ରାଜ୍ୟ

ଆରମ୍ଭ ହେଲା ଭୋଟ ଗଣନା

ଭୁବନେଶ୍ୱର,୪ା୬: ମଙ୍ଗଳବାର ସକାଳ ୮ଟାରୁ ଭୋଟ ଗଣନା ଆରମ୍ଭ ହୋଇଯାଇଛି। ପ୍ରଥମେ ବାଲଟ ଓ ଏହା ପରେ ଇଭିଏମ୍‌ ଗଣନା ହେବ। ରାଜ୍ୟର ୭୦ଟି କେନ୍ଦ୍ରରେ ଭୋଟ ଗଣନା ହେବ। ସେଥିରୁ ୬୯ଟିରେ ଇଭିଏମ୍‌ ଏବଂ ଗୋଟିଏ କେନ୍ଦ୍ରରେ ପୋଷ୍ଟାଲ...

ଫଳାଫଳ ପୂର୍ବରୁ ଶଙ୍ଖ ଭବନରେ ପୂଜାର୍ଚ୍ଚନା

ଭୁବନେଶ୍ୱର,୪।୬:ଇଭିଏମରେ ସିଲ୍‌ ହୋଇଥିବା ପ୍ରାର୍ଥୀଙ୍କ ଭାଗ୍ୟ ଆଜି ଖୋଲିବ। କାହା ମୁଣ୍ଡରେ ହାତୀ ସୁନା କଳସ ଢାଳିବ, ତାକୁ ନେଇ ପ୍ରାର୍ଥୀଙ୍କର ହାର୍ଟବିଟ୍‌ ବଢ଼ି ଯାଇଛି। ବିଗତ ନିର୍ବାଚନ ଠାରୁ ଚଳିତ ନିର୍ବାଚନ ଅଧିକ ପ୍ରତିଦ୍ୱନ୍ଦ୍ୱିତା ଦେଖିବାକୁ ମିଳିଥିବାରୁ ରାଜ୍ୟ...

ବାପାଙ୍କ ଚିତ୍କାର ଶୁଣି ଫେରିଗଲା ହାତୀ:ମରଣ ମୁହଁରୁ ବଞ୍ଚିଗଲେ ଝିଅ

ନୀଳଗିରି, ୪।୬(ପ୍ରଶାନ୍ତ ବିଶ୍ୱାଳ):ବାଲେଶ୍ୱର ଜିଲା ନୀଳଗିର ବ୍ଲକ କୁଲଡ଼ିହା ଅଭୟାରଣ୍ୟ ପାଦଦେଶ କେସିପୁର ପଞ୍ଚାୟତ ଅଧୀନ ଟୁଲୁଙ୍କଡ଼ାବ ଗାଁର ଏକ ନାବାଳିକା ମରଣମୁହଁରୁ ରକ୍ଷା ପାଇଯାଇଛନ୍ତି। ଖାଦ୍ୟ ଅନ୍ବେଷଣରେ ଗଁା ଭିତରକୁ ପଶିଆସିଥିବା ଏକ ହାତୀ ଝିଅଟିକୁ ଦଳି ଦେବାକୁ...

ଆଜି ଫିଟିବ ଭାଗ୍ୟ ପେଡ଼ି

ଭୁବନେଶ୍ୱର,୪ା୬(ଅନିଲ ଦାସ):ନିର୍ବାଚନ ସରିଛି। ନେତାଠୁ ଜନତା ସଭିଏଁ ଚାହିଁ ରହିଛନ୍ତି ଫଳାଫଳକୁ। ମଙ୍ଗଳବାର ପ୍ରତୀକ୍ଷାର ଅନ୍ତ ଘଟିବ। ଇଭିଏମରେ ସିଲ୍‌ ହୋଇଥିବା ପ୍ରାର୍ଥୀଙ୍କ ଭାଗ୍ୟ ଖୋଲିବ। କାହା ମୁଣ୍ଡରେ ହାତୀ ସୁନା କଳସ ଢାଳିବ, ତାକୁ ନେଇ ପ୍ରାର୍ଥୀଙ୍କର ହାର୍ଟବିଟ୍‌...

କେମିତି ହେବ ଭୋଟଗଣତି

ଲୋକ ସଭା ନିର୍ବାଚନର ଭୋଟଗଣତି ମଙ୍ଗଳବାର ଆରମ୍ଭ ହେଉଥିବାବେଳେ ଗଣନା ପ୍ରକ୍ରିୟା ସମ୍ପର୍କରେ ନିର୍ବାଚନ କମିଶନ ସକ୍ଷିପ୍ତ ସୂଚନା ଦେଇଛନ୍ତି। ନିର୍ବାଚନ ପରିଚାଳନା ନିୟମାବଳୀ, ୧୯୬୧ର ନିୟମ ୫୪ଏ ଅନୁଯାୟୀ ପ୍ରଥମେ ପୋଷ୍ଟାଲ ବାଲଟ୍‌ ପେପରଗୁଡ଼ିକର ଗଣନା ରିଟର୍ନିଂ ଅଫିସର(ଆର୍‌ଓ)ଙ୍କ...

ବିଜେଡିକୁ ଘାରିଛି ଭୟ, ଏକ୍‌ଜିଟ୍‌ ପୋଲକୁ ନେଇ ମୁହଁ ଖୋଲିଲେ ପାଣ୍ଡିଆନ୍‌, କହିଲେ…

ଭୁବନେଶ୍ୱର,୩।୬: ଶନିବାର ନିର୍ବାଚନ ଶେଷ ହେବା ପରେ ମଙ୍ଗଳବାର ଆସିବ ଫଳାଫଳ। ତେବେ ଓଡ଼ିଶାର ୩ ପ୍ରମୁଖ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ନିଜ ନିଜର ଜିତିବାକୁ ନେଇ ଆଶା ପ୍ରକଟ କରିଛନ୍ତି। ଫଳାଫଳ ଆସିବା ପୂର୍ବରୁ ବିଭିନ୍ନ...

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା: ପୂର୍ବତନ ନିର୍ବାହୀ ଯନ୍ତ୍ରୀଙ୍କୁ ୨ବର୍ଷ ଜେଲ

ବାରିପଦା,୩।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): କଟକ ସ୍ବତନ୍ତ୍ର ଦୁର୍ନୀତି ନିବାରଣ କୋର୍ଟରେ ସୋମବାର ଏକ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାର ରାୟ ପ୍ରକାଶ ପାଇଛି। ସ୍ବତନ୍ତ୍ର ବିଚାରପତି ଏହାର ବିଚାର କରି ଅଭିଯୁକ୍ତ ବାରିପଦାର ଲକ୍ଷ୍ମୀପୋଷିସ୍ଥିତ ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପର...

ବନ୍ଦେଭାରତ ଏକ୍ସପ୍ରେସ୍‌କୁ ପଥର ମାଡ଼: ଧରାପଡ଼ିଲେ ଅଭିଯୁକ୍ତ

କଟକ,୩ା୬ (କାର୍ତ୍ତିକ ସାହୁ): ବନ୍ଦେ ଭାରତ ଏକ୍ସପ୍ରେସ୍‌କୁ ପଥର ଫିଙ୍ଗିବା ଅଭିଯୋଗରେ ଆରପିଏଫ୍‌ ଦ୍ୱାରା ଜଣେ ଗିରଫ ହୋଇଛନ୍ତି। ଅଭିଯୁକ୍ତ ଜଣକ ହେଲେ ନୟାଗଡ଼ ଜିଲା ରଣପୁର ଥାନା ଅଧୀନ ଗୌରଚନ୍ଦ୍ରପୁରର ପ୍ରବୀଣ କୁମାର ସାହୁ(୪୮)। ସୂଚନା ଅନୁସାରେ, ଅତ୍ୟାଧୁନିକ...

ଗଣତି ପରେ ବିଜୟ ଉତ୍ସବ ପାଳନ କରିପାରିବେନି, ଲାଗିଲା କଟକଣା

ପୁରୀ,୩।୬: ପୁରୀରେ ଗଣତି ପରବର୍ତ୍ତୀ ବିଜୟ ଉତ୍ସବ ପାଳନରେ କଟକଣା ଲାଗିଛି। ବାଣ ଟ୍ରାଜେଡିକୁ ଦୃଷ୍ଟିରେ ରଖି ପୋଲିସ ଓ ଜିଲା ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ତେବେ ଫଳାଫଳ ଆସିବା ପରେ କୌଣସି ପ୍ରକାର ଡିଜେ ବଜାଇବା...

ପୁରୁଷ ଭୋଟରଙ୍କ ତୁଳନାରେ ମହିଳା ଭୋଟର ପ୍ରତିଶତ ଅଧିକ

ଭୁବନେଶ୍ୱର,୩।୬: ଭୋଟ ଗଣତି ଓ ମତଦାନ ହାର ନେଇ ସିଇଓ ସୂଚନା ଦେଇଛନ୍ତି। ମୋଟ ୭୦ଟି କାଉଣ୍ଟିଂ ସେଣ୍ଟରରେ ଭୋଟ ଗଣତି କରାଯିବ। ECI ୧୨୪ ଜଣ ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛନ୍ତି। ୮ଟି ବିଧାନସଭା କ୍ଷେତ୍ରରେ ୩୦ରୁ ଅଧିକ ରାଉଣ୍ଡ...

ଓଡ଼ିଶାରେ ସକାଳ ୮ଟାରୁ ହେବ ମତଗଣନା, ଇସିଆଇ ଦେଲେ ସୂଚନା

ଭୁବନେଶ୍ୱର/ନୂଆଦିଲ୍ଲୀ,୩।୬: ଦେଶରେ ଶନିବାର ଶେଷ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ତେବେ ଏହି ୭ଟି ପର୍ଯ୍ୟାୟରେ ହୋଇଥିବା ଭୋଟିଂର କାଉଣ୍ଟିଂ ମଙ୍ଗଳବାର ସକାଳ ୮ଟାରେ ଆରମ୍ଭ ହେବାକୁ ଯାଉଛି। ଆନ୍ଧ୍ର ପ୍ରଦେଶ ଓ ଓଡ଼ିଶାରେ ବିଧାନସଭା ନିର୍ବାଚନ ଓ ନିର୍ବାଚନମଣ୍ଡଳୀଗୁଡିକର...

ଭୋଟ ଗଣତି ପାଇଁ ପ୍ରସ୍ତୁତି ଶେଷ:ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

କେନ୍ଦୁଝର,୩।୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଗତ ମେ ମାସ ୨୫ରେ ଶାନ୍ତିପୂର୍ଣ ଭାବେ ମତଦାନ ହେବା ପରେ ଶୃଙ୍ଖଳିତ ଏବଂ ତ୍ରୁଟିଶୂନ୍ୟ ଭୋଟ ଗଣତି ପାଇଁ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ହୋଇଛି। ୫ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri