ରାଜ୍ୟ

ରାସ୍ତା ପାର୍‌ ହେବାବେଳେ ଘୋଷାଡି ନେଲା ଟ୍ରକ୍‌: ଚାଲିଗଲା ୨ ଜୀବନ

ଭୁବନେଶ୍ୱର,୮।୫:ରାଜଧାନୀ ଭୁବନେଶ୍ୱରରେ ବୁଧବାର ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା ପାର୍‌ ବେଳେ ୨ ଜଣଙ୍କୁ ଘୋଷାଡ଼ି ନେଇଛି ଟ୍ରକ। ଫଳରେ ଘଟଣାସ୍ଥଳରେ ସେମାନଙ୍କ ମୃତ୍ୟୁ ଘଟିଛି। ପଳାଶୁଣି ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି। ଭୁବନେଶ୍ବରରୁ...

ଏହି କଥା କହି ଭାବପ୍ରବଣ ହୋଇଗଲେ ପାଣ୍ଡିଆନ୍‌

ଭୁବନେଶ୍ୱର,୮।୫: ୫ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବୁଧବାର ଭୋରରୁ ଏକ ପ୍ରେସ୍‌ମିଟ୍‌ ଡକାଇଛନ୍ତି। ଏହି ପ୍ରେସ୍‌ମିଟ୍‌ରେ ସେ ବିରୋଧୀଙ୍କୁ ଟାର୍ଗେଟ୍‌ କରିଛନ୍ତି। ଏଥର ଓଡ଼ିଶାରେ ପୁଣିଥରେ ନବୀନ ସରକାର କ୍ଷମତାକୁ ଆସିବ ବୋଲି ପାଣ୍ଡିଆନ୍‌ ଦୃଢୋକ୍ତି...

ରାତି ନ ପାହୁଣୁ ପ୍ରେସ୍‌ମିଟ୍‌ ଡକାଇଲେ କାର୍ତ୍ତିକ ପାଣ୍ଡିଆନ୍‌: କହିଲେ ଏସବୁ କଥା…

ଭୁବନେଶ୍ୱର,୮।୫: ଆଗାମୀ ନିର୍ବାଚନ ପାଇଁ ରାଜ୍ୟ ରାଜନୀତି ସରଗରମ ରହିଛି। ଗୋଟିଏ ପଟେ ଭାଜପାର ହେଭିଓ୍ବେଟ୍‌ ନେତା ଓଡ଼ିଶାରେ ଘନ ଘନ ପ୍ରଚାର କରୁଥିବାବେଳେ ବିଜେଡି ମଧ୍ୟ ତାର ଷ୍ଟାର କ୍ୟାମ୍ପେନର୍‌ଙ୍କ ସହ ପ୍ରଚାର ଜୋରଦାର କରିଛି। ବିଜେଡିର ପ୍ରଚାର...

ଆଜି ଓଡ଼ିଶା ଆସିବେ ପ୍ରତିରକ୍ଷା ମନ୍ତ୍ରୀ, ଛତିଶଗଡ ମୁଖ୍ୟମନ୍ତ୍ରୀ, ଏହି ସବୁ ଜିଲାରେ କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ୱର,୮।୫: ଆଜି ଓଡ଼ିଶା ଆସିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ। ଏହି ଗସ୍ତ ସମୟରେ ପ୍ରତିରକ୍ଷା ମନ୍ତ୍ରୀ ଭବାନୀପାଟଣା ଏବଂ ତା’ ପରେ ରାୟଗଡା ଭାଜପା ପାଇଁ ନିର୍ବାଚନୀ ପ୍ରଚାର କରିବେ। ସୂଚନା ଅନୁସାରେ, ଦିନ ୧୨ଟା ୪୦ରେ ହେଲିକପ୍ଟର...

‘ବିଜେଡିର ପ୍ରଚାର କରୁଛନ୍ତି ମିଶନ ଶକ୍ତି ମହିଳା’

ଭୁବନେଶ୍ୱର, ୭।୫(ସୁନିତ୍‌ ମିଶ୍ର): ମହିଳାଙ୍କୁ ସାମାଜିକ ଓ ଆର୍ଥତ୍କ କ୍ଷେତ୍ରରେ ସଶକ୍ତ କରିବା ପାଇଁ ସ୍ବୟଂ ସହାୟକ ଗୋଷ୍ଠୀର ସୃଷ୍ଟି କରାଯାଇଥିଲା। କିନ୍ତୁ ବିଜେଡି ଓଲଟା ନିଜର ଭୋଟ ବ୍ୟାଙ୍କକୁ ସଶକ୍ତ କରିବା ପାଇଁ ଏସ୍‌ଏଚ୍‌ଜିର ମହିଳାଙ୍କୁ ପ୍ରଲୋଭିତ କରିଆସୁଛି।...

ଏମ୍ସର ସଫଳତା,ଖପୁରୀରୁ ବାହାରିଲା ୭କେଜି ଟ୍ୟୁମର

ଭୁବନେଶ୍ୱର,୭।୫(ଅସମାପିକା ସାହୁ)- ଏମ୍ସ ଭୁବନେଶ୍ୱରରେ ଏକ ବିରଳ ସିନୋଭିଆଲ ସାର୍କୋମା ଟ୍ୟୁମରର ସଫଳ ଅସ୍ତ୍ରୋପଚାର କରାଯାଇଛି। ଜଣେ ୫୧ବର୍ଷୀୟ ବ୍ୟକ୍ତିଙ୍କ ଖପୁରୀର ଉପର ଅଂଶରୁ ପ୍ରାୟ ୭କେଜିର ଟ୍ୟୁମର ବାହାର କରାଯାଇଛି, ଯାହାକି ଭାରତରେ ଦ୍ୱିତୀୟ ବୋଲି କୁହାଯାଇଛି। ଫଳରେ...

ବୁଧବାର ଏହି ୭ ଜିଲାରେ ପ୍ରବଳ ବର୍ଷିବ, ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୭।୫(ଅସମାପିକା ସାହୁ)- ତାତିରୁ ମିଳିଛି ଆଶ୍ୱସ୍ତି। ରାଜ୍ୟର ଅଧିକାଂଶ ସହରରେ କାଳବୈଶାଖୀ ବର୍ଷା ଯୋଗୁ ତାପମାତ୍ରା ହ୍ରାସ ପାଇଥିବା ଦେଖାଯାଇଛି। ଦକ୍ଷିଣ ଝାଡ଼ଖଣ୍ଡରୁ ଏକ ନିମ୍ନ ଚାପରେଖା ବାହାରି ରାଜସ୍ଥାନ ପର୍ଯ୍ୟନ୍ତ ଲମ୍ବିଛି, ଯାହାକି ଉତ୍ତର ଓଡ଼ିଶା ଦେଇ...

ସାଲେପୁର, ମାହାଙ୍ଗା ଓ ନିଆଳି ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜ୍ଞପ୍ତି ପ୍ରକାଶ: ପ୍ରଥମ ଦିନରେ କେହି ପ୍ରାର୍ଥିପତ୍ର କଲେନି ଦାଖଲ

କଟକ,୭ା୫ (କାର୍ତ୍ତିକ ସାହୁ) ରାଜ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସାଲେପୁର, ମାହାଙ୍ଗା ଓ ନିଆଳି ବିଧାନସଭା ନିର୍ବାଚନମଣ୍ଡଳୀର ୨୦୨୪ ସାଧାରଣ ନିର୍ବାଚନ ନିମନ୍ତେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ମଇ...

ଭାଜପାର ଷ୍ଟାର ପ୍ରଚାରକ ତାଲିକା: ବାଦ୍‌ ପଡିଲେ ଅପରାଜିତା, ସମ୍ବିତ ପାତ୍ର

ଭୁବନେଶ୍ୱର,୭।୫: ରାଜ୍ୟର ବିଧାନସଭା ଓ ଲୋକ ସଭା ନିର୍ବାଚନ ପାଇଁ ଭାଜପା ଆଜି ତା’ର ସଂଶୋଧିତ ଷ୍ଟାର ପ୍ରଚାରକ ତାଲିକା ଜାରି କରିଛି । ଭୁବନେଶ୍ୱର ଏମପି ଅପରାଜିତା ଷଡଙ୍ଗୀ ଓ ପୁରୀ ଏମପି ପ୍ରାର୍ଥୀ ସମ୍ବିତ ପାତ୍ରଙ୍କ ସମେତ...

ତାଣ୍ଡବ ରଚିଲା କାଳବୈଶାଖୀ

କୋକସରା,୭।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କାଳବୈଶାଖୀ ଆଣିଛି ତାତିରୁ ଶାନ୍ତି, ହେଲେ ଏହାର ପ୍ରଭାବରେ ବଡ ବଡ ଗଛ ସହ ବିଦ୍ୟୁତ ଖୁଣ୍ଟ ଉପୁଡି ପଡି ଉପାନ୍ତ ଅଞ୍ଚଳରେ ବିଦ୍ୟୁତ ସେବା ପ୍ରଭାବିତ ହୋଇଥିବା ଦେଖିବାକୁ ମିଳିଛି। ମଙ୍ଗଳବାର ଭୋର ସମୟରେ...

ଫୁଲ ଛାଡି ଶଙ୍ଖ ଫୁଙ୍ଖିଲେ ଭାଜପାର ବଡ଼ ନେତା

ଗଞ୍ଜାମ,୭।୫(ବିଦ୍ୟାଧର ସାହୁ ): ଆଉ ଦିନ କେଇଟା ପରେ ସାଧାରଣ ନିର୍ବାଚନ। ଆସନ୍ତା ମେ ୧୩ ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେବାକୁ ଯାଉଛି l କିନ୍ତୁ ବର୍ତମାନ ପର୍ଯ୍ୟନ୍ତ ଦଳ ଅଦଳ ବଦଳ ପ୍ରକ୍ରିୟା ଜାରି ରହିଛି ।...

ଆସନ୍ତାକାଲି ମହାପ୍ରଭୁଙ୍କ ୬ଘଣ୍ଟା ଦର୍ଶନ ବନ୍ଦ

ପୁରୀ,୭।୫: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବୁଧବାର ବନକ ଲାଗି ନୀତି ଅନୁଷ୍ଠିତ ହେବ। ବନକ ଲାଗି ପାଇଁ ପ୍ରାୟ ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଆପାତତଃ ସଂଧ୍ୟା ୬ଟାରୁ ରାତି ୧୨ଟା ପର୍ଯ୍ୟନ୍ତ ବନ୍ଦ ରହିବ ଦର୍ଶନ।

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri