ରାଜ୍ୟ

ସଶକ୍ତ ଓଡ଼ିଶା ଗଠନରେ ସହାୟକ ହେବେ ସୁଭଦ୍ରା ଯୋଜନା ହିତାଧିକାରୀ: ମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ଼,୨୪।୧୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ନିକଟସ୍ଥ ପଡିଆଠାରେ ଆୟୋଜିତ ସମାବେଶରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଯୋଗ ଦେଇ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ମହିଳାଙ୍କ ଆକାଉଣ୍ଟରେ ପ୍ରଦାନ କରିଛନ୍ତି। ୨୦ ଲକ୍ଷରୁ...

ଜେଲ୍‌ରେ ପୂରାଇବୁ ନା ସସ୍‌ପେଣ୍ଡ କରିବୁ? କାହିଁକି ଏମିତି କହିଲେ ମନ୍ତ୍ରୀ…

ଭୁବନେଶ୍ୱର,୨୪ା୧୧: କାର୍ଯ୍ୟାଳୟରେ ନୁହେଁ କି ଆଉ କେଉଁଠି ନୁହେଁ ସିଧା ବିଚ୍‌ ରାସ୍ତାରେ ଏନ୍‌ଏଚ୍‌ ଅଧିକାରୀଙ୍କୁ ଫୋନ୍‌ରେ ଗାଳି କରିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ ଡ.କୃଷ୍ଣଚନ୍ଦ୍ର ମହାପାତ୍ର। ମୟୂରଭଞ୍ଜ ଦେଇ ଯାଇଥିବା ୪୯ ନଂ ଜାତୀୟ ରାଜପଥ ବାଙ୍ଗିରିପୋଷି ଘାଟିରେ...

‘କ୍ୱାର୍ଟର ଭଡ଼ା ଦେଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ’

ଭୁବନେଶ୍ୱର,୨୪ା୧୧: ସରକାରୀ କ୍ୱାର୍ଟରକୁ ଭଡ଼ାରେ ଲଗାଇଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ପୂର୍ତ୍ତମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ଆଲଟମେଣ୍ଟ ପାଇଥିବା ବ୍ୟକ୍ତି ଏବଂ ଭଡ଼ାରେ ରହୁଥିବା ବ୍ୟକ୍ତି ଉଭୟେ ଦୋଷୀ ସାବ୍ୟସ୍ତ ହେବେ। ଅନେକ କ୍ୱାର୍ଟର ଜରାଜୀର୍ଣ୍ଣ ଅବସ୍ଥାରେ ରହିଥିବାବେଳେ...

ପରିବେଶ ପାଇଁ ବୈଶ୍ୱିକ ସ୍ବର ପାଲଟିଥିବା ଯୋଦ୍ଧା ହିତା ଲଖାନୀ

ଭୁବନେଶ୍ୱର,୨୪ା୧୧: ଧରିତ୍ରୀ ପକ୍ଷରୁ ଆୟୋଜିତ ଯୁବ ସମ୍ମିଳନୀରେ ଯୋଗଦେଇଛନ୍ତି ପରିବେଶ ଯୋଦ୍ଧା, କ୍ଲାଇମ୍‌ଆକ୍ଟ ଫାଉଣ୍ଡେଶନ୍‌ର ପ୍ରତିଷ୍ଠାତା ନିର୍ଦ୍ଦେଶିକା ହିତା ଲଖାନୀ। ସେ ପୃଥିବୀର ଅନେକ ବୈଶ୍ୱିକ ମଞ୍ଚରେ ଭାରତୀୟ ଜଳବାୟୁ ପରିବର୍ତ୍ତନ ଆକ୍ଟିଭିଷ୍ଟମାନଙ୍କ ପ୍ରତିନିଧିତ୍ୱ କରିଆସିଛନ୍ତି। ଓମେନ୍ସ କ୍ଲାଇମେଟ୍‌ କଲେକ୍ଟିଭ୍‌...

ଜଙ୍ଗଲ ସୃଷ୍ଟି ପାଇଁ ପ୍ରତିଶ୍ରୁତିବଦ୍ଧ, ୫୦ ହେକ୍ଟର ଜଙ୍ଗଲ ଜମିକୁ…

ଭୁବନେଶ୍ୱର,୨୪ା୧୧: ଧରିତ୍ରୀ ପକ୍ଷରୁ ଆୟୋଜିତ ଯୁବ ସମ୍ମିଳନୀରେ ଯୋଗଦେଇଛନ୍ତି ଜଙ୍ଗଲ ସୁରକ୍ଷା କ୍ଷେତ୍ରରେ ‘ଲେଡି ଟାର୍ଜନ’ ଭାବେ ପରିଚିତ ମୟୂରଭଞ୍ଜ ଜିଲାର ଯମୁନା ଟୁଡୁ। ଯମୁନା ୫୦ ହେକ୍ଟର ଜଙ୍ଗଲ ଜମିକୁ ସୁରକ୍ଷିତ କରିପାରିଛନ୍ତି। ଏଥିସହ ୧୦ହଜାର ମହିଳାଙ୍କୁ ଏକାଠି...

ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ,୨୪ା୧୧: ଆସନ୍ତାକାଲି ଅର୍ଥାତ୍‌ ସୋମବାର ମାର୍ଗଶୀର କୃଷ୍ଣ ଦଶମୀ ତିଥି। ଏହି ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତାଲାଗି ନୀତି ହେବ। ଏଥିପାଇଁ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଅପରାହ୍ନ...

ତୀବ୍ର ହେଉଛି ଯାଜପୁର ରାଜନୀତି: ପ୍ରେସ୍‌ମିଟ୍‌ କରି ଖୁବ୍‌ ବର୍ଷିଲେ ପ୍ରମିଳା, କହିଲେ ଭାଜପା ସରକାର ଆସିବା ପରଠାରୁ…

ଭୁବନେଶ୍ୱର,୨୪ା୧୧: ଯାଜପୁରରେ ରାଜନୀତି ତୀବ୍ର ହେବାରେ ଲାଗିଛି। ଭାଜପା ବିଧାୟକ ହିମାଂଶୁ ସାହୁଙ୍କୁ ମାଡ଼ ଘଟଣାକୁ ନେଇ ରାଜ୍ୟ ରାଜନୀତିରେ ଚହଳ ପଡ଼ିଛି। ଉଭୟ ଭାଜପା ଏବଂ ବିଜେଡି କେହି କାହାକୁ ଛାଡୁ ନାହାନ୍ତି। ଆକ୍ଷେପ ପ୍ରତି ଆକ୍ଷେପରେ ଚାଲିଛି...

କ’ଣ ପଦେ କହିଦେଲେ ବୋଲି…ଜନ୍ମକଲା ବୃଦ୍ଧା ମା’ଙ୍କୁ ପିଟି ପିଟି ମାରିଦେଲେ ପୁଅ

ଅନୁଗୋଳ,୨୪।୧୧( ମାନସ ବିଶ୍ୱାଳ)- ସାମାନ୍ୟ ପାଟି ତୁଣ୍ଡକୁ ନେଇ ମା’କୁ ହତ୍ୟା। ଅନୁଗୋଳ ଟାଉନ ଥାନା ଅନ୍ତର୍ଗତ ସୁସୁଡା ଗ୍ରାମରେ ଏଭଳି ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଘଟଣାରେ ଅଭିଯୁକ୍ତ ମାତୃହନ୍ତା ସରୋଜ ନାଏକକୁ ପୋଲିସ ଅଟକ ରଖିଛି। ସୂଚନା...

ଖାତାକୁ ଆସିଲା ସୁଭଦ୍ରା ଟଙ୍କା, ଏଥର ବି କିଛି ହିତାଧିକାରୀ କାହିଁକି ପଡ଼ିଲେ ବାଦ୍‌ ଜାଣି ରଖନ୍ତୁ…

ଭୁବନେଶ୍ୱର,୨୪ା୧୧: ରବିବାର ମଧ୍ୟାହ୍ନରେ ସୁଭଦ୍ରା ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିଛି ଟଙ୍କା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୁନ୍ଦରଗଡ଼ ଗସ୍ତରେ ଯାଇ  ଏହି ଟଙ୍କା ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଆଜି ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ...

ଶୁକ୍ରବାରଠାରୁ ଘରୁ ପଳାଇ ଆସିଥିଲେ, ଆଜି ରେଳଧାରଣାରୁ ମିଳିଲା ଖଣ୍ଡବିଖଣ୍ଡିତ ମୃତଦେହ

କେନ୍ଦ୍ରାପଡା, ୨୪।୧୧ (ଜଗନ୍ନାଥ ଧଳ)- କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ଗୁଆଳସିଂ ଠାରେ ରେଳଧାରଣାରୁ ଜଣେ ଯୁବକଙ୍କ ମୃତଦେହ ଠାବ ହୋଇଛି l ରେଳଧାରଣାରେ ଯୁବକଙ୍କ ମୁଣ୍ଡ ଏବଂ ଶରୀର ଅଲଗା ଅଲଗା ହୋଇ ପଡିଥିବା ଅବସ୍ଥାରେ ଲୋକେ ଦେଖିବାକୁ...

ହଠାତ୍‌ ଘର ପାର୍କିଂରେ ଜଳିବାକୁ ଲାଗିଲା ୪ଟା ଗାଡ଼ି

ଭୁବନେଶ୍ୱର,୨୪।୧୧: ଘର ପାର୍କିଂରେ ଜଳିଗଲା ୩ଟି ବାଇକ, ଗୋଟିଏ ସ୍କୁଟି। ଏଭଳି ଘଟଣା ଘଟିଛି ଭୁବନେଶ୍ବର ଗୋଠପାଟଣା ଅଞ୍ଚଳରେ । ସନ୍ତୋଷ ମହାନ୍ତି ନାମକ ବ୍ୟକ୍ତିଙ୍କ ଘର ପାର୍କିଂରେ ବିଳମ୍ବିତ ରାତିରେ ଏହା ଘଟିଛି। ୪ ଟି ଦୁଇ ଚକିଆ...

ହଠାତ୍‌ ଜୁଆଆଡ୍ଡା ଭିତରକୁ ପଶିଲା ପୋଲିସ, ଜଣଙ୍କ ପରେ ଜଣେ ୬୦ ଜଣଙ୍କୁ ମାଡ଼ିବସିଲା

ନୂଆପଡା,୨୪।୧୧(ମକାରୁ ବେମାଲ): ନୂଆପଡ଼ା ଜିଲା ଖରିଆର୍‌ ରୋଡ ଜୋଙ୍କ ଥାନା ଅଞ୍ଚଳରେ ଏକ ଜୁଆଆଡ୍ଡା ଉପରେ ଶନିବାର ବିଳମ୍ବିତ ରାତିରେ ଚଢ଼ାଉ ହୋଇଛି। ଏଥିରେ ୬୦ରୁ ଊର୍ଦ୍ଧ୍ୱ ଜୁଆଡ୍ଡୀଙ୍କୁ ଅଟକରଖି ଥିବାବେଳେ ଲକ୍ଷ ଲକ୍ଷ ଟଙ୍କା, ମୋବାଇଲ, ବାଇକ ଜବତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri