ରାଜ୍ୟ

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି ସେତିକି ନୁହେଁ, ବାଲେଶ୍ୱର ସହିତ ଅନୁଗୁଳରେ ମଧ୍ୟ ସକାଳୁ ତାତି ବଢିଛି ।...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ ଏବଂ ନିରାଧାର ଅଭିଯୋଗ ଆଣନ୍ତି। ୨୦୧୯ରେ ମଧ୍ୟ ଏଭଳି ତଥାକଥିତ ଚାର୍ଜଶିଟ୍‌ ଓଡ଼ିଶା...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ବୁଧବାର ଏହି ସଂସଦୀୟ କ୍ଷେତ୍ର ଅଧୀନ ଅନୁଗୋଳ ଜିଲା ଛେଣ୍ଡିପଦାରେ ନିର୍ବାଚନ ପ୍ରଚାର...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ ରାଜନୀତି। ବାରବାଟୀ-କଟକ ଆସନ ପାଇଁ ବିଜେଡି ପକ୍ଷରୁ ପ୍ରକାଶ ବେହେରାଙ୍କ ନଁା ଘୋଷଣା...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ ଏଠାରୁ ଲଗାତର ୪ ଥର ବିଜୟୀ ହୋଇଥିବାବେଳେ ଏଥର ମଧ୍ୟ ବିଜେଡି ଗଡ଼କୁ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା ବେଳେ କଂଗ୍ରେସ ସୁବ୍ରତ ଚକ୍ରଙ୍କ ଉପରେ ଭରସା କରିଛି। ହେଲେ ଏ ପର୍ଯ୍ୟନ୍ତ...

ଖେଳିବା ବୟସରେ ହାତରେ ଭିକ୍ଷାଥାଳ

ରାଉରକେଲା,୨୫ା୪(ବିପ୍ଲବ ରଞ୍ଜନ ଦାଶ)ରାଉରକେଲାର ପ୍ରସିଦ୍ଧ ବେଦବ୍ୟାସ ପୀଠରେ କୋମଳମତି ପିଲାମାନେ ଭିକ୍ଷାଥାଳ ଧରି ଭିକ୍ଷାବୃତ୍ତି କରୁଛନ୍ତି। ଚିନ୍ତାର ବିଷୟ, ଯେଉଁ କୋମଳମତି ଶିଶୁମାନେ ଭିକ୍ଷାବୃତ୍ତି କରୁଛନ୍ତି ସେମାନଙ୍କ ନାଁ ନିକଟସ୍ଥ ସ୍କୁଲରେ ଲେଖା ରହିଛି। ଏମିତିକି ସରକାରୀ ସ୍କୁଲରୁ ବହି...

ମେ ୧୦ରୁ ରବିଧାନ ସଂଗ୍ରହ

ସମ୍ବଲପୁର,୨୫ା୪(ପ୍ରମୋଦ ବହିଦାର)ଆସନ୍ତା ମେ ୧୦ରୁ ସମ୍ବଲପୁର ଜିଲାରେ ଚଳିତବର୍ଷ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ଧାନ ସଂଗ୍ରହ କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଥିବା କହିଛନ୍ତି ଜିଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ।...

ଆଜିଠୁ ଖରାଛୁଟି

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ରାଜ୍ୟରେ ଗୁରୁବାରଠାରୁ ସ୍କୁଲରେ ଗ୍ରୀଷ୍ମଛୁଟି ଆରମ୍ଭ ହେବ। ପାଠପଢ଼ା ବନ୍ଦ ରହିବ। କିନ୍ତୁ ଏହି ଛୁଟି ସମୟରେ ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ଶିକ୍ଷା ତଥା ଶୈକ୍ଷିକ କାର୍ଯ୍ୟକ୍ରମ ନିମନ୍ତେ ରାଜ୍ୟ ପ୍ରାଥମିକ ଶିକ୍ଷା...

‘ହିଞ୍ଜିଳି ଦାଦନଙ୍କ ସମ୍ପର୍କରେ ଶ୍ୱେତପତ୍ର ପ୍ରକାଶ କରନ୍ତୁ’

ଆଠମଲ୍ଲିକ,୨୫ା୪(ଉଦୀପ୍ତ ପୁରୋହିତ)ସମ୍ବଲପୁର ସଂସଦୀୟ କ୍ଷେତ୍ର ଅଧୀନରେ ଆସୁଥିବା ଅନୁଗୋଳ ଜିଲାର ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ବୁଧବାର ନିର୍ବାଚନ ପ୍ରଚାର ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛନ୍ତି କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଭାଜପା ଏମ୍‌ପି ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ। ବିଗତ...

ଗୋଷ୍ଠୀ କନ୍ଦଳରୁ ଫାଇଦା ଉଠାଇବାକୁ ପ୍ରୟାସ

ଖୋର୍ଦ୍ଧା/ବାଲିପାଟଣା,୨୫ା୪(ପ୍ରଭାତ ପାଣିଗ୍ରାହୀ/ଅଭିମନ୍ୟୁ ନାୟକ)ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ଜୟଦେବ ନିର୍ବାଚନମଣ୍ଡଳୀ ଅନୁସୂଚିତ ଜାତି (ଏସ୍‌ସି) ପାଇଁ ସଂରକ୍ଷିତ ରହିଛି। ଗତ ୩ଟି ନିର୍ବାଚନରେ ଏହି ଆସନ ବିଜେଡି ଦଖଲରେ ରହିଆସିଛି। ୨୦୦୯ରେ ଅରବିନ୍ଦ ଢାଲି, ୨୦୧୪ରେ ଶଶିଭୂଷଣ ବେହେରା...

ମୋକିମଙ୍କ ଝିଅ ସୋଫିଆ ଲଢ଼ିପାରନ୍ତି ନିର୍ବାଚନ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ବାରବାଟୀ-କଟକ କଂଗ୍ରେସକୁ ଚିନ୍ତା ଘାରିଛି। ବରିଷ୍ଠ କଂଗ୍ରେସ ନେତା ଇଂ. ମହମ୍ମଦ ମୋକିମଙ୍କ ଜାମିନକୁ ସୁପ୍ରିମକୋର୍ଟ ମଞ୍ଜୁର କରିଛନ୍ତି ହେଲେ ନିମ୍ନ ଅଦାଲତଙ୍କ ରାୟ ନେଇ ସୁପ୍ରିମକୋର୍ଟ ସ୍ଥଗିତାଦେଶ କଦେଇନାହାନ୍ତି। ଏନେଇ ବୁଧବାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri