ରାଜ୍ୟ

କିଏ ହେବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ: ଆରମ୍ଭ ହେଲା କସରତ

ଭୁବନେଶ୍ୱର,୫ା୬ (ଜିତେନ୍ଦ୍ର କୁମାର ନାୟକ):ଓଡ଼ିଶାରେ ୩ ପ୍ରମୁଖ ଦଳର ରାଜ୍ୟ ସଭାପତି ଯଥାକ୍ରମେ ଚାନ୍ଦବାଲିରୁ ନିର୍ବାଚନ ଲଢ଼ୁଥିବା ଭାଜପାର ବିଧାନସଭା ପ୍ରାର୍ଥୀ ମନମୋହନ ସାମଲ, କଣ୍ଟାବାଞ୍ଜିରୁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ବିଜୁ ଜନତା ଦଳର ନବୀନ ପଟ୍ଟନାୟକ ଏବଂ ନୂଆପଡ଼ାରୁ ଲଢ଼ୁଥିବା...

ଓଡ଼ିଶାରେ ଭାଜପାର ବିଜୟ ପରେ ପ୍ରଧାନମନ୍ତ୍ରୀ କଲେ ଟୁଇଟ୍‌, ଲେଖିଲେ ଲୋକଙ୍କ ସ୍ବପ୍ନ ପୂରଣ ପାଇଁ…

ନୂଆଦିଲ୍ଲୀ,୫।୬: ଓଡ଼ିଶାରେ ଭାଜପା ୨୧ ଲୋକ ସଭା ଆସନରୁ ୨୦ଟି ଆସନ ପାଇଥିବା ବେଳେ ବିଧାନସଭାରେ ୧୪୭ ଆସନ ମଧ୍ୟରୁ ଏକାକୀ ୭୮ ଆସନ ପାଇ ବହୁମତ ହାସଲ କରିଛି। ଯାହା ପରେ ଭାଜପା ପରିସରରେ ଖୁସିର ମାହୋଲ ଦେଖିବାକୁ...

ବିଜେଡିକୁ ଏତେ ବଡ଼ କ୍ଷତି କାହା ପାଇଁ? ପାଣ୍ଡିଆନ ନା ଆଉ କିଏ, ସାମ୍ନାକୁ ଆସିଲା ପ୍ରକୃତ କାରଣ

ଭୁବନେଶ୍ୱର, ୫।୬: ଓଡ଼ିଶାରେ ଦୀର୍ଘ ୨୪ବର୍ଷ ଶାସନରେ ରହିବା ପରେ ମଙ୍ଗଳବାର ବିଜୁ ଜନତା ଦଳ (ବିଜେଡି) ସରକାରର ପତନ ଘଟିଛି। ୨୦୨୪ ନିର୍ବାଚନରେ ଓଡ଼ିଶା ବିଧାନସଭାର ୧୪୭ ଆସନ ମଧ୍ୟରୁ ଭାରତୀୟ ଜନତା ପାର୍ଟି (ଭାଜପା) ଏକାକୀ ୭୮...

ଓଡ଼ିଶାରେ ବିଜୟ ପରେ ପ୍ରତିକ୍ରିୟା ଦେଲେ ହିମନ୍ତ ବିଶ୍ବଶର୍ମା

ଭୁବନେଶ୍ୱର,୩।୬: ଓଡ଼ିଶାରେ ଭାଜପାର ବିଜୟ ପରେ ପ୍ରତିକ୍ରିୟା ଦେଇଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା। ସେ କହିଛନ୍ତି ”ଓଡିଶାରେ ଇତିହାସ ସୃଷ୍ଟି! ଏହି ଐତିହାସିକ ଜନାଦେଶ ପାଇଁ ଓ ଉଭୟ ରାଜ୍ୟ ତଥା ସଂସଦରେ ସେବା କରିବା ପାଇଁ ଭାଜପା...

ହାରିଲେ ବିଜେଡି, କଂଗ୍ରେସ, ଭାଜପା ସଭାପତି

ଭୁବନେଶ୍ୱର,୪ା୬(ଅନିଲ ଦାସ): ଚଳିତ ନିର୍ବାଚନର ଫଳାଫଳ ଅତ୍ୟନ୍ତ ରୋମାଞ୍ଚକ ହୋଇଛି। ରାଜ୍ୟର ୩ ପ୍ରମୁଖ ରାଜନୈତିକ ଦଳ ଭାଜପା, ବିଜେଡି ଓ କଂଗ୍ରେସ ସଭାପତି ଏହି ନିର୍ବାଚନରେ ହାରି ଯାଇଛନ୍ତି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଣ୍ଟାବାଞ୍ଜି...

ଓଡ଼ିଶାରେ ବିଜେଡିର ଶୋଚନୀୟ ସ୍ଥିତି, ଲୋକ ସଭାରେ…

ଭୁବନେଶ୍ୱର,୪।୬: ସାଧାରଣ ନିର୍ବାଚନ ଫଳାଫଳ ଆସିବା ପରେ ଭାଜପା ଓଡ଼ିଶାରେ ରେକର୍ଡ ବିଜୟ ଦିଗରେ ଅଗ୍ରସର ହେଉଛି। ଫଳରେ ପ୍ରଥମ ଥର ପାଇଁ ଦଳ ସରକାର ଗଢ଼ିବ ବୋଲି ସ୍ପଷ୍ଟ ହୋଇଛି। କେବଳ ବିଧାନସଭା ନୁହେଁ ବରଂ ଲୋକ ସଭାରେ...

ଚାନ୍ଦବାଲିରୁ ହାରିଗଲେ ମନମୋହନ

ଭଦ୍ରକ,୪ା୬- ରାଜ୍ୟରେ ଭାଜପାର ପ୍ରଚଣ୍ଡ ବିଜୟ ସତ୍ତ୍ୱେ ଚାନ୍ଦବାଲିରେ ଦଳକୁ ପରାଜୟର ସ୍ବାଦ ଚାଖିବାକୁୁ ପଡିଛି। ଭାଜପା ପ୍ରାର୍ଥୀ ତଥା ରାଜ୍ୟ ସଭାପତି ମନମୋହନ ସାମଲ ବିଜେଡି ପ୍ରାର୍ଥୀ ଡ. ବ୍ୟୋମକେଶ ରାୟଙ୍କଠାରୁ ପରାଜିତ ହୋଇଛନ୍ତି। ନିର୍ବାଚନ କମିଶନରଙ୍କ ତଥ୍ୟ...

ଷଷ୍ଠ ଥର ପାଇଁ ବିଜୟୀ ହେଲେ ନିରଞ୍ଜନ

ସୋନପୁର,୪।୬(ମୃତ୍ୟୁଞ୍ଜୟ ଶତପଥୀ): ସରକାର ପରିବର୍ତ୍ତନ ହାଓ୍ବା ସତ୍ତ୍ୱେ ବିଜେଡିର ହେବିଓ୍ବେଟ୍‌ ନେତା ତଥା ପ୍ରାକ୍ତନ ମନ୍ତ୍ରୀ ନିରଞ୍ଜନ ପୂଜାରୀ ସୋନପୁର ବିଧାନସଭା ଆସନରୁ ବିଜୟୀ ହୋଇଛନ୍ତି। ସେ କ୍ରମାଗତ ଭାବେ ଷଷ୍ଠ ଥର ପାଇଁ ବିଜୟୀ ହୋଇ ରେକର୍ଡ ସୃଷ୍ଟି...

ଝାରସୁଗୁଡ଼ାରୁ ହାରିଯିବା ପରେ ଦୀପାଳିଙ୍କ ପ୍ରଥମ ପ୍ରତିକ୍ରିୟା: କହିଲେ ଏଭଳି…

ଭୁବନେଶ୍ୱର,୪।୬: ଝାରସୁଗୁଡ଼ାରେ ବିଜେଡି ପକ୍ଷରୁ ପ୍ରାର୍ଥୀ ହୋଇଥିବା ଦୀପାଳି ଦାସ ପରାଜିତ ହୋଇଛନ୍ତି। ଭାଜପା ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ତାଙ୍କୁ ୧୩୨୨ ଖଣ୍ଡ ଭୋଟରେ ହରାଇଛନ୍ତି। ଏହାପରେ ପ୍ରଥମ ପ୍ରତିକ୍ରିୟା ରଖିଛନ୍ତି ଦୀପାଳି। ସେ କହିଛନ୍ତି ଯେ, ‘ହାରିବା ଓ...

ପ୍ରଥମ ଥର ପାଇଁ ମହାପ୍ରଭୁ ଜଗନ୍ନାଥଙ୍କ ମାଟିରେ ଭାଜପା ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛି: ମୋଦି

ନୂଆଦିଲ୍ଲୀ,୪।୬: ୨୦୨୪ ନିର୍ବାଚନ ଫଳାଫଳ ଆସିବା ପରେ ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହେବା ସ୍ପଷ୍ଟ ହୋଇଛି। ଏନ୍‌ଡିଏ ନେତୃତ୍ୱରେ ଦଳ ଭଲ ପ୍ରଦର୍ଶନ କରିଛି। ଏମିତିରେ ଦଳୀୟ କର୍ମକର୍ତ୍ତାଙ୍କ ମଧ୍ୟରେ ଉତ୍ସବର ମାହୋଲ ଦେଖିବାକୁ ମିଳିଛି।...

ପରାଜୟ ପରେ ନବୀନଙ୍କ ପ୍ରଥମ ପ୍ରତିକ୍ରିୟା, ଜାଣନ୍ତୁ କଣ କହିଲେ

ଭୁବନେଶ୍ୱର,୩।୬: ବିଧାନସଭା ଏବଂ ଲୋକ ସଭା ନିର୍ବାଚନରେ ପରାଜୟ ପରେ ପ୍ରଥମ ବୟାନ ଦେଇଛନ୍ତି ନବୀନ ପଟ୍ଟନାୟକ। ସେ କହିଛନ୍ତି ”ଦଳମତ ନିର୍ବିଶେଷରେ ବିଜୟୀ ସମସ୍ତ ପ୍ରାର୍ଥୀଙ୍କୁ ମୋର ଶୁଭେଚ୍ଛା। ବିଜୁ ଜନତା ଦଳର ସମସ୍ତ କର୍ମୀ ଓ ନେତାଙ୍କ...

କଣ୍ଟାବାଞ୍ଜିରୁ ହାରିଲେ ନବୀନ ପଟ୍ଟନାୟକ, ଜାଣନ୍ତୁ କାହାଠୁ ହାରିଲେ

ଭୁବନେଶ୍ୱର,୪।୬: ପ୍ରଥମ ଥର ପରାଜିତ ହୋଇଛନ୍ତି ନବୀନ ପଟ୍ଟନାୟକ। ନିଜ କ୍ଷମତାସୀନ ରାଜ୍ୟରେ ଦୁର୍ଗ ହରାଇଛନ୍ତି ନବୀନ। ଚଳିତ ନିର୍ବାଚନରେ ମଇଦାନକୁ ଓହ୍ଲାଇଥିବା ବଲାଙ୍ଗୀରର କଣ୍ଟାବାଞ୍ଜି ଆସନରୁ ଶୋଚନୀୟ ଭାବେ ପରାଜିତ ହୋଇଛନ୍ତି। ଭାଜପା ପ୍ରାର୍ଥୀ ଲକ୍ଷ୍ମଣ ବାଗଙ୍କ ଠାରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri