ରାଜ୍ୟ

ବକୁଳରେ ଉନ୍ମୋଚନ ହେବ ନନ୍ଦିନୀଙ୍କ ଜୀବନୀ

ଭୁବନେଶ୍ୱର,୧୦ା୫(ଶର୍ମିଷ୍ଠା ପାଣିଗ୍ରାହୀ):ଓଡ଼ିଶାର ପ୍ରଥମ ଏବଂ ଏକ ମାତ୍ର ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ଉପରେ ଲିଖିତ ଜୀବନୀ (ବାୟୋଗ୍ରାଫି) ‘ନନ୍ଦିନୀ ଶତପଥୀ: ଦ ଆଇରନ୍‌ ଲେଡି ଅଫ୍‌ ଓଡ଼ିଶା’ ମେ’ ୧୧ ତାରିଖରେ ସତ୍ୟନଗରସ୍ଥିତ ବକୁଳ ଲାଇବ୍ରେରିରେ ଉନ୍ମୋଚନ ହେବ।...

କର୍କଟ ପୀଡ଼ିତାଙ୍କ ପାଇଁ କେଶ ଦାନକଲେ ସଂଯୁକ୍ତା

ରାଜକନିକା,୧୦ା୫(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ଜୟନଗର ପଞ୍ଚାୟତ ବଜରପୁରର ସୁରେଶ ଚନ୍ଦ୍ର ନାୟକଙ୍କ ସ୍ତ୍ରୀ ସଂଯୁକ୍ତା ନାୟକ କର୍କଟ ପୀଡ଼ିତାଙ୍କ ଉଦ୍ଦେଶ୍ୟରେ ତାଙ୍କର ୨୫ ଇଞ୍ଚର କେଶ ଦାନ କରିଛନ୍ତି। ସେ ଜଣେ ଗୃହିଣୀ। ସେ...

ଗାଁକୁ ଫେରିଲା ଦୁଇ ଦାଦନ ଶ୍ରମିକଙ୍କ ମୃତଦେହ

ଗୋପାଳପୁର,୯ା୫(ନବୀନ ରାଜ ଆଚାରୀ): ତେଲଙ୍ଗାନା ରାଜ୍ୟର ହାଇଦ୍ରାବାଦକୁ ଦାଦନ ଖଟିବାକୁ ଯାଇ ଆକ୍ରମଣର ଶିକାର ହୋଇ ୨ ଶ୍ରମିକଙ୍କ ମୃତ୍ୟୁ ଘଟିଛି l ଗୁରୁବାର ଉଭୟଙ୍କ ମୃତଦେହ ରଣ୍ଢା ସରପଞ୍ଚ ଅଜିତ ରାଉଳଙ୍କ ସହାୟତାରେ ଗ୍ରାମରେ ପହଞ୍ଚିଛି। ମୃତଦେହ ଗାଁରେ...

ବିଜେଡିର ଇସ୍ତାହାରରେ ମହିଳାଙ୍କୁ ଗୁରୁତ୍ୱ, ଏସଏଚ୍‌ଜି ମହିଳାଙ୍କୁ ମିଳିବ…

ଭୁବନେଶ୍ୱର,୯।୫: ନିର୍ବାଚନୀ ଇସ୍ତାହାର ପ୍ରକାଶ କଲା ବିଜେଡି। ଗୁରୁବାର ଏକ ଭିଡିଓ ବାର୍ତ୍ତା ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇସ୍ତାହାର ଘୋଷଣା କରିଛନ୍ତି। ଘୋଷଣା ପତ୍ରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାର ଅଭିବୃଦ୍ଧି କାହାଣୀରେ ମହିଳାମାନେ ସର୍ବଦା ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା...

ବିଜେଡି ନିର୍ବାଚନୀ ଇସ୍ତାହାର : ଯୁବତୀଯୁବକଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯।୫: ନିର୍ବାଚନୀ ଇସ୍ତାହାର ପ୍ରକାଶ କଲା ବିଜେଡି। ଗୁରୁବାର ଏକ ଭିଡିଓ ବାର୍ତ୍ତା ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇସ୍ତାହାର ଘୋଷଣା କରିଛନ୍ତି। ଘୋଷଣା ପତ୍ରରେ ନୂଆ ଓ ଛାତ୍ରବୃତ୍ତି ବାଳିକାମାନଙ୍କ ପାଇଁ ବାର୍ଷିକ ୧୪,୦୦୦ ଏବଂ ପୁଅମାନଙ୍କ ପାଇଁ...

ନିର୍ବାଚନୀ ଇସ୍ତାହାର ଜାରି କଲା ବିଜେଡି, ମାଗଣା ବିଜୁଳି ସହ BSKY କାର୍ଡକୁ ନେଇ ହେଲା ବଡ଼ ଘୋଷଣା

ଭୁବନେଶ୍ୱର,୯।୫: ନିର୍ବାଚନୀ ଇସ୍ତାହାର ପ୍ରକାଶ କଲା ବିଜେଡି। ଗୁରୁବାର ଏକ ଭିଡିଓ ବାର୍ତ୍ତା ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇସ୍ତାହାର ଘୋଷଣା କରିଛନ୍ତି। ଘୋଷଣା ପତ୍ରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶା ନଂ-୧ ଘୋଷଣା କରିବା ସୌଭାଗ୍ୟର କଥା। ଗତ ୨୪...

ଚିଲିକାରେ ବ୍ରିଜ୍‌ ନିର୍ମାଣ ହେବ: ଓଡ଼ିଶା ପାଇଁ ଏହି ସବୁ ଘୋଷଣା କଲେ ନୀତିନ ଗଡ଼କରୀ

ପୁରୀ,୯।୫: କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଗୁରୁବାର କୃଷ୍ଣପ୍ରସାଦରେ ନିଜର ଅଭିଭାଷଣ ରଖିଛନ୍ତି। ଏହି ସମୟରେ ଗଡ଼କରୀ ଓଡ଼ିଶା ପାଇଁ ଅନେକ ଘୋଷଣା କରିଛନ୍ତି। ସେ କହିଛନ୍ତି, ଆଜି ଜଗନ୍ନାଥଙ୍କୁ ଦର୍ଶନ ବେଳେ ଦେଶକୁ ସୁଖୀ, ସମୃଦ୍ଧ କାମନା...

୨ ଶହ କୋଟି ଟଙ୍କାରେ ନିର୍ମାଣ ହେବ ପାରାଦୀପ ଏୟାରପୋର୍ଟ: ଗଡ଼କାରୀ

ପୁରୀ,୯।୫: କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଗୁରୁବାର ପୁରୀରେ ପହଞ୍ଚି ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି। ଏହା ପରେ କୃଷ୍ଣପ୍ରସାଦରେ ବିରାଟ ଜନସଭାରେ ଉଦ୍‌ବୋଧନ ଦେଇ ଗଡ଼କରୀ କହିଛନ୍ତି,ଗାଁର କୃଷକ, ଶ୍ରମିକଙ୍କ ଉନ୍ନତି ପାଇଁ ନିରନ୍ତର ଉଦ୍ୟମ କରୁଛୁ...

୧୧ରେ ବରଗଡ଼ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ବରଗଡ଼,୯ା୫(ପ୍ରେମାନନ୍ଦ ଖମାରୀ): ଆସନ୍ତା ୧୧ତାରିଖ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବରଗଡ଼ ଗସ୍ତରେ ଆସିବା କାର୍ଯ୍ୟକ୍ରମ ରହିଛି। ମିଳିଥିବା ସୂଚନାନୁଯାୟୀ, ମୋଦି ସେହିଦିନ ବରଗଡ଼ ସହର ଉପକଣ୍ଠ ବରାହଗୋଡ଼ା ନିକଟସ୍ଥ ଏକ ପଡ଼ିଆରେ ହେବାକୁ ଥିବା ସଭାରେ ଉପସ୍ଥିତ ଜନତାଙ୍କୁ...

ଆସନ୍ତାକାଲି ଭୁବନେଶ୍ୱରରେ ମୋଦି କରିବେ ରୋଡ ଶୋ’, ଦିନ ୨ଟାରୁ ଏହି ରାସ୍ତାରେ ଗାଡି ଚଳାଚଳ କରିବନି

ଭୁବନେଶ୍ୱର,୯।୫: ଆସନ୍ତାକାଲି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ଶୁକ୍ରବାର ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ଏକ ରୋଡ ଶୋ’ କରିବେ। ରାତି ସାଢେ ୮ଟାରୁ ଭାଜପା ପାର୍ଟି ଅଫିସରୁ ଏହି ରୋଡ ଶୋ’ ବାହାରି...

ନାମାଙ୍କନ କଲେ କୋରେଇ ବିଜେଡି ବିଧାୟିକା ପ୍ରାର୍ଥିନୀ ସଂଧ୍ୟାରାଣୀ ଦାସ

ଯାଜପୁର, ୯।୫: କୋରେଇ ବିଧାନସଭା ଆସନ ପାଇଁ ବିଜୁ ଜନତା ଦଳ ପ୍ରାର୍ଥିନୀ ସଂଧ୍ୟାରାଣୀ ଦାସ ଗୁରୁବାର ନାମାଙ୍କନ ଦାଖଲ କରିଛନ୍ତି। ପ୍ରଥମେ ପାଣିକୋଇଲି ତାରିଣୀ ମନ୍ଦିରରେ ପୁଜାର୍ଚ୍ଚନା କରିବା ପରେ ସମର୍ଥକଙ୍କ ସହ ଯାଜପୁରରେ ସଂଧ୍ୟାରାଣୀ ପହଞ୍ଚିଥିଲେ। ଉପଜିଲ୍ଲାପାଳଙ୍କ...

କନ୍ଧମାଳବାସୀଙ୍କୁ ଭୋଟ୍‌ ମାଗିଲେ ମୁଖ୍ୟମନ୍ତ୍ରୀ

ଫୁଲବାଣୀ,୯ା୫(ରାକେଶ କୁମାର ରାଉତ): ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗୁରୁବାର କନ୍ଧମାଳ ଗସ୍ତରେ ଆସି ଭୋଟ୍‌ ମାଗିଛନ୍ତି। କନ୍ଧମାଳ ସଂସଦୀୟ କ୍ଷେତ୍ର ୭ ବିଧାନସଭା ପ୍ରାର୍ଥୀ ଏବଂ ଏମ୍‌ପି ପ୍ରାର୍ଥୀଙ୍କୁ ଭୋଟ୍‌ ଦେଇ ଜୟଯୁକ୍ତ କରିବାକୁ କହିଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri