ରାଜ୍ୟ

ଲୋକ ସଭା ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ, ଜାଣନ୍ତୁ କାହାକୁ କେଉଁଠୁ ମିଳିଲା ଟିକେଟ୍‌

ଭୁବନେଶ୍ୱର,୧୩ା୪: ଶନିବାର ଲୋକ ସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି କଂଗ୍ରେସ। ଏନେଇ ଦଳ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ କେନ୍ଦୁଝରରୁ ମୋହନ ହେମ୍ବ୍ରମ, ବାଲେଶ୍ୱରରୁ ଶ୍ରୀକାନ୍ତ ଜେନା, ଭଦ୍ରକରୁ ଅନନ୍ତ ପ୍ରସାଦ ସେଠୀ, ଯାଜପୁରରୁ ଅଞ୍ଚଳ...

ରାଜ୍ୟକୁ ପୁଣି ଫେରିଲା ତାତି, ପାରଳାଖେମୁଣ୍ଡି ସବୁଠୁ ଉତ୍ତପ୍ତ ସହର

ଭୁବନେଶ୍ୱର,୧୩ା୪: ରାଜ୍ୟକୁ ପୁଣି ତାତି ଫେରିଛି। ବର୍ଷା ହୋଇଥିବାରୁ କିଛିଦିନ ପାଗ ଟିକେ ଥଣ୍ଡା ଥିଲା। ତେବେ ଶନିବାର ପୁଣି ତାତିରେ ସିଝିଛନ୍ତି ଲୋକେ। ଆଜି ରାଜ୍ୟର ଦୁଇ ସହରର ତାପମାତ୍ରା ୪୦ ଡିଗ୍ରୀ ପାଖାପାଖି ଥିବା ବେଳେ ପାରଳାଖେମୁଣ୍ଡି...

ନାମାଙ୍କନ ନ ହେଉଣୁ ବଢ଼ିଲାଣି ନିର୍ବାଚନୀ ତାତି, ଗୋଟିଏ ଦଳକୁ ଟାର୍ଗେଟ କରୁଛି ଆଉ ଏକ ଦଳ

ବରଗଡ଼,୧୩ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି, ରାଜନୈତିକ ଉଷ୍ଣତା ସେତିକି ବଢ଼ିବାରେ ଲାଗିଛି। ବରଗଡ଼ ମଧ୍ୟ ଏଥିରୁ ବାଦ୍‌ ପଡ଼ି ନାହିଁ । ବରଗଡ଼ର ଏକ ହୋଟେଲ ସମ୍ମିଳନୀ କକ୍ଷରେ ଭାଜପାର ମିଶ୍ରଣ ପର୍ବରେ ଦଳର ଜିଲା...

ଟିକେଟ୍ ପାଇ ନବୀନଙ୍କୁ କୃତଜ୍ଞତା ଜଣାଇଲେ ଲେଖାଶ୍ରୀ

ଭୁବନେଶ୍ୱର,୧୩ା୪: ବାଲେଶ୍ୱର ଲୋକ ସଭା ପାଇଁ ବିଜୁ ଜନତା ଦଳ ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ପ୍ରାର୍ଥୀ ଘୋଷଣା କରିବା ପରେ ଶନିବାର ସେ ଦଳର ମୁଖିଆ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି କୃତଜ୍ଞତା ଜଣାଇଛନ୍ତି। ନିକଟରେ ସେ ଭାଜପା ଛାଡ଼ି...

ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ଚଳିତ ମାସ ୧୮ ତାରିଖରେ ପ୍ରକାଶ ପାଇବ ବିଜ୍ଞପ୍ତ

ଭୁବନେଶ୍ୱର,୧୩ା୪: ରାଜ୍ୟରେ ୪ଟି ପର୍ଯ୍ୟାୟ ନିର୍ବାଚନ ମେ’ ମାସ ୧୩ ତାରିଖରୁ ଆରମ୍ଭ ହୋଇ ଜୁନ୍‌‌ ମାସ ୧ ତାରିଖ ପର୍ଯ୍ୟନ୍ତ ଚାଲିବ। ପ୍ରଥମ ପର୍ଯ୍ୟାୟ ନିର୍ବାଚନ ନିମନ୍ତେ ଚଳିତମାସ ୧୮ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ଭାରତୀୟ...

ମହାପ୍ରଭୁଙ୍କୁ ଦର୍ଶନ କଲେ ଲେଖାଶ୍ରୀ, କହିଲେ ବିଜେଡି ଜିତିବ ଏତେ ସିଟ୍‌

ପୁରୀ,୧୩।୪: ବାଲେଶ୍ୱର ଲୋକ ସଭା ଆସନରୁ ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ମିଳିଛି ଟିକେଟ୍‌। ନିକଟରେ ସେ ଭାଜପା ଛାଡି ବିଜେଡିରେ ଯୋଗ ଦେଇଥିଲେ। ତେବେ ଟିକେଟ୍‌ ମିଳିବା ପରେ ସେ ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ମହାପ୍ରଭୁଙ୍କ ଦର୍ଶନ...

ବିଜେଡି ଏମପି-ବିଧାୟକ ପ୍ରାର୍ଥୀଙ୍କୁ ରାକ୍ଷୀ ବାନ୍ଧିଲେ ମହିଳା

ପାଟଣା,୧୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ସ୍ତରୀୟ ୫୬ଟି ପଞ୍ଚାୟତ ମହିଳା କର୍ମୀଙ୍କୁ ନେଇ ମା କବଚ ସମାରୋହ ଶନିବାର ସାହାରପଡ଼ା ବ୍ଲକ ମାଛ ଗଡ ପଞ୍ଚାୟତରେ ଅନୁଷ୍ଠିତ ହୋଇଛି। ମହିଳାମାନେ କେନ୍ଦୁଝର ଏମପି ପ୍ରାର୍ଥୀ...

ଭାଜପାରେ ସାମିଲ ହେଲେ ବିଧାୟକ ବ୍ୟାମକେଶଙ୍କ ମାମୁ

ଭୁବନେଶ୍ୱର,୧୩।୪: ଭାଜପାରେ ସାମିଲ ହେଲେ ଚାନ୍ଦବାଲି ବିଧାୟକ ବ୍ୟାମକେଶ ରାୟଙ୍କ ମାମୁ ଅଜୟ ନାୟକ। ଆଜି ବିଜେଡିରୁ ଇସ୍ତଫା ଦେଇଥିଲେ ଅଜୟ। ତେବେ ଶନିବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ପୂର୍ବତନ ଭାଜପା ରାଜ୍ୟ ସଭାପତି ସମୀର...

‘ବିଜେଡିକୁ ହାରିବା ଭୟ ଘାରିଛି’

ଭୁବନେଶ୍ୱର,୧୩।୪: କଳାକାରଙ୍କୁ ନବୀନ ନିବାସ ଡାକରା ନେଇ ଭାଜପାର କଟାକ୍ଷ। ବିଜେଡିକୁ ଟାର୍ଗେଟ କଲେ ଭାଜପାର ପିଙ୍କି ପ୍ରଧାନ ଓ ହରିହର ମହାପାତ୍ର। ସେ କହିଛନ୍ତି, ବିଜେଡିକୁ ହାରିବା ଭୟ ଘାରିଛି, ସେଥିପାଇଁ ଫିଲ୍ମଷ୍ଟାରଙ୍କୁ ଖୋଜୁଛି। ଆଗରୁ କେବଳ ନବୀନ...

ମାଟି ଉପରେ ଦିଶୁଛି ପାଣି ପାଇପ୍‌

ଯାଜପୁର,୧୩ା୪(ହର୍ଷବର୍ଦ୍ଧନ ବେହେରା): ବ୍ରାହ୍ମଣୀ ନଦୀରୁ ଯାଜପୁର ଜିଲାର ସୁକିନ୍ଦା ଖଣି ଅଞ୍ଚଳର ୫୨ ଗ୍ରାମକୁ ପାଇପ୍‌ ଯୋଗେ ଜଳଯୋଗାଣ ଲକ୍ଷ୍ୟ ପଥଚ୍ୟୁତ ହୋଇଛି। ଏହା ଦ୍ୱିତୀୟ ପ୍ରକଳ୍ପ ଭାବେ ଓଏମ୍‌ବିଏଡିସିି (ଓଡ଼ିଶା ମିନେରାଲ ବିଅରିଂ ଏରିଆ ଡେଭଲପମେଣ୍ଟ କର୍ପୋରେଶନ) ପାଣ୍ଠିରୁ...

ନିର୍ବାଚନ ରାଲିରେ ଯାଇଥିବାରୁ ନିଲମ୍ବିତ ହେଲେ ଶିକ୍ଷୟିତ୍ରୀ

ବୌଦ୍ଧ,୧୩।୪(ଅଜିତ ବାରିକ): ଏକ ରାଜନୈତିକ ଦଳର ନିର୍ବାଚନ ରାଲିରେ ଯୋଗ ଦେଇଥିବାରୁ ଜଣେ ଶିକ୍ଷୟିତ୍ରୀଙ୍କୁ ମହଙ୍ଗା ପଡିଛି। ଏଭଳି ଏକ ଘଟଣା ଘଟିଛି ବୌଦ୍ଧ ଜିଲାରେ। ବୌଦ୍ଧ ଜିଲାପାଳ ଜେ. ସୋନାଲ ଶିକ୍ଷୟିତ୍ରୀଙ୍କୁ ନିଲମ୍ବନ କରିଛନ୍ତି। ନିଲମ୍ବିତ ଶିକ୍ଷୟିତ୍ରୀ ହେଲେ...

ଆଜି ଆସିବ ଭାଜପାର ବିଧାନସଭା ପ୍ରାର୍ଥୀ ତାଲିକା, ଏହି ସବୁ ଆସନରେ ଦେବ ପ୍ରାର୍ଥୀ

ଭୁବନେଶ୍ୱର,୧୩।୪: ୧୮ ତାରିଖରୁ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନ ଥିବା ବେଳେ ଆଜି ଭାଜପା ତା’ର ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିପାରେ । ଏନେଇ ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟପାଲ୍‌ ତୋମାର ସୂଚନା ଦେଇଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri