ରାଜ୍ୟ

ତାଣ୍ଡବ ରଚିଲା କାଳବୈଶାଖୀ

କୋକସରା,୭।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କାଳବୈଶାଖୀ ଆଣିଛି ତାତିରୁ ଶାନ୍ତି, ହେଲେ ଏହାର ପ୍ରଭାବରେ ବଡ ବଡ ଗଛ ସହ ବିଦ୍ୟୁତ ଖୁଣ୍ଟ ଉପୁଡି ପଡି ଉପାନ୍ତ ଅଞ୍ଚଳରେ ବିଦ୍ୟୁତ ସେବା ପ୍ରଭାବିତ ହୋଇଥିବା ଦେଖିବାକୁ ମିଳିଛି। ମଙ୍ଗଳବାର ଭୋର ସମୟରେ...

ଫୁଲ ଛାଡି ଶଙ୍ଖ ଫୁଙ୍ଖିଲେ ଭାଜପାର ବଡ଼ ନେତା

ଗଞ୍ଜାମ,୭।୫(ବିଦ୍ୟାଧର ସାହୁ ): ଆଉ ଦିନ କେଇଟା ପରେ ସାଧାରଣ ନିର୍ବାଚନ। ଆସନ୍ତା ମେ ୧୩ ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେବାକୁ ଯାଉଛି l କିନ୍ତୁ ବର୍ତମାନ ପର୍ଯ୍ୟନ୍ତ ଦଳ ଅଦଳ ବଦଳ ପ୍ରକ୍ରିୟା ଜାରି ରହିଛି ।...

ଆସନ୍ତାକାଲି ମହାପ୍ରଭୁଙ୍କ ୬ଘଣ୍ଟା ଦର୍ଶନ ବନ୍ଦ

ପୁରୀ,୭।୫: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବୁଧବାର ବନକ ଲାଗି ନୀତି ଅନୁଷ୍ଠିତ ହେବ। ବନକ ଲାଗି ପାଇଁ ପ୍ରାୟ ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଆପାତତଃ ସଂଧ୍ୟା ୬ଟାରୁ ରାତି ୧୨ଟା ପର୍ଯ୍ୟନ୍ତ ବନ୍ଦ ରହିବ ଦର୍ଶନ।

ଦକ୍ଷିଣାଞ୍ଚଳ ଆଇଜିଙ୍କ ନିକଟରେ ଆତ୍ମସମର୍ପଣ କଲେ ମାଓବାଦୀ

ଫୁଲବାଣୀ,୭ା୫(ରାକେଶ କୁମାର ରାଉତ): କେକେବିଏନ୍‌ ମାଓବାଦୀ ସଂଗଠନର ଜଣେ କ୍ୟାଡର ମାଓବାଦୀ ଦକ୍ଷିଣାଞ୍ଚଳ ଆଇଜି ଜେ.ଏନ୍‌.ପଙ୍କଜଙ୍କ ନିକଟରେ ଆତ୍ମସମର୍ପଣ କରି ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବାକୁ କହିଛନ୍ତି। ମାଓବାଦୀ ଜଣକ ଛତିଶଗଡ଼ ସୁକୁମା ଜିଲାର କିଷ୍ଟାରାମ ପଞ୍ଚାୟତ ମଙ୍ଗଳଗୁଡା...

ଗଞ୍ଜାମରେ ଫ୍ଲାଇଂ ସ୍କ୍ବାଡର ଯାଞ୍ଚ କଡାକଡି

ଛତ୍ରପୁର ୭।୫(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜିଲାରେ ଚଳିତ ମାସ ୧୩ରେ ଚତୁର୍ଥ ପର୍ଯ୍ୟାୟ ଏବଂ ୨୦ରେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ । ଏହି ଦୁଇ ପର୍ଯ୍ୟାୟରେ ଅନୁଷ୍ଠିତ ହେଉଥିବା ନିର୍ବାଚନକୁ ଅବାଧ, ମୁକ୍ତ ଓ ନିରପେକ୍ଷ...

କଂଗ୍ରେସ ଛାଡିଲେ ଚିତ୍ତରଞ୍ଜନ, ନେଲେ ବଡ଼ ନିଷ୍ପତ୍ତି

ନୀଳଗିରି,୭।୫: କଂଗ୍ରେସ ଛାଡିଲେ ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡଙ୍ଗୀ। ଚଳିତ ନିର୍ବାଚନର ବାଲେଶ୍ୱର ଲୋକ ସଭା ପ୍ରାର୍ଥୀ ଶ୍ରୀକାନ୍ତ ଜେନାଙ୍କ ବିରୋଧରେ ଦୁର୍ବ୍ୟବହାର ଅଭିଯୋଗ ଆଣି ଦଳ ଛାଡିଛନ୍ତି। ଦଳ ଛାଡିବା ପରେ ବାଲେଶ୍ୱରରେ ଏମପି ପ୍ରାର୍ଥୀ ଭାବେ...

ବଜ୍ରପାତରେ ଚାଲିଗଲା ୯ ଗୋରୁଙ୍କ ଜୀବନ

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ, ୭/୫ (ଅରୁଣ ସାହୁ /ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ଜନଜୀବନ ପ୍ରଭାବିତ ହୋଇଛି। ଦାରିଙ୍ଗବାଡି ବ୍ଲକ ତାଜୁଙ୍ଗିଆ ପଞ୍ଚାୟତ ସିକପାଟା ଛକ ନିକଟ ଏକ ଆମ୍ବ ଗଛ...

ରୋଚକ ମୋଡ଼ରେ ପିପିଲି ରାଜନୀତି: ବିଜେଡି ପ୍ରାର୍ଥୀ ରୁଦ୍ର ମହାରଥୀଙ୍କ ବିରୋଧରେ ସ୍ବାଧୀନ ଭାବେ ଲଢ଼ିବେ ସ୍ତ୍ରୀ ଜାଗୃତି

ଭୁବନେଶ୍ୱର,୭।୫: ନିର୍ବାଚନ ମଇଦାନରେ ସ୍ବାମୀଙ୍କ ବିରୋଧରେ ଲଢ଼ିବେ ସ୍ତ୍ରୀ। ପିପିଲି ବିଧାନସଭା ଆସନରେ କିଛି ଏଭଳି ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଗୋଟିଏ ପଟେ ସ୍ବର୍ଗତ ପ୍ରଦୀପ ମହାରଥୀଙ୍କ ପୁଅ ରୁଦ୍ର ମହାରଥୀ ବିଜେଡିରୁ ଟିକେଟ ପାଇ ନିର୍ବାଚନକୁ...

ନିଟ୍‌ ପରୀକ୍ଷାରେ ଜାଲିଆତି ଘଟଣା: ୩ ଅଭିଯୁକ୍ତ ଗିରଫ

ଭଦ୍ରକ,୭।୫: ମେଡିକାଲ ପ୍ରବେଶିକା ପରୀକ୍ଷା ନିଟ୍‌ରେ ଜାଲିଆତି ଘଟଣାରେ ମଙ୍ଗଳବାର ୩ ଜଣ ଗିରଫ ହୋଇଛନ୍ତି। ଜଣେ ପରୀକ୍ଷାର୍ଥୀ ପାଇଁ ଅନ୍ୟ ଜଣେ ପରୀକ୍ଷା ଦେଉଥିଲେ । ଏମିତି ଏକ ନକଲି ପରୀକ୍ଷାର୍ଥୀଙ୍କୁ ଧରିଛି ଭଦ୍ରକ ଗ୍ରାମାଞ୍ଚଳ ପୋଲିସ। ସୂଚନା...

ପାଗରେ ବଡ଼ ପରିବର୍ତ୍ତନ: କୋରାପୁଟରେ ୨୧୬.୫ମିମି ବର୍ଷା ରେକର୍ଡ

କୋରାପୁଟ,୭।୫(ଅମିତାଭ ବେହେରା): କାଳବୈଶାଖୀ ପ୍ରଭାବରେ ପାଗରେ ବଡ଼ ପରିବର୍ତ୍ତନ ଘଟିଛି। ମଙ୍ଗଳବାର କୋରାପୁଟ ଜିଲାରେ ୨୧୬.୫ ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ଜିଲାର ସେମିଳିଗୁଡା ବ୍ଲକରେ ସର୍ବାଧିକ ୪୨ମି.ମି ବର୍ଷା ହୋଇଛି। ଏପରି କି ଦଶମନ୍ତପୁର ବ୍ଳକରେ ସର୍ବନିମ୍ନ...

ମୁଖ୍ୟମନ୍ତ୍ରୀ ଚୟନକୁ ନେଇ ଭାଜପାକୁ କଟାକ୍ଷ କଲେ ପାଣ୍ଡିଆନ

ଭୁବନେଶ୍ୱର,୭।୫:ଭାଜପାର ମୁଖ୍ୟମନ୍ତ୍ରୀ ଚୟନକୁ ନେଇ ଶାସକ ଓ ବିରୋଧୀଙ୍କ ମଧ୍ୟରେ କଥା କଟାକଟି ଚାଲିଥିବାବେଳେ ପୁଣି ଏହି ପ୍ରସଙ୍ଗକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି କାର୍ତ୍ତିକ ପାଣ୍ଡିଆନ। ମଙ୍ଗଳବାର ଖଲ୍ଲିକୋଟରେ ବିଜେଡି ପ୍ରାର୍ଥୀଙ୍କ ପାଇଁ ଧୂଆଁଧାର ପ୍ରଚାର କରିଛନ୍ତି ପାଣ୍ଡିଆନ...

ନବୀନଙ୍କ ଆସନରେ ପ୍ରଚାର କଲେ ପାଣ୍ଡିଆନ, କହିଦେଲେ ଏମିତି…

ଭୁବନେଶ୍ୱର,୭।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ବାଚନମଣ୍ଡଳୀରେ ପ୍ରଚାର କରିଛନ୍ତି ଭି.କେ ପାଣ୍ଡିଆନ। ମଙ୍ଗଳବାର ହିଞ୍ଜିଳିରେ ଜୋରଦାର ପ୍ରଚାର କରିଛନ୍ତି ଭିକେ ପାଣ୍ଡିଆନ । ଜନସଭାକୁ ସମ୍ବୋଧିତ କରି ପାଣ୍ଡିଆନ, ହିଞ୍ଜିଳି ପାଇଁ ହୋଇଥିବା ବିକାଶମୂଳକ କାମର ହିସାବ ଦେଇ ଦଳୀୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri