ରାଜ୍ୟ

ଭାଜପା ଟାର୍ଗେଟରେ ଓଡ଼ିଶା: ୮ରେ ଆସିବେ ରାଜନାଥ ସିଂ, ୧୨ରେ ଶାହା

ଭୁବନେଶ୍ୱର, ୫।୫: ଓଡ଼ିଶାରେ ସରକାର ଗଠନ କରିବା ଲକ୍ଷ୍ୟରେ ପୁରା ଜୋର ଲଗାଉଛନ୍ତି ଭାଜପା ନେତା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଠାରୁ ଆରମ୍ଭ କରି ଅମିତ ଶାହା ଏବଂ ରାଜନାଥ ସିଂହଙ୍କ ଭଳି...

୫ ବିଧାନସଭା ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୫।୫: ୫ ଆସନରେ ପ୍ରାର୍ଥୀ ବଦଳାଇଛି କଂଗ୍ରେସ। ଜଳେଶ୍ୱର, ବରୀ, ଆଠମଲ୍ଲିକ, ଆଠଗଡ ଓ ପୁରୀରେ କଂଗ୍ରେସ ନିଜର ପ୍ରାର୍ଥୀ ଅଦଳବଦଳ କରିଛି। ଜଳେଶ୍ୱରରେ ସୁଦର୍ଶନ ଦାସଙ୍କୁ ଦଳ ଟିକେଟ୍‌ ଦେଇଥିବାବେଳେ ବରୀରେ ଦେବାଶିଷ ନାୟକଙ୍କୁ ଟିକେଟ୍‌ ମିଳିଛି। ସେହିପରି...

ଆଗାମୀ ୨୫ବର୍ଷର ଯାତ୍ରା ସ୍ଥିର କରିବୁ, ଏମିତି କାହିଁକି କହିଲେ ଜୟଶଙ୍କର

କଟକ,୫।୫: କଟକରେ ପହଞ୍ଚିଛନ୍ତି ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର। ସେଠାରେ ସେ ବୁଦ୍ଧିଜୀବୀଙ୍କ ସମ୍ମିଳନୀରେ ଉଦବୋଧନ ଦେଇଛନ୍ତି। ସେ କହିଛନ୍ତି, ବିକଶିତ ଭାରତ ପାଇଁ ଆମକୁ ବିଶ୍ବବନ୍ଧୁ ହେବା ନିହାତି ଜରୁରୀ। ୧୦ ବର୍ଷରେ ଭାରତର ଭିତ୍ତିଭୂମି ଦୃଢ଼ ହୋଇଛି।...

ବୌଦ୍ଧରେ ପାଣ୍ଡିଆନଙ୍କ ମାରାଥନ ପ୍ରଚାର, କହିଲେ-‘ନିର୍ବାଚନ ଆସିଲେ ବିରୋଧୀ ଟୁରିଷ୍ଟ ଭଳି ଆସିବେ’

ବୌଦ୍ଧ, ୫।୫ ( ଅଜିତ କୁମାର ବାରିକ): ସାଧାରଣ ନିର୍ବାଚନ ପାଇଁ ବୌଦ୍ଧ ଜିଲାରେ ତ୍ରିମୁଖି ଲଢାଇ ହେବାକୁ ଯାଉଥିବା ବେଳେ ରବିବାର ୫ଟି ଅଧକ୍ଷ୍ୟ କାର୍ତ୍ତିକ ପାଣ୍ଡିଆନ ବୌଦ୍ଧ ନିର୍ବାଚନ ମଣ୍ଡଳିର ପୁରୁଣାକଟକ ଠାରେ ଦଳ ପାଇଁ ପ୍ରଚାର...

ମାଡି ଆସୁଛି ଝଡ଼ ବର୍ଷା, ଆଲର୍ଟ କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୫।୫: ୨ ଦିନ ପ୍ରବଳ ଝଡ଼ ବର୍ଷା ନେଇ ଆଲର୍ଟ କରିଛି ପାଣିପାଗ ବିଭାଗ। ଉତ୍ତର ଓଡ଼ିଶା ଉପକୂଳରେ ଝଡ଼ ବର୍ଷା ନେଇ ସତର୍କତା ଜାରି କରିଛି IMD। ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ସତର୍କ କରିବା ସହ ୬ ଓ ୮...

କଖଡ଼ି ମହାନଦୀ ଅବବାହିକାରେ ୧୬୫ ପାଣିଚିରି, ୮୨ ଅଣ୍ଡା ଦେଲେ, ୩୫ ଛୁଆ ଫୁଟି ବାହାରିଲେ

ଖୁଣ୍ଟୁଣୀ, ୫।୫(ସଚ୍ଚିଦାନନ୍ଦ ପଣ୍ଡା): ପୃଥିବୀରେ ଇଣ୍ଡିଆନ୍‌ ସ୍କିମର ବା ପାଣିଚିରି ଏକ ବିରଳ ପ୍ରଜାତିର ପକ୍ଷୀ। ବିଶ୍ୱରେ ପକ୍ଷୀ ଗଣନା ଅନୁସାରେ ଏହି ପକ୍ଷୀର ସଂଖ୍ୟା ମାତ୍ର ୪ହଜାର ଥିବା କୁହାଯାଉଛି। ଇଣ୍ଟରନ୍ୟାଶନାଲ ୟୁନିୟନ ଫର୍‌ କଞ୍ଜରବେଶନ ଅଫ୍‌ ନେଚର(ଆଇୟୁସିଏନ୍‌)ର...

ବିଜେଡି ଛାଡିବେ ସମୀର ଦାଶ! ଟ୍ବିଟ କରି ଧନ୍ୟବାଦ ଦେଲେ…

ଭୁବନେଶ୍ୱର,୫।୫: ବିଜେଡି ଛାଡିବେ କି ନିମାପଡା ବିଧାୟକ ସମୀର ଦାଶ! ଏନେଇ କଳ୍ପନାଜଳ୍ପନାର ଅନ୍ତ ଘଟୁ ନ ଥିବାବେଳେ ତାଙ୍କ ଟ୍ବିଟ ରାଜ୍ୟ ରାଜନୀତିକୁ ସରଗରମ କରିଛି। ଟିକେଟ୍‌ ନ ମିଳିବାରୁ ଅସନ୍ତୁଷ୍ଟ ସମୀରଙ୍କ ପରବର୍ତ୍ତୀ ପଦକ୍ଷେପ କ’ଣ ହେବ...

ଘରେ ମରାମତି କରୁଥିବା ବେଳେ ଅଘଟଣ: ପୁଅଙ୍କୁ ବିଦ୍ୟୁତ୍‌ ଆଘାତରୁ ବଞ୍ଚାଇବାକୁ ଯାଇ ବାପା ମୃତ, ମା’ ଗୁରୁତର

ଯାଜପୁର,୫।୫(ହର୍ଷବର୍ଦ୍ଧନ ବେହେରା): ଯାଜପୁର ରୋଡ଼ ଥାନା ବେଙ୍ଗପାଟିଆ ଗ୍ରାମରେ ରବିବାର ଅଘଟଣ ଘଟିଛି। ବିଦ୍ୟୁତ୍‌ ଆଘାତରେ ବାପ ଓ ପୁଅଙ୍କ ମୃତ୍ୟୁ ହୋଇଥିବା ବେଳେ ମା’ ଗୁରୁତର ହୋଇଛନ୍ତି। ମୃତକ ହେଲେ ଗ୍ରାମର ଗଣେଶ ମଣ୍ଡଳ ଓ ଆସୁ ମଣ୍ଡଳ।...

ଏକତରଫା ପ୍ରେମର ଭୟଙ୍କର ପରିଣତି, ସ୍ତ୍ରୀଙ୍କୁ ଗାଡ଼ି ଚଢାଇ ହତ୍ୟା ଉଦ୍ୟମ କଲେ ସ୍ୱାମୀ

ଭୁବନେଶ୍ୱର,୫।୫: ରାଜଧାନୀ ଭୁବନେଶ୍ୱରରେ ଅଭାବନୀୟ ଘଟଣା। ପ୍ରେମରେ ବିଫଳ ହେବାରୁ, ଗାଡ଼ି ଚଢାଇ ହତ୍ୟା ଯୋଜନା କଲା ଅଭିଯୁକ୍ତ। ସ୍ତ୍ରୀକୁ ଗାଡ଼ି ଚଢାଇ ହତ୍ୟା ଉଦ୍ୟମ କଲା ସ୍ୱାମୀ । ପତ୍ନୀର ବଡ଼ ଭଉଣୀକୁ ଏକ ତରଫା ପ୍ରେମ କରି...

ପାଣ୍ଡିଆନଙ୍କ ବ୍ରହ୍ମପୁର ସମ୍ପର୍କ, କହିଲେ ଝିଅ ପାଇଛି ଏହିଠୁ…

ଭୁବନେଶ୍ୱର,୫।୫: ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ବିଜେଡି ନେତା ଭିକେ ପାଣ୍ଡିଆନ ୪ଟି ଜିଲାର ୩ ଲୋକ ସଭା ଆସନରେ ମାରାଥନ ପ୍ରଚାର କରିଛନ୍ତି। ପ୍ରଚାର ସମୟରେ ପାଣ୍ଡିଆନ ତାଙ୍କର ବ୍ରହ୍ମପୁର ଲିଙ୍କ ବିଷୟରେ ଖୁଲାସା କରିଛନ୍ତି। ସେ...

ଘରୁ ମତଦାନ କରିବେ ବରିଷ୍ଠ ମତଦାତା

ଭୁବନେଶ୍ୱର,୫ା୫(ଅନିଲ ଦାସ): ପ୍ରତିଟି ଭୋଟ ମୂଲ୍ୟବାନ। ଭାରତୀୟ ଗଣତନ୍ତ୍ରକୁ ପରିପୁଷ୍ଟ କରିବାରେ ପ୍ରତି ଭୋଟରଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ତେଣୁ ଯେଉଁ ମତଦାତାମାନେ ମତଦାନ କେନ୍ଦ୍ରକୁ ଆସିବାରେ ଅସମର୍ଥ ସେମାନଙ୍କ ପାଇଁ ସ୍ବତନ୍ତ୍ର ଭାବରେ ଘରୁ ମତଦାନ(ହୋମ୍‌ ଭୋଟିଂ)ର ବ୍ୟବସ୍ଥା...

‘ସର୍ଭେ ନାମରେ ହିତାଧିକାରୀ ଆଧାରିତ ଯୋଜନା ବନ୍ଦ କର’

ଭୁବନେଶ୍ୱର,୫ା୫(ଅନିଲ ଦାସ): ଚଳିତ ଏକକାଳୀନ ସାଧାରଣ ନିର୍ବାଚନ-୨୦୨୪କୁ ମୁକ୍ତ, ଅବାଧ, ନିରପେକ୍ଷ ଓ ସ୍ବଚ୍ଛ କରିବା ପାଇଁ ଭାରତ ନିର୍ବାଚନ କମିଶନ ଆଦର୍ଶ ଆଚରଣ ବିଧିର ଅନୁପାଳନ ଉପରେ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏ ସମ୍ପର୍କରେ ଶନିବାର ମୁଖ୍ୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri