ରାଜ୍ୟ

ପାଣି ସମସ୍ୟା ପାଇଁ ମୁଖ୍ୟ ରାସ୍ତା ଅବରୋଧ କଲେ ଗ୍ରାମବାସୀ

ଆର,ଉଦୟଗିରି, ୫।୫(ମନୋଜ କୁମାର ପାଢୀ): ପାଣି ପାଇଁ ରାସ୍ତା ରୋକେ କଲେ ଆର,ଉଦୟଗିରି ବ୍ଳକର ଛେଳିଗଡ ଗ୍ରାମବାସୀ। ଗ୍ରାମର ଖ୍ରୀଷ୍ଟିଆନ୍ ସାହି ଲୋକମାନଙ୍କୁ କିଛି ଦିନ ହେବ ଜଳ ଯୋଗାଣରେ ସମସ୍ୟାର ସମାଧାନ ନ ହେବାରୁ ସାହିବାସିନ୍ଦା ରବିବାର ସକାଳ...

ନୀଳଗିରି ଆସନ ଲାଗି ପ୍ରାର୍ଥୀ ଘୋଷଣା, କଂଗ୍ରେସରୁ ଏହି ବରିଷ୍ଠ ନେତା ପାଇଲେ ଟିକେଟ୍‌…

ଭୁବନେଶ୍ୱର,୫।୫: ନୀଳଗିରି ବିଧାନସଭା ଆସନ ଲାଗି କଂଗ୍ରେସ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କୁ ଦଳ ପ୍ରାର୍ଥୀ କରିଛି। ୧୯୮୦ ଏବଂ ୧୯୯୫ରେ ୨ ଥର ବିଧାୟକ ହୋଇଥିଲେ ଅକ୍ଷୟ। ଏବେ ୨୦୨୪ ନିର୍ବାଚନରେ ମଧ୍ୟ...

ବରୀରେ ଦେବାଶିଷ ନାୟକ ହେଲେ କଂଗ୍ରେସ ପ୍ରାର୍ଥୀ

ଭୁବନେଶ୍ୱର, ୫।୫: ରବିବାର ପାଞ୍ଚ ବିଧାନସଭା ଆସନରେ ପ୍ରାର୍ଥୀ ବଦଳିଛି କଂଗ୍ରେସ। ବରୀରେ ଆରତୀ ଦେଓଙ୍କ ସ୍ଥାନରେ ଦେବାଶିଷ ନାୟକଙ୍କୁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ। ଦଳରେ ଯୋଗ ଦେବାର ଗୋଟିଏ ଦିନ ପରେ କଂଗ୍ରେସ ତାଙ୍କୁ ପ୍ରାର୍ଥୀ ଘୋଷଣା...

ପାରାଦୀପରେ ସୁନାମି ସମ୍ଭାବନା, ଡାକବାଜି ଯନ୍ତ୍ର ଯୋଗେ ସତର୍କ କରାଇଲା ମତ୍ସବିଭାଗ

ପାରାଦୀପ,୫।୫(ଶରତ ରାଉତ): ସମ୍ପ୍ରତି ବଙ୍ଗୋପସାଗରରେ ସମୁଦ୍ର ଅଶାନ୍ତ ହୋଇଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ୫ରୁ ଆସନ୍ତା ୮ ତାରିଖ ମଧ୍ୟରେ ସମୁଦ୍ରରେ ୦.୨ ମିଟରରୁ ୧.୦୫ ମିଟର ପର୍ଯ୍ୟନ୍ତ ଉଚ୍ଚ ଜୁଆର ଆସିପାରେ। ଏହା ସୁନାମି ଭଳି ହେବାର...

ଭାଜପା ଟାର୍ଗେଟରେ ଓଡ଼ିଶା: ୮ରେ ଆସିବେ ରାଜନାଥ ସିଂ, ୧୨ରେ ଶାହା

ଭୁବନେଶ୍ୱର, ୫।୫: ଓଡ଼ିଶାରେ ସରକାର ଗଠନ କରିବା ଲକ୍ଷ୍ୟରେ ପୁରା ଜୋର ଲଗାଉଛନ୍ତି ଭାଜପା ନେତା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଠାରୁ ଆରମ୍ଭ କରି ଅମିତ ଶାହା ଏବଂ ରାଜନାଥ ସିଂହଙ୍କ ଭଳି...

୫ ବିଧାନସଭା ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୫।୫: ୫ ଆସନରେ ପ୍ରାର୍ଥୀ ବଦଳାଇଛି କଂଗ୍ରେସ। ଜଳେଶ୍ୱର, ବରୀ, ଆଠମଲ୍ଲିକ, ଆଠଗଡ ଓ ପୁରୀରେ କଂଗ୍ରେସ ନିଜର ପ୍ରାର୍ଥୀ ଅଦଳବଦଳ କରିଛି। ଜଳେଶ୍ୱରରେ ସୁଦର୍ଶନ ଦାସଙ୍କୁ ଦଳ ଟିକେଟ୍‌ ଦେଇଥିବାବେଳେ ବରୀରେ ଦେବାଶିଷ ନାୟକଙ୍କୁ ଟିକେଟ୍‌ ମିଳିଛି। ସେହିପରି...

ଆଗାମୀ ୨୫ବର୍ଷର ଯାତ୍ରା ସ୍ଥିର କରିବୁ, ଏମିତି କାହିଁକି କହିଲେ ଜୟଶଙ୍କର

କଟକ,୫।୫: କଟକରେ ପହଞ୍ଚିଛନ୍ତି ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର। ସେଠାରେ ସେ ବୁଦ୍ଧିଜୀବୀଙ୍କ ସମ୍ମିଳନୀରେ ଉଦବୋଧନ ଦେଇଛନ୍ତି। ସେ କହିଛନ୍ତି, ବିକଶିତ ଭାରତ ପାଇଁ ଆମକୁ ବିଶ୍ବବନ୍ଧୁ ହେବା ନିହାତି ଜରୁରୀ। ୧୦ ବର୍ଷରେ ଭାରତର ଭିତ୍ତିଭୂମି ଦୃଢ଼ ହୋଇଛି।...

ବୌଦ୍ଧରେ ପାଣ୍ଡିଆନଙ୍କ ମାରାଥନ ପ୍ରଚାର, କହିଲେ-‘ନିର୍ବାଚନ ଆସିଲେ ବିରୋଧୀ ଟୁରିଷ୍ଟ ଭଳି ଆସିବେ’

ବୌଦ୍ଧ, ୫।୫ ( ଅଜିତ କୁମାର ବାରିକ): ସାଧାରଣ ନିର୍ବାଚନ ପାଇଁ ବୌଦ୍ଧ ଜିଲାରେ ତ୍ରିମୁଖି ଲଢାଇ ହେବାକୁ ଯାଉଥିବା ବେଳେ ରବିବାର ୫ଟି ଅଧକ୍ଷ୍ୟ କାର୍ତ୍ତିକ ପାଣ୍ଡିଆନ ବୌଦ୍ଧ ନିର୍ବାଚନ ମଣ୍ଡଳିର ପୁରୁଣାକଟକ ଠାରେ ଦଳ ପାଇଁ ପ୍ରଚାର...

ମାଡି ଆସୁଛି ଝଡ଼ ବର୍ଷା, ଆଲର୍ଟ କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୫।୫: ୨ ଦିନ ପ୍ରବଳ ଝଡ଼ ବର୍ଷା ନେଇ ଆଲର୍ଟ କରିଛି ପାଣିପାଗ ବିଭାଗ। ଉତ୍ତର ଓଡ଼ିଶା ଉପକୂଳରେ ଝଡ଼ ବର୍ଷା ନେଇ ସତର୍କତା ଜାରି କରିଛି IMD। ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ସତର୍କ କରିବା ସହ ୬ ଓ ୮...

କଖଡ଼ି ମହାନଦୀ ଅବବାହିକାରେ ୧୬୫ ପାଣିଚିରି, ୮୨ ଅଣ୍ଡା ଦେଲେ, ୩୫ ଛୁଆ ଫୁଟି ବାହାରିଲେ

ଖୁଣ୍ଟୁଣୀ, ୫।୫(ସଚ୍ଚିଦାନନ୍ଦ ପଣ୍ଡା): ପୃଥିବୀରେ ଇଣ୍ଡିଆନ୍‌ ସ୍କିମର ବା ପାଣିଚିରି ଏକ ବିରଳ ପ୍ରଜାତିର ପକ୍ଷୀ। ବିଶ୍ୱରେ ପକ୍ଷୀ ଗଣନା ଅନୁସାରେ ଏହି ପକ୍ଷୀର ସଂଖ୍ୟା ମାତ୍ର ୪ହଜାର ଥିବା କୁହାଯାଉଛି। ଇଣ୍ଟରନ୍ୟାଶନାଲ ୟୁନିୟନ ଫର୍‌ କଞ୍ଜରବେଶନ ଅଫ୍‌ ନେଚର(ଆଇୟୁସିଏନ୍‌)ର...

ବିଜେଡି ଛାଡିବେ ସମୀର ଦାଶ! ଟ୍ବିଟ କରି ଧନ୍ୟବାଦ ଦେଲେ…

ଭୁବନେଶ୍ୱର,୫।୫: ବିଜେଡି ଛାଡିବେ କି ନିମାପଡା ବିଧାୟକ ସମୀର ଦାଶ! ଏନେଇ କଳ୍ପନାଜଳ୍ପନାର ଅନ୍ତ ଘଟୁ ନ ଥିବାବେଳେ ତାଙ୍କ ଟ୍ବିଟ ରାଜ୍ୟ ରାଜନୀତିକୁ ସରଗରମ କରିଛି। ଟିକେଟ୍‌ ନ ମିଳିବାରୁ ଅସନ୍ତୁଷ୍ଟ ସମୀରଙ୍କ ପରବର୍ତ୍ତୀ ପଦକ୍ଷେପ କ’ଣ ହେବ...

ଘରେ ମରାମତି କରୁଥିବା ବେଳେ ଅଘଟଣ: ପୁଅଙ୍କୁ ବିଦ୍ୟୁତ୍‌ ଆଘାତରୁ ବଞ୍ଚାଇବାକୁ ଯାଇ ବାପା ମୃତ, ମା’ ଗୁରୁତର

ଯାଜପୁର,୫।୫(ହର୍ଷବର୍ଦ୍ଧନ ବେହେରା): ଯାଜପୁର ରୋଡ଼ ଥାନା ବେଙ୍ଗପାଟିଆ ଗ୍ରାମରେ ରବିବାର ଅଘଟଣ ଘଟିଛି। ବିଦ୍ୟୁତ୍‌ ଆଘାତରେ ବାପ ଓ ପୁଅଙ୍କ ମୃତ୍ୟୁ ହୋଇଥିବା ବେଳେ ମା’ ଗୁରୁତର ହୋଇଛନ୍ତି। ମୃତକ ହେଲେ ଗ୍ରାମର ଗଣେଶ ମଣ୍ଡଳ ଓ ଆସୁ ମଣ୍ଡଳ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri