ରାଜ୍ୟ

ଡିଭାଇଡର ଉପରେ ଚଢ଼ିଗଲା ସ୍କୁଲ ବସ୍‌, ଏଥିରେ ଥିଲେ ୫୦ ଛାତ୍ରୀଛାତ୍ର

ରାଉରକେଲା,୨୦ା୧୨: ରାଉରକେଲାରେ ଶୁକ୍ରବାର ଏକ ସ୍କୁଲ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏକ ଡିଭାଇଡର ଉପରେ ବସ୍‌ଟି ଚଢ଼ିଯିବାରୁ ଏହି ଦୁର୍ଘଟଣା ଘଟିଛି। ସୌଭାଗ୍ୟବଶତଃ ଏଥିରେ ଥିବା ୫୦ ଛାତ୍ରୀଛାତ୍ର ଅଳ୍ପକେ ବର୍ତ୍ତି ଯାଇଛନ୍ତି। ସେକ୍ଟର-୩ ଥାନା ରାଉରକେଲା ହାଉସ୍‌ ଛକ...

ରାଜ୍ୟର କିଛି ସ୍ଥାନରେ ବର୍ଷା : ଆହୁରି ୨ ଦିନ…

ଭୁବନେଶ୍ୱର,୨୦।୧୨: ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା ରହିଥିବା ବେଳେ ଶୁକ୍ରବାର ସକାଳୁ କିଛିସ୍ଥାନରେ ବର୍ଷା ହୋଇଛି। ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ...

ଘଟଣାର ସତ୍ୟାସତ୍ୟ ଲୋକଲୋଚନକୁ ଆସୁ: ବିଜେଡି

ଭୁବନେଶ୍ୱର୨୦।୧୨(ଅନିଲ ଦାସ): ପାର୍ଲାମେଣ୍ଟରେ ଘଟିଥିବା ଘଟଣା ସଂସଦର ଗରିମା କ୍ଷୁଣ୍ଣ କରିଥିବା ବେଳେ ଏହାର ସତ୍ୟାସତ୍ୟ ଲୋକଲୋଚନକୁ ଆସୁ ବୋଲି ବିଜୁ ଜନତା ଦଳ ଦାବି କରିଛି। ବିଜେଡି ମୁଖପାତ୍ର ତଥା ମିଡିଆ ସଂଯୋଜକ ଲେନିନ୍‌ ମହାନ୍ତି କହିଛନ୍ତି, ଗଣତନ୍ତ୍ରର...

ଚାକିରିରୁ ବଞ୍ଚିତ ପ୍ରାର୍ଥୀଙ୍କୁ ଓପିଏସ୍‌ସି ଦେବ ୧ ଲକ୍ଷ କ୍ଷତିପୂରଣ

କଟକ,୨୦ା୧୨ (କାର୍ତ୍ତିକ ସାହୁ):ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି)ର ତ୍ରୁଟି ଯୋଗୁ ୫ ବର୍ଷ ଧରି ଓଏଏସ୍‌ ଚାକିରିରୁ ବଞ୍ଚତ୍ତ ଜଣେ ଯୋଗ୍ୟ ପ୍ରାର୍ଥୀଙ୍କୁ ତାଙ୍କର ପ୍ରାପ୍ୟ ଦେବା ନିମନ୍ତେ ସାଧାରଣ ପ୍ରଶାସନ ବିଭାଗ ତତ୍ପରତା ପ୍ରକାଶ କରିଛି। ନିଯୁକ୍ତି, ବରିଷ୍ଠତା...

ମୁଖ୍ୟମନ୍ତ୍ରୀଙ୍କ ୫ ଦିନିଆ ଦିଲ୍ଲୀ ଗସ୍ତ

ଭୁବନେଶ୍ୱର,୨୦ା୧୨(ଅନିଲ ଦାସ):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୫ ଦିନିଆ ଦିଲ୍ଲୀ ଏବଂ ରାଜସ୍ଥାନ ଗସ୍ତରେ ଯାଇଛନ୍ତି। ୨୦ ତାରିଖରେ ଦିଲ୍ଲୀରୁ ରାଜସ୍ଥାନ ଯିବେ। ସେଠାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ରାଜସ୍ଥାନର ଜୟସାଲମେରରେ ପ୍ରାକ୍‌ ବଜେଟ ପ୍ରସ୍ତୁତି ଆଲୋଚନାରେ ମୁଖ୍ୟମନ୍ତ୍ରୀ ଭାଗନେବେ।...

ରାଜଧାନୀରେ ପୁଣି ଜମିବ ପଥ ଉତ୍ସବ, ଡିସେମ୍ବର ୨୨ ରୁ ଆରମ୍ଭ

ଭୁବନେଶ୍ୱର,୧୯।୧୨: ଆସନ୍ତା ୨୨ ତାରିଖରୁ ଭୁବନେଶ୍ବରରେ ପାଳିତ ହେବ ପଥ ଉତ୍ସବ। ବିଗତ ବର୍ଷମାନଙ୍କୁ ଦୃଷ୍ଟିରେ ରଖି ନୂଆ ଢଙ୍ଗ ଓ ନୂଆ ରୂପରେ ଏହାକୁ ପାଳନ କରିବାକୁ ଲକ୍ଷ୍ୟ ରଖିଛି ବିଏମସି । ଏନେଇ ବିଏମସି ସୋସିଆଲ ମିଡିଆରେ...

ଓଡ଼ିଶାରେ ୧୧୦ ଓଭର ବ୍ରିଜ୍ କରିବ ଇଷ୍ଟକୋଷ୍ଟ ରେଲୱେ

ଭୁବନେଶ୍ୱର,୧୯।୧୨: ରାଜ୍ୟରେ ରେଳ ଭିତ୍ତିଭୂମି ସୁଦୃଢ କରିବା ପାଇଁ ଇଷ୍ଟକୋଷ୍ଟ ରେଲୱେ ବଡ଼ ପଦକ୍ଷେପ ନେଇଛି। ଗୁରୁବାର ଇଷ୍ଟକୋଷ୍ଟ ରେଲୱେର ଜେନେରାଲ ମ୍ୟାନେଜର ୧୭୦ ରୋଡ ଓଭର ବ୍ରିଜ(ROB) ଘୋଷଣା କରିଛନ୍ତି। ଏହି ଗୁରୁତ୍ୱପୂର୍ଣ୍ଣ ଭିତ୍ତିଭୂମି ପ୍ରକଳ୍ପଗୁଡିକର କାର୍ଯ୍ୟକାରିତାକୁ ତ୍ୱରାନ୍ୱିତ...

ଭାଇରାଲ ପରେ ଥାନା ଅଧିକାରୀଙ୍କ ଉପରେ ଆକ୍ସନ: ବଦଳିଲେ…

କଟକ,୧୯।୧୨: ଦଳିତ ଯୁବକଙ୍କୁ ରାସ୍ତା ଉପରେ ପକାଇ ପିଠି ଉପରେ ଚପଲ ମାଡ଼ି ଚଢ଼ିଯିବା ଘଟଣାର ଫଟୋ ଭାଇରାଲ ପରେ ଥାନା ଅଧିକାରୀଙ୍କୁ ମହଙ୍ଗା ପଡିଛି। କାର୍ଯ୍ୟାନୁଷ୍ଠାନ ସ୍ବରୂପ ବୈଦେଶ୍ୱର ଥାନା ଅଧିକାରୀ ପ୍ରିୟଦର୍ଶନ ସେଠୀଙ୍କୁ ଏସ୍‌ପିଙ୍କ ଅଫିସକୁ ବଦଳି...

ଅଭ୍ୟାସ ବେଳେ ଭୟଙ୍କର ବିସ୍ଫୋରଣ: ରାଜସ୍ଥାନରେ ଓଡ଼ିଆ ଯବାନ ଶହୀଦ

ଭୁବନେଶ୍ୱର,୧୯।୧୨: ରାଜସ୍ଥାନରେ ଶହୀଦ ହେଲେ ଓଡ଼ିଆ ଯବାନ। ପୋଖରାନରେ ଫାୟାରିଂ ଅଭ୍ୟାସ ବେଳେ ଟ୍ୟାଙ୍କ୍‌ରେ ବିସ୍ଫୋରଣ ଘଟି ଜଣେ ଓଡିଆ ଯବାନ ଶହୀଦ ହୋଇଛନ୍ତି। ସେ ହେଲେ କୋରାପୁଟ ଜିଲା ବୈପାରୀଗୁଡା ଥାନା ଅନ୍ତର୍ଗତ କେନ୍ଦୁଗୁଡା ପଞ୍ଚାୟତ ବଡାଗୁଡା ଗ୍ରାମର...

ଐତିହାସିକ ନିଷ୍ପତ୍ତି: ଶିମିଳିପାଳରେ ବାଘ ଜଗିବେ ସଶସ୍ତ୍ରବଳ

ଭୁବନେଶ୍ୱର,୧୯।୧୨: ମୟୂରଭଞ୍ଜ ଜିଲାର ଶିମିଳିପାଳ ଟାଇଗର ରିଜର୍ଭରେ ସୁରକ୍ଷା ବ୍ୟବସ୍ଥାକୁ ଦୃଢ କରିବା ଦିଗରେ ଏକ ଐତିହାସିକ ପଦକ୍ଷେପ ନେଇଛନ୍ତି ସରକାର। ଶିକାର ତଥା ବନ୍ୟଜନ୍ତୁ ଅପରାଧରୁ ଏହି ଅଞ୍ଚଳକୁ ସୁରକ୍ଷିତ ରଖିବା ପାଇଁ ଏକ ୧୩୧ ସଦସ୍ୟ ବିଶିଷ୍ଟ...

ଆହତ ପ୍ରତାପ ଷଡ଼ଙ୍ଗୀଙ୍କୁ ହସ୍ପିଟାଲରେ ଭେଟିଲେ କେନ୍ଦୁଝର ଏମ୍‌ପି ଅନନ୍ତ ନାୟକ

କେନ୍ଦୁଝର,୧୯ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ସଂସଦରେ ଠେଲାପେଲା କାରଣରୁ ଆହତ ହୋଇ ଚିକିତ୍ସିତ ହେଉଥିବା ଭାଜପାର ବରିଷ୍ଠ ନେତା ତଥା ବାଲେଶ୍ୱର ଏମ୍‌ପି ପ୍ରତାପ ଷଡ଼ଙ୍ଗୀଙ୍କୁ ନୂଆଦିଲ୍ଲୀର ରାମ ମନୋହର ଲୋହିଆ ହସ୍ପିଟାଲରେ ଯାଇ ସାକ୍ଷାତ କରିଛନ୍ତି କେନ୍ଦୁଝର ଏମ୍‌ପି ଅନନ୍ତ...

ଆଜି ବି ପ୍ରମିଳାଙ୍କ ଭାଇଙ୍କ ଘରେ ଚଢ଼ାଉ: ଛନ୍ଦି ହୋଇଯିବେନିତ….

ଭୁବନେଶ୍ୱର,୧୯।୧୨: ବିଜେଡି ନେତ୍ରୀ ପ୍ରମିଳା ମଲ୍ଲିକଙ୍କ ଭାଇଙ୍କ ଘରେ ଆଜି ବି ରେଡ ହୋଇଛି। ୨୩୧ କୋଟି ଠକେଇ ଅଭିଯୋଗରେ ଚାଲିଛି ଇଡିର ରେଡସମ୍ବଲପୁରର ଦାନିପାଲିରେ ରେଡ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। ବିଶ୍ବ ଏନ୍‌ଜିଓର ଫାଉଣ୍ଡର ହେଉଛନ୍ତି ପ୍ରମିଳା ମଲ୍ଲିକଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri