ଭୁବନେଶ୍ୱର,୨୧ା୧୧: ଆସନ୍ତା ୨୩ ତାରିଖ ଅପରାହ୍ନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ମନ୍ତ୍ରୀ ପରିଷଦ ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ରାଜ୍ୟର ଅତିରିକ୍ତ ବଜେଟ୍ ଉପରେ ଆଲୋଚନା କରାଯିବ। ମନ୍ତ୍ରୀମାନଙ୍କ ମଧ୍ୟରେ ଆଲୋଚନା ପରେ ଏହି ବଜେଟ୍କୁ...
କଟକ,୨୧ା୧୧: ଡେଣ୍ଟାଲ ସର୍ଜନ ନିଯୁକ୍ତି ଅନିୟମିତତା ମାମଲାରେ ବ୍ୟକ୍ତିଗତ ହାଜିର ପାଇଁ OPSC ଅଧ୍ୟକ୍ଷଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ବାରମ୍ବାର ତାଗିଦ ସତ୍ତ୍ୱେ ରିଭାଇଜ୍ ମେରିଟ୍ ଲିଷ୍ଟ ଦାଖଲ ନ କରିବାରୁ ଗୁରୁବାର କୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି।
କଟକ,୨୧ା୧୧: ରାଜ୍ୟରେ ମହିଳା କୋର୍ଟ ପ୍ରତିଷ୍ଠା କରିବେ ସରକାର। ଏନେଇ ବଡ଼ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ରାଜ୍ୟରେ ଦିନକୁ ଦିନ ବଳାତ୍କାର ଘଟଣା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ନାବାଳିକାମାନଙ୍କ ଉପରେ ଅଧିକ ଯୌନ ନିର୍ଯାତନା କରାଯାଉଥିବା...
Archives
Model This Week
ପିଲାଙ୍କ ଧରିତ୍ରୀ