ରାଜ୍ୟ

ମହାନଦୀରେ ବେଆଇନ ବାଲିଘାଟକୁ ଅନୁକମ୍ପା

ନୟାଗଡ଼,୧୨।୫(ଲୋକନାଥ ମିଶ୍ର)ନୟାଗଡ଼ ଜିଲାରେ ମହାନଦୀରେ ବେଆଇନ ବାଲିଘାଟକୁ ଅନୁକମ୍ପା ଦେଖାଇ ନୟାଗଡ଼ ଜିଲା ପ୍ରଶାସନ ସନ୍ଦେହ ଘେରକୁ ଆସିଛି । କେତେଜଣ ସରକାରୀ ଅଧିକାରୀ ଓ କର୍ମଚାରୀଙ୍କ ଅନୁକମ୍ପା ଯୋଗୁ ସରକାର ଅନେକ କୋଟି ଟଙ୍କାର ରାଜସ୍ବ ହରାଉଛନ୍ତି। ମହାନଦୀର...

ମାଆ ଯାହାର ସାହା…

ଭୁବନେଶ୍ୱର, ୧୨।୫ (ବନ୍ଦନା ସେଠୀ)ମାଆ ଡାକରେ ଯେତିକି ମାଧୁର୍ଯ୍ୟ ଭରି ରହିଛି, ତାହା ସଂସାରର କୌଣସି ଶବ୍ଦରେ ନାହିଁ। ସନ୍ତାନର ଖୁସି ପାଇଁ ସେ ନିଜକୁ ତିଳତିଳ କରି ଜାଳିପାରେ। ସନ୍ତାନ ଉପରେ ବିପଦ ଆସିଲେ ସେ ପାହାଡ଼ ଭଳି...

ବାୟୋପିକ୍‌ ଆସିବା ଆବଶ୍ୟକ

ଭୁବନେଶ୍ୱର,୧୨।୫(ଶର୍ମିଷ୍ଠା ପାଣିଗ୍ରାହୀ)ନନ୍ଦିନୀ ଶତପଥୀ କେବଳ ଓଡ଼ିଶାର ଝିଅ ନୁହନ୍ତି, ସମଗ୍ର ଭାରତବର୍ଷର ଝିଅ। ତାଙ୍କ ଭଳି ବ୍ୟକ୍ତିତ୍ୱଙ୍କୁ ସମସ୍ତେ ଜାଣିବା ଆବଶ୍ୟକ। ମାତ୍ର ଦୁଃଖର ବିଷୟ ତାଙ୍କୁ ଆମେ ବହୁତ କମ୍‌ ଜାଣୁ। ମୁଁ ମଧ୍ୟ ଯେବେ ତାଙ୍କ ବିଷୟରେ...

ନନ୍ଦିନୀଙ୍କୁ ଜାଣିବା ଆଜିର ପିଢ଼ିର ଉତ୍ତରଦାୟିତ୍ୱ

ଭୁବନେଶ୍ୱର,୧୨।୫(ଶର୍ମିଷ୍ଠା ପାଣିଗ୍ରାହୀ)ନନ୍ଦିନୀ ଶତପଥୀ ଯାହା ସବୁ କରିଯାଇଛନ୍ତି, ସେହି ତୁଳନାରେ ତାଙ୍କୁ କିଛି ମିଳିନାହିଁ। ତାଙ୍କ ସମ୍ପର୍କରେ ଅଧିକ ତଥ୍ୟ ନାହିଁ, ପାଠ୍ୟପୁସ୍ତକରେ ମଧ୍ୟ ତାଙ୍କ ନାମ ନାହିଁ। ବର୍ତ୍ତମାନର ପିଢ଼ି ତାଙ୍କୁ ପଢ଼ିଲେ, ତାଙ୍କ ସମ୍ପର୍କରେ କଥା ହେଲେ,...

ଉନ୍ମୋଚିତ ହେଲା ଜୀବନୀ ପୁସ୍ତକ ‘ନନ୍ଦିନୀ ଶତପଥୀ: ଦ ଆଇରନ ଲେଡି ଅଫ୍‌ ଓଡ଼ିଶା’

ଭୁବନେଶ୍ୱର,୧୧।୫(ଶର୍ମିଷ୍ଠା ପାଣିଗ୍ରାହୀ): ନନ୍ଦିନୀ ଶତପଥୀ ଯାହା ସବୁ କରିଯାଇଛନ୍ତି ସେ ତୁଳନାରେ ତାଙ୍କୁ କିଛି ମିଳିନି। ତାଙ୍କ ସମ୍ପର୍କରେ ଅଧିକ ତଥ୍ୟ ନାହିଁ, ପାଠ୍ୟପୁସ୍ତକରେ ମଧ୍ୟ ତାଙ୍କ ନାମ ନାହିଁ। ବର୍ତ୍ତମାନର ପିଢ଼ୀ ତାଙ୍କୁ ପଢ଼ିଲେ, ତାଙ୍କ ସମ୍ପର୍କରେ କଥା...

‘ମୋର ମନେ ଅଛି କି ନାହିଁ ଓଡ଼ିଶାବାସୀ ଜାଣିଛନ୍ତି’, ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଜବାବ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମାଲୋଚନା ପରେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଜୁନ ୧୦ରେ ବି ନୁହେଁ ଆଉ ୧୦ ବର୍ଷ ପରେ ବି ଭାଜପା ଓଡ଼ିଶାବାସୀଙ୍କ ହୃଦୟ ଜିତିପାରିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

ବିଜେଡି ଛାଡ଼ିଲେ ସାଧୁ ନେପାକ

ବରଗଡ଼,୧୧ା୫(ପ୍ରେମାନନ୍ଦ ଖମାରୀ): ରାଜ୍ୟ ଯୋଜନା ବୋର୍ଡ ସଦସ୍ୟ ତଥା ବରଗଡ଼ର ପୂର୍ବତନ ବିଧାୟକ ତଥା ସାଧୁ ନେପାକ ଶନିବାର ବିଜେଡିରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇ ଦେଇଛନ୍ତି।...

ବରଗଡ଼ ଆସିବେ ମୁଖ୍ୟମନ୍ତ୍ରୀ, ରହିଛି ଏମିତି ସବୁ କାର୍ଯ୍ୟସୂଚୀ…

ବରଗଡ଼,୧୧ା୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ଦଳୀୟ ପ୍ରାର୍ଥୀଙ୍କ ପ୍ରଚାର ପାଇଁ ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବରଗଡ଼ ଗସ୍ତ କାର୍ଯ୍ୟକ୍ରମ ରହିଛି। କାର୍ଯ୍ୟକ୍ରମ ଅନୁଯାୟୀ, ହେଲିକପ୍ଟର ଯୋଗେ ଆସି ମୁଖ୍ୟମନ୍ତ୍ରୀ ଅପରାହ୍ନ ୪ଟାରେ ସ୍ଥାନୀୟ ଜର୍ଜ ହାଇସ୍କୁଲ ପଡ଼ିଆର ଅସ୍ଥାୟୀ...

ଚିତ୍ରକୋଣ୍ଡାରେ ବାବୁଶାନ, ଏଲିନାଙ୍କ ରୋଡ୍‌ ଶୋ’

ଚିତ୍ରକୋଣ୍ଡା,୧୧ା୫(କ୍ଷୀରୋଦ ବେହେରା): ମାଲକାନଗିରି ଜିଲା ଚିତ୍ରକୋଣ୍ଡାରେ ବିଜେଡି ପକ୍ଷରୁ ବିଧାୟିକା ପ୍ରାର୍ଥିନୀ ଲଷ୍ମୀପ୍ରିୟା ନାୟକଙ୍କ ପାଇଁ ଓଲିଉଡ୍‌ ଷ୍ଟାର୍‌ ତଥା ଅଭିନେତା ବାବୁଶାନ ମହାନ୍ତି ଓ ଅଭିନେତ୍ରୀ ଏଲିନା ସାମନ୍ତରାୟଙ୍କୁ ନେଇ ରୋଡ୍‌ ଶୋ’ କରାଯାଇଛି। ଚିତ୍ରକୋଣ୍ଡାଠାରୁ ଗୁରୁପ୍ରିୟା ପର୍ଯ୍ୟନ୍ତ...

କୋରାପୁଟରେ ୧୪୪ ଧାରା ଜାରିକଲେ ଜିଲାପାଳ

କୋରାପୁଟ,୧୧ା୫(ଅମିତାଭ ବେହେରା): ଆସନ୍ତା ୧୩ ତାରିଖରେ ହେବାକୁ ଥିବା ସାଧାରଣ ନିର୍ବାଚନ ନିମନ୍ତେ ଶନିବାର ସନ୍ଧ୍ୟା ୬ଟାରୁ କୋରାପୁଟ ଜିଲା ବ୍ୟାପି ୧୪୪ ଧାରା ଜାରି କରିଛନ୍ତି କୋରାପୁଟ ଜିଲାପାଳ। ଶନିବାର କୋରାପୁଟ ଜିଲାପାଳ ପତ୍ରସଂଖ୍ୟା ୨୪୦୨/୧୧.୫.୨୪ ଜରିଆରେ ଏହି...

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ବାଘ ‘ନନ୍ଦନ’ର ଦେହାନ୍ତ

ଭୁବନେଶ୍ୱର,୧୧।୫: ଶନିବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଥିବା ‘ନନ୍ଦନ’ ନାମକ ଏକ ରୟାଲ ବେଙ୍ଗଲ ଟାଇଗରର ମୃତ୍ୟୁ ହୋଇଛି। ଏନେଇ ପ୍ରାଣୀ ଉଦ୍ୟାନର ଅଧିକାରୀମାନେ ସୂଚନା ଦେଇଛନ୍ତି। ୧୭ ବର୍ଷ ବୟସ୍କ ନନ୍ଦନ ଗତ ତିନିମାସ ଧରି ଅସୁସ୍ଥ ହୋଇପଡିଥିଲା।...

ଧାରୁଆ କାତିରେ କାଟି ଦାଦାଙ୍କ ମୁଣ୍ଡଗଣ୍ଡି ଅଲଗା କରିଦେଲେ ପୁତୁରା

ଏମ୍‌ଭି-୭୯,୧୧ା୫(ଭିକି ବାରିକ): ମାଲକାନଗିରି ଜିଲା କାଲିମେଳା ବ୍ଲକ ଏମ୍‌ଭି-୭୯ ଥାନା ଅନ୍ତର୍ଗତ ତେଲରାଇ ପଞ୍ଚାୟତ ଇପିଗୁଡା ଗ୍ରାମରେ ଶନିବାର ଆଦିବାସୀଙ୍କ ଆମ୍ବପରବ ପୂଜା ଚାଲିଥିବା ସମୟରେ ହଠାତ୍‌ ଦାଦା-ପୁତୁରାଙ୍କ ମଧ୍ୟରେ ପାରିବାରିକ କଳହକୁ ନେଇ ବଚସା ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri