ରାଜ୍ୟ

ପୁଣି ଓଡ଼ିଶା ଆସୁଛନ୍ତି ମୋଦି-ଶାହା, କରିବେ ମାରାଥନ ପ୍ରଚାର

ଭୁବନେଶ୍ୱର,୨୬।୫: ପୁଣି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଗୃହମନ୍ତ୍ରୀ ଅମିତ ଶାହା। ୨୮ ତାରିଖରେ ଶାହା ଆସୁଥିବାବେଳେ ୨୯ରେ ପ୍ରଧାନମନ୍ତ୍ରୀ ମୋଦି ଆସୁଛନ୍ତି। ମଙ୍ଗଳବାର ଶାହା ୩ଟି ସଭା କରିବେ। ଦିନ ୧୦ଟାରେ ଚାନ୍ଦବାଲିରେ ପ୍ରଥମ ସଭା...

ମାଟ୍ରିକ ପରୀକ୍ଷାରେ ଦେବଗଡ଼ ଜିଲା ଟପ୍ପର ହେଲେ ସାଇପ୍ରଜ୍ଞା

ଦେବଗଡ଼,୨୬ା୫(ଶଶାଙ୍କ ଶେଖର ଝାଙ୍କର): ଚଳିତବର୍ଷର ମାଟ୍ରିକ ପରୀକ୍ଷା ଫଳ ରବିବାର ପ୍ରକାଶ ପାଇଛି। ଦେବଗଡ଼ ଜିଲାର ସହର ଶିଶୁମନ୍ଦିର ଛାତ୍ରୀ ଓ୍ବାର୍ଡନମ୍ବର ୩ ମଠ ସାହିର ମା’ ରଞ୍ଜୟିନୀ ନାୟକ,ବାପା ଦେବଗଡ଼ ତିଲେଇବନି କୁରଡ଼ ପ୍ରାଥମିକ ବିଦ୍ୟାଳୟର ସହ ଶିକ୍ଷକ...

ମାଟ୍ରିକ ପରୀକ୍ଷାରେ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ଛାତ୍ରୀଛାତ୍ରଙ୍କ ସଫଳତା

ବାଲିଗୁଡ଼ା,୨୬ା୫(ସଞ୍ଜୟ କୁମାର ପାଣିଗ୍ରାହୀ): ମାଧ୍ୟମିକ ଶିକ୍ଷା ପରିଷଦ ବୋର୍ଡ ଦାରା ପରିଚାଳିତ ଦଶମ ମାଟ୍ରିକ ପରୀକ୍ଷା ଫଳାଫଳ ରବିବାର ପ୍ରକାଶ ପାଇଛି। ଚଳିତ ବର୍ଷର ପାସ୍‌ ହାର ୯୬.୦୭ ପ୍ରତିଶତ ରହିଥିବା ବେଳେ ସମଗ୍ର କନ୍ଧମାଳ ଜିଲାରେ ୯୬.୬% ରହିଛି।...

ମାଡ଼ି ଆସୁଛି ଭୟଙ୍କର ରେମାଲ, ୫ ଜିଲାରେ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର,୨୬।୫: ଭୀଷଣ ବାତ୍ୟାରେ ପରିଣତ ହେଲା ‘ରେମାଲ’। ବଙ୍ଗୋପସାଗରର ଉତ୍ତର ଉପକୂଳରେ ଥିବା ରେମାଲ ପ୍ର୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ଆଲର୍ଟ ଜାରିଛି ପାଣିପାଗ ବିଭାଗ। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକାଙ୍କ ସୂଚନା ଅନୁଯାୟୀ, ବାଲେଶ୍ବର,...

ବେବି କେୟାର ଅଗ୍ନିକାଣ୍ଡ ଘଟଣାରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬ା୫: ଦିଲ୍ଲୀର ବିବେକ ବିହାର ଅଞ୍ଚଳର ଏକ ବେବି କେୟାର ସେଣ୍ଟରରେ ଅଗ୍ନିକାଣ୍ଡ ଘଟି ୭ ଶିଶୁଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆରେ ଶୋକ...

ଆସିପାରିଲାନି ଆମ୍ବୁଲାନ୍ସ: ଆଖିବୁଜିଲେ ପ୍ରସୂତି, ନବଜାତ ଗୁରୁତର

ଦଶପଲ୍ଲା,୨୬ା୫: ନୟାଗଡ଼ ଜିଲା ଦଶପଲ୍ଲାର ବାଣୀଗୋଚ୍ଛା ଥାନା କଣପାଜୁ ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଆମ୍ବୁଲାନ୍ସ ଆସି ନ ପାରିବାରୁ ମହିଳା ଜଣକ ଘରେ ପ୍ରସବ କରିଥିଲେ। ଏହା ପରେ ମହିଳାଙ୍କ ସ୍ବାସ୍ଥ୍ୟ ବିଗିଡ଼ି ଯାଇଥିଲା। ପ୍ରସୂତିଙ୍କ ମୃତ୍ୟୁ...

ନିମାପଡ଼ା ରାଜନୀତିରେ ହଟଚମଟ: ଆସନ ହାତେଇବା ପାଇଁ ୮ ନେତାଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି

ନିମାପଡ଼ା,୨୬।୫: ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ଲାଗି ସ୍ବତନ୍ତ୍ର ରଣନୀତି ପ୍ରସ୍ତୁତ କରିଛି ବିଜେଡି। ପୂର୍ବତନ ବିଧାୟକ ସମୀର ରଞ୍ଜନ ଦାଶ ଭାଜପାକୁ ଯିବା ପରେ ଦଳ ଏବେ ଏହି ଆସନ ଲାଗି ୮ ନେତାଙ୍କୁ ଦାୟିତ୍ୱ ଦେଇଛି। ସେମାନେ ହେଉଛନ୍ତି-...

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ, ବାଜିମାରିଲେ ଛାତ୍ରୀ

କଟକ,୨୬ା୫(କାର୍ତ୍ତିକ ସାହୁ): ରବିବାର ପୂର୍ବାହ୍ନରେ ପ୍ରକାଶ ପାଇଛି ମାଟ୍ରିକ ରେଜଲ୍ଟ।  ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ମିଳିଛି। ଚଳିତବର୍ଷ ପାସ୍‌ ହାର ୯୬.୦୭% ରହିଛି। ଛାତ୍ରୀଙ୍କ ପାସ୍‌ ହାର ୯୬.୭୩% ରହିଥିବା ବେଳେ ଛାତ୍ରଙ୍କ ପାସ୍‌ ହାର...

ନିର୍ବାଚନ କାହା ପାଇଁ ଦୁଃଖ ତ କାହାର ସୁଖ

ପଟ୍ଟାମୁଣ୍ଡାଇ,୨୬ା୫ (କଳ୍ପତରୁ ନାୟକ): ସାଧାରଣ ନିର୍ବାଚନ ଚାଲିଥିବା ବେଳେ କେନ୍ଦ୍ରାପଡ଼ା ଲୋକ ସଭା କ୍ଷେତ୍ରରେ ଜୁନ ୧ରେ ଭୋଟ ଗ୍ରହଣ ଅନୁଷ୍ଠିତ ହେବ। ଏଥିନେଇ ରାଜନଗର ବିଧାନସଭା ଆସନର ପଟ୍ଟାମୁଣ୍ଡାଇ ଅଞ୍ଚଳରେ କିଛି ଲୋକ ନୋଟ ରୂପକ ମୁଗୁରାରେ ଭୋଟ...

ଯାଜପୁର ଜିଲା: ଫୋକସ୍‌ରେ ମହିଳା ପ୍ରାର୍ଥୀ

ଯାଜପୁର,୨୬ା୫(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଲୋକ ସଭା ନିର୍ବାଚନମଣ୍ଡଳୀ ଏବଂ ଏହା ଅଧୀନ ୭ ବିଧାନସଭା ଆସନରେ ଆସନ୍ତା ୧ ତାରିଖରେ ଭୋଟଗ୍ରହଣ ହେବ। ପ୍ରାର୍ଥୀ ଓ କର୍ମୀମାନେ ଗାଁକୁ ଗାଁ ବୁଲୁଥିବାରୁ ଗ୍ରାମାଞ୍ଚଳରେ ନିର୍ବାଚନୀ ପରିବେଶ ସରଗରମ ହୋଇଛି। ଏଥର...

ପ୍ରବାସୀ ଶ୍ରମିକଙ୍କ ଉପରେ ନେତାଙ୍କ ଆଖି, ଘରକୁ ଫେରିବା ପାଇଁ କରାଯାଉଛି ଟିକେଟ ବ୍ୟବସ୍ଥା

କେନ୍ଦ୍ରାପଡ଼ା,୨୬ା୫ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ସାଧାରଣ ନିର୍ବାଚନ ପାଇଁ ଜୁନ ୧ରେ ମତଦାନ ହେବ। ଏଥିପାଇଁ ରାଜନୀତି ସରଗରମ ହୋଇଥିବା ବେଳେ ପ୍ରାର୍ଥୀଙ୍କର ଭୋଟରଙ୍କୁ ଖୋଜା ବଢ଼ିଯାଇଛି। ଦାଦନ ସମସ୍ୟାରେ ପୀଡିତ କେନ୍ଦ୍ରାପଡ଼ା ଜିଲାର ଶ୍ରମିକଙ୍କ ଉପରେ ଏବେ...

ଭିଷଣ ବାତ୍ୟାରେ ପରିଣତ ହେଲା ରେମାଲ, ୧୧୦-୧୨୦ ବେଗରେ ଛୁଇଁବ ଉପକୂଳ

ଭୁବନେଶ୍ୱର,୨୫ା୫: ବଙ୍ଗୋପସାଗରର ଉତ୍ତର ଉପକୂଳରେ ଥିବା ବାତ୍ୟା ରେମାଲ ଭିଷଣ ବାତ୍ୟାରେ ପରିଣତ ହୋଇଛି। ଏହା ସାଗର ଦ୍ୱୀପପୁଞ୍ଜରୁ ପ୍ରାୟ ୨୭୦ କିଲୋମିଟର ଦୁରରେ ରହିଛି। ବାତ୍ୟା ରେମାଲ ଉତ୍ତର ଦିଗକୁ ଗତି କରି, ଆହୁରି ତୀବ୍ର ହେବା ସହ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri