ରାଜ୍ୟ

୧୧ରେ ବରଗଡ଼ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ବରଗଡ଼,୯ା୫(ପ୍ରେମାନନ୍ଦ ଖମାରୀ): ଆସନ୍ତା ୧୧ତାରିଖ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବରଗଡ଼ ଗସ୍ତରେ ଆସିବା କାର୍ଯ୍ୟକ୍ରମ ରହିଛି। ମିଳିଥିବା ସୂଚନାନୁଯାୟୀ, ମୋଦି ସେହିଦିନ ବରଗଡ଼ ସହର ଉପକଣ୍ଠ ବରାହଗୋଡ଼ା ନିକଟସ୍ଥ ଏକ ପଡ଼ିଆରେ ହେବାକୁ ଥିବା ସଭାରେ ଉପସ୍ଥିତ ଜନତାଙ୍କୁ...

ଆସନ୍ତାକାଲି ଭୁବନେଶ୍ୱରରେ ମୋଦି କରିବେ ରୋଡ ଶୋ’, ଦିନ ୨ଟାରୁ ଏହି ରାସ୍ତାରେ ଗାଡି ଚଳାଚଳ କରିବନି

ଭୁବନେଶ୍ୱର,୯।୫: ଆସନ୍ତାକାଲି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ଶୁକ୍ରବାର ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ଏକ ରୋଡ ଶୋ’ କରିବେ। ରାତି ସାଢେ ୮ଟାରୁ ଭାଜପା ପାର୍ଟି ଅଫିସରୁ ଏହି ରୋଡ ଶୋ’ ବାହାରି...

ନାମାଙ୍କନ କଲେ କୋରେଇ ବିଜେଡି ବିଧାୟିକା ପ୍ରାର୍ଥିନୀ ସଂଧ୍ୟାରାଣୀ ଦାସ

ଯାଜପୁର, ୯।୫: କୋରେଇ ବିଧାନସଭା ଆସନ ପାଇଁ ବିଜୁ ଜନତା ଦଳ ପ୍ରାର୍ଥିନୀ ସଂଧ୍ୟାରାଣୀ ଦାସ ଗୁରୁବାର ନାମାଙ୍କନ ଦାଖଲ କରିଛନ୍ତି। ପ୍ରଥମେ ପାଣିକୋଇଲି ତାରିଣୀ ମନ୍ଦିରରେ ପୁଜାର୍ଚ୍ଚନା କରିବା ପରେ ସମର୍ଥକଙ୍କ ସହ ଯାଜପୁରରେ ସଂଧ୍ୟାରାଣୀ ପହଞ୍ଚିଥିଲେ। ଉପଜିଲ୍ଲାପାଳଙ୍କ...

କନ୍ଧମାଳବାସୀଙ୍କୁ ଭୋଟ୍‌ ମାଗିଲେ ମୁଖ୍ୟମନ୍ତ୍ରୀ

ଫୁଲବାଣୀ,୯ା୫(ରାକେଶ କୁମାର ରାଉତ): ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗୁରୁବାର କନ୍ଧମାଳ ଗସ୍ତରେ ଆସି ଭୋଟ୍‌ ମାଗିଛନ୍ତି। କନ୍ଧମାଳ ସଂସଦୀୟ କ୍ଷେତ୍ର ୭ ବିଧାନସଭା ପ୍ରାର୍ଥୀ ଏବଂ ଏମ୍‌ପି ପ୍ରାର୍ଥୀଙ୍କୁ ଭୋଟ୍‌ ଦେଇ ଜୟଯୁକ୍ତ କରିବାକୁ କହିଛନ୍ତି।...

ବ୍ୟାପୁଛି ରୁବେଲା ଭାଇରସ, ଗର୍ଭବତୀଙ୍କୁ ସତର୍କ କରାଇଲେ ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୯।୫: ରୁବେଲା ଭାଇରସକୁ ନେଇ ଗର୍ଭବତୀଙ୍କୁ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର ସତର୍କ କାରାଇଛନ୍ତି। ସେ କହିଛନ୍ତି, ଗର୍ଭବତୀ ମହିଳାଙ୍କ ଠାରେ ରୁବେଲା ହେଲେ ସେମାନଙ୍କ ସନ୍ତାନଙ୍କ କ୍ଷେତ୍ରରେ ମଧ୍ୟ ଜନ୍ମରୁ ଏହି ଭାଇରସ ଦେଖା ଦେଇଥାଏ। ଗର୍ଭବତୀ...

କାଳବୈଶାଖୀର ପ୍ରଭାବରେ ତାପମାତ୍ରା ହ୍ରାସ; ୧୯୦୧ ମସିହା ପରଠାରୁ ଗତ ଏପ୍ରିଲ ସବୁଠାରୁ ଉତ୍ତପ୍ତ

ଭୁବନେଶ୍ୱର,୯।୫: କାଳବୈଶାଖୀ ଯୋଗୁଁ ରାଜ୍ୟରେ ବିଭିନ୍ନ ସ୍ଥାନରେ ତାପମାତ୍ରାରେ ସାମାନ୍ୟ ହ୍ରାସ ପାଇଛି। ଉପକୂଳ ଓଡ଼ିଶା ସମେତ ପଶ୍ଚିମ ଏବଂ ମଧ୍ୟ ଭାଗରେ ଝଡବର୍ଷା ହୋଇଥିବା ସମ୍ବାଦ ଆମର ହସ୍ତଗତ ହୋଇଛଇ। ଆସନ୍ତା ୪ ଦିନ ପର୍ଯ୍ୟନ୍ତ କାଳବୈଶାଖୀର ପ୍ରଭାବ...

ସାପ କାମୁଡ଼ାରେ ତିନି ବର୍ଷର ପୁଅ ମୃତ, ବିଷ କାଢ଼ିବାକୁ ଚେଷ୍ଟା କରି ବାପା ଆହତ

ସୁବର୍ଣ୍ଣପୁର, ୯।୫:: ବିରାମହାରାଜପୁର ଅଞ୍ଚଳର ହିଲୁଙ୍ଗା ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ବିଷାକ୍ତ ସାପ କାମୁଡ଼ିରେ ତିନି ବର୍ଷର ବାଳକ ପ୍ରାଣ ହରାଇଛି। ସାଗର ନାମକ ଜଣେ ମୃତ ପିଲାଟି ସିଡ଼ି ନିକଟରେ ଖେଳୁଥିବାବେଳେ ଗୋଖର ସାପ ତାଙ୍କୁ...

ପୁରୀରେ ପହଞ୍ଚିଲେ କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ

ପୁରୀ,୯।୫: ପୁରୀରେ ପହଞ୍ଚିଲେ କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ। ସ୍ବତନ୍ତ୍ର ହେଲିକପ୍ଟରରେ ଭୁବନେଶ୍ବରରୁ ବାହାରି ପୁରୀରେ ପହଞ୍ଚିଛନ୍ତି। ସେଠାରେ ସେ ମହାପ୍ରଭୁଙ୍କୁ ଦର୍ଶନ କରିବେ। ଏହା ପରେ କୃଷ୍ଣପ୍ରସାଦରେ ବିରାଟ ଜନସଭାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହାପରେ ଆସନ୍ତାକାଲି...

ରାଜଧାନୀରେ ବଡ଼ ଧରଣର ଆଇଟି ରେଡ୍‌, ୨ କୋଟିରୁ ଅଧିକ ଟଙ୍କା ଜବତ

ଭୁବନେଶ୍ୱର,୯ା୫: ରାଜଧାନୀରେ ଗୁରୁବାର ବଡ଼ ଧରଣର ଆଇଟି ରେଡ୍‌ ହୋଇଛି। ପୁରୁଣ ପୋଷ୍ଟ ଅଫିସ୍‌ ଲେନ୍‌ ବୁଦ୍ଧେଶ୍ୱରୀ କଲୋନୀରେ ଥିବା ଏକ ଫ୍ଲେକ୍ସ ପ୍ରିଣ୍ଟ ମିଡିଆ ହାଉସ୍‌ ଉପରେ ଆଜି ଆୟକର ବିଭାଗ ପକ୍ଷରୁ ଏକ ବଡ଼ ଧରଣର ଚଢ଼ାଉ...

ପ୍ରାର୍ଥିପତ୍ର ଦାଖଲ କଲେ ଅରିନ୍ଦମ

ସାଲେପୁର,୯ା୫: ସାଲେପୁରର ଭାଜପା ବିଧାୟକ ପ୍ରାର୍ଥୀ ଅରିନ୍ଦମ ରାୟ ଗୁରୁବାର ତାଙ୍କର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ ଆସି ଅରିନ୍ଦମ ଆଜି ତାଙ୍କର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ନାମାଙ୍କନ ଦାଖଲ ପୂର୍ବରୁ ସେ କଟକର ଚଣ୍ଡୀମନ୍ଦିର ଯାଇ...

ସ୍ତ୍ରୀ, ଝିଅଙ୍କୁ ଗୁଳି କରି ହତ୍ୟା କରିବା ପରେ ନିଜକୁ ଗୁଳି କଲେ ବ୍ୟକ୍ତି

ଝାରସୁଗୁଡ଼ା,୯ା୫: ସ୍ତ୍ରୀ ଓ ଝିଅକୁ ଗୁଳି ହତ୍ୟା କରିବା ପରେ ନିଜକୁ ଗୁଳି କରିଛନ୍ତି ଜଣେ ବ୍ୟକ୍ତି। ଏପରି ଦୁଃଖଦ ଘଟଣା ଘଟିଛି ଝାରସୁଗୁଡ଼ା ଜିଲାର ଲଖନପୁର ଥାନା ବାଣୀପାହା ନିକଟରେ। ମୃତକ ଜଣକ ହେଲେ ଓରିଏଣ୍ଟ ଥାନା ଅଞ୍ଚଳର...

ଚୋର ପ୍ରାର୍ଥୀଙ୍କୁ ଭୋଟ୍‌ ଦିଅନ୍ତୁନି: ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର,୯ା୫: ଗଞ୍ଜାମ ଜିଲା କନିଷିଠାରେ ଗୁରୁବାର ମୁଖ୍ୟମନ୍ତ୍ରୀ ମାରାଥନ ପ୍ରଚାର କରିଛନ୍ତି। ଏଠାରେ ଆୟୋଜିତ ସାଧାରଣ ସଭାରେ ମୁଖ୍ୟମନ୍ତ୍ରୀ ଉଦ୍‌ବୋଧନ ଦେଇ କହିଛନ୍ତି, ଆପଣମାନେ ଏତେ ଖରାରେ ଆସିଛନ୍ତି, ବହୁତ ବହୁତ ଧନ୍ୟବାଦ। ଆପଣ ଯୋଡ଼ି ଶଙ୍ଖରେ ଭୋଟ୍‌ ଦେଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri