ରାଜ୍ୟ

‘ୱାର୍ଡମେମ୍ବର ନିର୍ବାଚନ ଲଢ଼ିନାହାନ୍ତି, ମୋତେ ପଚାରୁଛନ୍ତି କ’ଣ କରିଛ’: ଅପରାଜିତା

ଭୁବନେଶ୍ୱର,୧୯।୫: ବିଭିନ୍ନ ପ୍ରସଙ୍ଗକୁ ନେଇ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଭାଜପା ନେତ୍ରୀ ତଥା ଭୁବନେଶ୍ୱର ଲୋକ ସଭା ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀ। ସୀମା ଭିତରେ ରହି ମର୍ଯ୍ୟାଦାପୂର୍ଣ୍ଣ ବ୍ୟବହାର କରିବାକୁ ପରାମର୍ଶ ଦେଇଛନ୍ତି। ସେ କହିଛନ୍ତି...

ଆନନ୍ଦପୁରବାସୀଙ୍କୁ ମୁଖ୍ୟମନ୍ତ୍ରୀ ଦେଲେ ଏସବୁ ପ୍ରତିଶ୍ରୁତି, କହିଲେ ବିଜେଡି ଆସିଲେ…

ହାଟଡିହୀ,୧୯ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ହାଟଡିହୀ ବ୍ଲକ ଛେନାପଦୀଠାରେ ନିର୍ବାଚନୀ ପ୍ରଚାର ଏବଂ ବୈଠକରେ ଯୋଗ ଦେଇ ବିଜେଡିକୁ ଆଶୀର୍ବାଦ କରିବାକୁ ଆହ୍ବାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମଧ୍ୟାହ୍ନ ୧୨ଟା ୫୫ରେ ମୁଖ୍ୟମନ୍ତ୍ରୀ ହେଲିକପ୍ଟରରେ...

ପୁଣି ଓଡ଼ିଶା ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧି, ଲଗାତର ତିନିଦିନ କରିବେ ପ୍ରଚାର

ଭୁବନେଶ୍ୱର,୧୯।୫: ପୁଣି ଓଡ଼ିଶା ଗସ୍ତରେ ଆସି ପ୍ରଚାର କରିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଏଥର ରାହୁଲ ଓଡ଼ିଶାରେ ବଡ଼ ଛାପ ଛାଡିବାକୁ ଯୋଜନା କରିଛନ୍ତି। କେବଳ ରାହୁଲ ନୁହନ୍ତି, ତାଙ୍କ ସହିତ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍‌ଗେ ମଧ୍ୟ...

ନିର୍ବାଚନୀ ଇସ୍ତାହାର ପ୍ରକାଶ କଲା ମୋରଡ଼ା ଭାଜପା, ଏଥିରେ ରହିଛି ୧୫ ବଡ଼ ପ୍ରତିଶ୍ରୁତି…

ମୋରଡ଼ା,୧୯ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀରେ ଆସନ୍ତା ଜୁନ୍‌ ୧ରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ ଏଥିପାଇଁ ଭାଜପା ସଜବାଜ ହେବା ଆରମ୍ଭ କରିଦେଇଛି। ଏହି ପରିପ୍ରେକ୍ଷୀରେ ରବିବାର ଭାଜପା ପକ୍ଷରୁ ନିର୍ବାଚନୀ ଇସ୍ତାହାର ପ୍ରକାଶ...

ପୁରୀରେ ରୋଡ ଶୋ’ ପୂର୍ବରୁ ମହାପ୍ରଭୁଙ୍କୁ ଦର୍ଶନ କରିବେ ପ୍ରଧାନମନ୍ତ୍ରୀ ମୋଦି

ପୁରୀ,୧୯।୫: ରବିବାର ତୃତୀୟ ଥର ପାଇଁ ପ୍ରଚାରରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିବେ। ଶ୍ରୀଜିଉଙ୍କ ଦର୍ଶନ ସହ ଶ୍ରୀକ୍ଷେତ୍ରରେ ରୋଡ୍‌ ସୋ କରିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତାକାଲି ସକାଳେ ମୋଦି ମହାପ୍ରଭୁଙ୍କ ଦର୍ଶନ କରିବା ପରେ...

ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ଠକେଇ ମାମଲାର ନୂଆ ମୋଡ଼, ମାମଲା ପ୍ରତ୍ୟାହାର ପାଇଁ କୋର୍ଟରେ ଏତଲାକାରୀଙ୍କ ସତ୍ୟପାଠ

ବ୍ରହ୍ମପୁର,୧୯।୫(ସୁବାସ ଚନ୍ଦ୍ର ପାଢ଼ୀ): ଭାଜପା ଲୋକସଭା ପ୍ରାର୍ଥୀ ଡ. ପ୍ରଦୀପ ପାଣିଗ୍ରାହୀ ଟାଟା ମୋଟର୍ସ ନାଁରେ ଚାକିରି ଦେବାକୁ କହି ଅନେକ ଯୁବତୀ ଯୁବକଙ୍କଠାରୁ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଥିଲା । ଏହି ଖବର ସାରା...

ଭାଜପାରେ ମିଶିଲେ ସମୀର

ଭୁବନେଶ୍ୱର,୧୯ା୫: ନିମାପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସମୀର ଦାଶ ରବିବାର ବିଜେଡି ଛାଡ଼ି ଭାଜପାରେ ମିଶିଛନ୍ତି। ଆଜି ସକାଳେ ସେ ତାଙ୍କ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ। ସେ ତାଙ୍କର ଇସ୍ତଫାପତ୍ର ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ...

ପିସି କାରବାରରୁ ଅଭାବୀ ବିକ୍ରି

ବରଗଡ଼,୧୯।୫(ପ୍ରେମାନନ୍ଦ ଖମାରୀ)ବରଗଡ଼ ଜିଲାର ଜନସଂଖ୍ୟାରୁ ପ୍ରାୟ ୮୦ପ୍ରତିଶତ କୃଷକ ଏବଂ ଅଧିକାଂଶ ଧାନଚାଷ ଉପରେ ନିର୍ଭର କରନ୍ତି। କିନ୍ତୁ ଜିଲାରେ ଧାନ କିଣାବିକା ସମସ୍ୟା ସାଧାରଣରେ ପରିଣତ ହୋଇଛି। ଉଭୟ ରବି ଏବଂ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାରେ ଜିଲାର...

ବିଜେଡି-ଭାଜପା ମୁଦ୍ରାର ଉଭୟ ପାର୍ଶ୍ୱ : ସଚିନ୍‌

ବାଲେଶ୍ୱର(ମାନସ ବିଶ୍ୱାଳ)/ ଭୋଗରାଇ(ପ୍ରଦୀପ ଦାସ), ୧୯।୫: ‘ଲୋକେ ଜାଣିଗଲେଣି ବିଜେଡି ଓ ଭାଜପା ଗୋଟିଏ ମୁଦ୍ରାର ଉଭୟ ପାର୍ଶ୍ୱ’, ଜାତୀୟ କଂଗ୍ରେସର ସାଧାରଣ ସମ୍ପାଦକ ତଥା ଷ୍ଟାର ପ୍ରଚାରକ ସଚିନ ପାଇଲଟ ଏହା କହିଛନ୍ତି।  ବାଲେଶ୍ୱର ମିଶନପଡିଆଠାରେ ଜିଲା କଂଗ୍ରେସ...

ଭାଜପା ପ୍ରାର୍ଥୀଙ୍କର ୧୨ ଗାଡ଼ି, ୧୧୫୦ ଗ୍ରାମ୍‌ ସୁନା

ରାଜନଗର, ୧୯ା୫(ଭାସ୍କର ରାଉତରାୟ)ରାଜନଗର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ନିର୍ବାଚନ ମଇଦାନରେ ୯ ପ୍ରାର୍ଥୀ ଅଛନ୍ତି। ଶାସକ ବିଜେଡିରୁ ଧ୍ରୁବ ଚରଣ ସାହୁ, କଂଗ୍ରେସରୁ ଅଶୋକ କୁମାର ପ୍ରତିହାରୀ, ଭାଜପାରୁ ଲଳିତ କୁମାର ବେହେରା, ସମାଜବାଦୀ ପାର୍ଟିରୁ ପ୍ରଶାନ୍ତ କୁମାର ପାତ୍ର,...

ଭୋଟ୍‌ ବେଲେ ମାଗି ଆଏସନ୍‌

ସୁନ୍ଦରଗଡ଼ରୁ ଅନିଲ ଦାସ,୧୯ା୫: ଭୋଟ୍‌ ବେଲେ ମାଗି ଆଏସନ୍‌, ପଛେ ଦେଖା ନି ମିଲେ। ଏହାର ଅର୍ଥ ନେତାମାନେ ନିିର୍ବାଚନ ସମୟରେ ଭୋଟ ମାଗିବାକୁ ଘରକୁ ଆସୁଥିବା ବେଳେ ଅନ୍ୟ ସମୟରେ ସେମାନଙ୍କର ଦେଖା ମିଳେନାହିଁ। ସୁନ୍ଦରଗଡ଼ ସହରରୁ ୩୦...

ଡିଜିପି ପରିବର୍ତ୍ତନ ଦାବି କଲା ଭାଜପା

ଭୁବନେଶ୍ୱର,୧୯।୫(ଅନୁରାଧା ମହାରଣା)ନିର୍ବାଚନ ହାରିବା ଭୟରେ ବିଜେଡି ସରକାରୀ କଳ, ବଳର ଅପବ୍ୟହାର କରିବା ସହ ରକ୍ତମୁଖା ହୋଇ ଭାଜପା କାର୍ଯ୍ୟକର୍ତ୍ତାଙ୍କ ଉପରେ ମରଣାନ୍ତକ ଆକ୍ରମଣ କରୁଛି। ଏଥିରେ ପୋଲିସ ବିଜେଡିର ହାତବାରିସି ସାଜିଥିବା ଭାଜପା ଅଭିଯୋଗ ଆଣିଛି। ନିର୍ବାଚନୀ ହିଂସାକାଣ୍ଡରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri