ରାଜ୍ୟ

ମନ୍ମଥଙ୍କଠାରୁ ବହୁ ଆଗରେ ଅପରାଜିତା, ଜାଣନ୍ତୁ କେତେ ଭୋଟ୍‌ରେ ଆଗୁଆ….

ଭୁବନେଶ୍ୱର,୪।୬: ୨୦୧୪ ଲୋକ ସଭା ନିର୍ବାଚନର ଭୋଟ ଗଣତି ଜାରି ରହିଥିବା ବେଳେ ଭାଜପା ପ୍ରାର୍ଥୀମାନେ ବହୁ ଆଗରେ ଚାଲିଛନ୍ତି। ବର୍ତ୍ତମାନର ଟ୍ରେଣ୍ଡ ଅନୁଯାୟୀ ଭାଜପା ୧୯ ଆସନରେ ଆଗୁଆ ଥିବା ବେଳେ ବିଜେଡି ୧ରେ ଆଗୁଆ ଅଛି। ସେହିଭଳି...

ଜିତିଲେ ସୁରେଶ ପୂଜାରୀ

ଭୁବନେଶ୍ୱର,୪।୬: ବ୍ରଜରାଜନଗରରେ ଫୁଟିଲା ପଦ୍ମ। ବିଜୟୀ ହେଲେ ଭାଜପା ବିଧାୟକ ପ୍ରାର୍ଥୀ ସୁରେଶ ପୂଜାରୀ। ସୁରେଶ, ବିଜେଡିର ଅଳକା ମହାନ୍ତିଙ୍କୁ ୨୨,୦୦୨ ଭୋଟ ବ୍ୟବଧାନରେ ହରାଇ ବଡ଼ ବିଜୟ ହାସଲ କରିଛନ୍ତି। ସେ ୭୧,୭୯୭ ଭୋଟରେ ବିଜୟୀ ହୋଇଛନ୍ତି।

କୋରାପୁଟ ବିଧାନସଭାରେ କଂଗ୍ରେସ ଆଗୁଆ

କୋରାପୁଟ,୪ା୬(ଅମିତାଭ ବେହେରା): ସାରା ରାଜ୍ୟରେ ମଙ୍ଗଳବାର ଭୋଟ୍‌ ଗଣତି ଜାରି ରହିଛି। ଏହି କ୍ରମରେ କୋରାପୁଟ ବିଧାନସଭା ଆସନରେ କଂଗ୍ରେସ ପ୍ରାର୍ଥୀ କୃଷ୍ଣ କୁଲଦୀପ ୧୦ମ ରାଉଣ୍ଡ ସୁଦ୍ଧା ୨୫,୮୮୦ ଖଣ୍ଡ ଭୋଟ୍‌ ପାଇଥିବା ବେଳେ ବିଜେଡି ପ୍ରାର୍ଥୀ ରଘୁରାମ...

ହାରିଗଲେ ଦୀପାଳି, ଝାରସୁଗୁଡ଼ାରେ ଫୁଟିଲା ପଦ୍ମ

ଝାରସୁଗଡ଼ା,୪।୬: ଝାରସୁଗୁଡ଼ାରେ ପଦ୍ମର ବଡ଼ ବିଜୟ। ବିଜେଡି ପ୍ରାର୍ଥୀ ଦୀପାଳି ଦାସଙ୍କୁ ୧୩୨୨ ଖଣ୍ଡ ଭୋଟରେ ହରାଇଛନ୍ତି ଭାଜପା ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ। ୨୦୨୪ ଲୋକସଭା ନିର୍ବାଚନ ଶେଷ ପରେ ଆଜି ଭୋଟ ଗଣତି ଜାରି ରହିଛି । ତେବେ...

ହିଞ୍ଜିଳିରେ ମୁଖ୍ୟମନ୍ତ୍ରୀ ଆଗୁଆ

ପୁରୁଷୋତ୍ତମପୁର,୪।୬(ସିମାଞ୍ଚଳ ମିଶ୍ର):ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ଭୋଟ ଗଣତି ଚାଲିଛି। ହିଞ୍ଜିଳି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଚତୁର୍ଥ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥୀ ନବୀନ ପଟ୍ଟନାୟକ ୩,୪୪୫ ଭୋଟରେ ଆଗୁଆ ରହିଛି। ବିଜେଡିର ନବୀନ ପଟ୍ଟନାୟକଙ୍କୁ ୧୬ ହଜାର ୦୧୩ ଭୋଟ...

ସାଲେପୁର ବିଧାନସଭା ଆସନ: ୯ମ ରାଉଣ୍ଡରେ ଅରିନ୍ଦମଙ୍କୁ ପଛରେ ପକାଇଲେ ପ୍ରଶାନ୍ତ

କଟକ,୪ା୬(କାର୍ତ୍ତିକ ସାହୁ): ମଙ୍ଗଳବାର ସାରା ରାଜ୍ୟରେ ଚାଲିଛି ଭୋଟ୍‌ ଗଣତି। ଏହି ବିଧାନସଭା ଆସନରେ ଭାଜପା ଏବଂ ବିଜେଡି ମଧ୍ୟରେ କଡ଼ା ଟକ୍କର ଚାଲିଥିଲା। ତେବେ ବିଜେଡି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ବେହେରା ୩୨,୯୩୫ ଖଣ୍ଡ ଭୋଟ୍‌ ପାଇଥିବା ବେଳେ...

କଣ୍ଟାବାଞ୍ଜିରେ ହେଉଛି କଡା ଟକ୍କର, ଲକ୍ଷ୍ମଣ ବାଗଙ୍କ ଠାରୁ ୮୨୮ ଭୋଟରେ ଆଗରେ ନବୀନ ପଟ୍ଟନାୟକ

ଭୁବନେଶ୍ୱର,୪।୬: ଚାଲିଛି ମତଗଣନା। ତେବେ ଓଡ଼ିଶାରେ ଭାଜପାକୁ ୭୮ ଆସନ ମିଳିଥିବାବେଳେ ବିଜେଡିକୁ ୫୪ ସିଟ୍‌ ମିଳିଛି। ୨୫ବର୍ଷ ପରେ ଏପରି ସମୀକରଣ ଦେଖିବାକୁ ମିଳିଛି। ଯେଉଁଠି ନବୀନ ପଟ୍ଟନାୟକଙ୍କ ନେତୃତ୍ୱ ସରକାର ୨୫ବର୍ଷ ଧରି କ୍ଷମତାରେ ରହି ଆସୁଥିଲା...

କଟକ ସଦର ବିଧାନସଭା ଆସନ: ୧୦ମ ରାଉଣ୍ଡରେ ବିଜେଡି ଆଗୁଆ

କଟକ,୪ା୬(କାର୍ତ୍ତିକ ସାହୁ): କଟକ ସଦର ବିଧାନସଭା ଆସନରେ ମଙ୍ଗଳବାର ଭୋଟ୍‌ ଗଣତି ଜାରି ରହିଛି। ତେବେ ୧୦ମ ରାଉଣ୍ଡ ସୁଦ୍ଧା ବିଜେଡି ବଧାୟକ ପ୍ରାର୍ଥୀ ଚନ୍ଦ୍ର ସାରଥୀ ବେହେରା ୩୫,୨୯୬ ଖଣ୍ଡ ଭୋଟ୍‌ ପାଇଥିବା ବେଳେ ଭାଜପାର ପ୍ରକାଶ ଚନ୍ଦ୍ର...

ବଡଚଣାରେ ପଛରେ ପଡିଲେ ବର୍ଷା

ଭୁବନେଶ୍ୱର,୪।୬: ଓଡ଼ିଶାରେ ଭାଜପାକୁ ୭୮ ଆସନ ମିଳିଥିବାବେଳେ ବିଜେଡିକୁ ୫୪ ସିଟ୍‌ ମିଳିଛି। ୨୫ବର୍ଷ ପରେ ଏପରି ସମୀକରଣ ଦେଖିବାକୁ ମିଳିଛି। ଯେଉଁଠି ନବୀନ ପଟ୍ଟନାୟକଙ୍କ ନେତୃତ୍ୱ ସରକାର ୨୫ବର୍ଷ ଧରି କ୍ଷମତାରେ ରହି ଆସୁଥିଲା ତା’ର ସମ୍ପୂର୍ଣ୍ଣ ବିପରୀତ...

ଓଡ଼ିଶା ଲୋକ ସଭାର ୧୯ ଆସନରେ ଭାଜପା ଆଗୁଆ

ଭୁବନେଶ୍ୱର,୪ା୬: ୨୦୨୪ ସାଧାରଣ ନିର୍ବାଚନ ଫଳ ପାଇଁ ସାରା ରାଜ୍ୟରେ ମଙ୍ଗଳବାର ଭୋଟ୍‌ ଗଣତି ଜୋର୍‌ଦାର ଚାଲିଛି। ସକାଳ ୮ଟାରୁ ରାଜ୍ୟରେ ଭୋଟ୍‌ ଗଣତି ଆରମ୍ଭ ହୋଇଥିବା ବେଳେ ଅଧିକାଂଶ ଲୋକ ସଭା ଆସନରେ ଭାଜପା ଆଗୁଆ ରହିଛି। ତେବେ...

ବାଲିଗୁଡାରେ ବିଜେଡି ଆଗୁଆ

ବାଲିଗୁଡ଼ା, ୪।୫:(ସଞ୍ଜୟ କୁମାର ପାଣିଗ୍ରାହୀ): ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ଭୋଟ ଗଣତି ଚାଲିଛି। ବାଲିଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀରେ ସପ୍ତମ ରାଉଣ୍ଡ ସୁଦ୍ଧା ବିଜେଡି ୩୯୪୧ ଭୋଟରେ ଆଗୁଆ ରହିଛି। ବିଜେଡ଼ି ପ୍ରାର୍ଥୀ ଚକ୍ରମଣି କହଁରଙ୍କ ସପକ୍ଷରେ ୧୮ ହଜାର...

କଟକ ଲୋକ ସଭା ଆସନରେ ଭାଜପା ଆଗୁଆ

କଟକ,୪ା୬(କାର୍ତ୍ତିକ ସାହୁ): କଟକ ଲୋକ ସଭା ଆସନରେ ଭାଜପା ପ୍ରାର୍ଥୀ ଭର୍ତ୍ତୃହରି ମହତାବ ୮ମ ରାଉଣ୍ଡ ସୁଦ୍ଧା ୧,୩୫,୫୬୧ ଖଣ୍ଡ ଭୋଟ୍‌ ପାଇଥିବା ବେଳେ ବିଜେଡି ପ୍ରାର୍ଥୀ ସନ୍ତୃପ୍ତ ମିଶ୍ର ୧ ୨୪,୦୦୮ ଖଣ୍ଡ ଭୋଟ୍‌ ପାଇଛନ୍ତି। ସେହିପରି କଂଗ୍ରେସ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri