ରାଜ୍ୟ

ସୁନ୍ଦରଗଡ଼କୁ ନୂଆ ପରିଚୟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ, ରାଜଗାଙ୍ଗପୁର, ରାଉରକେଲା୧୧ା୫(ଜୟ ନାରାୟଣ ମେଣ୍ଡୁଳି/ ଅଶୋକ ପାଣି/ ଦିନେଶ ମିଶ୍ର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଦିବାସୀଙ୍କୁ ଭଲ ପାଆନ୍ତି। ରାଜ୍ୟର ସବୁ ବର୍ଗର ଲୋକଙ୍କ ବିକାଶ ପାଇଁ ବିଭିନ୍ନ ଯୋଜନା କରିଛନ୍ତି। ଆପଣମାନଙ୍କୁ ୧୦୦ ୟୁନିଟ୍‌ ପର୍ଯ୍ୟନ୍ତ ମାଗଣାରେ...

ଭାଜପା ସରକାର ଆସିଲେ ରାମରାଜ୍ୟ ହେବ: ରାଜନାଥ

ରଣପୁର,୧୧ା୫(ସୁକାନ୍ତ କିଶୋର ଡାକୁଆ): ନୟାଗଡ଼ ଜିଲା ରଣପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପାର ବିଜୟ ସଂକଳ୍ପ ସମାବେଶ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଯୋଗଦେଇ ଓଡ଼ିଶାରେ ଭାଜପା ସରକାର ଆସିଲେ ରାମ ରାଜ୍ୟ ହେବ ବୋଲି...

ଗର୍ଭବତୀଙ୍କୁ ୪ କି.ମି. ଚଲାଇନେଲେ

ଭବାନୀପାଟଣା,୧୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ପୁଣି ଜନନୀ ଯନ୍ତ୍ରଣାର ଏକ ଚିତ୍ର ସାମ୍‌ନାକୁ ଆସିଛି। ରାସ୍ତା ନ ଥିବାରୁ ଗାଁକୁ ଆମ୍ବୁଲାନ୍ସ ଯାଇପାରିଲା ନାହିଁ। ଫଳରେ ୪ କି.ମି. ଚାଲି ଚାଲି ଡାକ୍ତରଖାନା ଗଲେ ଗର୍ଭବତୀ ମହିଳା। ଏଭଳି...

ଓଡ଼ିଶାରେ ଆସିବ ଟର୍ନିଂ ପଏଣ୍ଟ: ମୋଦି

ଓଡ଼ିଶାରେ ଓଡ଼ିଆ ଅସ୍ମିତା ପ୍ରତି ବିପଦ ଦେଖାଦେଇଛି। ଏଠାରେ ରାଜା ମହାରାଜା ବେଳର ସ୍ଥିତି ବଳବତ୍ତର ରହିଛି। ତେଣୁ ଲୋକେ ପରିବର୍ତ୍ତନ ଚାହୁଁଛନ୍ତି। ଚଳିତ ନିର୍ବାଚନରେ ଓଡ଼ିଶାରେ ଟର୍ନିଂ ପଏଣ୍ଟ ଆସିବ ବୋଲି ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୁବନେଶ୍ୱରରେ...

ବୁଲାଣି ରାସ୍ତାରେ ୨ ବସ୍‌ ମୁହାଁମୁହିଁ: ଡ୍ରାଇଭରଙ୍କ ଜୀବନ ଗଲା, ୩୫ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ

ସୋନପୁର,୧୦।୫(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର-ସମ୍ବଲପୁର ରାସ୍ତାର ଉଲୁଣ୍ଡା ବ୍ଲକସ୍ଥିତ ଡୁଡୁପାଲି ଛକରେ ଶୁକ୍ରବାର ରାତିରେ ସଡକ ଦୁର୍ଘଟଣା ଘଟିଛି। ବୁଲାଣି ରାସ୍ତାରେ ୨ ଯାତ୍ରୀବାହୀ ବସ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି। ମୃତ ଡ୍ରାଇଭରଙ୍କ...

ୟୁଜିସି-ଏନ୍‌ଇଟି ଆବେଦନ ଅବଧି ବଢ଼ିଲା

ଭୁବନେଶ୍ୱର, ୧୦।୫(ଅସମାପିକା ସାହୁ) – ଆସନ୍ତା ମାସରେ ୟୁଜିସି-ଏନ୍‌ଇଟି ଅନୁଷ୍ଠିତ ହେବ। ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି(ଏନ୍‌ଟିଏ) ଦ୍ୱାରା ପରିଚାଳିତ ଏହି ପ୍ରବେଶିକା ପରୀକ୍ଷା ପାଇଁ ଆବେଦନ ଅବଧିକୁ ଆଉ ୫ଦିନ ବୃଦ୍ଧି କରାଯାଇଛି। ଏ ନେଇ ଶୁକ୍ରବାର ଏନ୍‌ଟିଏ ପକ୍ଷରୁ...

ମେଣ୍ଟକୁ ନେଇ ସଫାସଫା କହିଦେଲେ ମୋଦି, ଜାତୀୟ ଗଣମାଧ୍ୟମରେ ଚହଳ

ଭୁବନେଶ୍ୱର,୧୦।୪: ରାଜଧାନୀ ଭୁବନେଶ୍ୱରରେ ମେଗା ରୋଡ ଶୋ’ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତେବେ ଏହି ରୋଡ ଶୋ’ ପରେ ମେଣ୍ଟକୁ ନେଇ ଜାତୀୟ ଗଣମାଧ୍ୟମରେ ବଡ଼ ବୟାନ ଦେଇଛନ୍ତି ମୋଦି। ଯାହାପରେ ରାଜ୍ୟ ରାଜନୀତି ସରଗରମ ହୋଇ ଉଠିଛି।...

ଜାତୀୟ ଗଣମାଧ୍ୟମରେ ଓଡ଼ିଶାକୁ ନେଇ ମୋଦିଙ୍କ ବଡ଼ ବୟାନ, କହିଲେ ଏଥର…

ଭୁବନେଶ୍ୱର, ୧୦।୫: ରାଜଧାନୀ ଭୁବନେଶ୍ୱରରେ ମେଗା ରୋଡ ଶୋ’ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତେବେ ଏହି ରୋଡ ଶୋ’ ପରେ ଓଡ଼ିଶାକୁ ନେଇ ଜାତୀୟ ଗଣମାଧ୍ୟମରେ ବଡ଼ ବୟାନ ଦେଇଛନ୍ତି ମୋଦି। ସେ କହିଛନ୍ତି, ଓଡିଶାରେ ବିପୁଳ ସମର୍ଥନ...

ଏଥର ହ୍ବାଟ୍ସଆପ୍‌ରେ ମିଳିବ ମାଟ୍ରିକ୍‌ ପରୀକ୍ଷାଫଳ

କଟକ,୧୦ା୫ (କାର୍ତ୍ତିକ ସାହୁ)- ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷାଫଳ ଆସନ୍ତା ୨୦ ତାରିଖ ପରେ ପ୍ରକାଶ ପାଇବ। ଛାତ୍ରୀଛାତ୍ରମାନେ ପୂର୍ବରୁ ଏସ୍‌ଏମ୍‌ଏସ୍‌ ଓ ଓ୍ବେବ୍‌ସାଇଟ୍‌ରୁ ଡାଉନ୍‌ଲୋଡ୍‌ କରି ପରୀକ୍ଷାଫଳ ଜାଣୁଥିଲେ। ଏବେ ଆଉ ଏକ...

ବିଶାଳ ରାଲି ନୁହେଁ, ପ୍ରାର୍ଥିପତ୍ର ଦାଖଲ ପାଇଁ ସାଇକେଲରେ ପହଞ୍ଚିଲେ ସୁରଙ୍କ ପୁଅ ସିଦ୍ଧାର୍ଥ

ନିମାପଡ଼ା,୧୦ା୫: ପ୍ରାର୍ଥୀପତ୍ର ଦାଖଲ ସମୟରେ ସମସ୍ତ ପ୍ରାର୍ଥୀ ବିଶାଳ ରାଲି କରି ଯାଉଥିବା ନଜର ଆସିଥାଏ। ହେଲେ ନିମାପଡ଼ା ବିଧାନସଭା ଆସନର କଂଗ୍ରେସ ପ୍ରାର୍ଥୀ ସିଦ୍ଧାର୍ଥ ରାଉତରାୟ ଶୁକ୍ରବାର ଏକ ନିଆରା ଢଙ୍ଗରେ ପୁରୀ ଯାଇ ନାମାଙ୍କନପତ୍ର ଦାଖଲ କରିଛନ୍ତି।...

କୋର୍ଟ ଆସିଲେନି ଅନୁଭବ

କଟକ,୧୦ା୫ (କାର୍ତ୍ତିକ ସାହୁ) ବର୍ଷାଙ୍କୁ ନିର୍ଯାତନା ଦେବା ନେଇ ରୁଜୁ ମାମଲାରେ ଅନୁଭବ ମହାନ୍ତି ଶୁକ୍ରବାର କୋର୍ଟ ଆସିଲେ ନାହିଁ। ଚାର୍ଜ ଫ୍ରେମ ପାଇଁ ଶୁକ୍ରବାର କଟକ ଜେଏମ୍‌ଏଫ୍‌ସି ସ୍ବତନ୍ତ୍ର କୋର୍ଟରେ ଅନୁଭବ ଓ ତାଙ୍କ ଦୁଇ ସହଯୋଗୀ ହାଜର...

କମ୍ପିଲା ରାଜଧାନୀ, ଆରମ୍ଭ ହେଲା ମୋଦି ଶୋ’

ଭୁବନେଶ୍ୱର,୧୦।୫: ଆରମ୍ଭ ହେଲା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମେଗା ରୋଡ ଶୋ’। ଭୁବନେଶ୍ୱର ସ୍ଥିତ ଭାଜପା ରାଜ୍ୟ କାର୍ଯ୍ୟାଳୟରୁ ଆରମ୍ଭ ହୋଇଛି ମୋଦିଙ୍କ ରୋଡ ଶୋ’। ଯାହା ବାଣୀବିହାର ପର୍ଯ୍ୟନ୍ତ ଚାଲିବ। ଏହି ରୋଡ ଶୋ’ରେ ପ୍ରଧାନମନ୍ତ୍ରୀଙ୍କ ସହ ରାଜ୍ୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri