ରାଜ୍ୟ

ଡାକ୍ତରଙ୍କୁ ଅପହରଣ, ଘଟଣାସ୍ଥଳରୁ ମାଓବାଦୀଙ୍କ ଚିଠି

ମାଲକାନଗିରି,୨ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କାଲିମେଳାରେ ଜଣେ କର୍ତ୍ତବ୍ୟରତ ଡାକ୍ତରଙ୍କୁ ମାଓବାଦୀ ଶନିବାର ବିଳମ୍ବିତ ରାତିରେ ଅପହରଣ କରିନେଇଥିବା ଜଣାପଡ଼ିଛି। ଅପହୃତ ଡାକ୍ତରଙ୍କ ନାଁ ଅମ୍ଲାନ କୁମାର ଭୋଇ। ଏ ସମ୍ପର୍କରେ ମାଓବାଦୀମାନେ ସରକାରୀ କାର୍ଟରରେ ସିପିଆଇ ମାଓବାଦୀ ବୋଲି...

ଗାଡ଼ି ଚଳାଇବା ବେଳେ ଫୋନ୍‌ରେ ଗପିଲେ ଏଣିକି କଡ଼ା କାର୍ଯ୍ୟାନୁଷ୍ଠାନ, ଗାଡ଼ି ସହ ଜବତ ହେବ ମୋବାଇଲ

ଭୁବନେଶ୍ୱର,୨ା୬: ରାଜଧାନୀରେ ସଡ଼କ ଦୁର୍ଘଟଣା ଥମିବାର ନାଁ ନେଉନି। ପୋଲିସର ସେଫ୍‌ ସିଟି ଡ୍ରାଇଭ୍‌ କାର୍ଯ୍ୟକ୍ରମ େହେଉଥିଲେ ମଧ୍ୟ ଅମାନିଆଙ୍କ ଯୋଗୁ ରାସ୍ତା ଦୁର୍ଘଟଣା ବଢ଼ିଚାଲିଛି। ପ୍ରତିଦିନ ଟ୍ରାଫିକ ନିୟମ ଉଲ୍ଲଂଘନ କରୁଥିବା ଅମାନିଆଙ୍କୁ ଜରିମାନା କରାଯାଉଛି, ଗାଡ଼ି ଜବତ...

ପୁରୀ ବାଣ ବିସ୍ଫୋରଣ ଘଟଣା: ମୃତ୍ୟୁସଂଖ୍ୟା ୧୧କୁ ବୃଦ୍ଧି

ପୁରୀ,୨ା୬: ପୁରୀରେ ଘଟିଥିବା ଭୟଙ୍କର ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁସଂଖ୍ୟା ବଢ଼ିଚାଲିଛି। ରବିବାର ଆଉ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଛି। ବର୍ତ୍ତମାନ ୧୯ ଜଣ ବିଭିନ୍ନ ହସ୍ପିଟଲରେ ଚିକିତ୍ସିତ ହେଉଛନ୍ତି। ଏନେଇ ପ୍ରେସ୍‌ ରିଲିଜ...

ଘାଟିରୁ ଖସିଲା ହଳଦୀ ବୋଝେଇ ଟ୍ରକ୍‌, ଚାପି ହୋଇଗଲେ ଚାଳକ

ଦିଗପହଣ୍ଡି/ପାଟପୁର,୨ା୬(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିର ଜକରାପଲ୍ଲୀ ଗ୍ରାମ ପାଳୁଖଳା ବୁଲାଣିରେ ଗଜପତି ଜିଲା ମୋହନାରୁ ବ୍ରହ୍ମପୁର ଅଭିମୁଖେ ଆସୁଥିବା ଏକ ହଳଦୀ ବୋଝେଇ ଟ୍ରକ୍‌ (ନଂ.ଓଡି ୦୨ ବି -୯୮୮୦)ଭାରସାମ୍ୟ ହରାଇ ଘାଟି ତଳକୁ...

ଇଭିଏମ୍‌ ବଦଳ ସନ୍ଦେହରେ ଧର୍ମଶାଳା ବ୍ଲକ୍‌ କାର୍ଯ୍ୟାଳୟ ସମ୍ମୁଖରେ ଉତ୍ତେଜନା

କାଏମା,୨ା୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ନିର୍ବାଚନମଣ୍ଡଳୀର ଚତୁର୍ଥ ପର୍ଯ୍ୟାୟ ମତଦାନ ଶନିବାର ଶେଷ ହୋଇଛି। ହେଲେ ଇଭିଏମ୍‌ ବଦଳ ସନ୍ଦେହରେ ରାତି ପ୍ରାୟ ୮ଟା ସମୟରେ ଧର୍ମଶାଳା ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଉତ୍ତେଜନା ପ୍ରକାଶ ପାଇଥିଲା। ସ୍ବାଧୀନ...

ନିର୍ବାଚନ ବେଳେ ଭଲ ରୋଜଗାର ଦେଉଛି ଢାବା

ନୟାଗଡ଼,୨।୬ (ଲୋକନାଥ ମିଶ୍ର)ନୟାଗଡ଼ ଜିଲାରେ ନକଲି ଦେଶୀ ଓ ବିଦେଶୀ ମଦର ଅବାଧ କାରବାର ଚାଲିଛି। ଗଁା ଓ ସହରର ଗଳିକନ୍ଦିରେ ପାଣି ପାଉଚ୍‌ ପରି ମଦ ମିଳୁଛି। ଜିଲାର ବିଭିନ୍ନ ଢ଼ାବାଗୁଡିକରେ ମଦର ଅବାଧ କାରବାର ଚାଲିଛି। ନିର୍ବାଚନ...

ମାସିକିଆ ବଟି ଦେଉଛୁ, ପଥର କାଟିବୁ

ଖୋର୍ଦ୍ଧା,୨ା୬(ପ୍ରଭାତ ପାଣିଗ୍ରାହୀ)ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅଞ୍ଚଳରୁ ବେଆଇନଭାବେ ମାଙ୍କଡ଼ା ପଥର, ମୋରମ ଖନନ ସହ ଚାଲାଣ ହେଉଛି। ପ୍ରତିବାଦ କଲେ ବନ୍ଧୁକ ଲଗାଇ ମାରିଦେବାକୁ ଧମକ ଦେଉଛନ୍ତି ମାଫିଆ। ପୋଲିସକୁ ମାସିକିଆ ବଟି ଦେଉଛୁ, ଦିବାରାତ୍ର ପଥର କାଟିବୁ।...

ବର୍ଷକ ପରେ ବାହାନଗା

ବାଲେଶ୍ୱର ଜିଲା ବାହାନଗା ଟ୍ରେନ ଟ୍ରାଜେଡିକୁ ବର୍ଷେ ପୂରିଛି। ୨୦୨୩ ଜୁନ୍‌ ୨ ତାରିଖ ଶୁକ୍ରବାର ଅପରାହ୍ନ ୫ଟା ୪୦ ମିନିଟ୍‌। ଏହି ସମୟରେ ଘଟିଥିଲା ଭୟଙ୍କର ରେଳ ଦୁର୍ଘଟଣା। ସ୍ତବ୍ଧ ହୋଇ ଯାଇଥିଲା ସାରା ଭାରତ। ସେହି କାଳ...

ଜଣଙ୍କ ବ୍ୟାଙ୍କ ଆକାଉଣ୍ଟରେ ଅନ୍ୟ ଜଣଙ୍କ ଆଧାର ଲିଙ୍କ୍‌

ଲାଞ୍ଜିଗଡ଼,୨ା୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ପଞ୍ଚାୟତ କେନ୍ଦୁଗୁଡା ଗ୍ରାମର ପାର୍ବତୀ ସାହୁ (୭୪)ଙ୍କ ନାମରେ ଥିବା ବ୍ୟାଙ୍କ ଆକାଉଣ୍ଟରେ ମାଳିଯୁବାଙ୍ଗ ପଞ୍ଚାୟତର ପାର୍ବତୀ ସାହୁ ନାମକ ଅନ୍ୟ ଜଣେ ମହିଳାଙ୍କ ଆଧାର ଲିଙ୍କ୍‌ ଯୋଗୁ...

ଭାଜପାକୁ ଅଧିକ ଆସନ

ଭୁବନେଶ୍ୱର,୨ା୬(ଅନିଲ ଦାସ)ସାଧାରଣ ନିର୍ବାଚନ-୨୦୨୪ର ସମସ୍ତ ପର୍ଯ୍ୟାୟ ଭୋଟଗ୍ରହଣ ଶନିବାର ଶେଷ ହୋଇଛି। ଆସନ୍ତା ୪ ତାରିଖରେ ଭୋଟ ଫଳାଫଳ ପ୍ରକାଶ ପାଇବ। ଏହା ପୂର୍ବରୁ ବିଭିନ୍ନ ଗଣମାଧ୍ୟମ ଓ ସର୍ଭେ ସଂସ୍ଥା ପକ୍ଷରୁ ଏକ୍‌ଜିଟ ପୋଲ୍‌ ତଥ୍ୟ ପ୍ରକାଶ ପାଇଛି।...

ଏକ୍‌ଜିଟ୍‌ ପୋଲ୍‌ରେ ଏନ୍‌ଡିଏର ଦବ୍‌ଦବା

ନୂଆଦିଲ୍ଲୀ,୨ା୬: ଏକ୍‌ଜିଟ୍‌ ପୋଲ ସର୍ଭେ ଅନୁଯାୟୀ ଭାରତୀୟ ଜନତା ପାର୍ଟି (ଭାଜପା) ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ୩୬୦ରୁ ଅଧିକ ଲୋକ ସଭା ଆସନ ଦଖଲକରି କେନ୍ଦ୍ରରେ ପୁଣି ଥରେ ନିରଙ୍କୁଶ ସରକାର ଗଢ଼ିବାକୁ ଯାଉଛି। କଂଗ୍ରେସ ସମେତ...

ଇଣ୍ଡିଆ ଟୁଡେର ବଡ଼ ସର୍ଭେ, ଓଡ଼ିଶାରେ କିଏ ମାରିବ ବାଜି?

ନୂଆଦିଲ୍ଲୀ,୧।୬: ସରିଛି ଶେଷ ପର୍ଯ୍ୟାୟ ନିର୍ବାଚନ। ଲୋକ ସଭା ନିର୍ବାଚନ ସହ ଓଡ଼ିଶା, ଆନ୍ଧ୍ର ପ୍ରଦେଶ, ସିକିମ୍‌ ଓ ଅରୁଣାଚଳ ପ୍ରଦେଶରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହୋଇଛି। ତେବେ ଏହାରି ଭିତରେ ଏକଜିଟ ପୋଲ ବା ବୁଥ୍‌ ବାହୁଡା ମତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri