ରାଜ୍ୟ

ଅଧଘଣ୍ଟାରେ ଅଧା ରାଜଧାନୀ ପ୍ରଭାବିତ

ଭୁବନେଶ୍ୱର, ୭।୫ (ବନ୍ଦନା ସେଠୀ):ରାଜଧାନୀ ଭୁବନେଶ୍ୱରରେ ସୋମବାର କାଳବୈଶାଖୀ ତାଣ୍ଡବ ରଚିଛି। ଅଧଘଣ୍ଟାର ଝଡ଼ତୋଫାନ ସହ ବର୍ଷାରେ ଅଧା ରାଜଧାନୀ ପ୍ରଭାବିତ ହୋଇଛି। ବିଭିନ୍ନ ସ୍ଥାନରେ ଗଛ ଉପୁଡିବା ସହ ଭାଙ୍ଗିପଡିଥିବାବେଳେ କେତେକ ସ୍ଥାନରେ ପାଲ ଓ ଟିଣ ଛପର...

ଭାଜପା ବିରୋଧରେ ପ୍ରଚାର କରିବେ ଉଜ୍ଜଳା ଦିଦି

ଭୁବନେଶ୍ୱର,୭।୫(ଅନୁରାଧା ମହାରଣା):ରାଜ୍ୟର ଉଜ୍ଜଳା ଦିଦିମାନେ ବିଭିନ୍ନ ଦାବି ନେଇ ସୋମବାର ମାଷ୍ଟର କ୍ୟାଣ୍ଟିନ ଛକରେ ଧାରଣା ଦେଇଥିଲେ। ସେମାନଙ୍କ ଦୀର୍ଘଦିନର ଦାବିକୁ କେନ୍ଦ୍ର ସରକାର ଅଣଦେଖା କରି ଚାଲିଥିବାରୁ ବିକ୍ଷୋଭକାରୀମାନେ ଚଳିତ ନିର୍ବାଚନରେ ସମ୍ବଲପୁର ସଂସଦୀୟ କ୍ଷେତ୍ରରେ ଭାଜପା ପ୍ରାର୍ଥୀ...

ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ:୧୫ରେ ଯାଞ୍ଚ, ଜୁନ୍‌ ୧ରେ ଭୋଟ

ଭୁବନେଶ୍ୱର,୭।୫(ଅନିଲ ଦାସ):ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟରେ ହେବାକୁ ଥିବା ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଏବଂ ଜଗତ୍‌ସିଂହପୁର ଲୋକ ସଭା ଏବଂ ୪୨ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ସୋମବାର ନିର୍ବାଚନ କମିଶନଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି।...

୪୮ ପ୍ରାର୍ଥୀଙ୍କ ନାମରେ ଜଘନ୍ୟ ଆପରାଧିକ ମାମଲା

ଭୁବନେଶ୍ୱର,୭ା୫(ଅନିଲଦାସ):ରାଜ୍ୟରେ ଆସନ୍ତା ୧୩ ତାରିଖରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେବ। ଏହି ପର୍ଯ୍ୟାୟରେ ୨୮ଟି ବିଧାନସଭା ଆସନ ପାଇଁ ମୋଟ ୨୪୩ ପ୍ରାର୍ଥୀ ନିର୍ବାଚନ ରଣାଙ୍ଗନକୁ ଓହ୍ଲାଇଛନ୍ତି। ସେମାନଙ୍କ ମଧ୍ୟରୁ ୬୫ ଜଣଙ୍କ ନାଁରେ ଆପରାଧିକ ମାମଲା ରହିଥିବା ବେଳେ...

ଘରକୁ ଫେରିଲେ ବନ୍ଧାପଡ଼ିଥିବା ୨୨ ଶ୍ରମିକ

ଭବାନୀପାଟଣା,୬।୫(ଉତ୍ତମ କୁମାର ଦାଶ): ହାଇଦ୍ରାବାଦକୁ କାମ କରିବାକୁ ଯାଇ ବନ୍ଧାପଡିଥିବା କଳାହାଣ୍ଡି ଜିଲା ଜୁନାଗଡ଼ ସହରର ୨୨ ଶ୍ରମିକ ସୋମବାର ଘରକୁ ଫେରିଛନ୍ତି। କଳାହାଣ୍ଡି ଜିଲା ଜୁନାଗଡ଼ ସହରର ୪ଜଣ ଶ୍ରମିକ ନିର୍ଯାତନା ସହି ନ ପାରି ଶୁକ୍ରବାର ଲୁଚି...

ପୋଷ୍ଟାଲ ବାଲଟରେ ନିଜ ପସନ୍ଦର ନେତାଙ୍କୁ ଦେଲେ ଭୋଟ

ରାୟଗଡ଼ା,୬।୫(ଆଶିଷ ରଞ୍ଜନ ପଣ୍ଡା)-୨୦୨୪ ସାଧାରଣ ନିର୍ବାଚନ ପାଇଁ ଆସନ୍ତା ୧୩ ତାରିଖରେ କୋରାପୁଟ ଲୋକ ସଭା ଆସନ ଏବଂ ଏହା ଅଧୀନ ୭ଟି ବିଧାନସଭା ଆସନ ପାଇଁ ମତଦାନ ଅନୁଷ୍ଠିତ ହେବ। ତେବେ ନିର୍ବାଚନ ଦାୟିତ୍ୱରେ ରହିଥିବା ସରକାରୀ କର୍ମଚାରୀଙ୍କ...

ବାରବାଟୀ-କଟକ ବିଧାନସଭା ଆସନରୁ ନାମାଙ୍କନ ଭରିଲେ ପୂର୍ଣ୍ଣଚନ୍ଦ୍ର ମହାପାତ୍ର

ଭୁବନେଶ୍ୱର,୬।୫: ବାରବାଟୀ-କଟକ ବିଧାନସଭା ଆସନରୁ ଭାଜପା ପ୍ରାର୍ଥୀ ଡା.ପୂର୍ଣ୍ଣଚନ୍ଦ୍ର ମହାପାତ୍ର ସୋମବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କଟକ ଚଣ୍ଡୀ ମନ୍ଦିରରେ ପୂଜାର୍ଚ୍ଚନା ପରେ ବିଶାଳ ଶୋଭାଯାତ୍ରାରେ ନିଜ ଦଳୀୟ ସମର୍ଥକଙ୍କ ସହ ଆସି କଟକ ସଦର ଉପଜିଲାପାଳଙ୍କ ନିକଟରେ...

ସମୀର ଦାଶଙ୍କୁ ନୂଆ ଦାୟିତ୍ୱ ଦେଲା ବିଜେଡି

ଭୁବନେଶ୍ୱର,୬।୫: ଟିକେଟ୍‌ କାଟିବା ପରେ ନିମାପଡା ବିଜେଡି ବିଧାୟକ ସମୀର ଦାଶଙ୍କୁ ସନ୍ତୁଷ୍ଟ କଲା ଦଳ । ୨୦୨୪ ନିର୍ବାଚନ ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଢେଙ୍କାନାଳ ଲୋକ ସଭା କ୍ଷେତ୍ରର ପର୍ଯ୍ୟବେକ୍ଷକ ଦାୟିତ୍ୱ ଦେଇଛନ୍ତି। ନିମାପଡା ଟିକେଟ୍‌...

ସାଲେପୁର ନାବାଳିକା ବଳାତ୍କାର-ହତ୍ୟା ମାମଲା: ମୃତ୍ୟୁ ଦଣ୍ଡାଦେଶକୁ ଆଜୀବନ କାରାଦଣ୍ଡରେ ବଦଳାଇଲେ ହାଇକୋର୍ଟ 

କଟକ,୬ା୫(କାର୍ତ୍ତିକ ସାହୁ): ସାଲେପୁର ଥାନା ଅଞ୍ଚଳରେ ଘଟିଥିବା ଏକ ନାବାଳିକା ବଳାତ୍କାର ହତ୍ୟା ମାମଲାରେ ତଳକୋର୍ଟ ଦ୍ୱାରା ମୃତ୍ୟୁଦଣ୍ଡ ପାଇଥିବା ଅଭିଯୁକ୍ତଙ୍କ ଦଣ୍ଡକୁ ହାଇକୋର୍ଟ କୋହଳ କରିଛନ୍ତି। ହାଇକୋର୍ଟ ମୃତ୍ୟୁଦଣ୍ଡକୁ ଆଜୀବନ ସଶ୍ରମ କାରାଦଣ୍ଡରେ ବଦଳାଇଛନ୍ତି। ହାଇକୋର୍ଟର ବିଚାରପତି ଏସ୍‌....

୨୪୩ ପ୍ରାର୍ଥୀଙ୍କ ମଧ୍ୟରୁ ୬୫ ଜଣଙ୍କ ନାଁରେ ଅପରାଧିକ ମାମଲା, ସବୁଠାରୁ ଏହି ପ୍ରାର୍ଥୀଙ୍କ ନାଁରେ ରହିଛି ଅଧିକ

ଭୁବନେଶ୍ୱର,୬।୫: ଓଡ଼ିଶାରେ ଆସନ୍ତା ୧୩ ତାରିଖରେ ହେବାକୁ ଥିବା ଲୋକ ସଭା ଓ ବିଧାନସଭା ନିର୍ବାଚନରେ ମୋଟ ୨୪୩ ପ୍ରାର୍ଥୀଙ୍କ ମଧ୍ୟରୁ ୬୫ ଜଣଙ୍କ ନାଁରେ ରହିଛି ଅପରାଧ ମାମଲା। ୪୮ ଜଣଙ୍କ ନାଁରେ ରହିଛି ଜଘନ୍ୟ ଅପରାଧ। ଏହି...

ସବୁଠାରୁ ଗରିବ ପ୍ରାର୍ଥୀ, ପାଖରେ ଅଛି ଏତିକି ଟଙ୍କା, ଏଡିଆର ରିପୋର୍ଟରେ ଖୁଲାସା

ଭୁବନେଶ୍ୱର,୬।୫: ଓଡ଼ିଶାରେ ଆସନ୍ତା ୧୩ ତାରିଖରେ ହେବାକୁ ଥିବା ଲୋକ ସଭା ଓ ବିଧାନସଭା ନିର୍ବାଚନରେ ମୋଟ ୨୪୩ ପ୍ରାର୍ଥୀଙ୍କ ମଧ୍ୟରୁ ୬୫ ଜଣଙ୍କ ନାଁରେ ରହିଛି ଅପରାଧ ମାମଲା। ୪୮ ଜଣଙ୍କ ନାଁରେ ରହିଛି ଜଘନ୍ୟ ଅପରାଧ। ଏଡିଆର...

ଭୁବନେଶ୍ୱରରେ ଓହ୍ଲାଇ ପାରିଲାନି ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର

ଭୁବନେଶ୍ୱର,୬।୫: କାଳବୈଶାଖୀ ପବନ ଯୋଗୁ ଭୁବନେଶ୍ୱରରେ ଓହ୍ଲାଇ ପାରିଲାନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହେଲିକପ୍ଟର। ଯାହା ପରେ ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟରକୁ ଝାରସୁଗୁଡ଼ା ନିଆଯାଇଛି। ସେଠାରେ ସୁରକ୍ଷିତ ଭାବେ ହେଲିକପ୍ଟର ଅବତରଣ କରିଛି। ପାଗ ବଦଳିବା ପରେ ହେଲିକପ୍ଟର ଝାରସୁଗୁଡ଼ାରୁ ବାହାରିବ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri