ରାଜ୍ୟ

ସ୍ବାସ୍ଥ୍ୟକେନ୍ଦ୍ରରେ ନାହିଁ ଆବଶ୍ୟକ ଔଷଧ

ରାଉରକେଲା,୨୧ା୪(ବିପ୍ଳବ ରଞ୍ଜନ ଦାଶ)ରାଜ୍ୟ ସରକାରଙ୍କ ସିଟି ହେଲ୍‌ଥ ମିଶନରେ ରାଉରକେଲା ଅର୍ବାନ ଅଞ୍ଚଳର ଲକ୍ଷାଧିକ ରୋଗୀ ବେଶ୍‌ ଉପକୃତ ହେଉଛନ୍ତି। ବସ୍ତିବାସିନ୍ଦାଙ୍କ ପାଇଁ ଗୋଟିଏ ଗୋଟିଏ ଉତ୍କୃଷ୍ଟ ମାନର ସମନ୍ବିତ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ସରକାରଙ୍କ ପକ୍ଷରୁ ସ୍ଥାପନ ହୋଇଛି। ରାଉରକେଲା...

ସୁଧୁରୁନି ବସ୍ତି ଅଞ୍ଚଳର ଦୁରବସ୍ଥା

ରାଉରକେଲା,୨୧ା୪(ବିପ୍ଳବ ରଞ୍ଜନ ଦାଶ)ରାଉରକେଲା ମହାନଗର ନିଗମ ଅଧୀନରେ ରହିଛି ସମୁଦାୟ ୪୧ଟି ଓ୍ବାର୍ଡ। ପ୍ରତି ଓ୍ବାର୍ଡରେ ରହିଛି ମୋଟ ୧୩୨ ବସ୍ତି। ୬୦ଭାଗ ବସ୍ତିରେ ବିଜୁ ଆଦର୍ଶ କଲୋନୀ ଯୋଜନାରେ ବିପୁଳ ଅନୁଦାନ ମିଳୁଥିବାରୁ ରାସ୍ତାଘାଟ,ଡ୍ରେନେଜ ସହିତ ସମସ୍ତ ପ୍ରକାର...

ରାଜଧାନୀରେ ଥଣ୍ଡା ପାନୀୟ, ରାସ୍ତାକଡ଼ ଖାଦ୍ୟର ଯାଞ୍ଚ ନାହିଁ

ଭୁବନେଶ୍ୱର, ୨୧।୪ (ବନ୍ଦନା ସେଠୀ)ରାଜଧାନୀରେ ତାପମାତ୍ରା ୪୩ ଡିଗ୍ରୀ ପାର୍‌ ହୋଇଥିବାବେଳେ ମନ ଖୋଜୁଛି ଥଣ୍ଡା ପାନୀୟ। ଖରାରେ ପାଣି ଅପେକ୍ଷା ଲସି, ସରବତ, ଫଳଜୁସ୍‌, ଆଖୁରସ, ଚୁସ୍‌କି/ଗୋଲା ଆଦିର ବେଶି ଚାହିଦା ରହୁଥିବାରୁ ସହରର ମୁଖ୍ୟ ରାସ୍ତା ସମେତ...

ବେପାର ମାନ୍ଦା କରୁଛି ତାତି

କଟକ,୨୧ା୪(ଦିବାକର ସାହୁ)ଦିନକୁ ଦିନ ରାଜ୍ୟରେ ବୃଦ୍ଧି ପାଇବାରେ ଲାଗିଛି ତାପମାତ୍ରା। ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ କାରଣରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଦିନ ୧୦ଟା ପରେ ଘରୁ ବାହାରକୁ ବାହାରି ପାରୁନାହାନ୍ତି ଲୋକେ। ଗତ କିଛିଦିନ ହେବ କଟକ-ଭୁବନେଶ୍ୱରର ତାପମାତ୍ରା ୪୦...

ମାଣ୍ଡିଆ କିଣାର ଭିଜିଲାନ୍ସ ତଦନ୍ତ ଦାବି କଲେ ଚାଷୀ

ନବରଙ୍ଗପୁର,୨୧।୪,(ସଦାଶିବ ପ୍ରହରାଜ)ନବରଙ୍ଗପୁରରେ କର୍ନାଟକରୁ ଆସିଥିବା ଏକ ମାଣ୍ଡିଆ ବୋଝେଇ ଗାଡ଼ି ଶୁକ୍ରବାର ଜବତ ହୋଇଛି। ଏହାପରେ ଜିଲାରେ ମିଲେଟ ମିଶନ କିପରି କାର୍ଯ୍ୟକାରୀ ହେଉଛି ତାହାକୁ ନେଇ ଚାଷୀଙ୍କ ମଧ୍ୟରେ ପ୍ରଶ୍ନ ଉଠୁଛି। ଜିଲାର ମଣ୍ଡିରେ କିଣା ହେଉଥିବା ମାଣ୍ଡିଆର...

ବେସରକାରୀ ଛାତରେ ଲାଗିଛି ସରକାରୀ ହୋର୍ଡିଂ

ସୁନାବେଡା,ସେମିଳିଗୁଡା,୨୧ା୪କୃତ୍ତିବାସ ପ୍ରଧାନ/ବାସୁଦେବ ବରାଡ଼: ସୁନାବେଡା ପୌର ପରିଷଦ ଅଧୀନ ସେମିଳିଗୁଡା ଗୋପବନ୍ଧୁ ନଗରଠାରେ ମିଶନ୍‌ ଶକ୍ତି ଏବଂ ନୂଆ-ଓ ର ଦୁଇଟି ବଡ ହୋର୍ଡିଂ ଲାଗିଛି। ୨୬ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଜନୈକ ବ୍ୟକ୍ତିଙ୍କ ଘର ଛାତ...

ପୁନରୁଦ୍ଧାର ଅପେକ୍ଷାରେ କୁଣ୍ଡିନଈ

ତିହିଡ଼ି,୨୧।୪(ସଞ୍ଜିତ ବଳ)ଦିନ ଥିଲା କୁଣ୍ଡିନଈ ପାଇଁ ୯ ପଞ୍ଚାୟତ ଶସ୍ୟଶ୍ୟାମଳା ହେଉଥିଲା। ପାର୍ଶ୍ୱବର୍ତ୍ତୀ ଗଁାର ଲୋକଙ୍କ ଜୀବନ ଜୀବିକା ସହ ଯୋଡ଼ି ହୋଇଥିଲା ଏହି ନଦୀ। ଏହା ଯୋଗୁ ଲୋକେ ନିଜର ଗୁଜୁରାଣ ମେଣ୍ଟାଇବାକୁ ସକ୍ଷମ ହେଉଥିଲେ। ହେଲେ ସମୟ...

ଖାଲି ପାଦରେ ପ୍ରଚାର କଲେ ପ୍ରାର୍ଥୀ

ଉଦଳା, ୨୧ା୪ (ସନ୍ତୋଷ କୁମାର ବାଚ୍ଛିନୀ): ଉଦଳା ବିଧାନସଭା ଆସନ ଲାଗି ୩୪ବର୍ଷ ପରେ କଂଗ୍ରେସରୁ ଟିକେଟ ପାଇଛନ୍ତି ଦୁର୍ଗାଚରଣ ଟୁଡୁ । ମଇଦାନରେ ଭୋଟରମାନଙ୍କୁ ଆକୃଷ୍ଟ କରିବାକୁ ଏକ ନିଆରା ଢଙ୍ଗରେ ଆରମ୍ଭ କରିଛନ୍ତି ପ୍ରଚାର। ଯାହାକୁ ନେଇ...

ବିଳମ୍ବରେ ମିଳୁଛି ଦରମା

ମୋହନା,୨୧ା୪(ମନ୍ମଥ ମିଶ୍ର)ମୋହନା ବ୍ଲକ ଅନ୍ତର୍ଗତ ଚନ୍ଦ୍ରଗିରି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ କର୍ମଚାରୀଙ୍କ ଅଶାନ୍ତି ଦେଖାଦେଇଛି । ଦିନରାତି ପରିଶ୍ରମ କଲେ ବି କର୍ମଚାରୀଙ୍କୁ ମିଳୁନି ଠିକ ସମୟରେ ଦରମା। ଏଭଳି ସଙ୍ଗିନ୍‌ ଅଭିଯୋଗ କରିଛନ୍ତି ସ୍ବାସ୍ଥ୍ୟ କେନ୍ଦ୍ରର ଡାକ୍ତର, ନର୍ସ...

ଅସନ୍ତୁଷ୍ଟ ବିଜେଡି ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ବ୍ରହ୍ମପୁର,୨୧ା୪(ନରସିଂହ ସାହୁ): ଗୋପାଳପୁର ବିଧାନସଭା କ୍ଷେତ୍ର ପାଇଁ ବିଜେଡିର ବିଦ୍ରୋହୀ ପ୍ରାର୍ଥୀ ହୋଇଛନ୍ତି ଉମା ଚରଣ ନାୟକ। ସେ ଶନିବାର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ କଳିଙ୍ଗ ବିଜୁ ନବୀନ ଜନତା ଦଳ ପକ୍ଷରୁ ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି।...

ସ୍ବଳ୍ପ ଖର୍ଚ୍ଚରେ ଅଧିକ ରୋଜଗାର ବାଟ ଦେଖାଉଛନ୍ତି ଶିକ୍ଷକ

ଛେଣ୍ଡିପଦା,୨୧ା୪(ଅଜିତ ଧଳ)ଶିକ୍ଷକତାରୁ ଟିକେ ସମୟ ପାଇଲେ ଲାଗିପଡ଼ନ୍ତି ଚାରା ଉତ୍ପାଦନରେ। ନିଜ ଫାର୍ମରେ ଥିବା ବିଭିନ୍ନ ଗଛରୁ କଲମୀକରଣ କରିବା ସହିତ କିପରି ସେଥିରୁ ଭଲ ଉତ୍ପାଦନ ହୋଇପାରିବ ସେ ଦିଗରେ କାର୍ଯ୍ୟ ଆରମ୍ଭ କରିଦିଅନ୍ତି। ବେକାର ଯୁବତୀ ଯୁବକମାନେ...

ପ୍ରବଳ ଗ୍ରୀଷ୍ମରେ ମୁଗ ଚାଷ ପ୍ରଭାବିତ ଆଶଙ୍କା

ଧର୍ମଶାଳା,୨୧ା୪(ବଟକୃଷ୍ଣ ପରିଡ଼ା):ଚଳିତଥର ସ୍ବଳ୍ପ ବୃଷ୍ଟିପାତ ଯୋଗୁ ମୁଗ ଚାଷ ଭଲ ହୋଇଛି। ମାତ୍ର ସପ୍ତାହେ ହେବ ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁ ଫୁଲଫଳ ଧରିଥିବା ମୁଗଚାଷ କ୍ଷତିଗ୍ରସ୍ତ ହେବା ନେଇ ଚାଷୀମାନେ ଆଶଙ୍କାବ୍ୟକ୍ତ କରିଛନ୍ତି। ଧର୍ମଶାଳା ବ୍ଲକ ଅଧୀନ ଚହଟା,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri