ରାଜ୍ୟ

ସମସ୍ୟା ଘେରରେ ଟାଙ୍ଗୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର

ଟାଙ୍ଗୀ,୨୮ା୪(ରଘୁନାଥ ସାହୁ)ଟାଙ୍ଗୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଟାଙ୍ଗୀ ବ୍ଲକ ଅନ୍ତର୍ଗତ ୨୬ ପଞ୍ଚାୟତ, ଚିଲିକା ବ୍ଲକ ଅନ୍ତର୍ଗତ ୫ ପଞ୍ଚାୟତ ଓ ରଣପୁର ବ୍ଲକ ଅନ୍ତର୍ଗତ ୫ ପଞ୍ଚାୟତର ଜନସାଧାରଣ ନିର୍ଭର କରିଥାନ୍ତି। ପ୍ରତ୍ୟେକ ଦିନ ଏହି ସ୍ବାସ୍ଥ୍ୟକେନ୍ଦ୍ରକୁ ୪ଶହରୁ...

କଟକ: ଆସନ୍ତା କାଲି ପ୍ରକାଶ ପାଇବ ନିର୍ବାଚନ ବିଜ୍ଞପ୍ତି

କଟକ,୨୮ା୪(କାର୍ତ୍ତିକ ସାହୁ)ଆସନ୍ତା ନିର୍ବାଚନକୁ ଅବାଧ, ନିରପେକ୍ଷ ଓ ଶାନ୍ତିଶୃଙ୍ଖଳାର ସହ ସମାପନ କରିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ପ୍ରୟାସ ଜାରି ରହିଛି। ନିର୍ବାଚନ ନିମନ୍ତେ ଆସନ୍ତା ୨୯ ତାରିଖରେ କଟକ ଜିଲା ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ...

ବଦଳୁଛି ଟ୍ରେଣ୍ଡ୍‌, ରୋଗ କିଣୁଛି ମଣିଷ

କଟକ,୨୮।୪(ଦିବାକର ସାହୁ)ମଣିଷ ଆଧୁନିକତାର ସ୍ରୋତରେ ଆଗେଇ ଚାଲିଛି। ସମୟ ସହ ତାଳ ଦେଇ ଦିନକୁ ଦିନ ଖାଦ୍ୟପେୟ, ଚାଲିଚଳଣିରେ ପରିବର୍ତ୍ତନ କରୁଛି। ପୂର୍ବରୁ କୌଣସି ଉତ୍ସବ ପାଳନ ପାଇଁ ଘରେ ଖିରି, ପୁରି, ତରକାରି ଆଦି ଖାଦ୍ୟ ରନ୍ଧାଯାଇ ବନ୍ଧୁବାନ୍ଧବ,...

କାଦବରାଙ୍ଗରେ ରାଜନୈତିକ ହିଂସା

ଆଗରପଡ଼ା,୨୮ା୪(ସୁଶାନ୍ତ ଦାଶ)ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଶୁକ୍ରବାର ରାତିରେ ଆଗରପଡ଼ା ଥାନା ଅଧୀନ କାଦବରାଙ୍ଗ ବଜାରରେ ରାଜନୈତିକ ହିଂସା ଘଟିଛି। ଏହି ବିବାଦରୁ ଦୋକାନ ପୋଡ଼ିବା ସହ ମାର୍‌ପିଟ୍‌ ହୋଇଛି। ଏହାକୁ ନେଇ ଅଭିଯୋଗକ୍ରମେ ଆଗରପଡ଼ା ଥାନାରେ ୩ଟି...

ନିର୍ବାଚନ ମଇଦାନରେ ନବୀନ ଷଷ୍ଠ, ବିକ୍ରମ ଆରୁଖ ସପ୍ତମ

ବ୍ରହ୍ମପୁର,୨୮ା୪(ନରସିଂହ ସାହୁ):ଗଞ୍ଜାମ ଜିଲାରୁ ରାଜନୀତି ଆରମ୍ଭ କରିଥିବା ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ପାରମ୍ପରିକ ବିଧାନସଭା କ୍ଷେତ୍ର ହିଞ୍ଜିଳିରୁ ଏଥର ଷଷ୍ଠଥର ପାଇଁ ମଇଦାନକୁ ଓହ୍ଲାଇଛନ୍ତି। ସେହିପରି ବର୍ତ୍ତମାନର ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଭଞ୍ଜନଗର...

ନିର୍ବାଚନ ଥିବାରୁ ମୁହଁ ଦେଖାଇଲେ ନେତା

ଅନୁଗୋଳ,୨୮।୪ (ଅମିତ କୁମାର ସାମଲ)ଅନୁଗୋଳ ଦେଇ ଯାଇଥିବା ୫୫ ନମ୍ବର ଜାତୀୟ ରାଜପଥ ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଦୀର୍ଘବର୍ଷ ହେଲା କାର୍ଯ୍ୟ ଚାଲିଥିଲେ ମଧ୍ୟ ଶେଷ ହେଉନାହିଁ। ଅନେକ ସ୍ଥାନରେ ଅଧାପନ୍ତରିଆ ନିର୍ମାଣ ଯୋଗୁ ଦୈନିକ ଦୁର୍ଘଟଣା ଘଟୁଛି। ବିଶେଷକରି...

୨୦ ଦିନ ହେଲା କଳାକୃତି ଗ୍ରାମରେ ବିଦ୍ୟୁତ୍‌ ଠପ୍‌

ଢେଙ୍କାନାଳ,୨୮ା୪(ରତନ ନାୟାର)ଢେଙ୍କାନାଳ ଜିଲା ସଦର ବ୍ଲକର ସବୁଜିମାମୟ ସପ୍ତଶଯ୍ୟା ରାଜ୍ୟ ଏବଂ ଜିଲାର ଏକ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ। ସପ୍ତଶଯ୍ୟା ପଞ୍ଚାୟତର ନବଜୀବନପୁର ସଦେଇବେରେଣୀ ଗ୍ରାମ ପ୍ରସିଦ୍ଧ ଡୋକ୍ରା କାଷ୍ଟିଂ ହସ୍ତଶିଳ୍ପ ଗ୍ରାମ ଭାବେ ପରିଚିତ। ସ୍ଥାନୀୟ ଡୋକ୍ରା କାରିଗରମାନଙ୍କୁ...

ଉଚ୍ଛେଦକୁ ୬ ବର୍ଷ ବିତିଲା, ନିର୍ମାଣ ହେଉନି

ବଇଣ୍ଡା,୨୮।୪(ପରିକ୍ଷିତ ସାହୁ)ରାଜପଥ ନିର୍ମାଣ ପାଇଁ କରାଯାଇଥିଲା ଉଚ୍ଛେଦ। ଭଙ୍ଗା ଯାଇଥିଲା ରାସ୍ତା ପାର୍ଶ୍ୱରେ ଥିବା ଅନେକ ଯାତ୍ରୀ ବିଶ୍ରାମାଗାର। ସରକାରୀ କାର୍ଯ୍ୟାଳୟଗୁଡ଼ିକୁ ମଧ୍ୟ ମାଟିରେ ମିଶାଇ ଦିଆଯାଇଥିଲା। କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥର କିଶୋରନଗର ବ୍ଲକ ଜାମ୍ବୁନାଳିଠାରୁ ଭାଙ୍ଗମୁଣ୍ଡା...

ଆଜି ଆସୁଛନ୍ତି ଜେ.ପି. ନଡ୍ଡା, ରାହୁଲ ଗାନ୍ଧୀ

ଭୁବନେଶ୍ୱର,୨୮ା୪(ଅନିଲ ଦାସ)ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ସରଗରମ ହୋଇଛି। ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, କଂଗ୍ରେସ, ଭାଜପାର ଷ୍ଟାର ପ୍ରଚାରକ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି। ରବିବାର ରାଜ୍ୟରେ ଭାଜପା ଓ କଂଗ୍ରେସର ଦୁଇ ହେଭିଓ୍ବେଟ ନେତା ନିର୍ବାଚନ...

ଯାଜପୁର ରୋଡ୍‌ ଜିଆର୍‌ଓପି ହେବ ଜିଆର୍‌ପିଏସ୍‌

ଯାଜପୁର,୨୮ା୪(ହର୍ଷବର୍ଦ୍ଧନ ବେହେରା)ଯାଜପୁର-କେନ୍ଦୁଝର ରୋଡ୍‌ ରେଳଷ୍ଟେଶନ (ଜେଜେକେଆର) ‘ଏ’ ବର୍ଗ ସତ୍ତ୍ବେ ଏଠାରେ ଦୀର୍ଘଦିନ ଧରି ଗର୍ଭମେଣ୍ଟ ରେଲଓ୍ବେ ଆଉଟପୋଷ୍ଟ (ଜିଆର୍‌ଓପି) ରହିଛି। ମାତ୍ର ୨ ଜଣ ଏଏସ୍‌ଆଇ ଏବଂ ୪ ଜଣ କନଷ୍ଟେବଳଙ୍କ ଦ୍ୱାରା ପ୍ରାୟ ୪୦୦ କି.ମି. ରେଳ...

ନୂଆ ବସ୍‌ଷ୍ଟାଣ୍ଡରେ ରହୁନାହିଁ ବସ୍‌

ଆଳି,୨୮ା୪(ବନମାଳୀ ସେନାପତି)ଦୀର୍ଘ ଦଶନ୍ଧି ଧରି କଟକ-ଚାନ୍ଦବାଲି ରାଜ୍ୟ ରାଜପଥ ଦେଇ ଆଳିରୁ ଦୈନିକ ୫୦ରୁ ଊର୍ଦ୍ଧ୍ୱ ଘରୋଇ ବସ୍‌ କଟକ ଭୁବନେଶ୍ୱର ଯାତାୟାତ କରୁଛି। ବସ୍‌ରେ ଯିବା ନିମନ୍ତେ ଯାତ୍ରୀମାନେ ଆଳି ଅନ୍ନପୂର୍ଣ୍ଣା ପଡ଼ିଆ ସମେତ ବିଭିନ୍ନ ଛକରେ ବସ୍‌କୁ...

୬୪ ଗାଁ ଚିହ୍ନଟରେ ସୀମିତ ସୁନାମି ମୁକାବିଲା

କେନ୍ଦ୍ରାପଡ଼ା,୨୮ା୪ (ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲା ପ୍ରାକୃତିକ ବିପର୍ଯ୍ୟୟପ୍ରବଣ। ଏହି ଜିଲାକୁ ପ୍ରତିବର୍ଷ ବନ୍ୟା, ବାତ୍ୟା ସହିତ ସୁନାମି ଭୟ ରହିଛି। ଏପରି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଜିଲା ପ୍ରଶାସନ ପକ୍ଷରୁ ଜନଜୀବନ ସୁରକ୍ଷା ପାଇଁ ଲୋକମାନଙ୍କୁ ସ୍ଥାନାନ୍ତର କରାଯିବା ସାଧାରଣ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri