ରାଜ୍ୟ

ଏନ୍‌ବିଡବ୍ଲ୍ୟୁରୁ ଆଶ୍ୱସ୍ତି ପାଇଲେ ଅନୁଭବ

କଟକ,୧୬ା୫ (କାର୍ତ୍ତିକ ସାହୁ): ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତି ଜାମିନ୍‌ ବିହୀନ ଗିରଫ ପରୱାନା (ଏନ୍‌ବିଡବ୍ଲ୍ୟୁ)ରୁ ଗୁରୁବାର ଆଶ୍ୱସ୍ତି ପାଇଛନ୍ତି। କଟକ ଜେଏମ୍‌ଏଫ୍‌ସି କୋର୍ଟ ଅନୁଭବଙ୍କ ନାଁରେ ଜାରି କରିଥିବା ଏହି ଏନ୍‌ବିଡବ୍ଲ୍ୟୁ ଉପରେ ହାଇକୋର୍ଟ ସ୍ଥଗିତାଦେଶ ଦେଇଛନ୍ତି।...

ଡିଜିଟାଲ କ୍ୟାମ୍ପେନିଂରେ ବଢୁଛି ଆରୋପ ପ୍ରତ୍ୟାରୋପ

ଭୁବନେଶ୍ୱର,୧୭।୫(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନକୁ ନେଇ ବିଜେଡି ଓ ଭାଜପା ମଧ୍ୟରେ ରାଜ୍ୟବ୍ୟାପୀ କଡ଼ା ଟକ୍କର ଦେଖିବାକୁ ମିଳୁଛି। କେବଳ ନିର୍ବାଚନମଣ୍ଡଳୀ ଭିତରେ କିମ୍ବା ପ୍ରଚାର ମଇଦାନରେ ଉଭୟ ଦଳଙ୍କ ମଧ୍ୟରେ ସମାଲୋଚନା, ଆରୋପ ପ୍ରତ୍ୟାରୋପ ମଧ୍ୟରେ ଏହି ଲଢ଼େଇ ସୀମିତ...

ସଂତୃପ୍ତ ସବୁଠୁ ଧନୀ ପ୍ରାର୍ଥୀ, ପାଖରେ ଅଛି ଏତିକି ଟଙ୍କା

ଭୁବନେଶ୍ୱର, ୧୭ା୫:ଆସନ୍ତା ୨୫ରେ ହେବାକୁ ଥିବା ଓଡ଼ିଶାର ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୬ ଲୋକ ସଭା ଆସନ ପାଇଁ ୬୪ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସେମାନଙ୍କ ମଧ୍ୟରୁ ୨୮ ଜଣ(୪୪%) କୋଟିପତି ହୋଇଥିବା ଆସୋସିଏସନ୍‌ ଫର୍‌ ଡେମୋକ୍ରାଟିକ ରିଫର୍ମସ୍‌...

ବଡ଼ ହୃଦୟ ଦେଖାଇଲେ ନବୀନ ପଟ୍ଟନାୟକ: ଆମ୍ବୁଲାନ୍ସ ଦେଖି…

ଭୁବନେଶ୍ୱର,୧୬ା୫(ଅନିଲ ଦାସ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରେ ଏକ ବିଶାଳ ରୋଡ୍‌ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ବିଭିନ୍ନ ସ୍ଥାନରେ ଉପସ୍ଥିତ ଜନତା ମୁଖ୍ୟମନ୍ତ୍ରୀଙ୍କୁ ଦେଖିବାକୁ ଉତ୍କଣ୍ଠାର ସହ ଅପେକ୍ଷା କରିଥିଲେ। ଭୁବନେଶ୍ବର ମଧ୍ୟ ନିର୍ବାଚନମଣ୍ଡଳୀରେ ରୋଡ୍‌ ଶୋ’ ପାଇଁ...

ନିର୍ବାଚନୀ ହିଂସା ହେବା ଆଶଙ୍କା ନେଇ କନ୍ଧମାଳରେ ୧୪୪ ଧାରା ଜାରି କଲା ପ୍ରଶାସନ

ଦାରିଙ୍ଗବାଡି,୧୬।୫: (ଅରୁଣ ସାହୁ): କନ୍ଧମାଳ ଜିଲାରେ କୌଣସି ନିର୍ବାଚନୀ ହିଂସା ହେବା ଆଶଙ୍କାରେ ଜିଲା ପ୍ରଶାସନ ପକ୍ଷରୁ ଧାରା ୧୪୪ ଜାରି କରାଯାଇଛି । ଏହି ଧାରା ୧୮ ତାରିଖ ଶନିବାରଠାରୁ ନିର୍ବାଚନ ଶେଷ ହେବାର ଗୋଟିଏ ଦିନ ପରେ...

‘ରତ୍ନଭଣ୍ଡାର ଚାବି ଲୁଚାଇଛନ୍ତି ପାଣ୍ଡିଆନ, ୧୦ ଜୁନ୍‌ ପୂର୍ବରୁ ଚାବି ଫେରାନ୍ତୁ, ନ ହେଲେ…’

ଭୁବନେଶ୍ୱର,୧୬।୫: ପାଣ୍ଡିଆନଙ୍କ ନାଁରେ ଗୁରୁତର ଅଭିଯୋଗ ଆଣିଲେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା। ଜଟଣୀ ଛତାବରରେ ଭାଜପା ପରିବର୍ତ୍ତନ ସଭାରେ ହିମନ୍ତ ବିଶ୍ୱଶର୍ମାଙ୍କ ଏଭଳି ମନ୍ତବ୍ୟକୁ ଚର୍ଚ୍ଚା ଜୋର ଧରିଛି। ହିମନ୍ତ କହିଛନ୍ତି, ରତ୍ନଭଣ୍ଡାର ଚାବି ପାଣ୍ଡିଆନ ଲୁଚାଇ ରଖିଛନ୍ତି।...

ପଦ୍ମ ଛାଡି ପୁଣି ଶଙ୍ଖ ଧରିଲେ ରାଜୁ ଦାସ

ଭୁବନେଶ୍ୱର,୧୬।୫: ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ ଗୁରୁବାର ଭାଜପାରୁ ଇସ୍ତଫା ଦେବା ପରେ ପୁଣିଥରେ ବିଜେଡିରେ ସାମିଲ ହୋଇଛନ୍ତି। ରାଜୁ ଦାସ ତାଙ୍କ ଇସ୍ତଫା ପତ୍ରକୁ ଦଳୀୟ ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ପଠାଇଛନ୍ତି। ଗତ ମାସ ରାଜୁ...

ଭାଜପାରୁ ଇସ୍ତଫା ଦେଲେ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ

ଭୁବନେଶ୍ୱର,୧୬।୫: ଭାଜପାରୁ ଇସ୍ତଫା ଦେଲେ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ। ସେ ତାଙ୍କ ଇସ୍ତଫା ପତ୍ର ଭାଜପା ରାଜ୍ୟ ସଭାପତିଙ୍କ ନିକଟକୁ ପଠାଇଛନ୍ତି। ଭାଜପା ରାଜୁଙ୍କୁ ସୋରରୁ ପ୍ରାର୍ଥୀ କରି ଟିକେଟ୍‌ ଫେରାଇ ନେଇଥିଲା। ଯାହା ପରେ ସେ...

‘ଦେଶ ବଞ୍ଚାଇବାକୁ ହେଲେ କଂଗ୍ରେସକୁ କ୍ଷମତାକୁ ଆଣିବାକୁ ପଡ଼ିବ’

ଫୁଲବାଣୀ,୧୬।୫(ରାକେଶ କୁମାର ରାଉତ): ଦୀର୍ଘ ବର୍ଷ ହେଲା ଏଠି ଗୋଟିଏ ସରକାର ରହିଛି। ଯେଉଁ ଦଳ ଶାସନ କରୁଛି ତାହାକୁ ଭାଜପା ସୃଷ୍ଟି କରିଥିଲା। ଆଜି ପର୍ଯ୍ୟନ୍ତ ଓଡ଼ିଶାରେ କିଛି ପରିବର୍ତ୍ତନ ହୋଇନାହିଁ। ଫୁଲବାଣୀରେ ଅନୁଷ୍ଠିତ ନିର୍ବାଚନୀ ସଭାରେ ଏଭଳି...

ଖାର୍ଗେଙ୍କ ଭାଷଣ ବେଳେ ପଶି ଆସିଲା ଅନ୍ୟ ଦଳର ପ୍ରଚାର ଗାଡ଼ି, ଆଉ ତା’ପରେ…

ଭୁବନେଶ୍ୱର,୧୬।୫: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁରୁବାର ଓଡ଼ିଶା ଗସ୍ତରେ ଆସି ଫୁଲବାଣୀର ଏକ ସଭାରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଉଛନ୍ତି। ଏହି ସମୟରେ ଅନ୍ୟ ଦଳର ପ୍ରଚାର ଗାଡ଼ି ଆସିଯିବାରୁ ଖାର୍ଗେ ରାଗିଯାଇ କହିଛନ୍ତି, ଏ କଣ ହେଉଛି, ପୋଲିସ...

ଭୋଟରଙ୍କୁ ଏସବୁ ପ୍ରତିଶ୍ରୁତି ଦେଲେ ନଡ୍ଡା, କହିଲେ ଭାଜପା ସରକାର ଆସିଲେ…

ପଦ୍ମପୁର,୧୬ା୫(ପ୍ରଦୀପ୍ତ ଦାଶ): ସଶକ୍ତ ଭାରତ ସହିତ ସମୃଦ୍ଧ ଓଡ଼ିଶା ପାଇଁ ଡବଲ ଇଞ୍ଜିନ ସରକାର ଦରକାର ବୋଲି ଗୁରୁବାର ବରଗଡ଼ ଜିଲାର ପଦ୍ମପୁରରେ ବିଶାଳ ଜନସଭାରେ ଯୋଗ ଦେଇ ମୋଦି ସରକାରଙ୍କ ସଫଳତା ଓ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି...

+୯୨ ନମ୍ବରରୁ କଲ୍‌ ଆସିଲେ ହୋଇଯାଆନ୍ତୁ ସାବଧାନ, ନଚେତ୍‌…

ଭୁବନେଶ୍ୱର,୧୬।୫: +୯୨ ନମ୍ବରରୁ କଲ୍‌ ଆସିଲେ ହୋଇଯାଆନ୍ତୁ ସାବଧାନ। ନଚେତ୍‌ ବଡ଼ ଠକେଇର ଶିକାର ହୋଇପାରନ୍ତି। ଏନେଇ କମିଶନରେଟ ପୋଲିସ ପକ୍ଷରୁ ଏକ ସତର୍କ ସୂଚନା ଜାରି କରାଯାଇଛି। ପାକିସ୍ତାନ ନମ୍ବର ହ୍ବାଟ୍ସଆପ କଲ ଆସିଲେ ସାବଧାନ ରହିବାକୁ ପରାମର୍ଶ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri