ରାଜ୍ୟ

ଡିଜିପି ପରିବର୍ତ୍ତନ ଦାବି କଲା ଭାଜପା

ଭୁବନେଶ୍ୱର,୧୯।୫(ଅନୁରାଧା ମହାରଣା)ନିର୍ବାଚନ ହାରିବା ଭୟରେ ବିଜେଡି ସରକାରୀ କଳ, ବଳର ଅପବ୍ୟହାର କରିବା ସହ ରକ୍ତମୁଖା ହୋଇ ଭାଜପା କାର୍ଯ୍ୟକର୍ତ୍ତାଙ୍କ ଉପରେ ମରଣାନ୍ତକ ଆକ୍ରମଣ କରୁଛି। ଏଥିରେ ପୋଲିସ ବିଜେଡିର ହାତବାରିସି ସାଜିଥିବା ଭାଜପା ଅଭିଯୋଗ ଆଣିଛି। ନିର୍ବାଚନୀ ହିଂସାକାଣ୍ଡରେ...

ଦାଦନ, ଭାଗଚାଷ ବଢ଼ାଇଛି ଲୋକଙ୍କ ଦୁଃଖ

ଆସିକାରୁ ସୁନୀତ ମିଶ୍ର, ୧୯ା୫ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଗତ ୧୩ ତାରିଖରେ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ୨୦ ତାରିଖରେ ଆଉ ୫ ଲୋକ ସଭା ଆସନ ବରଗଡ଼, ବଲାଙ୍ଗୀର, ସୁନ୍ଦରଗଡ଼, କନ୍ଧମାଳ, ଆସିକା ଏବଂ ଏହା ଅନ୍ତର୍ଗତ ୩୫...

ବିକାଶ ହିଁ ଆମର ପ୍ରସଙ୍ଗ: ଦେବେଶ ଆଚାର୍ଯ୍ୟ

ବରଗଡ଼ ଜିଲାରେ ଦେବେଶ ଆଚାର୍ଯ୍ୟ ଏକ ପରିଚିତ ଚେହେରା। ପଦ୍ମଶ୍ରୀ କୃତାର୍ଥ ଆଚାର୍ଯ୍ୟଙ୍କ ନାତି ତଥା ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ଆନନ୍ଦ ଆଚାର୍ଯ୍ୟଙ୍କ ସେ ପୁଅ। ଦେବେଶ ମଧ୍ୟ ବିଜେଡିର ରାଜ୍ୟ ଉପସଭାପତି ତଥା ପୂର୍ବତନ ମନ୍ତ୍ରୀ ପ୍ରସନ୍ନ ଆଚାର୍ଯ୍ୟଙ୍କ...

ଜମିପଟ୍ଟା ନ ଥିଲେ ମିଳୁନି ଜାତି ପ୍ରମାଣପତ୍ର

ସମ୍ବଲପୁର,୧୯।୫(ଭବାନୀ ଶଙ୍କର ଭୋଇ)ଶିକ୍ଷା କ୍ଷେତ୍ରରେ ମିଳୁଥିବା ବିଭିନ୍ନ ସରକାରୀ ସୁବିଧା ପାଇବା ପାଇଁ ଅନୁସୂଚିତ ଜାତି ଏବଂ ଜନଜାତ ଛାତ୍ରୀଛାତ୍ରଙ୍କ ପାଇଁ ଜାତି ପ୍ରମାଣ ପତ୍ରର ଆବଶ୍ୟକତା ପଡିଥାଏ। ଯାହାକୁ ନିର୍ଦ୍ଧାରିତ ପ୍ରକ୍ରିୟାରେ ଆବେଦନ କରିବା ପରେ ସ୍ଥାନୀୟ ତହସିଲଦାର...

ପାଣିଟାଙ୍କି ଉପର ପାଲଟିଛି ମୋବାଇଲ ନେଟ୍‌ୱର୍କ ଜୋନ୍‌

ବଲାଙ୍ଗୀର/ମୁରିବାହାଲ,୧୯ା୫ (ବୀରେନ୍ଦ୍ର କୁମାର ଝାଙ୍କର/ଶ୍ରୀବତ୍ସ ବେହେରା)ମୋବାଇଲ ଫୋନ୍‌ରେ କଥା ହେବା ପାଇଁ ଗ୍ରାମବାସୀଙ୍କୁ ଚଢ଼ିବାକୁ ପଡୁଛି ଗଁାରେ ଥିବା ପାଣିଟାଙ୍କି ଉପରକୁ। ଗଁାରେ ଲାଗି ରହିଛି ମୋବାଇଲ ନେଟୱର୍କ ସମସ୍ୟା। ଏହି ସମସ୍ୟା ଦୂର କରିବାକୁ ଏହି ଅଞ୍ଚଳର ଲୋକେ...

ହଟୁନି ଚିରାଫଟା ବ୍ୟାନର, ସ୍ମାର୍ଟସିଟି ସୌନ୍ଦର୍ଯ୍ୟତାରେ ସାଜୁଛି ପ୍ରତିବନ୍ଧକ

ରାଉରକେଲା,୧୯ା୫(ବିପ୍ଳବ ରଞ୍ଜନ ଦାଶ)ରାଉରକେଲାରେ ହୋର୍ଡିଂ ସେବାର ଠିକ୍‌ ପରିଚାଳନା ହେଉନାହିଁ। ଫଳରେ ଏହା ସହରର ସୌନ୍ଦର୍ଯ୍ୟ ବୃଦ୍ଧିରେ ପ୍ରତିବନ୍ଧକ ସାଜୁଛି। ଆରଏମ୍‌ସି ଅନୁମୋଦନରେ ବିଭିନ୍ନ ସଂସ୍ଥା ପକ୍ଷରୁ ବ୍ୟାନରଗୁଡ଼ିକ ଉଦିତ୍‌ନଗର, ପାନପୋଷ, ଡେଲି ମାର୍କେଟ୍‌ ଭଳି ବିଭିନ୍ନ ଜନଗହଳିପୂର୍ଣ୍ଣ ସ୍ଥାନରେ...

ଅଧିକାଂଶ ଭୋଟରଙ୍କୁ ମିଳିନି ଚିରକୁଟି

ରାଉରକେଲା, ୧୯ା୫(ସଙ୍ଗୀତା ଜେନା)ଆଉ ମାତ୍ର ଦିନକ ପରେ ସୁନ୍ଦରଗଡ଼ ଲୋକ ସଭା ଓ ବିଧାନସଭା ଆସନ ଲାଗି ମତଦାନ ହେବାକୁ ଯାଉଛି। ମତଦାନ ସଂଖ୍ୟା ବୃଦ୍ଧି ପାଇଁ ପ୍ରଶାସନ ପକ୍ଷରୁ ବିଭିନ୍ନ ସଚେତନତାମୂଳକ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ଏପରିକି ମତଦାନ...

ଭବାନୀପାଟଣାରେ ଫେଲ୍‌ ମାରିଛି ମୁକ୍ତା ଯୋଜନା

ଭବାନୀପାଟଣା,୧୯ା୫(ଉତ୍ତମ କୁମାର ଦାଶ)କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ନିର୍ମାଣ ହୋଇଥିବା ରାସ୍ତାକଡ଼ ବ୍ୟାୟାମଶାଳା ପିଲାଙ୍କ ପାର୍କ ନା ସୌନ୍ଦର୍ଯ୍ୟକରଣ ଉପକରଣ ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ପିଲାଙ୍କ ପାର୍କ ହୋଇଥିଲେ ପିଲାମାନେ ଖେଳି ମଜା ନିଅନ୍ତେ। ବଡ଼ମାନେ ଘେରାଏ...

୨୫ ପରିବାରକୁ ଗୋଟିଏ ନଳକୂପ

ଝରିଗାଁ,୧୯।୫(କିଶୋର ଚନ୍ଦ୍ର ମଣ୍ତଳ)ଗ୍ରୀଷ୍ମ ଋତୁ ଆସିବା ମାତ୍ରେ ପାନୀୟ ଜଳ ସଙ୍କଟ ଦେଖା ଦେଉଛି। ସରପଞ୍ଚଙ୍କଠାରୁ ଆରମ୍ଭ କରି ବ୍ଲକ ପ୍ରଶାସନକୁ ଦାବି ଜଣାଇଲେ ମଧ୍ୟ ସମସ୍ୟା ସମାଧାନ ହେଉ ନ ଥିବା ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ପାଲିଆ...

୧୦୦ ପିଲାଙ୍କୁ ୨ ଶିକ୍ଷକ

ଉମରକୋଟ, ୧୯।୫(ସନ୍ତୋଷ ଶତପଥୀ)ରାଜ୍ୟ ସରକାର ଅନୁସୂଚିତ ଜାତି ଜନଜାତିଙ୍କ ଉନ୍ନତି ପାଇଁ ଯୋଜନା କରୁଛନ୍ତି। କିନ୍ତୁ ପିଲାଙ୍କ ପାଠପଢ଼ା ଚୁଲିକୁ ଯିବାକୁ ବସିଲାଣି। ପିଲାଙ୍କୁ ଉନ୍ନତ ଶିକ୍ଷା ଯୋଗାଇ ଦେବାକୁ ସରକାର ଭିତ୍ତିଭୂମି ସୁଧାରୁଛନ୍ତି। କିନ୍ତୁ ଯେଉଁ ଅନୁଷ୍ଠାନରୁ ସେହି...

ରାଜନୈତିକ ନୁହେଁ, ନ୍ୟାୟ ପାଇଁ ଲଢ଼େଇ

ଭୁବନେଶ୍ୱର,୧୯।୫ (ଅନୁରାଧା ମହାରଣା)ପୁରୁଷ କମିଶନ ଗଠନ ପାଇଁ ଦୀର୍ଘବର୍ଷ ଧରି ଦାବି କରୁଥିବା ଆଇନଜୀବୀ ବ୍ୟୋମକେଶ ତ୍ରିପାଠୀ ଉତ୍ତର ଭୁବନେଶ୍ୱର ନିର୍ବାଚନମଣ୍ଡଳୀ ବିଧାନସଭା ଆସନ ପାଇଁ ସ୍ବାଧୀନ ଭାବେ ଲଢ଼ୁଛନ୍ତି। ନିଆରା ଢଙ୍ଗରେ ଗଳିକନ୍ଦି ବୁଲି ପ୍ରଚାର କରୁଛନ୍ତି। ପ୍ରଚାର...

ଆସିକାର ବିକାଶ ଶୀର୍ଷ ଛୁଇଁବ: ମଞ୍ଜୁଳା

ଆସିକା/ବ୍ରହ୍ମପୁର,୧୯ା୫(ସୁରେନ୍ଦ୍ରନାଥ ସାହୁ/ଅଶୋକ କୁମାର ସାହୁ):ଆସନ୍ତା ୨୦ ତାରିଖରେ ଆସିକା ସଂସଦୀୟ କ୍ଷେତ୍ର ଓ ଏହା ଅଧୀନ ୭ ବିଧାନସଭା ନିର୍ବାଚନ ମଣ୍ଡଳୀରେ ନିର୍ବାଚନ ଅନୁଷ୍ଠିତ ହେବ। ତେବେ ଆସିକା ବିଧାନସଭା କ୍ଷେତ୍ରରେ ୬ ବିଧାୟକ ପ୍ରାର୍ଥୀ ଲଢ଼ୁଛନ୍ତି। ବିଜେଡି ପୁରୁଣା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri