ରାଜ୍ୟ

ଆସନ୍ତାକାଲିଠାରୁ କଟକରେ ୧୪୪ ଧାରା ଜାରି

କଟକ,୨୨ା୫(କାର୍ତ୍ତିକ ସାହୁ): ଚଳିତ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ମେ’ ୨୫ରେ ହେବାକୁ ଥିବା ମତଦାନ ପାଇଁ କଟକ ଜିଲାର ୬ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ୧୪୪ ଧାରା ଜାରି କରିଛନ୍ତି। ଏହି ୧୪୪ ଧାରା ୨୩ ତାରିଖ ସନ୍ଧ୍ୟା ୫ଟାରୁ ଲାଗୁ...

୧୨ ମାଓବାଦୀ ଗିରଫ

ମାଲକାନଗିରି,୨୨ା୫(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ସୁକ୍‌ମା ଜିଲାରେ ଡିଆର୍‌ଜି ବାହିନୀ ଓ ୨୦୪, ୨୦୬, ୨୦୮ କୋବ୍ରା ବାହିନୀ ମିଳିତ ଭାବେ ଦୁଲେଡ, ବେଝେତୋଙ୍ଗ, ରାସାପଲ୍ଲୀ, ପିନାରନ୍ଦା, ଇରାପଲୀ, ମେଟାମୁଡେମ ଓ ଆଖପାଖ ଅଞ୍ଚଳରେ ସର୍ଚ୍ଚ ଅପରେଶନକରି ୧୦ଜଣ ମାଓବାଦୀଙ୍କୁ ଗିରଫ...

ଅପରାଜିତା ଯାହା କରିଛନ୍ତି, ସରପଞ୍ଚ ବି ସେ କାମ କରିଦେବେ: ପାଣ୍ଡିଆନ

ଭୁବନେଶ୍ୱର,୨୨ା୫: ଚଳିତ ନିର୍ବାଚନକୁ ନେଇ ରାଜ୍ୟ ରାଜନୀତି ବେଶ୍‌ ସରଗରମ ହୋଇପଡ଼ିଛି। ବିଶେଷକରି ଦୁଇ ପ୍ରମୁଖ ଦଳ ବିଜେଡି ଏବଂ ଭାଜପାର ତୁଙ୍ଗ ନେତାମାନେ ନିର୍ବାଚନ ପ୍ରଚାରର ମଙ୍ଗ ଧରିଛନ୍ତି। ଏହି ପ୍ରଚାର ସମୟରେ ପ୍ରତ୍ୟେକ ଦଳ ପ୍ରତିପକ୍ଷ ଦଳକୁ...

ସିମିଳିପାଳ ଜଙ୍ଗଲରେ ସଜାଗ AI କ୍ୟାମେରା, କ୍ଷଣକେ ଧରାପଡୁଛନ୍ତି ଅନୁପ୍ରବେଶକାରୀ

ସିମିଳିପାଳ,୨୨ା୫: ସରକାରଙ୍କ ଦ୍ୱାରା ସିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟରେ ଲଗାଯାଇଥିବା ଏଆଇ କ୍ୟାମେରା ସାହାଯ୍ୟରେ ଧରାପଡିଛନ୍ତି ଅନୁପ୍ରବେଶକାରୀ। ଖବର ଅନୁଯାୟୀ, ଭାରତୀୟ ବନ ସେବା ଅଧିକାରୀ ସୁସାନ୍ତ ନନ୍ଦ ତାଙ୍କ ଅଫିସିଆଲ ଏକ୍ସ ଆକାଉଣ୍ଟରେ ଏକ ପୋଷ୍ଟ ସେୟାର କରି ଫଟୋରେ...

ରାଜ୍ୟକୁ ରାମରାଜ୍ୟରେ ପରିଣତ କରିବାକୁ ହେଲେ ଭାଜପାକୁ ଭୋଟ୍‌ ଦିଅନ୍ତୁ: ଅରୁଣ ଗୋଭିଲ

କେନ୍ଦୁଝର,୨୨ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପା ନେତା ତଥା ସିନେ ଷ୍ଟାର ଅରୁଣ ଗୋଭିଲ ବୁଧବାର କନ୍ଦୁଝର ଜିଲା ଗସ୍ତରେ ଆସି ଚମ୍ପୁଆ ଓ ତେଲକୋଇରେ ଭାଜପାର ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେଇଛନ୍ତି। ତାଙ୍କୁ ଦେଖିବାକୁ ପ୍ରବଳ ଜନ ସମାବେଶ...

AIକୁ ନେଇ ନବୀନ କହିଲେ…

ଭୁବନେଶ୍ୱର,୨୨ା୫: ଚଳିତ ନିର୍ବାଚନକୁ ନେଇ ରାଜ୍ୟ ରାଜନୀତି ବେଶ୍‌ ସରଗରମ ହୋଇପଡ଼ିଛି। ବିଶେଷକରି ଦୁଇ ପ୍ରମୁଖ ଦଳ ବିଜେଡି ଏବଂ ଭାଜପାର ତୁଙ୍ଗ ନେତାମାନେ ନିର୍ବାଚନ ପ୍ରଚାରର ମଙ୍ଗ ଧରିଛନ୍ତି। ଏଭଳି ସ୍ଥିତିରେ ଭାଜପାର ମଙ୍ଗ କେନ୍ଦ୍ରୀୟ ନେତାମାନେ ଧରିଥିବା...

ସମ୍ବଲପୁରରେ ବଡ଼ ବୟାନ ଦେଲେ ଗିରିରାଜ ସିଂ, କହିଲେ- ”ନଜରବନ୍ଦୀ ଅଛନ୍ତି ନବୀନ”

ସମ୍ବଲପୁର,୨୨ା୫: ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ ଵାକଯୁଦ୍ଧ ତୀବ୍ର ହୋଇଛି। ବୁଧବାର କେନ୍ଦ୍ର ମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା ଗିରିରାଜ ସିଂଙ୍କ ସମ୍ବଲପୁରରେ ମାରାଥନ ପ୍ରଚାର କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଛନ୍ତି। ରୋଡ୍ ଶୋ’ କରି ଓଡିଶାରେ ସରକାରରେ...

ଓଡ଼ିଶାରେ ସରକାର ବଦଳିବାର ସମୟ ଆସିଛି: ଅରୁଣ ଗୋଭିଲ

ଚମ୍ପୁଆ,୨୨ା୫: ରାମାୟଣ ଧାରାବାହିକରେ ରାମ ଚରିତ୍ରରେ ଅଭିନୟ କରି ସାରା ଦେଶରେ ପରିଚିତି ପାଇଥିବା ଅରୁଣ ଗୋଭିଲ ବୁଧବାର ଓଡ଼ିଶା ଆସିଛନ୍ତି। ଅରୁଣ ଓଡ଼ିଶା ଆସି ଆଜି ଭାଜପା ପାଇଁ ମାରାଥନ ପ୍ରଚାର କରିଛନ୍ତି। କେନ୍ଦୁଝର ଜିଲାର ଚମ୍ପୁଆ ଓ...

ପୁଣି ଓଡ଼ିଶା ଆସିବେ ମୋଦି; ଯାଜପୁର, ଭଦ୍ରକ ଉପରେ ଅମିତ ଶାହାଙ୍କ ନଜର

ଭୁବନେଶ୍ୱର,୨୨ା୫: ପୁଣି ପ୍ରଚାର ପାଇଁ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଭାଜପା ଓଡ଼ିଶା ପ୍ରଭାରୀ ବିଜୟପାଲସିଂ ତୋମାର ଏହି ସୂଚନା ଦେଇଛନ୍ତି। ଆସନ୍ତା ୨୯ ତାରିଖରେ ପ୍ରଧାନମନ୍ତ୍ରୀ ତାଙ୍କର ଏହି ଗସ୍ତରେ କେନ୍ଦ୍ରାପଡ଼ା ଓ ବାଲେଶ୍ୱରରେ ଦଳୀୟ...

ଚକା ଖସି ଦମ୍ପତିଙ୍କ ଉପରେ ଚଢ଼ିଗଲା ଟ୍ରାକ୍ଟର

ନବରଙ୍ଗପୁର,୨୨ା୫(ସଦାଶିବ ପ୍ରହରାଜ): ବାଇକ୍‌ରେ ଯାଉଥିବା ଦମ୍ପତିଙ୍କ ଉପରେ ଏକ ଟ୍ରାକ୍ଟର ଚଢ଼ିଯିବାରୁ ସ୍ବାମୀ ଗୁରୁତର ହୋଇଥିବା ବେଳେ ସ୍ତ୍ରୀ ଆହତ ହୋଇଛନ୍ତି। ତେବେ ସ୍ବାମୀଙ୍କୁ ବିଶାଖାପାଟଣା ସ୍ଥାନାନ୍ତର କରାଯାଇଛି। ସୂଚନାନୁଯାୟୀ, ନବରଙ୍ଗପୁର ସହର ଭଗବତୀ ସାହିର ସୀତାକାନ୍ତ ତ୍ରିପାଠୀ ସ୍ତ୍ରୀ...

ଭାଜପାର ଆହ୍ବାନ: AI ମାଧ୍ୟମରେ ଶର୍ଟ ଭିଡିଓ ନ ଛାଡ଼ି ନବୀନ ଆଲୋଚନା ଲାଗି ମଞ୍ଚକୁ ଆସନ୍ତୁ…

ଭୁବନେଶ୍ୱର,୨୨।୫: ଚଳିତ ନିର୍ବାଚନକୁ ନେଇ ରାଜ୍ୟରେ ରାଜନୀତି ସରଗରମ ରହିଛି। ଦୁଇ ପ୍ରମୁଖ ଦଳ ଭାଜପା ଏବଂ ବିଜେଡିର ତୁଙ୍ଗ ନେତାମାନେ ନିର୍ବାଚନ ପ୍ରଚାରରେ ଲାଗିଛନ୍ତି। ଏଭଳି ସ୍ଥିତିରେ ଭାଜପାର ମଙ୍ଗ କେନ୍ଦ୍ରୀୟ ନେତାମାନେ ଧରିଥିବା ବେଳେ ବିଜେଡି ସୁପ୍ରିମୋ...

ନବୀନ ପଟ୍ଟନାୟକ ଭଲ କି ନାହିଁ ପଚାରିଲେ ମୁଖ୍ୟମନ୍ତ୍ରୀ

ନୟାଗଡ଼,୨୨ା୫(ଲୋକନାଥ ମିଶ୍ର): ନୟାଗଡ଼ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ନୟାଗଡ଼ ଷ୍ଟାଡିୟମରେ ଏକ ନିର୍ବାଚନୀ ସଭାରେ ଯୋଗ ଦେଇ ପୁରୀ ଲୋକ ସଭା ପ୍ରାର୍ଥୀ ଅରୂପ ପଟ୍ଟନାୟକ, ନୟାଗଡ଼ ବିଧାୟକ ପ୍ରାର୍ଥୀ ଅରୁଣ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri