ରାଜ୍ୟ

୨୫ ତାରିଖରେ ମତଦାନ କରିବାକୁ ଜିଲାପାଳଙ୍କ ନିବେଦନ

ଭୁବନେଶ୍ୱର,୨୩ା୫(ଅସମାପିକା ସାହୁ): ଖୋର୍ଦ୍ଧା ଜିଲାରେ ଆସନ୍ତା ୨୫ ତାରିଖରେ ଭୋଟ୍‌ ଗ୍ରହଣ ହେବ। ଭାରତର ଶ୍ରେଷ୍ଠ ଗଣତାନ୍ତ୍ରିକ ବ୍ୟବସ୍ଥା ଏବଂ ସମ୍ବିଧାନ ପ୍ରତ୍ୟେକ ନାଗରିକଙ୍କୁ ମତଦାନ କରିବାର ଅଧିକାର ପ୍ରଦାନ କରିଛି। ଅନେକ ସଂଗ୍ରାମ ପରେ ଏ ଦେଶ ସ୍ବାଧୀନତା...

ଭାଜପାରେ ମିଶୁ ମିଶୁ ଅପରାଜିତାଙ୍କ ପାଇଁ ପ୍ରଚାର କଲେ ଜିତୁ, କହିଦେଲେ ଏମିତି କଥା…

ଭୁବନେଶ୍ୱର,୨୩।୫: ଖୋର୍ଦ୍ଧା ବିଧାୟକ ଜିତୁ ମିତ୍ର ଗୁରୁବାର ଭାଜପାରେ ସାମିଲ ହୋଇଛନ୍ତି। ତେବେ ଭାଜପାରେ ମିଶିବା ପରେ ସେ କହିଛନ୍ତି, ଭାଜପା ବିପୁଳ ଜନସମର୍ଥନ ପାଉଛି। ଆଉ ଓଡ଼ିଶା ଲୋକେ ପରିବର୍ତ୍ତନ ଚାହୁଁଛନ୍ତି। ସେହି ପରିବର୍ତ୍ତନ ନାରାରେ ମୁଁ ସାମିଲ...

ମୁଖ୍ୟମନ୍ତ୍ରୀଙ୍କ ଗ୍ୟାରେଣ୍ଟି: ଜୁଲାଇରୁ ୯୦ ପ୍ରତିଶତ ପରିବାର ପାଇବେ…

ଭୁବନେଶ୍ୱର,୨୩।୫: ରାଜ୍ୟ ସରକାର ରାଜ୍ୟ ସରକାରଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି। ନିର୍ବାଚନ ଇସ୍ତାହାରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଯଦି ରାଜ୍ୟରେ ବିଜେଡି ଆଉଥରେ ସରକାରକୁ ଆସେ ତେବେ ରାଜ୍ୟର ୯୦ ପ୍ରତିଶତ ପରିବାର ଜୁଲାଇରୁ ମାଗଣା ବିଜୁଳି ପାଇବେ।...

ଖୋର୍ଦ୍ଧା ରାଜନୀତିରେ ରୋଚକ: ଭାଜପାରେ ସାମିଲ ହେଲେ ବିଧାୟକ ଜିତୁ ମିତ୍ର

ଭୁବନେଶ୍ୱର,୨୩।୫: ଖୋର୍ଦ୍ଧା ବିଧାୟକ ଜିତୁ ମିତ୍ର ଗୁରୁବାର ଭାଜପାରେ ସାମିଲ ହୋଇଛନ୍ତି। ତେବେ ଜିତୁ ଭାଜପାରେ ମିଶୁମିଶୁ ଅପରାଜିତା ଷଡ଼ଙ୍ଗୀ ଓ ପ୍ରଶାନ୍ତ ଜଗଦ୍ଦେବଙ୍କ ପାଇଁ ପ୍ରଚାର ଆରମ୍ଭ କରି ଦେଇଛନ୍ତି। ଗୋଶାଳା ପଡ଼ିଆରୁ ବାହାରିଥିବା ରୋଡ ଶୋ’ରେ ସେ...

୨୫ ସକାଳ ସୁଦ୍ଧା ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା, ଜାଣନ୍ତୁ କେଉଁଠି ଛୁଇଁବ ଉପକୂଳ

ଭୁବନେଶ୍ୱର,୨୩।୫: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଆସନ୍ତା କାଲି ସକାଳ ସୁଦ୍ଧା ଘନୀଭୂତ ହୋଇ ଅବପାତ ପରିଣତ ହୋଇପାରେ। ପରେ ୨୫ ସକାଳ ସୁଦ୍ଧା ଏହା ବାତ୍ୟା ରୂପ ନେବ।ପରେ...

‘ପ୍ରଭୁ ଜଗନ୍ନାଥ ଆମକୁ ଶକ୍ତି ଦିଅନ୍ତୁ, ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ହେଉ’

ବାଣପୁର,୨୩ା୫: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ଗୁରୁବାର ଓଡ଼ିଶା ଗସ୍ତରେ ଆସିଥିବା ବେଳେ ଚିଲିକାର ବାଣପୁରରେ ଆୟୋଜିତ ଏକ ଜନସଭାରେ ଯୋଗ ଦେଇଛନ୍ତି। ଯୋଗୀ ଆରମ୍ଭରୁ ଓଡ଼ିଶା ସରକାରଙ୍କ ଉପରେ ବର୍ଷିଛନ୍ତି। ଯୋଗୀ କହିଛନ୍ତି, ନବୀନ ସରକାର ଏଠାରେ...

ଓଡ଼ିଶାରେ ଯୋଗୀ ଆଦିତ୍ୟନାଥ

ଭୁବନେଶ୍ୱର,୨୩ା୫: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ଗୁରୁବାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱରରେ ପହଞ୍ଚଛନ୍ତି। ଏଠାରେ ପହଞ୍ଚିବା ପରେ ଚିଲିକା ବିଧାନସଭା କ୍ଷେତ୍ର ବାଣପୁର ଯାଇଛନ୍ତି। ସେଠାରୁ ଫେରିବା ପରେ କେନ୍ଦ୍ରାପଡ଼ା ଏବଂ କୁଳିଆଠାରେ ଆୟୋଜିତ ସଭାରେ...

‘ଏଠି ମୁଖ୍ୟମନ୍ତ୍ରୀ ନାହାନ୍ତି, ପାଣ୍ଡିଆନ ସବୁ କବ୍‌ଜା କରିଛନ୍ତି’

ସମ୍ବଲପୁର,୨୩ା୫: ଦେଶ ତଥା ରାଜ୍ୟରେ ଚାଲିଛି ସାଧାରଣ ନିର୍ବାଚନ। ମତଦାତାମାନେ ଦୁଇଟି ପର୍ଯ୍ୟାୟରେ ସେମାନଙ୍କ ପ୍ରାର୍ଥୀ ବାଛି ସାରିଥିବା ବେଳେ ଆଉ ଦୁଇଟି ପର୍ଯ୍ୟାୟ ବାକି ଅଛି। ଏହି କ୍ରମରେ କେନ୍ଦ୍ରର ହେଭିଓ୍ବେଟ୍‌ ନେତାମାନେ ଓଡ଼ିଶାକୁ ଘନଘନ ପ୍ରଚାର ପାଇଁ...

ବିଜେଡିରେ ରହିବେ ଜ୍ୟୋତି ପାଣିଗ୍ରାହୀ, ମିଳିଲା ବାଲେଶ୍ୱର ଜିଲା ସଭାପତି ଦାୟିତ୍ୱ

ଭୁବନେଶ୍ୱର, ୨୩।୫: ବୁଧବାର ବିଜେଡିରୁ ଇସ୍ତଫା ଦେଇଥିବା ସିମୁଳିଆ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ମନ ପରିବର୍ତ୍ତନ କରି ବିଜେଡିରେ ରହିଛନ୍ତି। ଏଥିପାଇଁ ଦଳ ପକ୍ଷରୁ ତାଙ୍କୁ ପୁରସ୍କାର ସ୍ୱରୂପ ବାଲେଶ୍ୱର ଜିଲା ସଭାପତି ଏବଂ...

କଲ୍ କରି ଭୋଟ୍ ମାଗୁଛନ୍ତି ନେତା, ଚିନ୍ତାରେ ଜନତା

ଭୁବନେଶ୍ୱର, ୨୩।୫: ଭୋଟ ପାଇଁ ନେତାମାନେ ବିଭିନ୍ନ ଉପାୟରେ ପ୍ରଚାର କରୁଥିଲା ବେଳେ ଚଳିତ ନିର୍ବାଚନର ଡିଜିଟାଲ ପ୍ରଚାର ବହୁଳ ବ୍ୟବହୃତ ହେଉଛି। ଏହାଛଡ଼ା ନେତାମାନେ ପାରମ୍ପରିକ ଉପାୟରେ ଘର ଘର ବୁଲି ମଧ୍ୟ ପ୍ରଚାର କରୁଛନ୍ତି। ତେବେ ଯାହା...

୨୪ରେ ଅବପାତର ରୂପ ନେବ ଲଘୁଚାପ: ଜାଣନ୍ତୁ କ’ଣ ରହିବ ଓଡ଼ିଶା ଉପରେ ପ୍ରଭାବ

ଭୁବନେଶ୍ୱର,୨୩।୫(ଅସମାପିକା ସାହୁ): ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ଓ ତତ୍‌ସଂଲଗ୍ନ ଉତ୍ତର ତାମିଲନାଡୁ-ଦକ୍ଷିଣ ଆନ୍ଧ୍ର ପ୍ରଦେଶ ଉପକୂଳରେ ବୁଧବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ସହିତ ଜଡ଼ିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୫.୮ କି.ମି....

କନ୍ଧମାଳର ୨ଟି ବୁ୍‌ଥ୍‌ରେ ଚାଲିଛି ସାନି ମତଦାନ

କଣ୍ଟାମାଳ,୨୩।୫:ଭାରତର ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶନାମା ଅନୁସାରେ ଓଡ଼ିଶାର କନ୍ଧମାଳ ଲୋକ ସଭା କ୍ଷେତ୍ରର କଣ୍ଟାମାଳ ବିଧାନସଭା ନିର୍ବାଚନମଣ୍ଡଳୀ ଅଧୀନ ବୁଥ୍‌ ନମ୍ବର ୨୬ ଏବଂ ୨୮ରେ ପୁନଃ ମତଦାନ ଆଜି ସକାଳୁ ଆରମ୍ଭ ହୋଇଛି। ଲୋକମାନେ ଶାନ୍ତି ଶୃଙ୍ଖଳାର ସହ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri