଶାସନରେ ପଡ଼ିଛି ପୂର୍ଣ୍ଣଚ୍ଛେଦ। ନିଜର ସ୍ବଚ୍ଛ ଏବଂ ନିର୍ମଳ ଭାବମୂର୍ତ୍ତିକୁ ନେଇ ଓଡ଼ିଶାବାସୀଙ୍କ ପ୍ରିୟ ପାଲଟିଥିବା ନବୀନ ପଟ୍ଟନାୟକ ଶେଷରେ ପରାଜିତ ହୋଇ ଇସ୍ତଫା ଦେଇଛନ୍ତି। ଗୋଟିଏ ପଟେ ବିଜେଡି ପରାଜୟର କାରଣ...

ମୁଖ୍ୟମନ୍ତ୍ରୀଙ୍କୁ ପରାଜିତ କରିବା ପରେ ଭାଜପା ବିଜୟୀ ପ୍ରାର୍ଥୀ ଲକ୍ଷ୍ମଣଙ୍କ ଆସିଲା ପ୍ରତିକ୍ରିୟା

ଭୁବନେଶ୍ୱର/କଣ୍ଟାବାଞ୍ଜି,୫।୬: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀରୁ ହାରି ଯାଇଛନ୍ତି। ଭାଜପା ପ୍ରାର୍ଥୀ ଲକ୍ଷ୍ମଣ ବାଗ ତାଙ୍କୁ ପରାସ୍ତ କରିଛନ୍ତି।  ଚଳିତ ନିର୍ବାଚନରେ  ମୁଖ୍ୟମନ୍ତ୍ରୀ ହିଞ୍ଜିଳି ସମେତ କଣ୍ଟାବାଞ୍ଜିରୁ ପ୍ରାର୍ଥୀ ହୋଇଥିଲେ। ଉଭୟ ଆସନରେ ବିଜୟୀ ହେବେ ବୋଲି...

ବିଧାୟକଙ୍କୁ ନବୀନ ନିବାସରୁ ଡାକରା,ହୋଇପାରେ ବଡ଼ ଘୋଷଣା

ଭୁବନେଶ୍ୱର,୫।୬: ବିଜେଡି ବିଧାୟକଙ୍କୁ ଡାକରା ପଠାଇଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସଂଧ୍ୟାା ୫ଟାରେ ଆସି ନବୀନ ନିବାସରେ ପହଞ୍ଚିବାକୁ ଦିଆଯାଇଛି ନିର୍ଦ୍ଦେଶ। ନବ ନିର୍ବାଚିତ ବିଧାୟକଙ୍କୁ ସଂଧ୍ୟାରେ ଆସି ନବୀନ ନିବାସରେ ପହଞ୍ଚିବାକୁ କୁହାଯାଇଛ

ସରକାର ଗଢିଲେ ମିଳିବ ଏହି ସବୁ ସୁବିଧା, ଭାଜପା ଦେଇଥିଲା ପ୍ରତିଶ୍ରୁତି, ଜାଣନ୍ତୁ କେବେଠୁ ହେବ କାର୍ଯ୍ୟକାରୀ

ଭୁବନେଶ୍ୱର, ୫।୬: ଓଡ଼ିଶାରେ ଭାଜପା ବହୁମତ ପାଇ ସରକାର ଗଢିବାକୁ ଯାଉଛି। ତେବେ ରାଜ୍ୟରେ କିଏ ମୁଖ୍ୟମନ୍ତ୍ରୀ ହେବେ, ସେନେଇ ନିଷ୍ପତ୍ତି ହୋଇଥିବା ବେଳେ ଏବେ ପ୍ରଶ୍ନ ହେଉଛି ଯେ ରାଜ୍ୟ ଭାଜପା ପକ୍ଷରୁ ଦିଆଯାଇଥିବା ଗ୍ୟାରେଣ୍ଟି କାର୍ଯ୍ୟକାରୀ ହେବ...

ଓଡ଼ିଶାରେ ଭାଜପା ବିଜୟ ପଛରେ କିଙ୍ଗମେକର୍‌ ସାଜିଲେ ଏହି ବ୍ୟକ୍ତି

ଭୁବନେଶ୍ୱର,୫।୬: ଉତ୍ତର ପ୍ରଦେଶ ପରେ ଓଡ଼ିଶା ଯଦି କେଉଁଠି ସର୍ବାଧିକ ସଫଳତା ହାସଲ କରିଛି ତାହା ହେଉଛି ଓଡ଼ିଶା। ରାଜ୍ୟର ଭୋଟରମାନେ କେବଳ ସମସ୍ତ ଲୋକ ସଭା ଆସନ ଭାଜପାକୁ ଦେଇନାହାନ୍ତି, ତାହା ନୁହେଁ ବରଂ ବିଧାନସଭାରେ ସଂପୂର୍ଣ୍ଣ ସଂଖ୍ୟାଗରିଷ୍ଠତା...

‘ନବୀନ ପଟ୍ଟନାୟକଙ୍କ ସହ ଗୋଟିଏ ଥର ଦେଖା କରିବାକୁ ଚାହୁୁଁଛି’

ଭୁବନେଶ୍ୱର, ୫।୬: ଓଡ଼ିଶାରେ ଭାଜପା ବହୁମତ ପାଇ ସରକାର ଗଢିବାକୁ ଯାଉଛି। ଏହି ସମୟରେ ବ୍ରହ୍ମପୁର ଲୋକ ସଭା ଆସନରୁ ବିଜୟୀ ହୋଇଥିବା ପ୍ରଦୀପ ପାଣିଗ୍ରାହୀ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନଙ୍କ ସହ ଗୋଟିଏ ଥର...

କ’ଣ ହେବ ବିଏସକେଓ୍ବାଇ କାର୍ଡର ଭବିଷ୍ୟତ?

ଭୁବନେଶ୍ୱର,୫।୬: ଓଡ଼ିଶାରେ ଦୀର୍ଘ ୨୪ବର୍ଷ ଶାସନରେ ରହିବା ପରେ ମଙ୍ଗଳବାର ବିଜୁ ଜନତା ଦଳ (ବିଜେଡି) ସରକାରର ପତନ ଘଟିଛି। ୨୦୨୪ ନିର୍ବାଚନରେ ଓଡ଼ିଶା ବିଧାନସଭାର ୧୪୭ ଆସନ ମଧ୍ୟରୁ ଭାରତୀୟ ଜନତା ପାର୍ଟି (ଭାଜପା) ଏକାକୀ ୭୮ ଆସନ...

ଜଗନ୍ନାଥଙ୍କୁ ଯିଏ ଛୁଇଁଛି, ସିଏ ଧୂଳିସାତ ହୋଇଛି: ତଥାଗତ ସତପଥୀ

ଭୁବନେଶ୍ୱର,୫।୬: ଓଡ଼ିଶାରେ ବଡ଼ ପରାଜୟ ହାସଲ କରିଛି ବିଜେଡି। ତେବେ ବିଜେଡି ହାରିବା ପରେ ଧରିତ୍ରୀ ଓ ଓଡ଼ିଶା ପୋଷ୍ଟର ସମ୍ପାଦକ ତଥାଗତ ସତପଥୀ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଓଡ଼ିଶାରେ ସରକାର ପରିବର୍ତ୍ତନ ହେବାର ବହୁତ ଗୁଡିଏ କାରଣ...

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର,୫।୬: ୨୪ ବର୍ଷ ପରେ ଓଡ଼ିଶାରେ ସରକାର ବଦଳିବାକୁ ଯାଉଛି। ବୁଧବାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ନବୀନ ନିବାସରୁ ବାହାରି ରାଜଭବନ ବାହାରିଥିଲେ। ସେଠାରେ ସେ ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟି ନିଜ...

ଦଳର ପରାଜୟ ପରେ ନବୀନ ନିବାସରେ ବିଜେଡି ନେତାଙ୍କ ଭିଡ

ଭୁବନେଶ୍ୱର, ୫।୬: ଦଳର ପରାଜୟ ପରେ ନବୀନ ନିବାସରେ ପ୍ରମୁଖ ବିଜେଡି ନେତାଙ୍କ ଭିଡ଼ ରହିଛି। ନବୀନ ନିବାସରେ ଅରୁଣ ସାହୁ, ସଞ୍ଜୟ ଦାସବର୍ମା, ଦେବୀ ମିଶ୍ର, ଅତନୁ ସବ୍ୟସାଚୀ ଏବଂ ପ୍ରଣବ ପ୍ରକାଶ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।...

ସୋସିଆଲ ମିଡିଆରେ ନବୀନଙ୍କୁ ପ୍ରଶଂସା, ପାଣ୍ଡିଆନ୍‌ଙ୍କୁ ଟ୍ରୋଲ୍‌

ଭୁବନେଶ୍ୱର,୪।୬(ଶର୍ମିଷ୍ଠା ପାଣିଗ୍ରାହୀ)-ଓଡ଼ିଶା ରାଜନୀତି ଇତିହାସରେ ଲେଖା ହେବ ଏକ ନୂଆ ଆରମ୍ଭ। ଦୀର୍ଘ ୨୪ବର୍ଷର ଶାସନ ପରେ ବିଜୁ ଜନତା ଦଳ ତଥା ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶାସନର ଅନ୍ତ ଘଟିଛି। ଭାଜପା ଆଶା କରି ନଥିବା ଫଳ...

୨୪ ବର୍ଷ ପରେ ପ୍ରଥମ ଥର ହାରିଲେ ନବୀନ

ଭୁବନେଶ୍ୱର/ ହିଞ୍ଜିଳିକାଟୁ /ବଲାଙ୍ଗୀର/କଣ୍ଟାବାଞ୍ଝି (ଅନିଲ ଦାସ/ଦ୍ୱିତୀକୃଷ୍ଣ ପଣ୍ଡା/ବୀରେନ୍ଦ୍ର କୁମାର ଝାଙ୍କର/ଗୁରୁଦୟାଲ ହଂସ) ୫ା୬: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତ ୨୪ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ନିର୍ବାଚନରେ ପରାଜିତ ହୋଇଛନ୍ତି। କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀରୁ ସେ ହାରି ଯାଇଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri