ରାଜ୍ୟ

କେନାଲ ଅବରୋଧ କରି ଗାର୍ଡୱାଲ ନିର୍ମାଣ

ନିିଶ୍ଚିନ୍ତକୋଇଲି,୫।୪(ଅଶୋକ କୁମାର ମହାପାତ୍ର): ଠିକାଦାର ରାସ୍ତା ନିର୍ମାଣ ନିମନ୍ତେ ଦୀର୍ଘ ବର୍ଷର ଏକ କେନାଲକୁ ପୋତି ଦେଇଥିବାର ଚାଷୀମହଲରେ ଅଭିଯୋଗ ହୋଇଛି। ଫଳରେ ଚାଷୀମାନେ ଚଳିତ ବର୍ଷ ଚାଷ ଜମିରେ ଜଳସେଚନ ନିମନ୍ତେ ନାହିଁ ନଥିବା ଦୁର୍ଦ୍ଦଶାର ସମ୍ମୁଖୀନ ହେବା...

ଅଟକିଛି ବିଜେଡିର ସାଲେପୁର ପ୍ରାର୍ଥୀ ଘୋଷଣା

କଟକ,୫ା୪(ଶିଳ୍ପା ପ୍ରିୟଦର୍ଶିନୀ): ବିଜେଡିର ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ଘୋଷଣା ସରିଛି। ହେଲେ ଏବେ ବି ସାଲେପୁର ଓ ବାରବାଟୀ-କଟକ ନିର୍ବାଚନ ମଣ୍ଡଳୀର ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇନାହିଁ। ୫ଦିନ ତଳେ ଭାଜପାରୁ ଇସ୍ତଫା ଦେଇଥିବା ପୂର୍ବତନ ବିଧାୟକ ପ୍ରକାଶ...

୪ ଲୋକ ସଭା ଓ ୨୮ ବିଧାନସଭା କ୍ଷେତ୍ରର ପ୍ରସ୍ତୁତି ସମୀକ୍ଷା

ସମ୍ବଲପୁର,୫ା୪ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଗସ୍ତରେ ଆସି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ କୁମାର ଧଳ ଗୁରୁବାର ସମ୍ବଲପୁର ସହିତ ସୁନ୍ଦରଗଡ଼, ବରଗଡ଼ ଓ ଢେଙ୍କାନାଳ ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ୨୮ ବିଧାସନସଭା କ୍ଷେତ୍ରରେ ନିର୍ବାଚନୀ ପ୍ରସ୍ତୁତି...

ହାଇକୋର୍ଟରେ ହାଜର ହେଲା ଜାହାଜ ଚଳାଚଳ ମନ୍ତ୍ରଣାଳୟ

କଟକ,୫ା୪ (କାର୍ତ୍ତିକ ସାହୁ): ପାରାଦ୍ୱୀପ ନିକଟ ସମୁଦ୍ରରେ ବ୍ଲାକ୍‌ରୋଜ୍‌ ଜାହାଜ ବୁଡ଼ି ଘଟଣାର ସିବିଆଇ ତଦନ୍ତ ଦାବି ନେଇ ହାଇକୋର୍ଟରେ ରୁଜୁ ମାମଲାର ଶୁଣାଣି ଗୁରୁବାର ହୋଇଛି। ଶୁଣାଣିବେଳେ ଜାହାଜ ଚଳାଚଳ ମନ୍ତ୍ରଣାଳୟ ହାଇକୋର୍ଟରେ ହାଜର ହୋଇ ନିଜର ପକ୍ଷ...

ହତ୍ୟାକାଣ୍ଡରେ ପୁଅ ସମ୍ପୃକ୍ତ ଜାଣି ବିଷ ପିଇଦେଲେ ମା’, ବାପା

ପୁରୁଷୋତ୍ତମପୁର,୪।୪(ସୀମାଞ୍ଚଳ ମିଶ୍ର)- ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଧୀନ ଶିକୁଳା ଗ୍ରାମରେ ପୂର୍ବତନ ସରପଞ୍ଚ ନନ୍ଦିନୀ ବେହେରାଙ୍କ ଦେଡ଼ଶୁର କାହ୍ନୁଚରଣ ବେହେରା (୫୫)ଙ୍କୁ ଗତ ଶୁକ୍ରବାର ଛୁରି ଭୁସି ନିର୍ମମ ଭାବେ ହତ୍ୟା କରାଯାଇଥିଲା। ଏହି ଘଟଣାରେ ମୁଖ୍ୟ ଅଭିଯୁକ୍ତ...

କୋରାପୁଟ ନିର୍ବାଚନମଣ୍ଡଳୀ: ବିଜେଡି ବିଧାୟକ ପ୍ରାର୍ଥୀଙ୍କୁ ଦଳୀୟ କର୍ମୀଙ୍କ ବିରୋଧ

ସୁନାବେଡ଼ା,ସେମିଳିଗୁଡ଼ା,୪ା୪(କୃତ୍ତିବାସ ପ୍ରଧାନ/ ବାସୁଦେବ ବରାଡ଼): କୋରାପୁଟ ବ୍ଲକ, ସୁନାବେଡ଼ା ପୌରାଞ୍ଚଳ, ଲମତାପୁଟ ଓ ବୈପାରିଗୁଡ଼ା ବ୍ଲକ ଅଞ୍ଚଳକୁ ନେଇ ଗଠିତ ହୋଇଛି ୧୪୪ ନଂ. କୋରାପୁଟ ନିର୍ବାଚନମଣ୍ଡଳୀ। ନିର୍ବାଚନ ପାଇଁ ନିକଟରେ ବିଜେଡି ପ୍ରାର୍ଥୀ ରୂପେ ରଘୁରାମ ପଡାଲଙ୍କ ନାମ...

ଜୟପୁର ବନାଞ୍ଚଳରେ ଲାଗିଲା ନିଆଁ

ଜୟପୁର, ୪ା୪(ପବନ ପାଣିଗ୍ରାହୀ): ଜୟପୁର ବନାଞ୍ଚଳ ଅଧୀନରେ ଥିବା ବିଭିନ୍ନ ଜଙ୍ଗଲେ ନିଆଁ ଲାଗିଛି । ଡଙ୍ଗରଛିଞ୍ଚି, ଜବାକନାଡି, ଘାଟବାଗରା, ଗଡପଦର ପାହାଡ଼ ଓ ମାଳିଗୁଡ଼ା ଜଙ୍ଗଲରେ ନିଆଁ ଲାଗିଛି। ଗଡପଦର ପାହାଡ଼ରେ ନିଆଁକୁ ଆୟତ୍ତ କରିବାକୁ ବନ ବିଭାଗକୁ...

ସକାଳେ ଛାଡିଥିଲେ ଭାଜପା, ଏବେ କଂଗ୍ରେସରେ ହେଲେ ସାମିଲ

ଭୁବନେଶ୍ୱର, ୪।୪: କଂଗ୍ରେସରେ ସାମିଲ ହେଲେ ମହିଳା ନେତ୍ରୀ ସୋନାଲି ସାହୁ। ଗୁରୁବାର ସେ ବିଧିବଦ୍ଧ ଭାବେ କଂଗ୍ରେସରେ ଯୋଗଦେଇଛନ୍ତି। ପିପିସି ସଭାପତି ଶରତ ପଟ୍ଟନାୟକ ପୁଷ୍ପଗୁଚ୍ଛ ଦେଇ ତାଙ୍କୁ ସ୍ବାଗତ କରିଛନ୍ତି। ସୂଚନାଯୋଗ୍ୟ, ଗୁରୁବାର ସକାଳେ ଭାଜପାରୁ ଇସ୍ତଫା...

ଶଙ୍ଖ ଛାଡିଲେ ଆଠମଲ୍ଲିକ ବିଧାୟକ

ଭୁବନେଶ୍ୱର, ୪।୪: ବିଜେଡି ଛାଡିଲେ ଆଠମଲ୍ଲିକ ବିଧାୟକ ରମେଶ ସାଏ। ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଗୁରୁବାର ସେ ଇସ୍ତଫା ଦେଇଛନ୍ତି। ବ୍ୟକ୍ତିଗତ କାରଣ ଦର୍ଶାଇ ସେ ବିଜେଡି ଛାଡିଥିବା ସୂଚନା ମିଳିଛି। ଆଠମଲ୍ଲିକରୁ ବିଜେଡି ଏଥର ନଳିନୀକାନ୍ତ ପ୍ରଧାନଙ୍କୁ...

ଗଣଶିକ୍ଷା ବିଭାଗର ନିଷ୍ପତ୍ତି: ସ୍କୁଲରେ ମିଳିବ ପାଣି ପିଇବା ପାଇଁ ବ୍ରେକ୍

ଭୁବନେଶ୍ୱର,୪।୪: ରାଜ୍ୟରେ ପ୍ରଚଣ୍ଡ ଖରାକୁ ଦୃଷ୍ଟିରେ ରଖି ସ୍କୁଲରେ ପାଣି ପିଇବାକୁ ପିଲା ମାନଙ୍କୁ ବିରତି ମିଳିବ। ନିୟମିତ ବ୍ୟବଧାନରେ ଜଳ ବିରତି ଘଣ୍ଟି ବଜାଇବା ନେଇ ଗଣଶିକ୍ଷା ବିଭାଗର ନିଷ୍ପତ୍ତି ନିଆଯାଇଛି ଦୈନିକ କ୍ଲାସ ସମୟରେ ୩ ଥର...

ରାଜ୍ୟରେ ପ୍ରବଳ ଖରା: ବଦଳିଲା ସକାଳୁଆ ସ୍କୁଲ ସମୟ

ଭୁବନେଶ୍ୱର, ୪।୪: ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏପ୍ରିଲ ୨ ତାରିଖରୁ ସକାଳୁଆ ସ୍କୁଲ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ସେଥିପାଇଁ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସକାଳ ୭ଟାରୁ ପୂର୍ବାହ୍ନ ୧୧ଟା ୩୦ ପର୍ଯ୍ୟନ୍ତ ସ୍କୁଲଗୁଡିକ ଚାଲୁଛି।...

ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି, ଶନିବାର ପର୍ଯ୍ୟନ୍ତ କଲବଲ କରିବ ଟାଣ ଖରା

ଭୁବନେଶ୍ୱର,୪।୪: ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି । ପଶ୍ଚିମ ଏବଂ ଆଭ୍ୟନ୍ତରୀଣ ଜିଲା ଗୁଡ଼ିକରେ ଅଧିକ ଗରମ ଅନୁଭୂତ ହେଉଛି। ଆସନ୍ତା ଶନିବାର ପର୍ଯ୍ୟନ୍ତ ପାଗରେ ପରିବର୍ତ୍ତନ ହେବ ନାହିଁ ଏବଂ ତାପମାତ୍ରା ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri