ରାଜ୍ୟ

ବିଜେଡି ଛାଡ଼ିଲେ ପୂର୍ବତନ ମହିଳା କମିଶନ ଅଧ୍ୟକ୍ଷା

ଭୁବନେଶ୍ୱର,୧୧।୪: ସାଧାରଣ ନିର୍ବାଚନକୁ ଦିନ ଯେତେ ପାଖେଇ ଆସୁଛି ବିଭିନ୍ନ ଦଳରୁ ରାଜନେତାଙ୍କ ଇସ୍ତଫା ତାଲିକା ସେହିଭଳି ବଢିବାରେ ଲାଗିଛି । ଏହି କ୍ରମରେ ଗୁରୁବାର ଜଣେ ବିଜେଡି ନେତ୍ରୀ ଦଳ ଛାଡ଼ିଛନ୍ତି । ସେ ହେଉଛନ୍ତି ବରିଷ୍ଠ ନେତ୍ରୀ...

ସଭ୍ୟ ପଦ ରଦ୍ଦ ମୋ’ ଉପରେ ପ୍ରଭାବ ପକାଇବନି: ପ୍ରେମାନନ୍ଦ

ଭୁବନେଶ୍ୱର,୧୧ା୪: ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକଙ୍କ ସଭ୍ୟ ପଦ ରଦ୍ଦ କରିଛନ୍ତି ବାଚସ୍ପତି। ଏହା ପରେ ପ୍ରେମାନନ୍ଦ ତାଙ୍କର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସେ କହିଛନ୍ତି, ସଭ୍ୟ ପଦ ରଦ୍ଦ ମୋ’ ଉପରେ କୌଣସି ପ୍ରଭାବ ପକାଇବ ନାହିଁ। ସଭ୍ୟ...

୩ ଶ୍ରମିକଙ୍କ ଉପରେ ମାଡ଼ିଗଲା ଟ୍ରକ୍‌

ସୋହେଲା,୧୧।୪(ଅଶ୍ବିନୀ ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଲୁହୁରାଚଟି ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଚାପାରେ ୩ଜଣଙ୍କର ମୃତ୍ୟୁ ହୋଇଛି। ମୃତକମାନେ ହେଲେ ବରଗଡ଼ ଜିଲା ସୋହେଲାର ବିକାଶ ଷଣ୍ଢ(୩୫),...

ଏକତରଫା ନିଷ୍ପତ୍ତି ନେଇଛନ୍ତି ସରକାର: ଅରବିନ୍ଦ

ଭୁବନେଶ୍ୱର,୧୧ା୪: ଜୟଦେବ ବିଧାୟକ ଅରବିନ୍ଦ ଢାଲିଙ୍କ ସଭ୍ୟ ପଦ ଗୁରୁବାର ବାଚସ୍ପତି ରଦ୍ଦ କରିବା ପରେ ଅରବିନ୍ଦ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ଅରବିନ୍ଦ କହିଛନ୍ତି, ମୋ’ ମତାମତ ନ ନେଇ ସରକାର ଏକତରଫା ନିଷ୍ପତ୍ତି ନେଇଛନ୍ତି। ସଭ୍ୟ ପଦ ରଦ୍ଦ...

ଦୁଇ ବିଧାୟକଙ୍କ ସଭ୍ୟ ପଦ ରଦ୍ଦ

ଭୁବନେଶ୍ୱର,୧୧ା୪: ଦୁଇ ବିଧାୟକଙ୍କ ସଭ୍ୟ ପଦ ରଦ୍ଦ ହୋଇଛି। ଜୟଦେବ ବିଧାୟକ ଅରବିନ୍ଦ ଢାଲି ଏବଂ ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକଙ୍କ ସଭ୍ୟ ପଦ ରଦ୍ଦ ହୋଇଥିବା ନେଇ ବିଧାନସଭା ବିଜ୍ଞପ୍ତି ପକ୍ଷରୁ ଗୁରୁବାର ସୂଚନା ମିଳିଛି। ଦଳ ବଦଳ...

ଜମୁଛି ରଚନା-ସିଦ୍ଧାନ୍ତଙ୍କ ପ୍ରଚାର, ଦୁହେଁ ଦୁହିଁଙ୍କୁ ଜଣାଉଛନ୍ତି ଶୁଭେଚ୍ଛା

ଭୁବନେଶ୍ୱର,୧୧।୪: ରାଜନୀତି ମଇଦାନରେ ଦୁଇ ସିନେ ତାରକା ସିଦ୍ଧାନ୍ତ ଓ ରଚନା। ଓଲିଉଡ଼ର ଦୁଇ ସୁପରଷ୍ଟାର ଏବେ ମଇଦାନରେ ପ୍ରଚାର କରୁଛନ୍ତି। ଉଭୟେ ଉଭୟଙ୍କୁ ମନ ମଧ୍ୟ ପକାଉଛନ୍ତି। ସିଦ୍ଧାନ୍ତ ମହାପାତ୍ର ଏବେ ଦିଗପହଣ୍ଡିରୁ ଭାଜପା ପ୍ରାର୍ଥୀ ହୋଇଥିବାବେଳେ ରଚନା...

ଇଦ୍‌ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର,୧୧।୪: ଆଜି ସମଗ୍ର ଦେଶର ଇଦ୍‌ ଉଲ୍‌ ଫିତର ପାଳନ କରାଯାଉଛି। ଗୁରୁବାର ସକାଳୁ ମୁସଲମାନ ଭାଇଭଉଣୀମାନେ ନମାଜ ପାଠ କରିଛନ୍ତି। ଇଦ୍‌ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ବାର୍ତ୍ତା ଦେଇଛନ୍ତି। ସୋସିଆଲ ମିଡିଆରେ ଏକ ପୋଷ୍ଟ ଜରିଆରେ...

ଆଜି ସଂଧ୍ୟା ସୁଦ୍ଧା ଭାଜପାର ବାକି ତାଲିକା! ବଦଳିବେ ପ୍ରାର୍ଥୀ

ଭୁବନେଶ୍ୱର,୧୧।୪: ଆଜି ସଂଧ୍ୟା ସୁଦ୍ଧା ଘୋଷଣା ହୋଇପାରେ ଭାଜପାର ପ୍ରାର୍ଥୀ ତାଲିକା ! ବାକି ଥିବା ୩୫ଟି ବିଧାନସଭା ସିଟରୁ ଆଜି ପ୍ରାୟ ୨୦ ସିଟରେ ପ୍ରାର୍ଥୀ ଘୋଷଣା କରିପାରେ ଦଳ । ୨୦ ତାରିଖ ପୂର୍ବରୁ ଅନ୍ୟ ସିଟରେ...

ହିନ୍ଦୋଳ ଆସନକୁ ନେଇ ଅଙ୍କ ଛିଡୁନି

ଢେଙ୍କାନାଳ,୧୧ା୪(ରତନ ନାୟାର)ଢେଙ୍କାନାଳ ଏମ୍‌ପି ନିର୍ବାଚନ ପାଇଁ ବିଜେଡି ଓ ଭାଜପା ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇସାରିଛି। ସେହିପରି ଜିଲାର ୪ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଢେଙ୍କାନାଳ, ପରଜଙ୍ଗ ଓ କାମାକ୍ଷାନଗର ପାଇଁ ମଧ୍ୟ ଉଭୟ ଦଳ ପ୍ରାର୍ଥୀ ଦେଇସାରିଛନ୍ତି। ହେଲେ...

ଶଙ୍ଖ ଭବନରେ ସମ୍ବିତଙ୍କ ସହ ଅସନ୍ତୁଷ୍ଟଙ୍କ ଯୁକ୍ତିତର୍କ

ଜଗତ୍‌ସିଂହପୁର, ୧୧ା୪ (ପ୍ରମୋଦ କୁମାର ନାୟକ)ପାରାଦୀପ ନିର୍ବାଚନମଣ୍ଡଳୀ ବିଜେଡି କଳି ଛିଡିବା ପରିବର୍ତ୍ତେ ଦିନକୁଦିନ ବଢ଼ିବାରେ ଲାଗିଛି। ଏହି କଳି ଏବେ ପାରାଦୀପରୁ ଶଙ୍ଖ ଭବନରେ ପହଞ୍ଚତ୍ଲାଣି। ବଡ କଥା ହେଲା ଶଙ୍ଖ ଭବନରେ ପାରାଦୀପ ପୌରାଧ୍ୟକ୍ଷ ବସନ୍ତ ବିଶ୍ୱାଳଙ୍କ...

ସୁଯୋଗ ଅପେକ୍ଷାରେ କଂଗ୍ରେସ

ବାରିପଦା,୧୧ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)୨୦୨୪ ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି ମୟୂରଭଞ୍ଜ ଜିଲା ରାଜନୀତି ସେତେ ସରଗରମ ହେବାରେ ଲାଗିଛି। ଦୁଇ ପ୍ରମୁଖ ରାଜନୈତିକ ଦଳ ବିଜେଡି ଓ ଭାଜପା ଲୋକ ସଭା ଓ କିଛି ବିଧାନ ସଭା ଆସନ...

କଂଗ୍ରେସ ଖୋଜୁଛି ନୂଆ ମୁହଁ

ନିିଶ୍ଚିନ୍ତକୋଇଲି,୧୧ା୪(ଅଶୋକ କୁମାର ମହାପାତ୍ର)୨୦୨୪ ସାଧାରଣ ନିର୍ବାଚନ ପାଇଁ ମାହାଙ୍ଗା ନିର୍ବାଚନମଣ୍ଡଳୀ ଚଳଚଞ୍ଚଳ ହୋଇଉଠିଛି। ଭାଜପା ନୂଆ ମୁହଁ ଭାବେ ସୁମନ୍ତ ଘଡ଼େଇଙ୍କୁ ପ୍ରାର୍ଥୀ କରିଥିବା ବେଳେ ବିଜେଡି ଅଙ୍କିତ ପ୍ରତାପ ଜେନାଙ୍କ ନାମରେ ମୋହର ମାରିଥିଲା। କିନ୍ତୁ କଂଗ୍ରେସ ଏଯାବତ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri