ରାଜ୍ୟ

ଓଡ଼ିଶା ପାଇଁ ଭାଜପା ଖୋଜୁଛି ମୁଖ୍ୟମନ୍ତ୍ରୀ ଫେସ୍‌, ଆଗରେ ଅଛନ୍ତି ଧର୍ମେନ୍ଦ୍ରଙ୍କ ସମେତ ଏସବୁ ନେତା

ନୂଆଦିଲ୍ଲୀ/ଭୁବନେଶ୍ୱର,୧୭।୫: ଲୋକ ସଭା ନିର୍ବାଚନ ସହିତ ଓଡ଼ିଶାରେ ବିଧାନସଭା ନିର୍ବାଚନ ମଧ୍ୟ ଅନୁଷ୍ଠିତ ହେଉଛି। ରାଜ୍ୟରେ ନିର୍ବାଚନରେ ଭାଜପା ଜୋରଦାର ପ୍ରତିଦ୍ୱନ୍ଦ୍ୱିତା କରୁଛି। କାରଣ ବିଜୁ ଜନତା ଦଳ (ବିଜେଡି)୨୦୦୦ରୁ ଓଡ଼ିଶାରେ କ୍ଷମତାରେ ଅଛି ଏବଂ ନବୀନ ପଟ୍ଟନାୟକ କ୍ରମାଗତ...

କାବୁ ହେଲା ବାରିପଦା ସହରକୁ ପଶି ଆସିଥିବା କଲରାପତରିଆ

ବାରିପଦା,୧୭।୫ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ସହର ସ୍ଥିତ ବୁଢିଖମାରୀ ଠାରେ ଆତଂକ ଖେଳାଉଥିବା କଲରାପତରିଆ ବାଘକୁ ବନବିଭାଗ କାବୁ କରିଛି । ଆତଂକିତ ଲୋକେ ଏବେ ଆଶ୍ବସ୍ତି ଲାଭ କରିଛନ୍ତି । ବାଘଟି ଏକ ଶକ୍ତି...

ଭୁବନେଶ୍ୱରରେ ପହଞ୍ଚିଲେ ହେମାମାଳିନୀ

ଭୁବନେଶ୍ୱର,୧୭ା୫: ଅଭିନେତ୍ରୀ ତଥା ଭାଜପା ଏମ୍‌ପି ହେମାମାଳିନୀ ଶୁକ୍ରବାର ପୂର୍ବାହ୍ନରେ ଆସି ଓଡ଼ିଶାରେ ପହଞ୍ଚିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ଭାଜପା କର୍ମୀମାନେ ପହଞ୍ଚି ତାଙ୍କୁ ସ୍ବାଗତ ଜଣାଇଛନ୍ତି। ଆଜି ହେମା ସାଲିଆସାହିରେ ବିଜୟ ସଂକଳ୍ପ ସମାବେଶରେ ଉଦ୍‌ବୋଧନ ଦେବାକୁ...

ବାରିପଦା ସହରରେ ବୁଲୁଛି ବାଘ

ବାରିପଦା,୧୭ା୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ସହରସ୍ଥିତ ବୁଢ଼ିଖମାରୀଠାରେ କଲରାପତରିଆ ବାଘ ଆତଙ୍କ ଖେଳାଇବାରେ ଲାଗିଛି। ବାଘଟି ଏକ ସ୍କୁଲ ମଧ୍ୟରେ ପଶିଯାଇଥିବାରୁ ଧରିବା ପାଇଁ ଜାଲ ଓ ଯନ୍ତା ଖଞ୍ଜା ଯାଇଛି। ଫଳରେ ଅଞ୍ଚଳବାସୀ ଭୟଭୀତ ହୋଇପଡ଼ିଥିବା...

ଚଳିତ ମାସ ଶେଷରେ ବଙ୍ଗୋପସାଗରରେ ଆସିପାରେ ବାତ୍ୟା, ଓଡ଼ିଶା ଉପରେ ପଡ଼ିବ କି ପ୍ରଭାବ ?

ଭୁବନେଶ୍ୱର,୧୭।୫: ଚଳିତ ମାସର ଶେଷ ଭାଗରେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ଯଦିଓ ଭାରତ ପାଣିପାଗ ବିଭାଗ (ଆଇଏମଡି) ଏପର୍ଯ୍ୟନ୍ତ କୌଣସି ଅଫିସିଆଲ ପୂର୍ବାନୁମାନ କରିପାରି ନାହିଁ, ଗୁରୁବାର ଗ୍ଲୋବାଲ ଏଜେନ୍ସି ଦ୍ୱାରା ଜାରି କରାଯାଇଥିବା ‘ଉତ୍ତର ଭାରତ...

ଏହି ଦିନ ପ୍ରକାଶ ପାଇବ ମାଟ୍ରିକ୍‌ ଫରୀକ୍ଷାଫଳ

କଟକ,୧୭।୫: ମେ’ ଶେଷ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍‌ ଫରୀକ୍ଷାଫଳ। ମାଟ୍ରିକ ସହ ମଧ୍ୟମା ଓ ରାଜ୍ୟ ମୁକ୍ତବିଦ୍ୟାଳୟ ଫଳ ଏକକାଳୀନ ପ୍ରକାଶ ପାଇବ ବୋଲି ଜଣାପଡିଛି। ଏଥିପାଇଁ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ସବୁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ...

ଆଦିବାସୀଙ୍କୁ ମିଳୁନି ମହୁଲର ଉଚିତ ମୂଲ୍ୟ

ରାୟଗଡ଼ା,୧୭।୫(ଆଶିଷ ରଞ୍ଜନ ପଣ୍ଡା): ଜଙ୍ଗଲଜାତ ଦ୍ରବ୍ୟ ମହୁଲ ପାଇଁ ରାୟଗଡ଼ା ଜିଲାର ରହିଛି ସ୍ବତନ୍ତ୍ର ପରିଚୟ। ହେଲେ ମହୁଲ କ୍ରୟ ଉପରେ କୌଣସି ବିଭାଗର ନିୟନ୍ତ୍ରଣ ରହୁ ନ ଥିବାରୁ ଦଲାଲଙ୍କ ହାବୁଡ଼ରେ ପଡ଼ି ଉଚିତ ମୂଲ୍ୟ ପାଉନାହାନ୍ତି ଆଦିବାସୀ।...

ମୁଖ୍ୟମନ୍ତ୍ରୀଙ୍କ ରୋଡ ଶୋ ଦେଖିବାକୁ ଭୁବନେଶ୍ୱରରେ ଜନସମୁଦ୍ର

ଭୁବନେଶ୍ୱର,୧୬ା୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରେ ଏକ ବିଶାଳ ରୋଡ୍‌ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ବିଭିନ୍ନ ସ୍ଥାନରେ ଉପସ୍ଥିତ ଜନତା ମୁଖ୍ୟମନ୍ତ୍ରୀଙ୍କୁ ଦେଖିବାକୁ ଉତ୍କଣ୍ଠାର ସହ ଅପେକ୍ଷା କରିଥିଲେ। ଭୁବନେଶ୍ବର ମଧ୍ୟ ନିର୍ବାଚନମଣ୍ଡଳୀରେ ରୋଡ୍‌ ଶୋ’ ପାଇଁ...

ଦାଦନ ରୋକିବାକୁ ପ୍ରୟାସ କରିବି: ଗୋକୁଳାନନ୍ଦ

ବ୍ରହ୍ମପୁର,୧୭ା୫(ଅଶୋକ କୁମାର ସାହୁ):: ଆସିକା ସଂସଦୀୟ କ୍ଷେତ୍ର ଅଧୀନ ପୋଲସରା ବିଧାନସଭା ନିର୍ବାଚନ ମଣ୍ଡଳୀରେ ୯ଜଣ ବିଧାୟକ ପ୍ରାର୍ଥୀ ହୋଇଛନ୍ତି। ବିଜେଡି ଓ ଭାଜପା ପୁରୁଣା ଗତଥରର ପ୍ରାର୍ଥୀଙ୍କୁ ରିପିଟ କରିଥିବା ବେଳେ କଂଗ୍ରେସ ନୂଆ ମୁହଁ ଉପରେ ଭରସା...

ମୁଖ୍ୟମନ୍ତ୍ରୀ ନିଜ ପାଇଁ କିଛି କରି ନାହାଁନ୍ତି ଆମ ପାଇଁ ସବୁ କରିଛନ୍ତି

ଭୁବନେଶ୍ୱର,୧୬ା୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରେ ଏକ ବିଶାଳ ରୋଡ୍‌ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ବିଭିନ୍ନ ସ୍ଥାନରେ ଉପସ୍ଥିତ ଜନତା ମୁଖ୍ୟମନ୍ତ୍ରୀଙ୍କୁ ଦେଖିବାକୁ ଉତ୍କଣ୍ଠାର ସହ ଅପେକ୍ଷା କରିଥିଲେ। ଭୁବନେଶ୍ବର ମଧ୍ୟ ନିର୍ବାଚନମଣ୍ଡଳୀରେ ରୋଡ୍‌ ଶୋ’ ପାଇଁ...

ଆଜି ଢେଙ୍କାନାଳ-ଅନୁଗୋଳ ଆସୁଛନ୍ତି ମୁଖ୍ୟମନ୍ତ୍ରୀ

ଅନୁଗୋଳ,୧୭।୫ (ଅମିତ କୁମାର ସାମଲ)/ ଢେଙ୍କାନାଳ (ରତନ ନାୟାର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୭ ତାରିଖ ଶୁକ୍ରବାର ଢେଙ୍କନାଳ ଓ ଅନୁଗୋଳ ଗସ୍ତରେ ଆସି ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ଭିକ୍ଷା କରିବେ। ମୁଖ୍ୟମନ୍ତ୍ରୀ ପ୍ରଥମେ ଅନୁଗୋଳ ଷ୍ଟାଡିୟମ୍‌ଠାରେ ପହଞ୍ଚି...

ଅତୀତକୁ ବଦଳାଇପାରିବି ନାହିଁ, ଭବିଷ୍ୟତ ତିଆରି କରିପାରିବି: ସଂତୃପ୍ତ

ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଲୋକ ସଭା ସକାଶେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ୬୪ ପ୍ରାର୍ଥୀଙ୍କ ମଧ୍ୟରେ ସବୁଠାରୁ ଧନୀ ହେଉଛନ୍ତି କଟକ ସଂସଦୀୟ ଆସନର ବିଜେଡି ପ୍ରାର୍ଥୀ ସଂତୃପ୍ତ ମିଶ୍ର। ତାଙ୍କ ସ୍ଥାବର ଓ ଅସ୍ଥାବର ସମ୍ପତ୍ତିର ମୂଲ୍ୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri