ରାଜ୍ୟ

ପରାଜୟ ଜାଣି ବିଜେଡି ଅଧିକ ଟଙ୍କା ବାଣ୍ଟୁଛି: ଭାଜପାର ଗୁରୁତର ଅଭିଯୋଗ

ଭୁବନେଶ୍ୱର, ୨୮।୫(ବ୍ୟୁରୋ):ଚଳିତ ନିର୍ବାଚନର ୩ୟ ପର୍ଯ୍ୟାୟ ଶେଷ ପରେ ବିଭିନ୍ନ ସଂସ୍ଥାର ଆକଳନ ଭାଜପା ସପକ୍ଷରେ ଯାଉଥିବା ଜାଣିପାରି ଶାସକ ବିଜେଡି ୪ର୍ଥ ପର୍ଯ୍ୟାୟ ନିର୍ବାଚନକୁ ନିଜ ସପକ୍ଷରେ ଆଣିବା ପାଇଁ ସବୁ ପ୍ରକାର କଳବଳ କୌଶଳ ପ୍ରୟୋଗ କରୁଛି।...

ଆଜି ଆସୁଛନ୍ତି ଶାହା:୩ ସ୍ଥାନରେ କରିବେ ରାଲି

ଭୁବନେଶ୍ୱର, ୨୮।୫(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନ ଲାଗି କେନ୍ଦ୍ରୀୟ ନେତାମାନେ ଭାଜପା ପାଇଁ ପ୍ରଚାର କରିବାକୁ ଘନଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି କ୍ରମରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ମଧ୍ୟାହ୍ନ ୧୨ଟା ୪୫ରେ ଚାନ୍ଦବାଲିଠାରେ, ଅପରାହ୍ନ ୨ଟା ୨୫ରେ...

୪ ସୁଦ୍ଧା ରତ୍ନଭଣ୍ଡାର ଚାବି ହାଇକୋର୍ଟଙ୍କୁ ହସ୍ତାନ୍ତର କର

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୨୮ା୫(ଜଗନ୍ନାଥ ଧଳ/ ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ମିଳୁନାହିଁ। ତଦନ୍ତ ରିପୋର୍ଟ ଚାପିଦିଆଯାଇଛି। ମୋର ସନ୍ଦେହ ହେଉଛି ଯେ, ରତ୍ନଭଣ୍ଡାର ଚାବି ପାଣ୍ଡିଆନ ହିଁ ଲୁଚାଇ ରଖିଛନ୍ତି। ଆସନ୍ତା ୪ ତାରିଖରେ ବିଧାନସଭା ନିର୍ବାଚନ ଫଳ ପ୍ରକାଶ...

୧୦୩ ବିଧାୟକଙ୍କ ସମ୍ପତ୍ତି ୫ ବର୍ଷରେ ୭୩% ବଢ଼ିଛି

ଭୁବନେଶ୍ୱର,୨୮ା୫(ଅନିଲ ଦାସ):୨୦୨୪ ସାଧାରଣ ନିର୍ବାଚନରେ ବିଭିନ୍ନ ଦଳର ୧୦୩ ଜଣ ବିଧାୟକ ପୁଣି ନିର୍ବାଚନ ଲଢ଼ୁଛନ୍ତି। ସେମାନଙ୍କର ହାରାହାରି ସମ୍ପତ୍ତି ପରିମାଣ ୫ ବର୍ଷରେ ୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଅର୍ଥାତ୍‌ ସମ୍ପତ୍ତି ୭୩% ବୃଦ୍ଧି ପାଇଛି। ଏଥିରୁ ବିଜେଡିରୁ...

ଆଜିଠୁ ଭୁବନେଶ୍ୱର-କୁଆଲାଲମ୍ପୁର ସିଧାସଳଖ ଉଡ଼ିବ ବିମାନ

ଭୁବନେଶ୍ୱର,୨୮ା୫(ଅସମାପିକା ସାହୁ):ଭୁବନେଶ୍ୱର-କୁଆଲାଲମ୍ପୁର ମଧ୍ୟରେ ସିଧାସଳଖ ବିମାନସେବା ମଙ୍ଗଳବାରଠାରୁ ଆରମ୍ଭ ହେବ। ଏୟାର ଏସିଆ ଏହି ବିମାନସେବା ପ୍ରଦାନ କରିବ। ବିମାନଟି କୁଆଲାଲମ୍ପୁରରୁ ରାତି ୧୦ଟା ୧୦ରୁ ବାହାରି ଭୁବନେଶ୍ୱରରେ ରାତି ୧୧ଟା ୨୦ରେ ପହଞ୍ଚତ୍ବ। ସେହିପରି ଭୁବନେଶ୍ୱରରୁ ବିମାନ ପୁଣି...

ନିରଞ୍ଜନ ପଟ୍ଟନାୟକଙ୍କ ଅଫିସରେ ଚଢାଉ

ଭଦ୍ରକ,୨୭।୫: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବିଧାନସଭା ନିର୍ବାଚନମଣ୍ଡଳୀ କଂଗ୍ରେସ ପ୍ରାର୍ଥୀ ତଥା ବରିଷ୍ଠ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଭଦ୍ରକ ମୋଟଲ ଛକସ୍ଥିତ ଅଫିସ୍‌ରେ ଫ୍ଲାଇଂ ସ୍କ୍ବାଡ୍‌ ଏବଂ ଇନ୍‌କମ ଟ୍ୟାକ୍ସ ବିଭାଗ ପକ୍ଷରୁ ସୋମବାର ସାରେ ରେଡ୍‌ କରାଯାଇଛି। ରବିବାର...

ବିଜେଡି ପ୍ରାର୍ଥୀଙ୍କ ବାଇକ ରାଲି ଉପରେ ଗାଡି ଚଢାଇଦେଲେ ପୂର୍ବତନ ସରପଞ୍ଚ

ଭୁବନେଶ୍ୱର,୨୭।୫: ଧର୍ମଶାଳାର ବିଜେଡି ପ୍ରାର୍ଥୀ ତଥା ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ବାଇକ ରାଲି ଉପରେ ଜଣେ ପୂର୍ବତନ ସରପଞ୍ଚ ସ୍କର୍ପିଓ ଚଢାଇ ଦେଇଥିବା ଅଭିଯୋଗ ହୋଇଛି। ଏଥିରେ ୨ ଜଣ ଆହତ ହୋଇଥିବା ବେଳେ ଏକାଧିକ ବାଇକ କ୍ଷତିଗ୍ରସ୍ତ ହୋଇଛନ୍ତି।...

ଭାଜପା କର୍ମୀ ହତ୍ୟା ମାମଲା: ଆଉ ୩ଜଣଙ୍କୁ ଗିରଫ କଲା ପୋଲିସ

ଛତ୍ରପୁର,୨୭।୫(ଦିଲୀପ କୁମାର ସାମଲ/ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅଧୀନ ଶ୍ରୀକୃଷ୍ଣଶରଣପୁର ଗ୍ରାମରେ ନିର୍ବାଚନୀ ହିଂସା ଘଟିଥିଲା। ପୋଷ୍ଟର ମାରିବାକୁ କେନ୍ଦ୍ର କରି ଗତ ୧୫ ତାରିଖରେ ଭାଜପା କର୍ମୀ ଦିଲ୍ଲୀପ ପାହାନଙ୍କୁ ଖଣ୍ଡାରେ ହାଣି ହତ୍ୟା...

ରକ୍ତମୁଖା ମାଓବାଦୀ: ପୋଲିସ ଇନ୍‌ଫର୍ମର ସନ୍ଦେହରେ ଯୁବକଙ୍କୁ ହତ୍ୟା

ଫୁଲବାଣୀ/କୋଟଗଡ଼/ବାଲିଗୁଡ଼ା,୨୭ା୫(ରାକେଶ କୁମାର ରାଉତ/ସରୋଜ ବଳିୟାର ସିଂ/ସଞ୍ଜୟ କୁମାର ପାଣିଗ୍ରାହୀ) କନ୍ଧମାଳ ଜିଲା କୋଟଗଡ଼ ବ୍ଲକରେ କିଛିଦିନର ନିରବତା ପରେ ଲାଲବାହିନୀ ରକ୍ତମୁଖା ହୋଇଉଠିଛି। ପୋଲିସ ଇନ୍‌ଫର୍ମର ସନ୍ଦେହରେ ଜଣେ ଯୁବକଙ୍କୁ ମାଓବାଦୀମାନେ ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି। ଘରଠାରୁ...

ପ୍ରଶାନ୍ତ ଜଗଦ୍ଦେବ ଗିରଫ ମାମଲାରେ ନୂଆ ମୋଡ, ଡ୍ରାଇଭର କଲେ ଆଶ୍ଚର୍ଯ୍ୟଜନକ ଖୁଲାସା

ଭୁବନେଶ୍ୱର,୨୭।୫: ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଗିରଫ ମାମଲା ନୂଆ ମୋଡ ନେଇଛି। ପ୍ରଶାନ୍ତ ଜଗଦ୍ଦେବଙ୍କୁ ନେଇ ଯାଉଥିବା ଗାଡି ଡ୍ରାଇଭର ବନମାଳି ବେହେରା ପୋଲିସ ବିରୋଧରେ ସାଙ୍ଘାତିକ ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି, ପ୍ରଶାନ୍ତ ଜଗଦ୍ଦେବ ଇଭିଏମ୍‌ ଭାଙ୍ଗିଥିବା ନେଇ...

ପୁଣି ୧ କି.ମି. ଚାଲିଲେ ଗର୍ଭବତୀ

ମାଲକାନଗିରି,(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ବହୁ ଯୋଜନା ପ୍ରଣୟନ ହେଉଥିବା ବେଳେ ଏହି ଯୋଜନାଗୁଡିକ ଶତ ପ୍ରତିଶତ ପୂରଣ ହେଉ ନ ଥିବା ଦେଖିବାକୁ ମିଳିଛି। ବିଶେଷ କରି ଜିଲାର ସବୁ ଗ୍ରାମ, ପଲ୍ଲୀମାନଙ୍କରେ ରାସ୍ତା ନିର୍ମାଣ ଯୋଜନା କେବଳ...

କାର୍‌ରେ ଯାଉଥିବାବେଳେ ଭାଜପା ଜିଲା ସଭାପତିଙ୍କୁ ମରଣାନ୍ତକ ଆକ୍ରମଣ

ଭୁବନେଶ୍ୱର,୨୭।୫: ଗଞ୍ଜାମ ଜିଲା ଭାଜପା ସଭାପତି ସୁବାସ ସାହୁଙ୍କ ଉପରେ ମରଣାନ୍ତକ ଆକ୍ରମଣ। ଚାନ୍ଦବାଲି ନିର୍ବାଚନମଣ୍ଡଳୀ ତୋଟାପଡ଼ାରେ ସଂଘବଦ୍ଧ ଆକ୍ରମଣ ହୋଇଥିବା ସୂଚନା ମିଳିଛି। ସୁବାସ ଓ ତାଙ୍କ ୫ ସାଥୀଙ୍କୁ ପୋଲିସ ଉପସ୍ଥିତିରେ ଆକ୍ରମଣ ହୋଇଛି। ଗାଡ଼ି ଭଙ୍ଗାରୁଜା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri