ରାଜ୍ୟ

୧୯ରେ ଆଣ୍ଡାମାନ ଛୁଇଁବ ମୌସୁମୀ

ଭୁବନେଶ୍ୱର,୧୪।୫(ଅସମାପିକା ସାହୁ):ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆସନ୍ତା ୧୯ ତାରିଖ ସୁଦ୍ଧା ଦକ୍ଷିଣ ଆଣ୍ଡାମାନ ସାଗର, ନିକୋବର ଦ୍ୱୀପ ଏବଂ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଛୁଇଁବ। ଏଥିପାଇଁ ପାଗ ଅନୁକୂଳ ରହିଛି। ଗତବର୍ଷ ମଧ୍ୟ ଏହି ସମୟରେ ଏସବୁ ଅଞ୍ଚଳକୁ ଦକ୍ଷିଣ-ପଶ୍ଚିମ ମୌସୁମୀ...

ସ୍ବାଧୀନ ବିଧାୟକ ପ୍ରାର୍ଥୀ ଶିବଶଙ୍କର-ପ୍ରଦୀପ ପାଣିଗ୍ରାହୀ ହାତାହାତି

ବ୍ରହ୍ମପୁର,୧୩।୫: ଭାଜପା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ ଏବଂ ସ୍ବାଧୀନ ବିଧାୟକ ପ୍ରାର୍ଥୀ ଶିବଶଙ୍କର ଦାସ ହାତାହାତି ହୋଇଛନ୍ତି। ଗୋଷାଣୀ ନୂଆଗାଁ ଉତ୍କଳମଣି ୟୁପି ସ୍କୁଲ ବୁଥ ଆଗରେ ମୁହଁମୁହିଁ ହୋଇଛନ୍ତି। ଏହି ଆକ୍ରମଣରେ ପ୍ରଦୀପ ପାଣିଗ୍ରାହୀ ସାମାନ୍ୟ ଆହତ ସୂଚନା...

ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ଚାଲିଗଲା ୨ ନାବାଳକଙ୍କ ଜୀବନ

ମାଲକାନଗିରି,୧୩ା୫(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ ବିଜାପୁର ଜିଲାରେ କ୍ଷେତରେ ଖଞ୍ଜା ଯାଇଥିବା ୟୁଜିବି ଲ୍ୟାଣ୍ଡମାଇନ୍‌ ସଂସ୍ପର୍ଶରେ ଆସି ସୋମବାର ୨ ନାବାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବୋଡଗା ଗ୍ରାମର ଲକ୍ଷ୍ମଣ ଓୟାମ (୧୩) ଓ ବେଟି ଓୟାମ (୧୧)। ମିଳିଥିବା...

ବୋଲେରୋରୁ ମିଳିଲା ୨ଲକ୍ଷ ୬୪ ହଜାରରୁ ଅଧିକ ଟଙ୍କା

ବାରିପଦା,୧୨।୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗରିପୋଷି ବିଧାନସଭା ନିର୍ବାଚନ ମଣ୍ଡଳୀ ଶାମାଖୁଣ୍ଟା ବ୍ଳକ ରଙ୍ଗମାଟିଆ ଛକରୁ ଏକ ବୋଲେରୋ ଗାଡିରୁ ବିପୁଳ ପରିମାଣର ଟଙ୍କା ଜବତ କରାଯାଇଛି । ୪ ନମ୍ବର ଫ୍ଲାଇଂ ସ୍କ୍ବାଡ୍‌ ଅଧିକାରୀମାନେ ଯାଞ୍ଚ କରିବା...

କୋଟିଆରେ ୭୬.୫୩ ପ୍ରତିଶତ ମତଦାନ: ଭୋଟରଙ୍କ ପାଇଁ ତତ୍ପରତା ଦେଖାଇଲା ଓଡ଼ିଶା, ଆନ୍ଧ୍ର

ପଟ୍ଟାଙ୍ଗି,୧୩ା୫(ଶରତ ଧଳ): ପ୍ରଥମ ପର୍ଯ୍ୟାୟ ଲୋକ ସଭା ଏବଂ ବିଧାନସଭା ନିର୍ବାଚନରେ ସୋମବାର ଭୋଟର ନିଜ ନିଜ ମତ ସାବ୍ୟସ୍ତ କରିଛନ୍ତି। ସୀମାନ୍ତ ଭୋଟରଙ୍କ ପାଇଁ ଓଡ଼ିଶା-ଆନ୍ଧ୍ର ଦୁଇ ରାଜ୍ୟର ଜିଲା ଓ ବ୍ଲକ ପ୍ରଶାସନ ଭୋଟରଙ୍କୁ ଗାଡିରେ ମତଦାନ...

ବୁଥ ନ ହେବାରୁ ଭୋଟ ଦେଲେନି ଗ୍ରାମବାସୀ

କୋକସରା,୧୩।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ସୋମବାର ପ୍ରଥମ ପର୍ଯ୍ୟାୟ ଲୋକସଭା ଓ ବିଧାନସଭା ପାଇଁ ମତଦାନ ପ୍ରକିୟା ଶେଷ ହୋଇଛି। ଏହି ପରିପ୍ରେକ୍ଷୀରେ କଳାହାଣ୍ଡି ଜିଲାରେ ମତଦାନ ହୋଇଥିବା ବେଳେ ଗାଁରେ ମତଦାନ କେନ୍ଦ୍ର କରିବାକୁ ଦାବି କରି ଭୋଟ ବର୍ଜନ...

ଚେକିଂ ବେଳେ କାର୍‌ରୁ ବିପୁଳ ପରିମାଣର ଟଙ୍କା ଜବତ

ବୌଦ୍ଧ,୧୩।୫ (ଅଜିତ କୁମାର ବାରିକ): ବୌଦ୍ଧ ନିର୍ବାଚନ ମଣ୍ଡଳୀ ୫୭ନଂ ଜାତୀୟ ରାଜପଥର ପୁରୁଣାକଟକ ଥାନା କରଡାକୋଠା ନିକଟରେ ଗାଡି ଯାଞ୍ଚ ବେଳେ ଏକ କାର୍‌ରୁ ବିପୁଳ ପରିମାଣର ଟଙ୍କା ପୁରୁଣାକଟକ ପୋଲିସ ଜବତ କରିଛି। ଏକ କଳା ରଙ୍ଗର...

ମାଓବାଦୀ ଅଞ୍ଚଳରୁ ହେଲିକପ୍ଟରରେ ଫେରିଲେ ପୋଲିଂ ପାର୍ଟି

ନୂଆପଡ଼ା,୧୩।୫(ମକାରୁ ବେମାଲ): ନୂଆପଡ଼ା ଜିଲା ମାଓବାଦୀ ଉପଦ୍ରୁତ ସୁନାବେଡ଼ା ଅଭୟାରଣ୍ୟ ଅଞ୍ଚଳରେ ସୋମବାର ପୋଲିଂ ପାର୍ଟି ଭୋଟ ଗ୍ରହଣ ଶେଷ କରି ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ଅପରାହ୍ନରେ ଫେରିଆସିଛନ୍ତି। ସୂଚନା ଯୋଗ୍ୟ, ଅଭୟାରଣ୍ୟ ଭିତରେ ୫ଟି ପୋଲିଂ ବୁଥ ସୁନାବେଡା,...

ବିଜେଡି ଏମ୍‌ପି, ଏମ୍‌ଏଲ୍‌ଏ ପ୍ରାର୍ଥୀଙ୍କ ନିର୍ବାଚନ ପ୍ରଚାର ବେଳେ ମହୁମାଛି ଆକ୍ରମଣ

ସୋନପୁର,୧୩।୫(ମୃତ୍ୟୁଞ୍ଜୟ ଶତପଥୀ): ବଲାଙ୍ଗୀର ଲୋକସଭା ଆସନ ବିଜେଡି ପ୍ରାର୍ଥୀ ସୁରେନ୍ଦ୍ର ସିଂ ଭୋଇ ଏବଂ ବୀରମହାରାଜପୁର ବିଧାନସଭା ପ୍ରାର୍ଥୀ ପଦ୍ମନାଭ ବେହେରା ସୋମବାର ବିନିକା ବ୍ଲକ କଇନ୍ତରା ଗାଁରେ ନିର୍ବାଚନ ପ୍ରଚାର କରୁଥିବା ବେଳେ ଏକ ଅଘଟଣ ଘଟିଛି। ନିର୍ବାଚନ...

୨ ପ୍ରିଜାଇଡିଂ ଅଫିସର୍‌ଙ୍କୁ ସସ୍‌ପେଣ୍ଡ ସହ ଗିରଫ ନିର୍ଦ୍ଦେଶ ଦେଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

ଭୁବନେଶ୍ୱର,୧୩।୫: ରାଜ୍ୟରେ ଆଜି ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଚାଲିଛି। କାଁ ଭାଁ ହିଂସାକାଣ୍ଡକୁ ଛାଡିଦେଲେ ମତଦାନ ସୁରୁଖୁରୁରେ ଚାଲିଛି। ଏସବୁ ଭିତରେ ଗଞ୍ଜାମର ୨୭ ଏବଂ ୧୬୩ ନମ୍ବର ବୁଥ୍‌ର ପ୍ରିଜାଇଡିଂ ଅଫିସରଙ୍କୁ ସସ୍‌ପେଣ୍ଡ ସହ ଗିରଫ ନିର୍ଦ୍ଦେଶ ଦେଇଛନ୍ତି...

ଓଡ଼ିଶା ଆସିବେ ରାହୁଲ-ଖାର୍ଗେ, ଭୁବନେଶ୍ବରରେ କରିବେ ପ୍ରେସମିଟ୍‌

ଭୁବନେଶ୍ୱର,୧୩।୫: ଓଡ଼ିଶା ଗସ୍ତରେ ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ। ୧୫ ତାରିଖରେ ରାହୁଲ ବଲାଙ୍ଗୀରରେ ସଭା କରିବାର କାର୍ଯ୍ୟକ୍ରମ ଥିବା ବେଳେ ୧୬ ତାରିଖରେ କନ୍ଧମାଳରେ ସଭାରେ ଯୋଗଦେବେ ଖାର୍ଗେ। ଏନେଇ...

ନିର୍ବାଚନ ପରିଚାଳନାରେ ତ୍ରୁଟି: ସସ୍‌ପେଣ୍ଡ ହେଲେ ୨ ପୋଲିଂ ଅଫିସର

ଭୁବନେଶ୍ୱର,୧୩।୫: ନିର୍ବାଚନ ପରିଚାଳନାରେ ତ୍ରୁଟି ପାଇଁ ୨ ଜଣ ପୋଲିଂ ଅଫିସରଙ୍କୁ ସସ୍‌ପେଣ୍ଡ କରାଯାଇଛି। ସେମାନେ ହେଲେ କଳାହାଣ୍ଡି ଜିଲା ନର୍ଲାର ଏକ ବୁଥରେ ନିୟୋଜିତ ତେଜାଂଶୁ ସାହୁ ଓ ଗଞ୍ଜାମ ଜିଲାରେ ଜଣେ ପୋଲିଂ ଅଧିକାରୀ। ମୁଖ୍ୟ ନିର୍ବାଚନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri