ରାଜ୍ୟ

ଋତୁସ୍ରାବ ସମୟରେ ସବୈତନିକ ଛୁଟି ପାଇଁ ଜାତିସଂଘରେ ସ୍ବର ଉଠାଇଲେ ଓଡ଼ିଆ ଝିଅ

ଭୁବନେଶ୍ୱର, ୧୨।୫(ଅସମାପିକା ସାହୁ)ଋତୁସ୍ରାବ ସମୟରେ ସବୈତନିକ ଛୁଟି ପାଇଁ ଜାତିସଂଘରେ ଓଡ଼ିଆ ଝିଅ ସ୍ବର ଉଠାଇଛନ୍ତି। କେନିଆର ନାଇରୋବିରେ ମିଳିତ ଜାତିସଂଘର ନାଗରିକ ସମାଜ (ସିଭିଲ ସୋସାଇଟି) ସମ୍ମିଳନୀରେ ଓଡ଼ିଆ ଝିଅ ରଞ୍ଜିତା ପ୍ରିୟଦର୍ଶିନୀ ‘ପେଡ୍‌ ପିରିଅଡ୍‌ ଲିଭ୍‌’ ନେଇ...

ରାତି ଅଧରେ ଘଡ଼ଘଡ଼ି ସହ ବର୍ଷା, ପବନ

ଭୁବନେଶ୍ୱର,୧୨।୫(ଅନୁରାଧା ମହାରଣା)ଶନିବାର ରାତି ପ୍ରାୟ ସାଢ଼େ ୧୧ଟାରେ ରାଜଧାନୀ ଆକାଶରେ ହଠାତ୍‌ ଘୋଟି ଆସିଥିଲା କଳା ହାଣ୍ଡିଆ ମେଘ। ପ୍ରାୟ ୧ଘଣ୍ଟା ଧରି ପ୍ରବଳ ବର୍ଷା ସାଙ୍ଗକୁ ପବନ ଓ ଘଡ଼ଘଡ଼ି ବିଜୁଳି ରାଜଧାନୀବାସୀଙ୍କୁ ଆତଙ୍କିତ କରିଥିଲା। ଘଣ୍ଟାପ୍ରତି ୪୦ରୁ...

ଏଥର ଚାପ ଖେଳିପାରିଲେନି ବାବାମଣି

ଭଦ୍ରକ,୧୨ା୫(ସନାତନ ରାଉତ)ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିର ବାବା ଆଖଣ୍ଡଳମଣିଙ୍କ ପୀଠରେ ଚନ୍ଦନ ପୂର୍ଣ୍ଣିମା ପାଇଁ ଏଥର ଚାପ ଖେଳ ହୋଇପାରିଲା ନାହିଁ। ଏହାକୁ ନେଇ ଭକ୍ତଙ୍କ ମଧ୍ୟରେ ନିରାଶ ଦେଖାଦେଇଛି। ଶିବଗଙ୍ଗା ପୁଷ୍କରିଣୀ ଶୁଖିଲା ପଡ଼ିଥିବାରୁ ବାବା ଚନ୍ଦ୍ରଶେଖରଙ୍କ...

୫ ବର୍ଷ ମୋତେ ଦିଅନ୍ତୁ, ଓଡ଼ିଶା ୧ ନଂ ହେବ: ମୋଦି

ଫୁଲବାଣୀ, ୧୨ା୫ (ରାକେଶ କୁମାର ରାଉତ)କନ୍ଧମାଳ ଜିଲା ଫୁଲବାଣୀଠାରେ ଶନିବାର ଆୟୋଜିତ ଭାଜପା ସଂକଳ୍ପ ସମାବେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗଦେଇ ରାଜ୍ୟ ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଠନ କରିବାକୁ ଆହ୍ବାନ ଦେଇଛନ୍ତି।...

ଦଳକୁ ବଳ ଯୋଗାଇବେ ହେଭିୱେଟ୍‌

ଅନୁଗୋଳ,୧୨।୫ (ଅମିତ କୁମାର ସାମଲ)ଅନୁଗୋଳ ଜିଲାର ୫ ବିଧାନସଭା ଆସନରେ ଆସନ୍ତା ୨୫ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ। ହାତରେ ଆଉ ମାତ୍ର ଦିନକେଇଟା ଥିବାରୁ ୩ ପ୍ରମୁଖ ଦଳ ବିଜେଡି, ଭାଜପା ଓ କଂଗ୍ରେସ ବିଧାୟକ ପ୍ରାର୍ଥୀମାନେ ପ୍ରଚାର...

ଜୁଆର ଉଠିଲେ ଘରେ ପଶୁଛି ପାଣି

କେନ୍ଦ୍ରାପଡ଼ା,୧୨ା୫ (ଜଗନ୍ନାଥ ଧଳ)ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ପାଇଁ ପ୍ରତିବର୍ଷ ଜିଲାସ୍ତରୀୟ ପ୍ରଶାସନିକ କମିଟିର ବୈଠକ ହେଉଛି ା ବୈଠକରେ ଚିରାଚରିତ ଢ଼ଙ୍ଗରେ ବିପର୍ଯ୍ୟୟ ସମୟରେ ଏହାର ପରିଚାଳନାକୁ ଗୁରୁତ୍ୱ ଦିଆଯାଉଛି। ଏଥିରେ ବିପର୍ଯ୍ୟୟ ସମୟରେ ପ୍ରାକ୍‌ ପ୍ରସ୍ତୁତି, ଉଦ୍ଧାର, ଥଇଥାନ,...

ପଟ୍ଟାମୁଣ୍ଡାଇ ଡାକବଙ୍ଗଳା ଶୂନ୍‌

ପଟ୍ଟାମୁଣ୍ଡାଇ,୧୨ା୫ (କଳ୍ପତରୁ ନାୟକ)ରାଜ୍ୟର ଅନ୍ୟ ବ୍ଲକ ଓ ମ୍ୟୁନିସିପାଲଟି ଯେଉଁ ପରି ଭାବେ ବିକାଶ ହୋଇଚାଲିଛି ତାହା ପଟ୍ଟାମୁଣ୍ଡାଇରେ ପରିଲକ୍ଷିତ ହେଉନାହିଁ। ଗତ କିଛି ବର୍ଷ ହେବ ପଟ୍ଟାମୁଣ୍ଡାଇ ଡାକବଙ୍ଗଳା ଶୂନ୍‌ ହୋଇପଡିଛି। ବାରମ୍ବାର ଦାବି ହୋଇଆସୁଥିଲେ ମଧ୍ୟ ଏହା...

ଏସ୍‌ସିବିରେ ରୋଗୀ ସେବା ବିପର୍ଯ୍ୟସ୍ତ

କଟକ,୧୨ା୫(ଶିଳ୍ପା ପ୍ରିୟଦର୍ଶିନୀ)ଏସ୍‌ସିବି ମେଡିକାଲକୁ ଏମ୍ସ ପ୍ଲସ୍‌ରେ ପରିଣତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଉଦ୍ୟମ ଜାରି ରହିଛି। ମେଡିକାଲର ଭିତ୍ତିଭୂମୀକୁ ସୁଦୃଢ କରାଯାଉଛି। ହେଲେ ଏଠାରେ ରୋଗୀସେବା ବିପର୍ଯ୍ୟସ୍ତ ହେବାରେ ଲାଗିଛି। ବିଭିନ୍ନ ସ୍ଥାନରୁ ଆସୁଥିବା ରୋଗୀଙ୍କୁ ଠିକ୍‌ଭାବେ...

ଅମୃତ ସରୋବର ଯୋଜନା ସ୍ବପ୍ନ

ଓଡ଼ଗାଁ,୧୨ା୫(ଆଦର୍ଶ କୁମାର ପଟ୍ଟନାୟକ)ସମ୍ପ୍ରତି ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ନୟାଗଡ଼ ଜିଲା ଓଡ଼ଗାଁ ବ୍ଲକ ଅଞ୍ଚଳରେ ପାରଦ ୪୨ ଡିଗ୍ରୀ ଉପରେ ରହୁଛି। ଲୋକେ ନିତ୍ୟବ୍ୟବାହାର୍ଯ୍ୟ ପାଣି ସହିତ ପାନୀୟ ଜଳ ପାଇଁ ନାହିଁ ନ ଥିବା ହଇରାଣ...

ମହାନଦୀରେ ବେଆଇନ ବାଲିଘାଟକୁ ଅନୁକମ୍ପା

ନୟାଗଡ଼,୧୨।୫(ଲୋକନାଥ ମିଶ୍ର)ନୟାଗଡ଼ ଜିଲାରେ ମହାନଦୀରେ ବେଆଇନ ବାଲିଘାଟକୁ ଅନୁକମ୍ପା ଦେଖାଇ ନୟାଗଡ଼ ଜିଲା ପ୍ରଶାସନ ସନ୍ଦେହ ଘେରକୁ ଆସିଛି । କେତେଜଣ ସରକାରୀ ଅଧିକାରୀ ଓ କର୍ମଚାରୀଙ୍କ ଅନୁକମ୍ପା ଯୋଗୁ ସରକାର ଅନେକ କୋଟି ଟଙ୍କାର ରାଜସ୍ବ ହରାଉଛନ୍ତି। ମହାନଦୀର...

ମାଆ ଯାହାର ସାହା…

ଭୁବନେଶ୍ୱର, ୧୨।୫ (ବନ୍ଦନା ସେଠୀ)ମାଆ ଡାକରେ ଯେତିକି ମାଧୁର୍ଯ୍ୟ ଭରି ରହିଛି, ତାହା ସଂସାରର କୌଣସି ଶବ୍ଦରେ ନାହିଁ। ସନ୍ତାନର ଖୁସି ପାଇଁ ସେ ନିଜକୁ ତିଳତିଳ କରି ଜାଳିପାରେ। ସନ୍ତାନ ଉପରେ ବିପଦ ଆସିଲେ ସେ ପାହାଡ଼ ଭଳି...

ବାୟୋପିକ୍‌ ଆସିବା ଆବଶ୍ୟକ

ଭୁବନେଶ୍ୱର,୧୨।୫(ଶର୍ମିଷ୍ଠା ପାଣିଗ୍ରାହୀ)ନନ୍ଦିନୀ ଶତପଥୀ କେବଳ ଓଡ଼ିଶାର ଝିଅ ନୁହନ୍ତି, ସମଗ୍ର ଭାରତବର୍ଷର ଝିଅ। ତାଙ୍କ ଭଳି ବ୍ୟକ୍ତିତ୍ୱଙ୍କୁ ସମସ୍ତେ ଜାଣିବା ଆବଶ୍ୟକ। ମାତ୍ର ଦୁଃଖର ବିଷୟ ତାଙ୍କୁ ଆମେ ବହୁତ କମ୍‌ ଜାଣୁ। ମୁଁ ମଧ୍ୟ ଯେବେ ତାଙ୍କ ବିଷୟରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri